ଭୁବନେଶ୍ୱର ୨୫-୯ (ଓଡ଼ିଆ ପୁଅ) ଆଜି କରୋନା ନେଲା ୧୫ ମୁଣ୍ଡ। ମୋଟ ମୃତକଙ୍କ ସଂଖ୍ୟା ୭୬୭ କୁ ବୃଦ୍ଧି ପାଇଛି। ଏ ନେଇ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।
ତେବେ ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ମୃତ –
ଅନୁଗୁଳ ଜିଲ୍ଲାରୁ ଜଣେ,
ବଲାଙ୍ଗୀର ଜିଲ୍ଲାରୁ ଜଣେ,
କଟକ ଜିଲ୍ଲାରୁ ଜଣେ,
କନ୍ଧମାଳ ଜିଲ୍ଲାରୁ ଜଣେ,
କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ,
ଖୋର୍ଦ୍ଦା ଜିଲ୍ଲାରୁ ୪ ଜଣ,
ମୟୁରଭଞ୍ଜ ଜିଲ୍ଲାରୁ ୨ ଜଣ,
ପୁରୀ ଜିଲ୍ଲାରୁ ୩ ଜଣ,
ରାୟଗଡ଼ା ଜିଲ୍ଲାରୁ ଜଣେ
୧- ଅନୁଗୁଳ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ।
୨- ବଲାଙ୍ଗୀରର ଜଣେ ୬୭ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।
୩- ଭୁବନେଶ୍ୱରର ଜଣେ ୭୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।
୪- ଭୁବନେଶ୍ୱରର ଜଣେ ୭୬ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପ, କ୍ରନିକ୍ କିଡନୀ ରୋଗ, ହାଇପୋଥାଇରଏଡିଜିମ୍ ରୋଗରେ ପୀଡିତ ଥିଲେ।
୫- ଭୁବନେଶ୍ୱରର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏ କି କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।
୬- ଭୁବନେଶ୍ୱରର ଜଣେ ୬୩ ବର୍ଷ ବୟସ୍କ ପୁରୁଷ।
୭- କଟକ ଜିଲ୍ଲାର ଜଣେ ୭୨ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ଏବଂ କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।
୮- କନ୍ଧମାଳ ଜିଲ୍ଲାର ଜଣେ ୫୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।
୯- କେନ୍ଦ୍ରାପଡା ଜିଲ୍ଲାର ଜଣେ ୮୧ ବର୍ଷ ବୟସ୍କ ପୁରୁଷ।
୧୦- ମୟୁରଭଞ୍ଜ ଜିଲ୍ଲାର ୪୫ ବର୍ଷ ବୟସ୍କା ମହିଳା।
୧୧- ମୟୁରଭଞ୍ଜ ଜିଲ୍ଲାର ଜଣେ ୫୯ ବର୍ଷ ବୟସ୍କ ପୁରୁଷ।
୧୨- ପୁରୀ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କା ମହିଳା ଯିଏ ମଧୁମେହରେ ମଧ୍ୟ ପୀଡିତ ଥିଲେ।
୧୩- ପୁରୀ ଜିଲ୍ଲାର ଜଣେ ୮୪ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ ଏବଂ ଇସକେମିକ୍ ହୃଦ୍ ରୋଗରେ ମଧ୍ୟ ପୀଡିତ ଥିଲେ।
୧୪- ପୁରୀ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ।
୧୫- ରାୟଗଡା ଜିଲ୍ଲାର ଜଣେ ୫୬ ବର୍ଷ ବୟସ୍କା ମହିଳା।