ଭୁବନେଶ୍ୱର ୨୭-୯ (ଓଡ଼ିଆ ପୁଅ) ଆଜି କରୋନା ନେଲା ୧୪ ମୁଣ୍ଡ, ମୋଟ ମୃତ୍ୟୁ ୭୯୭ କୁ ବୃଦ୍ଧି ହୋଇଛି। ଏ ନେଇ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦୋଇଛି।
ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ –
ବଲାଙ୍ଗୀର ଜିଲ୍ଲାରୁ ଜଣେ,
କଟକ ଜିଲ୍ଲାରୁ ୩ ଜଣ,
ଢେଙ୍କାନାଳ ଜିଲ୍ଲାରୁ ଜଣେ,
ଗଜପତିଜିଲ୍ଲାରୁ ଜଣେ,
ଯାଜପୁର ଜିଲ୍ଲାରୁ ୨ ଜଣ,
କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ ଜଣ,
ଖୋର୍ଦ୍ଦା ଜିଲ୍ଲାରୁ ୩ ଜଣ,
ସୋନପୁର ଜିଲ୍ଲାରୁ ଜଣେ,
ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି
୧- ବଲାଙ୍ଗୀର ଜିଲ୍ଲାର ୬୦ ବର୍ଷ ବୟସ୍କ ପୁରୁଷ।
୨- ଭୁବନେଶ୍ୱରର ୪୨ ବର୍ଷ ବୟସ୍କ ପୁରୁଷ।
୩- ଭୁବନେଶ୍ୱରର ୫୮ ବର୍ଷ ବୟସ୍କ ପୁରୁଷ।
୪- କଟକ ଜିଲ୍ଲାର ୪୫ ବର୍ଷ ବୟସ୍କା ମହିଳା।
୫- କଟକ ଜିଲ୍ଲାର ୫୬ ବର୍ଷ ବୟସ୍କ ପୁରୁଷ।
୬- କଟକ ଜିଲ୍ଲାର ୪୨ ବର୍ଷ ବୟସ୍କ ପୁରୁଷ।
୭- ଢ଼େଙ୍କାନାଳ ଜିଲ୍ଲାର ୪୫ ବର୍ଷ ବୟସ୍କ ପୁରୁଷ।
୮- ଗଜପତି ଜିଲ୍ଲାର ଜଣେ ୬୩ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ଏହି ରୋଗରେ ପୀଡିତ ଥିଲେ।
୯- ଯାଜପୁର ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।
୧୦- ଯାଜପୁର ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କା ମହିଳା।
୧୧- କେନ୍ଦ୍ରାପଡା ଜିଲ୍ଲାର ଜଣେ ୫୨ ବର୍ଷ ବୟସ୍କ ପୁରୁଷ।
୧୨- କେନ୍ଦ୍ରାପଡା ଜିଲ୍ଲାର ଜଣେ ୩୫ ବର୍ଷ ବୟସ୍କା ମହିଳା ଯିଏ ମଧୁମେହରେ ମଧ୍ୟ ପୀଡିତ ଥିଲେ।
୧୩- ଖୋର୍ଧା ଜିଲ୍ଲାର ଜଣେ ୬୭ ବର୍ଷ ବୟସ୍କା ମହିଳା।
୧୪- ସୁବର୍ଣ୍ଣପୁର ଜିଲ୍ଲାର ଜଣେ ୩୧ ବର୍ଷ ବୟସ୍କା ମହିଳା ଯିଏ ମଧୁମେହରେ ମଧ୍ୟ ପୀଡିତ ଥିଲେ।