Home Coronavirus Outbreak ରାଜ୍ୟରେ ଆଜି କରୋନା କାରଣରୁ ୬୮ ମୃତ୍ୟୁ – ମୋଟ ମୃତ୍ୟୁ ସଂଖ୍ୟା ୫, ୯୦୨

ରାଜ୍ୟରେ ଆଜି କରୋନା କାରଣରୁ ୬୮ ମୃତ୍ୟୁ – ମୋଟ ମୃତ୍ୟୁ ସଂଖ୍ୟା ୫, ୯୦୨

25

ଭୁବନେଶ୍ୱର ୩୧-୭ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୬୮ କରୋନା ମୃତ୍ୟୁ ରିପୋର୍ଟ ହୋଇଛି। ଅବଶ୍ୟ ଏହା ଗୋଟିଏ ଦିନର ମୃତ୍ୟୁ ସଂଖ୍ୟା ନୁହେଁ। ଓଡ଼ିଶା ସରକାରଙ୍କ ଦ୍ୱାରା ନିଯୁକ୍ତ ହୋଇଥିବା ବିଶେଷଜ୍ଞମାନଙ୍କର ମୃତ୍ୟୁ ଅଡିଟ୍ ହେବା ପରେ ଏହି ସଂଖ୍ୟା ପ୍ରକାଶ କରିଛି ସ୍ୱାସ୍ଥ୍ୟ ବିଭାଗ। ତେବେ ଏହା ସହ ମୋଟ ମୃତ୍ୟୁ ସଂଖ୍ୟା ୫, ୯୦୨ କୁ ବୃଦ୍ଧି ପାଇଛି। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ –

ଅନୁଗୁଳ ୮ ଜଣ,

ବାଲେଶ୍ୱର ୫ ଜଣ,

ବରଗଡ ୩ ଜଣ,

ଭଦ୍ରକ ୨ ଜଣ,

ବଲାଙ୍ଗୀର ୩ ଜଣ,

ବୌଦ୍ଧ ୧ ଜଣ,

କଟକ ୪ ଜଣ,

ଗଞ୍ଜାମ ୭ ଜଣ,

ଜଗତସିଂହପୁର ୨ ଜଣ,

ଯାଜପୁର ୧ ଜଣ,

କଳାହାଣ୍ଡି ୨ ଜଣ,

କନ୍ଧମାଳ ୧ ଜଣ,

କେନ୍ଦ୍ରାପଡା ୩ ଜଣ,

କେନ୍ଦୁଝର ୩ ଜଣ,

ଖୋର୍ଦ୍ଧା ୭ ଜଣ,

ମୟୁରଭଞ୍ଜ ୪ ଜଣ,

ନବରଙ୍ଗପୁର ୨ ଜଣ,

ନୟାଗଡ଼ ୩ ଜଣ,

ପୁରୀ ୫ ଜଣ,

ସମ୍ବଲପୁର ୨ ଜଣ,

ମୋଟ ୬୮ ଜଣଙ୍କର ମୃତ୍ୟୁ ହୋଇଛି।

ରାଜ୍ୟରେ ଗତ ୨୪ ଘଂଟାରେ ୧୫୭୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ?

ନୂଆ ଆକ୍ରାନ୍ତ: ୧୫୭୮
– କ୍ୱାରେଣ୍ଟାଇନ୍ ସେଣ୍ଟରରୁ: ୯୧୫
– ସ୍ଥାନୀୟ ଅଞ୍ଚଳରୁ୬୬୩
କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ:
୧- ଅନୁଗୁଳ ଜିଲ୍ଲାରୁ – ୪୭
୨- ବାଲେଶ୍ୱର ଜିଲ୍ଲାରୁ – ୭୮
୩- ବରଗଡ଼ ଜିଲ୍ଲାରୁ – ୯
୪- ଭଦ୍ରକ ଜିଲ୍ଲାରୁ – ୫୨
୫- ବଲାଙ୍ଗୀର ଜିଲ୍ଲାରୁ – ୮
୬- ବୌଦ୍ଦ ଜିଲ୍ଲାରୁ – ୪
୭- କଟକ ଜିଲ୍ଲାରୁ – ୨୧୨
୮- ଦେବଗଡ଼ ଜିଲ୍ଲାରୁ – ୮
୯- ଢେଙ୍କାନାଳ ଜିଲ୍ଲାରୁ – ୧୯
୧୦- ଗଜପତି ଜିଲ୍ଲାରୁ – ୧୪
୧୧- ଗଞ୍ଜାମ ଜିଲ୍ଲାରୁ – ୨
୧୨- ଜଗତସିଂହପୁର ଜିଲ୍ଲାରୁ – ୧୧୩
୧୩- ଯାଜପୁର ଜିଲ୍ଲାରୁ – ୭୭
୧୪- ଝାରସୁଗୁଡ଼ା ଜିଲ୍ଲାରୁ – ୨
୧୫- କଳାହାଣ୍ଡି ଜିଲ୍ଲାରୁ – ୧
୧୬- କନ୍ଧମାଳ ଜିଲ୍ଲାରୁ – ୧୭
୧୭- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୫୧
୧୮- କେନ୍ଦୁଝର ଜିଲ୍ଲାରୁ – ୧୭
୧୯- ଖୋର୍ଦ୍ଧାରୁ: ୪୩୬
୨୦- କୋରାପୁଟ ଜିଲ୍ଲାରୁ – ୧୪
୨୧- ମାଲକାନଗିରି : ୧୧
୨୨- ମୟୁରଭଞ୍ଜ ଜିଲ୍ଲାରୁ – ୪୧
୨୩- ନବରଙ୍ଗପୁର ଜିଲ୍ଲାରେ: ୧୬
୨୪- ନୟାଗଡ଼ ଜିଲ୍ଲାରୁ – ୫୩
୨୫- ନୂଆପଡ଼ା ଜିଲ୍ଲାରୁ – ୨
୨୬- ପୁରୀ ଜିଲ୍ଲାରୁ – ୧୦୯
୨୭- ରାୟଗଡ଼ା ଜିଲ୍ଲାରୁ – ୧୪
୨୮- ସମ୍ବଲପୁର ଜିଲ୍ଲାରୁ – ୧୮
୨୯- ସୋନପୁର ଜିଲ୍ଲାରୁ – ୧୨
୩୦- ସୁନ୍ଦରଗଡ଼ ଜିଲ୍ଲାରୁ – ୨୯
୩୧- State Pool: ୯୨
– ନୂଆ ସୁସ୍ଥ ହୋଇଥିଲେ୧୮୪୧
– ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି୧୬୦୨୨୬୭୭
– ମୋଟ ଆକ୍ରାନ୍ତ ୯୭୭୨୬୮
– ମୋଟ ସୁସ୍ଛ ହୋଲେଣି ୯୫୪୯୨୯
– ସକ୍ରୀୟ ଆକ୍ରାନ୍ତ – ୧୬୩୮୪

ଜିଲ୍ଲାୱାରୀ ସମ୍ପୂର୍ଣ୍ଣ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୪୨, ୫୬୧ [+୪୭] ଜଣ ସଂକ୍ରମିତ ହୋଇଥିବା ବେଳେ ୪୨୭ [+୩୯] ଜଣ ସକ୍ରୀୟ ଅଛନ୍ତି। ୪୧, ୮୭୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୫୫ [+୮] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୩୭, ୯୯୧ [+୭୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୦୩୯ [+୭୩] ଜଣ ସକ୍ରୀୟ ଅଛନ୍ତି। ୩୬, ୭୫୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୮୮ [+୫] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ ଜିଲ୍ଲାରେ ୩୦, ୭୦୪ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୧ [+୬] ଜଣ ସକ୍ରୀୟ ଅଛନ୍ତି। ୩୦, ୨୯୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୮୭ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୨୫, ୩୪୦ [+୫୨] ଜଣ ସଂକ୍ରମିତ ହୋଇଥିବା ବେଳେ ୬୬୧ [+୫୦] ଜଣ ସକ୍ରୀୟ ଅଛନ୍ତି। ୨୪, ୬୦୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୫ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୨୩, ୧୭୬ [+୮] ଜଣ ସଂକ୍ରମିତ ହୋଇଥିବା ବେଳେ ୬୦ [+୫] ଜଣ ସକ୍ରୀୟ ଅଛନ୍ତି। ୨୩, ୦୧୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୨ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଧ ଜିଲ୍ଲାରେ ୧୨, ୫୦୮ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୬୨ [+୩] ଜଣ ସକ୍ରୀୟ ଅଛନ୍ତି। ୧୨, ୩୪୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୫ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲାରେ ୮୬, ୬୦୬ [+୨୧୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୧୦୧ [+୨୦୮] ଜଣ ସକ୍ରୀୟ ଅଛନ୍ତି। ୮୪, ୧୬୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୩୯ [+୪] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୬, ୧୫୯ [+୮] ଜଣ ସଂକ୍ରମିତ ହୋଇଥିବା ବେଳେ ୬୩ [+୮] ଜଣ ସକ୍ରୀୟ ଅଛନ୍ତି। ୬, ୦୫୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଢେଙ୍କାନାଳ ଜିଲ୍ଲାରେ ୧୯, ୦୫୧ [+୧୯] ଜଣ ସଂକ୍ରମିତ ହୋଇଥିବା ବେଳେ ୪୫୧ [+୧୯] ଜଣ ସକ୍ରୀୟ ଅଛନ୍ତି। ୧୮, ୪୮୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତି ଜିଲ୍ଲାରେ ୯, ୪୯୬ [+୧୪] ଜଣ ସଂକ୍ରମିତ ହୋଇଥିବା ବେଳେ ୪୭ [+୧୪] ଜଣ ସକ୍ରୀୟ ଅଛନ୍ତି। ୯, ୩୬୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୩୩, ୪୧୮ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୭୪ [-୫] ଜଣ ସକ୍ରୀୟ ଅଛନ୍ତି। ୩୨, ୮୯୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୪୨ [+୭] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୨୫, ୩୨୩ [+୧୧୩] ଜଣ ସଂକ୍ରମିତ ହୋଇଥିବା ବେଳେ ୬୭୧ [+୧୧୧] ଜଣ ସକ୍ରୀୟ ଅଛନ୍ତି। ୨୪, ୫୫୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯୮ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୪୧, ୦୮୩ [+୭୭] ଜଣ ସଂକ୍ରମିତ ହୋଇଥିବା ବେଳେ ୮୯୩ [+୭୬] ଜଣ ସକ୍ରୀୟ ଅଛନ୍ତି। ୪୦, ୧୧୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୨ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୨୩, ୫୮୪ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୫୭ [+୨] ଜଣ ସକ୍ରୀୟ ଅଛନ୍ତି। ୨୩, ୩୭୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୨୪, ୧୨୮ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୬୩ [-୧] ଜଣ ସକ୍ରୀୟ ଅଛନ୍ତି। ୨୩, ୮୬୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯୮ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୧୧, ୩୦୬ [+୧୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧୮୬ [+୧୬] ଜଣ ସକ୍ରୀୟ ଅଛନ୍ତି। ୧୧, ୦୪୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୪ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡା ଜିଲ୍ଲାରେ ୨୩, ୩୨୮ [+୫୧] ଜଣ ସଂକ୍ରମିତ ହୋଇଥିବା ବେଳେ ୫୪୧ [+୪୮] ଜଣ ସକ୍ରୀୟ ଅଛନ୍ତି। ୨୨, ୬୫୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩୩ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୨୦, ୩୫୭ [+୧୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧୫୭ [+୧୪] ଜଣ ସକ୍ରୀୟ ଅଛନ୍ତି। ୨୦, ୦୬୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨୯ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଧା ଜିଲ୍ଲାରେ ୧, ୪୯, ୮୫୩ [+୪୩୬] ଜଣ ସଂକ୍ରମିତ ହୋଇଥିବା ବେଳେ ୪, ୬୧୪ [+୪୨୯] ଜଣ ସକ୍ରୀୟ ଅଛନ୍ତି। ୧, ୪୪, ୦୮୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧, ୧୪୫ [+୭] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୧୮, ୮୨୯ [+୧୪] ଜଣ ସଂକ୍ରମିତ ହୋଇଥିବା ବେଳେ ୨୦୮ [+୧୪] ଜଣ ସକ୍ରୀୟ ଅଛନ୍ତି। ୧୮, ୫୪୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ଜିଲ୍ଲାରେ ୧୧, ୪୬୫ [+୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୮୩ [+୧୧] ଜଣ ସକ୍ରୀୟ ଅଛନ୍ତି। ୧୧, ୩୩୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୩୮, ୬୩୭ [+୪୧] ଜଣ ସଂକ୍ରମିତ ହୋଇଥିବା ବେଳେ ୫୧୦ [+୩୭] ଜଣ ସକ୍ରୀୟ ଅଛନ୍ତି। ୩୭, ୯୧୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦୯ [+୪] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୨୩, ୪୪୦ [+୧୬] ଜଣ ସଂକ୍ରମିତ ହୋଇଥିବା ବେଳେ ୬୭ [+୧୪] ଜଣ ସକ୍ରୀୟ ଅଛନ୍ତି। ୨୩, ୩୦୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୨ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୨୨, ୫୦୧ [+୫୩] ଜଣ ସଂକ୍ରମିତ ହୋଇଥିବା ବେଳେ ୪୪୮ [+୫୦] ଜଣ ସକ୍ରୀୟ ଅଛନ୍ତି। ୨୧, ୯୦୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪୬ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୁଆପଡା ଜିଲ୍ଲାରେ ୨୨, ୭୮୬ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୫୦ [+୨] ଜଣ ସକ୍ରୀୟ ଅଛନ୍ତି। ୨୨, ୬୫୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ପୁରୀ ଜିଲ୍ଲାରେ ୪୩, ୩୦୫ [+୧୦୯] ଜଣ ସଂକ୍ରମିତ ହୋଇଥିବା ବେଳେ ୯୩୬ [+୧୦୪] ଜଣ ସକ୍ରୀୟ ଅଛନ୍ତି। ୪୨, ୦୧୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୫୫ [+୫] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୧୯, ୭୭୦ [+୧୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧୪୨ [+୧୪] ଜଣ ସକ୍ରୀୟ ଅଛନ୍ତି। ୧୯, ୪୬୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୩୦, ୪୬୬ [+୧୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧୪୫ [+୧୬] ଜଣ ସକ୍ରୀୟ ଅଛନ୍ତି। ୩୦, ୧୪୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭୬ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁବର୍ଣ୍ଣପୁର ଜିଲ୍ଲାରେ ୧୩, ୦୪୧ [+୧୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧୩୪ [+୧୨] ଜଣ ସକ୍ରୀୟ ଅଛନ୍ତି। ୧୨, ୮୬୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ ଜିଲ୍ଲାରେ ୬୦, ୭୩୮ [+୨୯] ଜଣ ସଂକ୍ରମିତ ହୋଇଥିବା ବେଳେ ୩୯୫ [+୨୯] ଜଣ ସକ୍ରୀୟ ଅଛନ୍ତି। ୫୯, ୮୧୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୨୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାଜ୍ୟ ପୁଲ୍ ରେ ୨୬, ୩୧୮ [+୯୨] ଜଣ ସଂକ୍ରମିତ ହୋଇଥିବା ବେଳେ ୯୭୮ [+୯୨] ଜଣ ସକ୍ରୀୟ ଅଛନ୍ତି। ୨୫, ୩୪୦ ଜଣ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.