Home Coronavirus Outbreak ରାଜ୍ୟରେ ଆଜି କରୋନା କାରଣରୁ ୬୯ ମୃତ୍ୟୁ – ମୋଟ ମୃତ୍ୟୁ ସଂଖ୍ୟା ୬, ୧୦୨

ରାଜ୍ୟରେ ଆଜି କରୋନା କାରଣରୁ ୬୯ ମୃତ୍ୟୁ – ମୋଟ ମୃତ୍ୟୁ ସଂଖ୍ୟା ୬, ୧୦୨

46

ଭୁବନେଶ୍ୱର ୩-୮ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୬୯ କରୋନା ମୃତ୍ୟୁ ରିପୋର୍ଟ ହୋଇଛି। ଅବଶ୍ୟ ଏହା ଗୋଟିଏ ଦିନର ମୃତ୍ୟୁ ସଂଖ୍ୟା ନୁହେଁ। ଓଡ଼ିଶା ସରକାରଙ୍କ ଦ୍ୱାରା ନିଯୁକ୍ତ ହୋଇଥିବା ବିଶେଷଜ୍ଞମାନଙ୍କର ମୃତ୍ୟୁ ଅଡିଟ୍ ହେବା ପରେ ଏହି ସଂଖ୍ୟା ପ୍ରକାଶ କରିଛି ସ୍ୱାସ୍ଥ୍ୟ ବିଭାଗ। ତେବେ ଏହା ସହ ମୋଟ ମୃତ୍ୟୁ ସଂଖ୍ୟା ୬, ୧୦୨ କୁ ବୃଦ୍ଧି ପାଇଛି। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ –

ଅନୁଗୁଳ ୨ ଜଣ,

ବାଲେଶ୍ୱର ୩ ଜଣ,

ଭଦ୍ରକ ୩ ଜଣ,

ବଲାଙ୍ଗୀର ୧ ଜଣ,

କଟକ ୯ ଜଣ,

ଢେଙ୍କାନାଳ ୨ ଜଣ,

ଗଞ୍ଜାମ ୨ ଜଣ,

ଜଗତସିଂହପୁର ୩ ଜଣ,

ଯାଜପୁର ୨ ଜଣ,

କଳାହାଣ୍ଡି ୨ ଜଣ,

କେନ୍ଦ୍ରାପଡା ୬ ଜଣ,

ଖୋର୍ଦ୍ଧା ୨୩ ଜଣ,

ମୟୁରଭଞ୍ଜ ୩ ଜଣ,

ନୟାଗଡ଼ ୧ ଜଣ,

ପୁରୀ ୭ ଜଣ,

ମୋଟ ୬୯ ଜଣଙ୍କର ମୃତ୍ୟୁ ହୋଇଛି।

ରାଜ୍ୟରେ ଗତ ୨୪ ଘଂଟାରେ ୧୧୨୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ?

ନୂଆ ଆକ୍ରାନ୍ତ: ୧୧୨୯

– କ୍ୱାରେଣ୍ଟାଇନ୍ ସେଣ୍ଟରରୁ: ୬୫୭

– ସ୍ଥାନୀୟ ଅଞ୍ଚଳରୁ୪୭୨

କେଉଁ ଜିଲ୍ଲାରୁ –  କେତେ ଜାଣନ୍ତୁ:

୧- ଅନୁଗୁଳ ଜିଲ୍ଲାରୁ –  ୫୫

୨- ବାଲେଶ୍ୱର ଜିଲ୍ଲାରୁ –  ୭୨

୩- ବରଗଡ଼ ଜିଲ୍ଲାରୁ –  ୩

୪- ଭଦ୍ରକ ଜିଲ୍ଲାରୁ –  ୬୦

୫- ବଲାଙ୍ଗୀର ଜିଲ୍ଲାରୁ –  ୪

୬- ବୌଦ୍ଦ ଜିଲ୍ଲାରୁ –  ୪

୭- କଟକ ଜିଲ୍ଲାରୁ –  ୧୩୫

୮- ଦେବଗଡ଼ ଜିଲ୍ଲାରୁ –  ୮

୯- ଢେଙ୍କାନାଳ ଜିଲ୍ଲାରୁ –  ୭

୧୦- ଗଞ୍ଜାମ ଜିଲ୍ଲାରୁ –  ୨

୧୧- ଜଗତସିଂହପୁର ଜିଲ୍ଲାରୁ –  ୬୩

୧୨- ଯାଜପୁର ଜିଲ୍ଲାରୁ –  ୪୮

୧୩- ଝାରସୁଗୁଡ଼ା ଜିଲ୍ଲାରୁ –  ୬

୧୪- କଳାହାଣ୍ଡି ଜିଲ୍ଲାରୁ –  ୧

୧୫- କନ୍ଧମାଳ ଜିଲ୍ଲାରୁ –  ୪

୧୬- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୬୬

୧୭- କେନ୍ଦୁଝର ଜିଲ୍ଲାରୁ –  ୮

୧୮- ଖୋର୍ଦ୍ଧାରୁ: ୩୮୮

୧୯- କୋରାପୁଟ ଜିଲ୍ଲାରୁ –  ୨

୨୦- ମାଲକାନଗିରି : ୪

୨୧- ମୟୁରଭଞ୍ଜ ଜିଲ୍ଲାରୁ –  ୨୦

୨୨- ନବରଙ୍ଗପୁର ଜିଲ୍ଲାରେ: ୫

୨୩- ନୟାଗଡ଼ ଜିଲ୍ଲାରୁ –  ୨୦

୨୪- ନୂଆପଡ଼ା ଜିଲ୍ଲାରୁ –  ୩

୨୫- ପୁରୀ ଜିଲ୍ଲାରୁ –  ୪୮

୨୬- ରାୟଗଡ଼ା ଜିଲ୍ଲାରୁ –  ୬

୨୭- ସମ୍ବଲପୁର ଜିଲ୍ଲାରୁ –  ୧

୨୮- ସୋନପୁର ଜିଲ୍ଲାରୁ –  ୫

୨୯- ସୁନ୍ଦରଗଡ଼ ଜିଲ୍ଲାରୁ –  ୫

୩୦- State Pool: ୭୬

– ନୂଆ ସୁସ୍ଥ ହୋଇଥିଲେ୧୭୮୫

– ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି୧୬୨୨୩୯୨୧

– ମୋଟ ଆକ୍ରାନ୍ତ ୯୮୦୮୬୬

– ମୋଟ ସୁସ୍ଛ ହୋଲେଣି ୯୬୦୩୮୬

– ସକ୍ରୀୟ ଆକ୍ରାନ୍ତ –  ୧୪୩୨୫

ଜିଲ୍ଲାୱାରୀ ସମ୍ପୂର୍ଣ୍ଣ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୪୨, ୭୧୧ [+୫୫] ଜଣ ସଂକ୍ରମିତ ହୋଇଥିବା ବେଳେ ୩୧୮ [+୫୩] ଜଣ ସକ୍ରୀୟ ଅଛନ୍ତି। ୪୨, ୧୩୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୬୨ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୩୮, ୧୬୩ [+୭୨] ଜଣ ସଂକ୍ରମିତ ହୋଇଥିବା ବେଳେ ୯୧୯ [+୬୯] ଜଣ ସକ୍ରୀୟ ଅଛନ୍ତି। ୩୭, ୦୪୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯୫ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ ଜିଲ୍ଲାରେ ୩୦, ୭୨୩ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୮୩ [+୩] ଜଣ ସକ୍ରୀୟ ଅଛନ୍ତି। ୩୦, ୩୫୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୯୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୨୫, ୪୯୪ [+୬୦] ଜଣ ସଂକ୍ରମିତ ହୋଇଥିବା ବେଳେ ୬୫୪ [+୫୭] ଜଣ ସକ୍ରୀୟ ଅଛନ୍ତି। ୨୪, ୭୪୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୯ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୨୩, ୧୮୮ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୫୭ [+୩] ଜଣ ସକ୍ରୀୟ ଅଛନ୍ତି। ୨୩, ୦୨୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୩ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଧ ଜିଲ୍ଲାରେ ୧୨, ୫୧୬ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୬୦ [+୪] ଜଣ ସକ୍ରୀୟ ଅଛନ୍ତି। ୧୨, ୩୫୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲାରେ ୮୭, ୦୮୫ [+୧୩୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୮୪୩ [+୧୨୬] ଜଣ ସକ୍ରୀୟ ଅଛନ୍ତି। ୮୪, ୮୭୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୬୬ [+୯] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୬, ୧୮୩ [+୮] ଜଣ ସଂକ୍ରମିତ ହୋଇଥିବା ବେଳେ ୭୧ [+୮] ଜଣ ସକ୍ରୀୟ ଅଛନ୍ତି। ୬, ୦୭୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଢେଙ୍କାନାଳ ଜିଲ୍ଲାରେ ୧୯, ୧୦୪ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୩୨୪ [+୫] ଜଣ ସକ୍ରୀୟ ଅଛନ୍ତି। ୧୮, ୬୫୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨୭ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତି ଜିଲ୍ଲାରେ ୯୫୦୫ ଜଣ ସଂକ୍ରମିତ ହୋଇଥିବା ବେଳେ ୩୧ ଜଣ ସକ୍ରୀୟ ଅଛନ୍ତି। ୯, ୩୯୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୩୩, ୪୩୮ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୬୦ ଜଣ ସକ୍ରୀୟ ଅଛନ୍ତି। ୩୨, ୯୨୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୪୯ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୨୫, ୫୫୪ [+୬୩] ଜଣ ସଂକ୍ରମିତ ହୋଇଥିବା ବେଳେ ୬୬୧ [+୬୦] ଜଣ ସକ୍ରୀୟ ଅଛନ୍ତି। ୨୪, ୭୮୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୬ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୪୧, ୨୪୦ [+୪୮] ଜଣ ସଂକ୍ରମିତ ହୋଇଥିବା ବେଳେ ୭୪୦ [+୪୬] ଜଣ ସକ୍ରୀୟ ଅଛନ୍ତି। ୪୦, ୪୨୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୬ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୨୩, ୫୯୮ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୪୬ [+୬] ଜଣ ସକ୍ରୀୟ ଅଛନ୍ତି। ୨୩, ୩୯୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୨୪, ୧୪୧ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୫୯ [-୧] ଜଣ ସକ୍ରୀୟ ଅଛନ୍ତି। ୨୩, ୮୮୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦୦ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୧୧, ୩୩୪ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧୪୩ [+୪] ଜଣ ସକ୍ରୀୟ ଅଛନ୍ତି। ୧୧, ୧୧୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡା ଜିଲ୍ଲାରେ ୨୩, ୪୫୩ [+୬୬] ଜଣ ସଂକ୍ରମିତ ହୋଇଥିବା ବେଳେ ୪୪୨ [+୬୦] ଜଣ ସକ୍ରୀୟ ଅଛନ୍ତି। ୨୨, ୮୬୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪୫ [+୬] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୨୦, ୪୦୭ [+୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧୩୨ [+୮] ଜଣ ସକ୍ରୀୟ ଅଛନ୍ତି। ୨୦, ୧୪୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଧା ଜିଲ୍ଲାରେ ୧, ୫୦, ୮୮୭ [+୩୮୮] ଜଣ ସଂକ୍ରମିତ ହୋଇଥିବା ବେଳେ ୪, ୧୫୦ [+୩୬୫] ଜଣ ସକ୍ରୀୟ ଅଛନ୍ତି। ୧, ୪୫, ୫୩୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧, ୧୮୮ [+୨୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୧୮, ୮୪୫ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧୩୪ [+୨] ଜଣ ସକ୍ରୀୟ ଅଛନ୍ତି। ୧୮, ୬୩୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ଜିଲ୍ଲାରେ ୧୧, ୪୮୨ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୫୮ [+୪] ଜଣ ସକ୍ରୀୟ ଅଛନ୍ତି। ୧୧, ୩୭୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୩୮, ୭୧୭ [+୨୦] ଜଣ ସଂକ୍ରମିତ ହୋଇଥିବା ବେଳେ ୪୦୬ [+୧୭] ଜଣ ସକ୍ରୀୟ ଅଛନ୍ତି। ୩୮, ୦୯୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୧୪ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୨୩, ୪୫୩ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୭୧ [+୫] ଜଣ ସକ୍ରୀୟ ଅଛନ୍ତି। ୨୩, ୩୧୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୨୨, ୫୮୭ [+୨୦] ଜଣ ସଂକ୍ରମିତ ହୋଇଥିବା ବେଳେ ୩୭୫ [+୧୯] ଜଣ ସକ୍ରୀୟ ଅଛନ୍ତି। ୨୨, ୦୬୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫୦ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୁଆପଡା ଜିଲ୍ଲାରେ ୨୨, ୭୯୦ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୩୪ [+୩] ଜଣ ସକ୍ରୀୟ ଅଛନ୍ତି। ୨୨, ୬୭୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ପୁରୀ ଜିଲ୍ଲାରେ ୪୩, ୫୮୧ [+୪୮] ଜଣ ସଂକ୍ରମିତ ହୋଇଥିବା ବେଳେ ୮୯୫ [+୪୧] ଜଣ ସକ୍ରୀୟ ଅଛନ୍ତି। ୪୨, ୩୦୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୭୫ [+୭] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୧୯, ୭୯୫ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୨ [+୬] ଜଣ ସକ୍ରୀୟ ଅଛନ୍ତି। ୧୯, ୫୧୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୩୦, ୫୦୨ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୩ [+୧] ଜଣ ସକ୍ରୀୟ ଅଛନ୍ତି। ୩୦, ୨୧୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁବର୍ଣ୍ଣପୁର ଜିଲ୍ଲାରେ ୧୩, ୦୬୯ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧୪୫ [+୫] ଜଣ ସକ୍ରୀୟ ଅଛନ୍ତି। ୧୨, ୮୭୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ ଜିଲ୍ଲାରେ ୬୦, ୭୯୫ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୩୦୧ [+୫] ଜଣ ସକ୍ରୀୟ ଅଛନ୍ତି। ୫୯, ୯୫୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୩୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାଜ୍ୟ ପୁଲ୍ ରେ ୨୬, ୫୨୬ [+୭୬] ଜଣ ସଂକ୍ରମିତ ହୋଇଥିବା ବେଳେ ୮୭୮ [+୭୬] ଜଣ ସକ୍ରୀୟ ଅଛନ୍ତି। ୨୫, ୬୪୮ ଜଣ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.