Home Coronavirus Outbreak ରାଜ୍ୟରେ ଆଜି କରୋନା କାରଣରୁ ୬୮ ମୃତ୍ୟୁ – ମୋଟ ମୃତ୍ୟୁ ସଂଖ୍ୟା ୭,...

ରାଜ୍ୟରେ ଆଜି କରୋନା କାରଣରୁ ୬୮ ମୃତ୍ୟୁ – ମୋଟ ମୃତ୍ୟୁ ସଂଖ୍ୟା ୭, ୦୨୧

39

ଭୁବନେଶ୍ୱର ୧୭-୮ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୬୮ କରୋନା ମୃତ୍ୟୁ ରିପୋର୍ଟ ହୋଇଛି। ଅବଶ୍ୟ ଏହା ଗୋଟିଏ ଦିନର ମୃତ୍ୟୁ ସଂଖ୍ୟା ନୁହେଁ। ଓଡ଼ିଶା ସରକାରଙ୍କ ଦ୍ୱାରା ନିଯୁକ୍ତ ହୋଇଥିବା ବିଶେଷଜ୍ଞମାନଙ୍କର ମୃତ୍ୟୁ ଅଡିଟ୍ ହେବା ପରେ ଏହି ସଂଖ୍ୟା ପ୍ରକାଶ କରିଛି ସ୍ୱାସ୍ଥ୍ୟ ବିଭାଗ। ତେବେ ଏହା ସହ ମୋଟ ମୃତ୍ୟୁ ସଂଖ୍ୟା ୭, ୦୨୧ କୁ ବୃଦ୍ଧି ପାଇଛି। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ –

ଅନୁଗୁଳ ୮ ଜଣ,

ବାଲେଶ୍ୱର ୬ ଜଣ,

କଟକ ୧୪ ଜଣ,

ଢେଙ୍କାନାଳ ୫ ଜଣ,

ଜଗତସିଂହପୁର ୮ ଜଣ,

ଯାଜପୁର ୭ ଜଣ,

କେନ୍ଦ୍ରାପଡା ୬ ଜଣ,

କେନ୍ଦୁଝର ୧ ଜଣ,

ଖୋର୍ଦ୍ଧା ୫ ଜଣ,

ମୟୁରଭଞ୍ଜ ୧ ଜଣ,

ପୁରୀ ୩ ଜଣ,

ରାୟଗଡ଼ା ୩ ଜଣ,

ସୁନ୍ଦରଗଡ ୧ ଜଣ,

ମୋଟ ୬୮ ଜଣଙ୍କର ମୃତ୍ୟୁ ହୋଇଛି।

ରାଜ୍ୟରେ ଗତ ୨୪ ଘଂଟାରେ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ?

ନୂଆ ଆକ୍ରାନ୍ତ: ୭୨୦
୦-୧୮ ବର୍ଷର : ୯୬
– କ୍ୱାରେଣ୍ଟାଇନ୍ ସେଣ୍ଟରରୁ: ୪୨୧
– ସ୍ଥାନୀୟ ଅଞ୍ଚଳରୁ୨୯୯
କେଉଁ ଜିଲ୍ଲାରୁ କେତେ ଜାଣନ୍ତୁ:
୧- ଅନୁଗୁଳ ଜିଲ୍ଲାରୁ ୧୫
୨- ବାଲେଶ୍ୱର ଜିଲ୍ଲାରୁ ୧୯
୩- ବରଗଡ଼ ଜିଲ୍ଲା : ୨
୪- ଭଦ୍ରକ ଜିଲ୍ଲାରୁ ୨୨
୫- ବଲାଙ୍ଗୀର ଜିଲ୍ଲାରୁ ୪
୬- ବୌଦ୍ଦ ଜିଲ୍ଲାରୁ ୧
୭- କଟକ ଜିଲ୍ଲାରୁ ୯୧
୮- ଦେବଗଡ଼ ଜିଲ୍ଲାରୁ ୫
୯- ଢେଙ୍କାନାଳ ଜିଲ୍ଲାରୁ ୧୫
୧୦- ଗଞ୍ଜାମ ଜିଲ୍ଲାରୁ ୫
୧୧- ଜଗତସିଂହପୁର ଜିଲ୍ଲାରୁ ୩୩
୧୨- ଯାଜପୁର ଜିଲ୍ଲାରୁ ୨୮
୧୩- ଝାରସୁଗୁଡ଼ା ଜିଲ୍ଲାରୁ ୩
୧୪- କଳାହାଣ୍ଡି ଜିଲ୍ଲାରୁ ୫
୧୫- କନ୍ଧମାଳ ଜିଲ୍ଲାରୁ ୯
୧୬- କେନ୍ଦ୍ରାପଡ଼ା ଜିଲ୍ଲାରୁ: ୧୨
୧୭- କେନ୍ଦୁଝର ଜିଲ୍ଲାରୁ ୧୧
୧୮- ଖୋର୍ଦ୍ଧାରୁ : ୨୭୯
୧୯- କୋରାପୁଟ ଜିଲ୍ଲାରୁ ୩
୨୦- ମାଲକାନଗିରି : ୪
୨୧- ମୟୁରଭଞ୍ଜ ଜିଲ୍ଲାରୁ ୨୯
୨୨- ନବରଙ୍ଗପୁର ଜିଲ୍ଲାରେ: ୧
୨୩- ନୟାଗଡ଼ ଜିଲ୍ଲାରୁ ୧୮
୨୪- ନୂଆପଡ଼ା ଜିଲ୍ଲାରୁ ୨
୨୫- ପୁରୀ ଜିଲ୍ଲାରୁ ୧୬
୨୬- ରାୟଗଡ଼ା ଜିଲ୍ଲାରୁ ୮
୨୭- ସମ୍ବଲପୁର ଜିଲ୍ଲାରୁ ୬
୨୮- ସୋନପୁର ଜିଲ୍ଲାରୁ ୩
୨୯- ସୁନ୍ଦରଗଡ଼ ଜିଲ୍ଲାରୁ ୧୧
୩୦- State Pool: ୬୦
– ନୂଆ ସୁସ୍ଥ ହୋଇଥିଲେ୧୧୬୭
– ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି୧୭୧୩୯୨୪୦
– ମୋଟ ଆକ୍ରାନ୍ତ ୯୯୬୧୫୩
– ମୋଟ ସୁସ୍ଛ ହୋଲେଣି ୯୭୯୪୦୭
ସକ୍ରୀୟ ଆକ୍ରାନ୍ତ: ୯୬୭୨

ଜିଲ୍ଲାୱାରୀ ସମ୍ପୂର୍ଣ୍ଣ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୪୩, ୨୨୭ [+୧୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧୭୧ [+୭] ଜଣ ସକ୍ରୀୟ ଅଛନ୍ତି। ୪୨, ୭୫୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୦୪ [+୮] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୩୮, ୮୯୮ [+୧୯] ଜଣ ସଂକ୍ରମିତ ହୋଇଥିବା ବେଳେ ୫୬୧ [+୧୩] ଜଣ ସକ୍ରୀୟ ଅଛନ୍ତି। ୩୮, ୦୯୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪୦ [+୬] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ ଜିଲ୍ଲାରେ ୩୦, ୮୨୬ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୮୨ [+୨] ଜଣ ସକ୍ରୀୟ ଅଛନ୍ତି। ୩୦, ୪୧୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୨୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୨୫, ୮୫୭ [+୨୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୬୧ [+୨୨] ଜଣ ସକ୍ରୀୟ ଅଛନ୍ତି। ୨୫, ୪୯୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୨୩, ୨୫୧ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୪୪ [+୪] ଜଣ ସକ୍ରୀୟ ଅଛନ୍ତି। ୨୩, ୦୮୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଧ ଜିଲ୍ଲାରେ ୧୨, ୫୪୦ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୩ [+୧] ଜଣ ସକ୍ରୀୟ ଅଛନ୍ତି। ୧୨, ୪୨୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲାରେ ୮୯, ୧୪୪ [+୯୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୨୮୨ [+୭୭] ଜଣ ସକ୍ରୀୟ ଅଛନ୍ତି। ୮୭, ୩୨୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୩୪ [+୧୪] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୬, ୨୪୧ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୪୬ [+୫] ଜଣ ସକ୍ରୀୟ ଅଛନ୍ତି। ୬, ୧୪୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଢେଙ୍କାନାଳ ଜିଲ୍ଲାରେ ୧୯, ୩୩୩ [+୧୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧୭୩ [+୧୦] ଜଣ ସକ୍ରୀୟ ଅଛନ୍ତି। ୧୯, ୦୦୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫୧ [+୫] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତି ଜିଲ୍ଲାରେ ୯୫୪୧ ଜଣ ସଂକ୍ରମିତ ହୋଇଥିବା ବେଳେ ୧୮ ଜଣ ସକ୍ରୀୟ ଅଛନ୍ତି। ୯, ୪୩୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୩୩, ୫୩୪ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୪୫ [+୫] ଜଣ ସକ୍ରୀୟ ଅଛନ୍ତି। ୩୩, ୦୧୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୬୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୨୬, ୩୨୮ [+୩୩] ଜଣ ସଂକ୍ରମିତ ହୋଇଥିବା ବେଳେ ୪୧୮ [+୨୫] ଜଣ ସକ୍ରୀୟ ଅଛନ୍ତି। ୨୫, ୭୮୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩୦ [+୮] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୪୨, ୦୦୫ [+୨୮] ଜଣ ସଂକ୍ରମିତ ହୋଇଥିବା ବେଳେ ୪୭୯ [+୨୧] ଜଣ ସକ୍ରୀୟ ଅଛନ୍ତି। ୪୧, ୪୨୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୪ [+୭] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୨୩, ୬୫୮ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୪୨ [+୩] ଜଣ ସକ୍ରୀୟ ଅଛନ୍ତି। ୨୩, ୪୪୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୨୪, ୨୦୧ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୪୯ [+୫] ଜଣ ସକ୍ରୀୟ ଅଛନ୍ତି। ୨୩, ୯୪୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୧୧, ୪୩୭ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୬୬ [+୯] ଜଣ ସକ୍ରୀୟ ଅଛନ୍ତି। ୧୧, ୨୮୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡା ଜିଲ୍ଲାରେ ୨୩, ୯୦୪ [+୧୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୪୨ [+୬] ଜଣ ସକ୍ରୀୟ ଅଛନ୍ତି। ୨୩, ୪୮୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭୬ [+୬] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୨୦, ୬୧୨ [+୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୪ [+୧୦] ଜଣ ସକ୍ରୀୟ ଅଛନ୍ତି। ୨୦, ୩୫୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪୭ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଧା ଜିଲ୍ଲାରେ ୧, ୫୬, ୧୧୫ [+୨୭୯] ଜଣ ସଂକ୍ରମିତ ହୋଇଥିବା ବେଳେ ୩, ୫୩୨ [+୨୭୪] ଜଣ ସକ୍ରୀୟ ଅଛନ୍ତି। ୧, ୫୧, ୧୭୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧, ୩୯୪ [+୫] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୧୮, ୮୯୮ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୨୭ [+୩] ଜଣ ସକ୍ରୀୟ ଅଛନ୍ତି। ୧୮, ୭୯୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ଜିଲ୍ଲାରେ ୧୧, ୫୬୦ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୫୧ [+୪] ଜଣ ସକ୍ରୀୟ ଅଛନ୍ତି। ୧୧, ୪୬୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୩୯, ୨୦୪ [+୨୯] ଜଣ ସଂକ୍ରମିତ ହୋଇଥିବା ବେଳେ ୨୮୫ [+୨୮] ଜଣ ସକ୍ରୀୟ ଅଛନ୍ତି। ୩୮, ୬୭୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୩୮ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୨୩, ୪୭୮ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୮ [+୧] ଜଣ ସକ୍ରୀୟ ଅଛନ୍ତି। ୨୩, ୪୦୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୨୨, ୯୮୪ [+୧୮] ଜଣ ସଂକ୍ରମିତ ହୋଇଥିବା ବେଳେ ୨୩୪ [+୧୮] ଜଣ ସକ୍ରୀୟ ଅଛନ୍ତି। ୨୨, ୫୫୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୁଆପଡା ଜିଲ୍ଲାରେ ୨୨, ୮୨୮ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୭ [+୨] ଜଣ ସକ୍ରୀୟ ଅଛନ୍ତି। ୨୨, ୭୧୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ପୁରୀ ଜିଲ୍ଲାରେ ୪୪, ୧୬୦ [+୧୬] ଜଣ ସଂକ୍ରମିତ ହୋଇଥିବା ବେଳେ ୨୭୨ [+୧୩] ଜଣ ସକ୍ରୀୟ ଅଛନ୍ତି। ୪୩, ୪୭୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୧୪ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୧୯, ୯୨୨ [+୮] ଜଣ ସଂକ୍ରମିତ ହୋଇଥିବା ବେଳେ ୬୩ [+୫] ଜଣ ସକ୍ରୀୟ ଅଛନ୍ତି। ୧୯, ୬୯୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୪ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୩୦, ୭୧୮ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୬ [+୬] ଜଣ ସକ୍ରୀୟ ଅଛନ୍ତି। ୩୦, ୩୬୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୨୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁବର୍ଣ୍ଣପୁର ଜିଲ୍ଲାରେ ୧୩, ୧୦୯ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୩୯ [+୩] ଜଣ ସକ୍ରୀୟ ଅଛନ୍ତି। ୧୩, ୦୧୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ ଜିଲ୍ଲାରେ ୬୦, ୯୯୨ [+୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୩ [+୧୦] ଜଣ ସକ୍ରୀୟ ଅଛନ୍ତି। ୬୦, ୩୦୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୬୯ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାଜ୍ୟ ପୁଲ୍ ରେ ୨୭, ୬୪୮ [+୬୦] ଜଣ ସଂକ୍ରମିତ ହୋଇଥିବା ବେଳେ ୭୯୯ [+୬୦] ଜଣ ସକ୍ରୀୟ ଅଛନ୍ତି। ୨୬, ୮୪୯ ଜଣ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.