Home Coronavirus Outbreak ରାଜ୍ୟରେ ଆଜି କରୋନା କାରଣରୁ ୬୫ ମୃତ୍ୟୁ – ମୋଟ ମୃତ୍ୟୁ ସଂଖ୍ୟା ୭, ୦୮୬

ରାଜ୍ୟରେ ଆଜି କରୋନା କାରଣରୁ ୬୫ ମୃତ୍ୟୁ – ମୋଟ ମୃତ୍ୟୁ ସଂଖ୍ୟା ୭, ୦୮୬

37

ଭୁବନେଶ୍ୱର ୧୮-୮ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୬୫ କରୋନା ମୃତ୍ୟୁ ରିପୋର୍ଟ ହୋଇଛି। ଅବଶ୍ୟ ଏହା ଗୋଟିଏ ଦିନର ମୃତ୍ୟୁ ସଂଖ୍ୟା ନୁହେଁ। ଓଡ଼ିଶା ସରକାରଙ୍କ ଦ୍ୱାରା ନିଯୁକ୍ତ ହୋଇଥିବା ବିଶେଷଜ୍ଞମାନଙ୍କର ମୃତ୍ୟୁ ଅଡିଟ୍ ହେବା ପରେ ଏହି ସଂଖ୍ୟା ପ୍ରକାଶ କରିଛି ସ୍ୱାସ୍ଥ୍ୟ ବିଭାଗ। ତେବେ ଏହା ସହ ମୋଟ ମୃତ୍ୟୁ ସଂଖ୍ୟା ୭, ୦୮୬କୁ ବୃଦ୍ଧି ପାଇଛି। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ –

ଅନୁଗୁଳ ୫ ଜଣ,

ବାଲେଶ୍ୱର ୫ ଜଣ,

ଭଦ୍ରକ ୩ ଜଣ,

କଟକ ୧୫ ଜଣ,

ଢେଙ୍କାନାଳ ୭ ଜଣ,

ଗଞ୍ଜାମ ୧ ଜଣ,

ଜଗତସିଂହପୁର ୧୧ ଜଣ,

କେନ୍ଦ୍ରାପଡା ୯ ଜଣ,

କେନ୍ଦୁଝର ୧ ଜଣ,

ଖୋର୍ଦ୍ଧା ୧ ଜଣ,

କୋରାପୁଟ ୧ ଜଣ,

ମୟୁରଭଞ୍ଜ ୩ ଜଣ,

ନୟାଗଡ଼ ୧ ଜଣ,

ପୁରୀ ୨ ଜଣ,

ମୋଟ ୬୫ ଜଣଙ୍କର ମୃତ୍ୟୁ ହୋଇଛି।

ରାଜ୍ୟରେ ଗତ ୨୪ ଘଂଟାରେ ୯୯୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ?

ନୂଆ ଆକ୍ରାନ୍ତ: ୯୯୩
୦-୧୮ ବର୍ଷ : ୧୩୮
– କ୍ୱାରେଣ୍ଟାଇନ୍ ସେଣ୍ଟରରୁ: ୫୭୮
– ସ୍ଥାନୀୟ ଅଞ୍ଚଳରୁ୪୧୫
କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ:
୧- ଅନୁଗୁଳ ଜିଲ୍ଲାରୁ – ୧୮
୨- ବାଲେଶ୍ୱର ଜିଲ୍ଲାରୁ – ୩୦
୩- ବରଗଡ଼ ଜିଲ୍ଲାରୁ – ୧୦
୪- ଭଦ୍ରକ ଜିଲ୍ଲାରୁ – ୧୨
୫- ବଲାଙ୍ଗୀର ଜିଲ୍ଲାରୁ – ୧୩
୬- ବୌଦ୍ଦ ଜିଲ୍ଲାରୁ – ୧
୭- କଟକ ଜିଲ୍ଲାରୁ – ୯୫
୮- ଦେବଗଡ଼ ଜିଲ୍ଲାରୁ – ୪
୯- ଢେଙ୍କାନାଳ ଜିଲ୍ଲାରୁ – ୩୨
୧୦- ଗଜପତି ଜିଲ୍ଲାରୁ – ୧
୧୧- ଗଞ୍ଜାମ ଜିଲ୍ଲାରୁ – ୫
୧୨- ଜଗତସିଂହପୁର ଜିଲ୍ଲାରୁ – ୫୧
୧୩- ଯାଜପୁର ଜିଲ୍ଲାରୁ – ୬୦
୧୪- ଝାରସୁଗୁଡ଼ା ଜିଲ୍ଲାରୁ – ୨
୧୫- କଳାହାଣ୍ଡି ଜିଲ୍ଲାରୁ – ୧
୧୬- କନ୍ଧମାଳ ଜିଲ୍ଲାରୁ – ୭
୧୭- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୧୫
୧୮- କେନ୍ଦୁଝର ଜିଲ୍ଲାରୁ – ୧୦
୧୯- ଖୋର୍ଦ୍ଧାରୁ: ୪୧୯
୨୦- କୋରାପୁଟ ଜିଲ୍ଲାରୁ – ୧
୨୧- ମାଲକାନଗିରି : ୧
୨୨- ମୟୁରଭଞ୍ଜ ଜିଲ୍ଲାରୁ – ୪୨
୨୩- ନବରଙ୍ଗପୁର ଜିଲ୍ଲାରେ: ୧
୨୪- ନୟାଗଡ଼ ଜିଲ୍ଲାରୁ – ୧୬
୨୫- ନୂଆପଡ଼ା ଜିଲ୍ଲାରୁ – ୧
୨୬- ପୁରୀ ଜିଲ୍ଲାରୁ – ୨୫
୨୭- ରାୟଗଡ଼ା ଜିଲ୍ଲାରୁ – ୩
୨୮- ସମ୍ବଲପୁର ଜିଲ୍ଲାରୁ – ୧୧
୨୯- ସୋନପୁର ଜିଲ୍ଲାରୁ – ୫
୩୦- ସୁନ୍ଦରଗଡ଼ ଜିଲ୍ଲାରୁ – ୮
୩୧- State Pool: ୯୩
– ନୂଆ ସୁସ୍ଥ ହୋଇଥିଲେ୧୦୬୪
– ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି୧୭୨୦୮୨୪୮
– ମୋଟ ଆକ୍ରାନ୍ତ ୯୯୭୧୪୬
– ମୋଟ ସୁସ୍ଛ ହୋଲେଣି ୯୮୦୪୭୧
– ସକ୍ରୀୟ ଆକ୍ରାନ୍ତ – ୯୫୩୬

ଜିଲ୍ଲାୱାରୀ ସମ୍ପୂର୍ଣ୍ଣ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୪୩, ୨୪୫ [+୧୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧୪୪ [+୧୩] ଜଣ ସକ୍ରୀୟ ଅଛନ୍ତି। ୪୨, ୭୯୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୦୯ [+୫] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୩୮, ୯୨୮ [+୩୦] ଜଣ ସଂକ୍ରମିତ ହୋଇଥିବା ବେଳେ ୫୧୫ [+୨୫] ଜଣ ସକ୍ରୀୟ ଅଛନ୍ତି। ୩୮, ୧୬୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪୫ [+୫] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ ଜିଲ୍ଲାରେ ୩୦, ୮୩୬ [+୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୮୩ [+୧୦] ଜଣ ସକ୍ରୀୟ ଅଛନ୍ତି। ୩୦, ୪୨୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୨୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୨୫, ୮୬୯ [+୧୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୩୧ [+୯] ଜଣ ସକ୍ରୀୟ ଅଛନ୍ତି। ୨୫, ୫୩୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୩ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୨୩, ୨୬୪ [+୧୩] ଜଣ ସଂକ୍ରମିତ ହୋଇଥିବା ବେଳେ ୫୭ [+୧୩] ଜଣ ସକ୍ରୀୟ ଅଛନ୍ତି। ୨୩, ୦୮୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଧ ଜିଲ୍ଲାରେ ୧୨, ୫୪୧ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୩ [+୧] ଜଣ ସକ୍ରୀୟ ଅଛନ୍ତି। ୧୨, ୪୨୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲାରେ ୮୯, ୨୩୯ [+୯୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୨୯୯ [+୮୦] ଜଣ ସକ୍ରୀୟ ଅଛନ୍ତି। ୮୭, ୩୮୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୪୯ [+୧୫] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୬, ୨୪୫ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୪୫ [+୪] ଜଣ ସକ୍ରୀୟ ଅଛନ୍ତି। ୬, ୧୫୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଢେଙ୍କାନାଳ ଜିଲ୍ଲାରେ ୧୯, ୩୬୫ [+୩୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧୭୩ [+୨୫] ଜଣ ସକ୍ରୀୟ ଅଛନ୍ତି। ୧୯, ୦୩୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫୮ [+୭] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତି ଜିଲ୍ଲାରେ ୯, ୫୪୨ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୪ [+୧] ଜଣ ସକ୍ରୀୟ ଅଛନ୍ତି। ୯, ୪୪୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୩୩, ୫୩୯ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୪୪ [+୪] ଜଣ ସକ୍ରୀୟ ଅଛନ୍ତି। ୩୩, ୦୨୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୬୫ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୨୬, ୩୭୯ [+୫୧] ଜଣ ସଂକ୍ରମିତ ହୋଇଥିବା ବେଳେ ୩୭୧ [+୪୦] ଜଣ ସକ୍ରୀୟ ଅଛନ୍ତି। ୨୫, ୮୬୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪୧ [+୧୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୪୨, ୦୬୫ [+୬୦] ଜଣ ସଂକ୍ରମିତ ହୋଇଥିବା ବେଳେ ୪୯୬ [+୬୦] ଜଣ ସକ୍ରୀୟ ଅଛନ୍ତି। ୪୧, ୪୬୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୨୩, ୬୬୦ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୪୦ [+୨] ଜଣ ସକ୍ରୀୟ ଅଛନ୍ତି। ୨୩, ୪୪୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୨୪, ୨୦୨ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୪୮ [+୧] ଜଣ ସକ୍ରୀୟ ଅଛନ୍ତି। ୨୩, ୯୪୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୧୧, ୪୪୪ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୬୪ [+୭] ଜଣ ସକ୍ରୀୟ ଅଛନ୍ତି। ୧୧, ୨୯୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡା ଜିଲ୍ଲାରେ ୨୩, ୯୧୯ [+୧୫] ଜଣ ସଂକ୍ରମିତ ହୋଇଥିବା ବେଳେ ୨୨୬ [+୬] ଜଣ ସକ୍ରୀୟ ଅଛନ୍ତି। ୨୩, ୫୦୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୮୫ [+୯] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୨୦, ୬୨୨ [+୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୯୩ [+୯] ଜଣ ସକ୍ରୀୟ ଅଛନ୍ତି। ୨୦, ୩୭୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪୮ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଧା ଜିଲ୍ଲାରେ ୧, ୫୬, ୫୩୪ [+୪୧୯] ଜଣ ସଂକ୍ରମିତ ହୋଇଥିବା ବେଳେ ୩, ୫୬୪ [+୪୧୮] ଜଣ ସକ୍ରୀୟ ଅଛନ୍ତି। ୧, ୫୧, ୫୬୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧, ୩୯୫ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୧୮, ୮୯୯ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨୧ ଜଣ ସକ୍ରୀୟ ଅଛନ୍ତି। ୧୮, ୮୦୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୫ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ଜିଲ୍ଲାରେ ୧୧, ୫୬୧ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୪୬ [+୧] ଜଣ ସକ୍ରୀୟ ଅଛନ୍ତି। ୧୧, ୪୬୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୩୯, ୨୪୬ [+୪୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୯୯ [+୩୯] ଜଣ ସକ୍ରୀୟ ଅଛନ୍ତି। ୩୮, ୭୦୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪୧ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୨୩, ୪୭୯ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୯ [+୧] ଜଣ ସକ୍ରୀୟ ଅଛନ୍ତି। ୨୩, ୪୦୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୨୩, ୦୦୦ [+୧୬] ଜଣ ସଂକ୍ରମିତ ହୋଇଥିବା ବେଳେ ୨୨୧ [+୧୫] ଜଣ ସକ୍ରୀୟ ଅଛନ୍ତି। ୨୨, ୫୮୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯୧ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୁଆପଡା ଜିଲ୍ଲାରେ ୨୨, ୮୨୯ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨୮ [+୧] ଜଣ ସକ୍ରୀୟ ଅଛନ୍ତି। ୨୨, ୭୧୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ପୁରୀ ଜିଲ୍ଲାରେ ୪୪, ୧୮୫ [+୨୫] ଜଣ ସଂକ୍ରମିତ ହୋଇଥିବା ବେଳେ ୨୪୫ [+୨୩] ଜଣ ସକ୍ରୀୟ ଅଛନ୍ତି। ୪୩, ୫୨୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୧୬ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୧୯, ୯୨୫ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୬୧ [+୩] ଜଣ ସକ୍ରୀୟ ଅଛନ୍ତି। ୧୯, ୭୦୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୩୦, ୭୨୯ [+୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୮ [+୧୧] ଜଣ ସକ୍ରୀୟ ଅଛନ୍ତି। ୩୦, ୩୭୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୨୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁବର୍ଣ୍ଣପୁର ଜିଲ୍ଲାରେ ୧୩, ୧୧୪ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୪୦ [+୫] ଜଣ ସକ୍ରୀୟ ଅଛନ୍ତି। ୧୩, ୦୧୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ ଜିଲ୍ଲାରେ ୬୧, ୦୦୦ [+୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୦ [+୮] ଜଣ ସକ୍ରୀୟ ଅଛନ୍ତି। ୬୦, ୩୧୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୬୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାଜ୍ୟ ପୁଲ୍ ରେ ୨୭, ୭୪୧ [+୯୩] ଜଣ ସଂକ୍ରମିତ ହୋଇଥିବା ବେଳେ ୮୦୮ [+୯୩] ଜଣ ସକ୍ରୀୟ ଅଛନ୍ତି। ୨୬, ୯୩୩ ଜଣ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.