Home Coronavirus Outbreak ରାଜ୍ୟରେ ଆଜି କରୋନା କାରଣରୁ ୬୮ ମୃତ୍ୟୁ – ମୋଟ ମୃତ୍ୟୁ ସଂଖ୍ୟା ୭, ୧୫୪

ରାଜ୍ୟରେ ଆଜି କରୋନା କାରଣରୁ ୬୮ ମୃତ୍ୟୁ – ମୋଟ ମୃତ୍ୟୁ ସଂଖ୍ୟା ୭, ୧୫୪

61

ଭୁବନେଶ୍ୱର ୧୯-୮ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୬୮ କରୋନା ମୃତ୍ୟୁ ରିପୋର୍ଟ ହୋଇଛି। ଅବଶ୍ୟ ଏହା ଗୋଟିଏ ଦିନର ମୃତ୍ୟୁ ସଂଖ୍ୟା ନୁହେଁ। ଓଡ଼ିଶା ସରକାରଙ୍କ ଦ୍ୱାରା ନିଯୁକ୍ତ ହୋଇଥିବା ବିଶେଷଜ୍ଞମାନଙ୍କର ମୃତ୍ୟୁ ଅଡିଟ୍ ହେବା ପରେ ଏହି ସଂଖ୍ୟା ପ୍ରକାଶ କରିଛି ସ୍ୱାସ୍ଥ୍ୟ ବିଭାଗ। ତେବେ ଏହା ସହ ମୋଟ ମୃତ୍ୟୁ ସଂଖ୍ୟା ୭, ୧୫୪ କୁ ବୃଦ୍ଧି ପାଇଛି। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ –

ଅନୁଗୁଳ ୪ ଜଣ,

ବାଲେଶ୍ୱର ୩ ଜଣ,

ଭଦ୍ରକ ୫ ଜଣ,

କଟକ ୧୮ ଜଣ,

ଢେଙ୍କାନାଳ ୬ ଜଣ,

ଗଞ୍ଜାମ ୨ ଜଣ,

ଜଗତସିଂହପୁର ୧୦ ଜଣ,

ଯାଜପୁର ୩ ଜଣ,

କେନ୍ଦ୍ରାପଡା ୩ ଜଣ,

ଖୋର୍ଦ୍ଧା ୭ ଜଣ,

ମୟୁରଭଞ୍ଜ ୫ ଜଣ,

ନୟାଗଡ଼ ୧ ଜଣ,

ସୁନ୍ଦରଗଡ ୧ ଜଣ,

ମୋଟ ୬୮ ଜଣଙ୍କର ମୃତ୍ୟୁ ହୋଇଛି।

ରାଜ୍ୟରେ ଗତ ୨୪ ଘଂଟାରେ ୧୦୪୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ?

ନୂଆ ଆକ୍ରାନ୍ତ: ୧୦୪୧
୦-୧୮ ବର୍ଷ : ୧୨୮
– କ୍ୱାରେଣ୍ଟାଇନ୍ ସେଣ୍ଟରରୁ: ୬୦୫
– ସ୍ଥାନୀୟ ଅଞ୍ଚଳରୁ୪୩୬
କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ:
୧- ଅନୁଗୁଳ ଜିଲ୍ଲାରୁ – ୨୯
୨- ବାଲେଶ୍ୱର ଜିଲ୍ଲାରୁ – ୨୨
୩- ବରଗଡ଼ ଜିଲ୍ଲାରୁ – ୭
୪- ଭଦ୍ରକ ଜିଲ୍ଲାରୁ – ୧୫
୫- ବଲାଙ୍ଗୀର ଜିଲ୍ଲାରୁ – ୨
୬- ବୌଦ୍ଦ ଜିଲ୍ଲାରୁ – ୧
୭- କଟକ ଜିଲ୍ଲାରୁ – ୧୭୬
୮- ଦେବଗଡ଼ ଜିଲ୍ଲାରୁ – ୭
୯- ଢେଙ୍କାନାଳ ଜିଲ୍ଲାରୁ – ୧୫
୧୦- ଗଜପତି ଜିଲ୍ଲାରୁ – ୧
୧୧- ଗଞ୍ଜାମ ଜିଲ୍ଲାରୁ – ୫
୧୨- ଜଗତସିଂହପୁର ଜିଲ୍ଲାରୁ – ୪୩
୧୩- ଯାଜପୁର ଜିଲ୍ଲାରୁ – ୫୬
୧୪- ଝାରସୁଗୁଡ଼ା ଜିଲ୍ଲାରୁ – ୧
୧୫- କଳାହାଣ୍ଡି ଜିଲ୍ଲାରୁ – ୪
୧୬- କନ୍ଧମାଳ ଜିଲ୍ଲାରୁ – ୨
୧୭- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୩୭
୧୮- କେନ୍ଦୁଝର ଜିଲ୍ଲାରୁ – ୧୨
୧୯- ଖୋର୍ଦ୍ଧାରୁ : ୩୯୮
୨୦- କୋରାପୁଟ ଜିଲ୍ଲାରୁ – ୨
୨୧- ମାଲକାନଗିରି : ୩
୨୨- ମୟୁରଭଞ୍ଜ ଜିଲ୍ଲାରୁ – ୩୬
୨୩- ନବରଙ୍ଗପୁର ଜିଲ୍ଲାରେ: ୩
୨୪- ନୟାଗଡ଼ ଜିଲ୍ଲାରୁ – ୧୩
୨୫- ନୂଆପଡ଼ା ଜିଲ୍ଲାରୁ – ୧
୨୬- ପୁରୀ ଜିଲ୍ଲାରୁ – ୩୪
୨୭- ରାୟଗଡ଼ା ଜିଲ୍ଲାରୁ – ୫
୨୮- ସମ୍ବଲପୁର ଜିଲ୍ଲାରୁ – ୯
୨୯- ସୋନପୁର ଜିଲ୍ଲାରୁ – ୧
୩୦- ସୁନ୍ଦରଗଡ଼ ଜିଲ୍ଲାରୁ – ୧୩
୩୧- State Pool: ୮୮
– ନୂଆ ସୁସ୍ଥ ହୋଇଥିଲେ୮୪୫
– ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି୧୭୨୭୪୫୨୯
– ମୋଟ ଆକ୍ରାନ୍ତ ୯୯୮୧୮୭
– ମୋଟ ସୁସ୍ଛ ହୋଲେଣି ୯୮୧୩୧୬
– ସକ୍ରୀୟ ଆକ୍ରାନ୍ତ – ୯୬୬୪

ଜିଲ୍ଲାୱାରୀ ସମସ୍ତ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୪୩, ୨୭୪ [+୨୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧୩୯ [+୨୫] ଜଣ ସକ୍ରୀୟ ଅଛନ୍ତି। ୪୨, ୮୨୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୧୩ [+୪] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୩୮, ୯୫୦ [+୨୨] ଜଣ ସଂକ୍ରମିତ ହୋଇଥିବା ବେଳେ ୪୯୦ [+୧୯] ଜଣ ସକ୍ରୀୟ ଅଛନ୍ତି। ୩୮, ୨୦୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪୮ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ ଜିଲ୍ଲାରେ ୩୦, ୮୪୩ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୮୨ [+୭] ଜଣ ସକ୍ରୀୟ ଅଛନ୍ତି। ୩୦, ୪୩୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୨୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୨୫, ୮୮୪ [+୧୫] ଜଣ ସଂକ୍ରମିତ ହୋଇଥିବା ବେଳେ ୨୧୧ [+୧୦] ଜଣ ସକ୍ରୀୟ ଅଛନ୍ତି। ୨୫, ୫୬୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୮ [+୫] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୨୩, ୨୬୬ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୫୮ [+୨] ଜଣ ସକ୍ରୀୟ ଅଛନ୍ତି। ୨୩, ୦୮୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଧ ଜିଲ୍ଲାରେ ୧୨, ୫୪୨ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୪ [+୧] ଜଣ ସକ୍ରୀୟ ଅଛନ୍ତି। ୧୨, ୪୨୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲାରେ ୮୯, ୪୧୫ [+୧୭୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୩୪୨ [+୧୫୮] ଜଣ ସକ୍ରୀୟ ଅଛନ୍ତି। ୮୭, ୫୦୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୬୭ [+୧୮] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୬, ୨୫୨ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୪୮ [+୭] ଜଣ ସକ୍ରୀୟ ଅଛନ୍ତି। ୬, ୧୫୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଢେଙ୍କାନାଳ ଜିଲ୍ଲାରେ ୧୯, ୩୮୦ [+୧୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧୭୩ [+୯] ଜଣ ସକ୍ରୀୟ ଅଛନ୍ତି। ୧୯, ୦୪୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୪ [+୬] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତି ଜିଲ୍ଲାରେ ୯, ୫୪୩ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୨ [+୧] ଜଣ ସକ୍ରୀୟ ଅଛନ୍ତି। ୯, ୪୪୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୩୩, ୫୪୪ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୪୨ [+୩] ଜଣ ସକ୍ରୀୟ ଅଛନ୍ତି। ୩୩, ୦୨୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୬୭ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୨୬, ୪୨୨ [+୪୩] ଜଣ ସଂକ୍ରମିତ ହୋଇଥିବା ବେଳେ ୩୬୭ [+୩୩] ଜଣ ସକ୍ରୀୟ ଅଛନ୍ତି। ୨୫, ୯୦୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫୧ [+୧୦] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୪୨, ୧୨୧ [+୫୬] ଜଣ ସଂକ୍ରମିତ ହୋଇଥିବା ବେଳେ ୪୮୯ [+୫୩] ଜଣ ସକ୍ରୀୟ ଅଛନ୍ତି। ୪୧, ୫୨୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୭ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୨୩, ୬୬୧ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୩୯ [+୧] ଜଣ ସକ୍ରୀୟ ଅଛନ୍ତି। ୨୩, ୪୫୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୨୪, ୨୦୬ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୪୧ [+୪] ଜଣ ସକ୍ରୀୟ ଅଛନ୍ତି। ୨୩, ୯୫୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୧୧, ୪୪୬ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୬୪ [+୨] ଜଣ ସକ୍ରୀୟ ଅଛନ୍ତି। ୧୧, ୩୦୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡା ଜିଲ୍ଲାରେ ୨୩, ୯୫୬ [+୩୭] ଜଣ ସଂକ୍ରମିତ ହୋଇଥିବା ବେଳେ ୨୧୮ [+୩୪] ଜଣ ସକ୍ରୀୟ ଅଛନ୍ତି। ୨୩, ୫୪୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୮୮ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୨୦, ୬୩୪ [+୧୨] ଜଣ ସଂକ୍ରମିତ ହୋଇଥିବା ବେଳେ ୮୮ [+୧୨] ଜଣ ସକ୍ରୀୟ ଅଛନ୍ତି। ୨୦, ୩୯୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଧା ଜିଲ୍ଲାରେ ୧, ୫୬, ୯୩୨ [+୩୯୮] ଜଣ ସଂକ୍ରମିତ ହୋଇଥିବା ବେଳେ ୩, ୭୦୧ [+୩୯୧] ଜଣ ସକ୍ରୀୟ ଅଛନ୍ତି। ୧, ୫୧, ୮୧୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧, ୪୦୨ [+୭] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୧୮, ୯୦୧ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୧ [+୨] ଜଣ ସକ୍ରୀୟ ଅଛନ୍ତି। ୧୮, ୮୦୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ଜିଲ୍ଲାରେ ୧୧, ୫୬୪ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୪୮ [+୩] ଜଣ ସକ୍ରୀୟ ଅଛନ୍ତି। ୧୧, ୪୬୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୩୯, ୨୮୨ [+୩୬] ଜଣ ସଂକ୍ରମିତ ହୋଇଥିବା ବେଳେ ୩୦୫ [+୩୧] ଜଣ ସକ୍ରୀୟ ଅଛନ୍ତି। ୩୮, ୭୨୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪୬ [+୫] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୨୩, ୪୮୨ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧୨ [+୩] ଜଣ ସକ୍ରୀୟ ଅଛନ୍ତି। ୨୩, ୪୦୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୨୩, ୦୧୩ [+୧୩] ଜଣ ସଂକ୍ରମିତ ହୋଇଥିବା ବେଳେ ୨୦୫ [+୧୨] ଜଣ ସକ୍ରୀୟ ଅଛନ୍ତି। ୨୨, ୬୧୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯୨ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୁଆପଡା ଜିଲ୍ଲାରେ ୨୨, ୮୩୦ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨୪ [+୧] ଜଣ ସକ୍ରୀୟ ଅଛନ୍ତି। ୨୨, ୭୨୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ପୁରୀ ଜିଲ୍ଲାରେ ୪୪, ୨୧୯ [+୩୪] ଜଣ ସଂକ୍ରମିତ ହୋଇଥିବା ବେଳେ ୨୪୭ [+୩୪] ଜଣ ସକ୍ରୀୟ ଅଛନ୍ତି। ୪୩, ୫୫୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୧୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୧୯, ୯୩୦ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୫୯ [+୫] ଜଣ ସକ୍ରୀୟ ଅଛନ୍ତି। ୧୯, ୭୦୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୩୦, ୭୩୮ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୫ [+୯] ଜଣ ସକ୍ରୀୟ ଅଛନ୍ତି। ୩୦, ୩୮୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୨୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁବର୍ଣ୍ଣପୁର ଜିଲ୍ଲାରେ ୧୩, ୧୧୫ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୪୧ [+୧] ଜଣ ସକ୍ରୀୟ ଅଛନ୍ତି। ୧୩, ୦୧୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ ଜିଲ୍ଲାରେ ୬୧, ୦୧୩ [+୧୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୪ [+୧୨] ଜଣ ସକ୍ରୀୟ ଅଛନ୍ତି। ୬୦, ୩୨୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୭୦ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାଜ୍ୟ ପୁଲ୍ ରେ ୨୭, ୮୨୯ [+୮୮] ଜଣ ସଂକ୍ରମିତ ହୋଇଥିବା ବେଳେ ୮୪୫ [+୮୮] ଜଣ ସକ୍ରୀୟ ଅଛନ୍ତି। ୨୬, ୯୮୪ ଜଣ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.