Home Coronavirus Outbreak ରାଜ୍ୟରେ ଆଜି କରୋନା କାରଣରୁ ୬୯ ମୃତ୍ୟୁ – ମୋଟ ମୃତ୍ୟୁ ସଂଖ୍ୟା ୭, ୨୨୩

ରାଜ୍ୟରେ ଆଜି କରୋନା କାରଣରୁ ୬୯ ମୃତ୍ୟୁ – ମୋଟ ମୃତ୍ୟୁ ସଂଖ୍ୟା ୭, ୨୨୩

49

ଭୁବନେଶ୍ୱର ୨୦-୮ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୬୯ କରୋନା ମୃତ୍ୟୁ ରିପୋର୍ଟ ହୋଇଛି। ଅବଶ୍ୟ ଏହା ଗୋଟିଏ ଦିନର ମୃତ୍ୟୁ ସଂଖ୍ୟା ନୁହେଁ। ଓଡ଼ିଶା ସରକାରଙ୍କ ଦ୍ୱାରା ନିଯୁକ୍ତ ହୋଇଥିବା ବିଶେଷଜ୍ଞମାନଙ୍କର ମୃତ୍ୟୁ ଅଡିଟ୍ ହେବା ପରେ ଏହି ସଂଖ୍ୟା ପ୍ରକାଶ କରିଛି ସ୍ୱାସ୍ଥ୍ୟ ବିଭାଗ। ତେବେ ଏହା ସହ ମୋଟ ମୃତ୍ୟୁ ସଂଖ୍ୟା ୭, ୨୨୩ କୁ ବୃଦ୍ଧି ପାଇଛି। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ –

ଅନୁଗୁଳ ୫ ଜଣ,

ଭଦ୍ରକ ୬ ଜଣ,

କଟକ ୧୧ ଜଣ,

ଢେଙ୍କାନାଳ ୮ ଜଣ,

ଜଗତସିଂହପୁର ୧୨ ଜଣ,

ଯାଜପୁର ୬ ଜଣ,

କେନ୍ଦ୍ରାପଡା ୫ ଜଣ,

କେନ୍ଦୁଝର ୩ ଜଣ,

ଖୋର୍ଦ୍ଧା ୫ ଜଣ,

ମୟୁରଭଞ୍ଜ ୩ ଜଣ,

ନୟାଗଡ଼ ୧ ଜଣ,

ପୁରୀ ୪ ଜଣ,

ମୋଟ ୬୯ ଜଣଙ୍କର ମୃତ୍ୟୁ ହୋଇଛି।

ରାଜ୍ୟରେ ଗତ ୨୪ ଘଂଟାରେ ୯୮୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ?

ନୂଆ ଆକ୍ରାନ୍ତ: ୯୮୬

୦-୧୮ ବର୍ଷର : ୧୨୮

– କ୍ୱାରେଣ୍ଟାଇନ୍ ସେଣ୍ଟରରୁ: ୫୭୪

– ସ୍ଥାନୀୟ ଅଞ୍ଚଳରୁ୪୧୨

କେଉଁ ଜିଲ୍ଲାରୁ –  କେତେ ଜାଣନ୍ତୁ:

୧- ଅନୁଗୁଳ ଜିଲ୍ଲାରୁ –  ୨୪

୨- ବାଲେଶ୍ୱର ଜିଲ୍ଲାରୁ –  ୨୫

୩- ବରଗଡ଼ ଜିଲ୍ଲାରୁ –  ୧

୪- ଭଦ୍ରକ ଜିଲ୍ଲାରୁ –  ୧୪

୫- ବଲାଙ୍ଗୀର ଜିଲ୍ଲାରୁ –  ୧୭

୬- କଟକ ଜିଲ୍ଲାରୁ –  ୧୩୯

୭- ଦେବଗଡ଼ ଜିଲ୍ଲାରୁ –  ୯

୮- ଢେଙ୍କାନାଳ ଜିଲ୍ଲାରୁ –  ୧୫

୯- ଗଜପତି ଜିଲ୍ଲାରୁ –  ୧

୧୦- ଗଞ୍ଜାମ ଜିଲ୍ଲାରୁ –  ୮

୧୧- ଜଗତସିଂହପୁର ଜିଲ୍ଲାରୁ –  ୪୫

୧୨- ଯାଜପୁର ଜିଲ୍ଲାରୁ –  ୪୯

୧୩- କଳାହାଣ୍ଡି ଜିଲ୍ଲାରୁ –  ୬

୧୪- କନ୍ଧମାଳ ଜିଲ୍ଲାରୁ –  ୧୨

୧୫- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୨୩

୧୬- କେନ୍ଦୁଝର ଜିଲ୍ଲାରୁ –  ୧୩

୧୭- ଖୋର୍ଦ୍ଧାରୁ: ୩୭୩

୧୮- କୋରାପୁଟ ଜିଲ୍ଲାରୁ –  ୩

୧୯- ମାଲକାନଗିରି : ୧

୨୦- ମୟୁରଭଞ୍ଜ ଜିଲ୍ଲାରୁ –  ୩୨

୨୧- ନବରଙ୍ଗପୁର ଜିଲ୍ଲାରେ: ୬

୨୨- ନୟାଗଡ଼ ଜିଲ୍ଲାରୁ –  ୨୦

୨୩- ପୁରୀ ଜିଲ୍ଲାରୁ –  ୩୨

୨୪- ରାୟଗଡ଼ା ଜିଲ୍ଲାରୁ –  ୪

୨୫- ସମ୍ବଲପୁର ଜିଲ୍ଲାରୁ –  ୧୫

୨୬- ସୋନପୁର ଜିଲ୍ଲାରୁ –  ୧

୨୭- ସୁନ୍ଦରଗଡ଼ ଜିଲ୍ଲାରୁ –  ୧୩

୨୮- State Pool: ୮୫

– ନୂଆ ସୁସ୍ଥ ହୋଇଥିଲେ୧୦୦୩

– ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି୧୭୩୪୪୬୦୮

– ମୋଟ ଆକ୍ରାନ୍ତ ୯୯୯୧୭୩

– ମୋଟ ସୁସ୍ଛ ହୋଲେଣି ୯୮୨୩୧୯

– ସକ୍ରୀୟ ଆକ୍ରାନ୍ତ –  ୯୫୭୮

ଜିଲ୍ଲାୱାରୀ ସମ୍ପୂର୍ଣ୍ଣ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୪୩, ୨୯୮ [+୨୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧୩୫ [+୧୯] ଜଣ ସକ୍ରୀୟ ଅଛନ୍ତି। ୪୨, ୮୪୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୧୮ [+୫] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୩୮, ୯୭୫ [+୨୫] ଜଣ ସଂକ୍ରମିତ ହୋଇଥିବା ବେଳେ ୪୫୬ [+୨୫] ଜଣ ସକ୍ରୀୟ ଅଛନ୍ତି। ୩୮, ୨୬୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ ଜିଲ୍ଲାରେ ୩୦, ୮୪୪ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୮୦ [+୧] ଜଣ ସକ୍ରୀୟ ଅଛନ୍ତି। ୩୦, ୪୩୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୨୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୨୫, ୮୯୮ [+୧୪] ଜଣ ସଂକ୍ରମିତ ହୋଇଥିବା ବେଳେ ୨୦୯ [+୮] ଜଣ ସକ୍ରୀୟ ଅଛନ୍ତି। ୨୫, ୫୭୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧୪ [+୬] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୨୩, ୨୮୩ [+୧୭] ଜଣ ସଂକ୍ରମିତ ହୋଇଥିବା ବେଳେ ୭୧ [+୧୭] ଜଣ ସକ୍ରୀୟ ଅଛନ୍ତି। ୨୩, ୦୯୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଧ ଜିଲ୍ଲାରେ ୧୨୫୪୨ ଜଣ ସଂକ୍ରମିତ ହୋଇଥିବା ବେଳେ ୧୩ ଜଣ ସକ୍ରୀୟ ଅଛନ୍ତି। ୧୨, ୪୨୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲାରେ ୮୯, ୫୫୪ [+୧୩୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୩୩୩ [+୧୨୮] ଜଣ ସକ୍ରୀୟ ଅଛନ୍ତି। ୮୭, ୬୩୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୭୮ [+୧୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୬, ୨୬୧ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୫୫ [+୯] ଜଣ ସକ୍ରୀୟ ଅଛନ୍ତି। ୬, ୧୫୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଢେଙ୍କାନାଳ ଜିଲ୍ଲାରେ ୧୯, ୩୯୫ [+୧୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧୭୦ [+୭] ଜଣ ସକ୍ରୀୟ ଅଛନ୍ତି। ୧୯, ୦୫୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭୨ [+୮] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତି ଜିଲ୍ଲାରେ ୯, ୫୪୪ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୯ [+୧] ଜଣ ସକ୍ରୀୟ ଅଛନ୍ତି। ୯, ୪୫୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୩୩, ୫୫୨ [+୮] ଜଣ ସଂକ୍ରମିତ ହୋଇଥିବା ବେଳେ ୪୫ [+୮] ଜଣ ସକ୍ରୀୟ ଅଛନ୍ତି। ୩୩, ୦୩୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୬୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୨୬, ୪୬୭ [+୪୫] ଜଣ ସଂକ୍ରମିତ ହୋଇଥିବା ବେଳେ ୩୭୧ [+୩୩] ଜଣ ସକ୍ରୀୟ ଅଛନ୍ତି। ୨୫, ୯୩୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୩ [+୧୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୪୨, ୧୭୦ [+୪୯] ଜଣ ସଂକ୍ରମିତ ହୋଇଥିବା ବେଳେ ୪୯୯ [+୪୩] ଜଣ ସକ୍ରୀୟ ଅଛନ୍ତି। ୪୧, ୫୫୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧୩ [+୬] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୨୩୬୬୧ ଜଣ ସଂକ୍ରମିତ ହୋଇଥିବା ବେଳେ ୩୦ ଜଣ ସକ୍ରୀୟ ଅଛନ୍ତି। ୨୩, ୪୬୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୨୪, ୨୧୨ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୪୨ [+୬] ଜଣ ସକ୍ରୀୟ ଅଛନ୍ତି। ୨୩, ୯୬୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୧୧, ୪୫୮ [+୧୨] ଜଣ ସଂକ୍ରମିତ ହୋଇଥିବା ବେଳେ ୬୮ [+୧୨] ଜଣ ସକ୍ରୀୟ ଅଛନ୍ତି। ୧୧, ୩୦୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡା ଜିଲ୍ଲାରେ ୨୩, ୯୭୯ [+୨୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧୯୭ [+୧୮] ଜଣ ସକ୍ରୀୟ ଅଛନ୍ତି। ୨୩, ୫୮୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯୩ [+୫] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୨୦, ୬୪୭ [+୧୩] ଜଣ ସଂକ୍ରମିତ ହୋଇଥିବା ବେଳେ ୮୬ [+୧୦] ଜଣ ସକ୍ରୀୟ ଅଛନ୍ତି। ୨୦, ୪୦୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫୧ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଧା ଜିଲ୍ଲାରେ ୧, ୫୭, ୩୦୫ [+୩୭୩] ଜଣ ସଂକ୍ରମିତ ହୋଇଥିବା ବେଳେ ୩, ୬୯୫ [+୩୬୮] ଜଣ ସକ୍ରୀୟ ଅଛନ୍ତି। ୧, ୫୨, ୧୯୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧, ୪୦୭ [+୫] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୧୮, ୯୦୪ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୨୧ [+୩] ଜଣ ସକ୍ରୀୟ ଅଛନ୍ତି। ୧୮, ୮୦୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ଜିଲ୍ଲାରେ ୧୧, ୫୬୫ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୪୧ [+୧] ଜଣ ସକ୍ରୀୟ ଅଛନ୍ତି। ୧୧, ୪୭୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୩୯, ୩୧୪ [+୩୨] ଜଣ ସଂକ୍ରମିତ ହୋଇଥିବା ବେଳେ ୩୦୪ [+୨୯] ଜଣ ସକ୍ରୀୟ ଅଛନ୍ତି। ୩୮, ୭୫୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪୯ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୨୩, ୪୮୮ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧୪ [+୬] ଜଣ ସକ୍ରୀୟ ଅଛନ୍ତି। ୨୩, ୪୦୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୨୩, ୦୩୩ [+୨୦] ଜଣ ସଂକ୍ରମିତ ହୋଇଥିବା ବେଳେ ୨୦୧ [+୧୯] ଜଣ ସକ୍ରୀୟ ଅଛନ୍ତି। ୨୨, ୬୩୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯୩ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୁଆପଡା ଜିଲ୍ଲାରେ ୨୨୮୩୦ ଜଣ ସଂକ୍ରମିତ ହୋଇଥିବା ବେଳେ ୨୧ ଜଣ ସକ୍ରୀୟ ଅଛନ୍ତି। ୨୨, ୭୨୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ପୁରୀ ଜିଲ୍ଲାରେ ୪୪, ୨୫୧ [+୩୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୨୭ [+୨୮] ଜଣ ସକ୍ରୀୟ ଅଛନ୍ତି। ୪୩, ୬୦୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୨୦ [+୪] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୧୯, ୯୩୪ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୫୪ [+୪] ଜଣ ସକ୍ରୀୟ ଅଛନ୍ତି। ୧୯, ୭୧୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୩୦, ୭୫୩ [+୧୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୦ [+୧୫] ଜଣ ସକ୍ରୀୟ ଅଛନ୍ତି। ୩୦, ୪୦୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୨୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁବର୍ଣ୍ଣପୁର ଜିଲ୍ଲାରେ ୧୩, ୧୧୬ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୩୯ [+୧] ଜଣ ସକ୍ରୀୟ ଅଛନ୍ତି। ୧୩, ୦୨୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ ଜିଲ୍ଲାରେ ୬୧, ୦୨୬ [+୧୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୩ [+୧୩] ଜଣ ସକ୍ରୀୟ ଅଛନ୍ତି। ୬୦, ୩୨୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୭୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାଜ୍ୟ ପୁଲ୍ ରେ ୨୭, ୯୧୪ [+୮୫] ଜଣ ସଂକ୍ରମିତ ହୋଇଥିବା ବେଳେ ୮୪୯ [+୮୫] ଜଣ ସକ୍ରୀୟ ଅଛନ୍ତି। ୨୭, ୦୬୫ ଜଣ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.