Home Coronavirus Outbreak ରାଜ୍ୟରେ ଆଜି ୧୦୪୧ ନୂଆ ଆକ୍ରାନ୍ତ ଚିହ୍ନଟ, ୬୪ ମୃତ୍ୟୁ – ଜାଣନ୍ତୁ କେଉଁ ଜିଲ୍ଲାରୁ...

ରାଜ୍ୟରେ ଆଜି ୧୦୪୧ ନୂଆ ଆକ୍ରାନ୍ତ ଚିହ୍ନଟ, ୬୪ ମୃତ୍ୟୁ – ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ?

77

ଭୁବନେଶ୍ୱର ୯-୮ (ଓଡ଼ିଆ ପୁଅ) ପୁଣି ରାଜ୍ୟରେ କମିଲା ସଂକ୍ରମଣ। ରାଜ୍ୟରେ ଗତ ୨୪ ଘଂଟାରେ ୧୦୪୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ?

ନୂଆ ଆକ୍ରାନ୍ତ: ୧୦୪୧
– କ୍ୱାରେଣ୍ଟାଇନ୍ ସେଣ୍ଟରରୁ: ୬୦୫
– ସ୍ଥାନୀୟ ଅଞ୍ଚଳରୁ୪୩୬
କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ:
୧- ଅନୁଗୁଳ ଜିଲ୍ଲାରୁ – ୫୭
୨- ବାଲେଶ୍ୱର ଜିଲ୍ଲାରୁ – ୨୩
୩- ବରଗଡ଼ ଜିଲ୍ଲାରୁ – ୩
୪- ଭଦ୍ରକ ଜିଲ୍ଲାରୁ – ୧୫
୫- ବଲାଙ୍ଗୀର ଜିଲ୍ଲାରୁ – ୧
୬- ବୌଦ୍ଦ ଜିଲ୍ଲାରୁ – ୧
୭- କଟକ ଜିଲ୍ଲାରୁ – ୧୩୨
୮- ଦେବଗଡ଼ ଜିଲ୍ଲାରୁ – ୭
୯- ଢେଙ୍କାନାଳ ଜିଲ୍ଲାରୁ – ୧୦
୧୦- ଗଜପତି ଜିଲ୍ଲାରୁ – ୩
୧୧- ଗଞ୍ଜାମ ଜିଲ୍ଲାରୁ – ୧୧
୧୨- ଜଗତସିଂହପୁର ଜିଲ୍ଲାରୁ – ୮୧
୧୩- ଯାଜପୁର ଜିଲ୍ଲାରୁ – ୩୬
୧୪- କଳାହାଣ୍ଡି ଜିଲ୍ଲାରୁ – ୫
୧୫- କନ୍ଧମାଳ ଜିଲ୍ଲାରୁ – ୫
୧୬- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୨୮
୧୭- କେନ୍ଦୁଝର ଜିଲ୍ଲାରୁ – ୧୭
୧୮- ଖୋର୍ଦ୍ଧାରୁ : ୩୮୩
୧୯- କୋରାପୁଟ ଜିଲ୍ଲାରୁ – ୫
୨୦- ମାଲକାନଗିରି : ୩
୨୧- ମୟୁରଭଞ୍ଜ ଜିଲ୍ଲାରୁ – ୨୮
୨୨- ନବରଙ୍ଗପୁର ଜିଲ୍ଲାରେ: ୨
୨୩- ନୟାଗଡ଼ ଜିଲ୍ଲାରୁ – ୨୮
୨୪- ନୂଆପଡ଼ା ଜିଲ୍ଲାରୁ – ୨
୨୫- ପୁରୀ ଜିଲ୍ଲାରୁ – ୩୪
୨୬- ରାୟଗଡ଼ା ଜିଲ୍ଲାରୁ – ୨୬
୨୭- ସମ୍ବଲପୁର ଜିଲ୍ଲାରୁ – ୯
୨୮- ସୁନ୍ଦରଗଡ଼ ଜିଲ୍ଲାରୁ – ୫
୨୯- State Pool: ୮୧
– ନୂଆ ସୁସ୍ଥ ହୋଇଥିଲେ୧୪୭୫
– ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି୧୬୬୮୩୭୬୪
– ମୋଟ ଆକ୍ରାନ୍ତ ୯୮୮୯୯୭
– ମୋଟ ସୁସ୍ଛ ହୋଲେଣି ୯୭୧୩୯୧
– ସକ୍ରୀୟ ଆକ୍ରାନ୍ତ – ୧୦୯୮୮

ରାଜ୍ୟରେ ଆଜି ୬୪ କରୋନା ମୃତ୍ୟୁ ରିପୋର୍ଟ ହୋଇଛି। ଅବଶ୍ୟ ଏହା ଗୋଟିଏ ଦିନର ମୃତ୍ୟୁ ସଂଖ୍ୟା ନୁହେଁ। ଓଡ଼ିଶା ସରକାରଙ୍କ ଦ୍ୱାରା ନିଯୁକ୍ତ ହୋଇଥିବା ବିଶେଷଜ୍ଞମାନଙ୍କର ମୃତ୍ୟୁ ଅଡିଟ୍ ହେବା ପରେ ଏହି ସଂଖ୍ୟା ପ୍ରକାଶ କରିଛି ସ୍ୱାସ୍ଥ୍ୟ ବିଭାଗ। ତେବେ ଏହା ସହ ମୋଟ ମୃତ୍ୟୁ ସଂଖ୍ୟା ୬, ୫୬୫ କୁ ବୃଦ୍ଧି ପାଇଛି। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ –

ଅନୁଗୁଳ ୨ ଜଣ,

ବାଲେଶ୍ୱର ୬ ଜଣ,

ବଲାଙ୍ଗୀର ୧ ଜଣ,

କଟକ ୩ ଜଣ,

ଦେବଗଡ଼ ୨ ଜଣ,

ଢେଙ୍କାନାଳ ୧ ଜଣ,

ଗଞ୍ଜାମ ୧ ଜଣ,

ଜଗତସିଂହପୁର ୧ ଜଣ,

ଯାଜପୁର ୩ ଜଣ,

ଝାରସୁଗୁଡ଼ା ୨ ଜଣ,

କନ୍ଧମାଳ ୪ ଜଣ,

ଖୋର୍ଦ୍ଧା ୨୦ ଜଣ,

ମୟୁରଭଞ୍ଜ ୩ ଜଣ,

ନୟାଗଡ଼ ୩ ଜଣ,

ପୁରୀ ୩ ଜଣ,

ସମ୍ବଲପୁର ୧ ଜଣ,

ସୁନ୍ଦରଗଡ ୮ ଜଣ,

ମୋଟ ୬୪ ଜଣଙ୍କର ମୃତ୍ୟୁ ହୋଇଛି।

ଜିଲ୍ଲାୱାରୀ ସମସ୍ତ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୪୩, ୦୩୦ [+୫୭] ଜଣ ସଂକ୍ରମିତ ହୋଇଥିବା ବେଳେ ୨୮୭ [+୫୫] ଜଣ ସକ୍ରୀୟ ଅଛନ୍ତି। ୪୨, ୪୬୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୭୪ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୩୮, ୫୩୯ [+୨୩] ଜଣ ସଂକ୍ରମିତ ହୋଇଥିବା ବେଳେ ୬୧୭ [+୧୭] ଜଣ ସକ୍ରୀୟ ଅଛନ୍ତି। ୩୭, ୬୯୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୧୯ [+୬] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ ଜିଲ୍ଲାରେ ୩୦, ୭୬୯ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୭୨ [+୩] ଜଣ ସକ୍ରୀୟ ଅଛନ୍ତି। ୩୦, ୩୯୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୦୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୨୫, ୬୯୪ [+୧୫] ଜଣ ସଂକ୍ରମିତ ହୋଇଥିବା ବେଳେ ୪୦୨ [+୧୫] ଜଣ ସକ୍ରୀୟ ଅଛନ୍ତି। ୨୫, ୧୯୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୨୩, ୨୧୪ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୩୯ ଜଣ ସକ୍ରୀୟ ଅଛନ୍ତି। ୨୩, ୦୬୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧୨ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଧ ଜିଲ୍ଲାରେ ୧୨, ୫୨୭ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୩୧ [+୧] ଜଣ ସକ୍ରୀୟ ଅଛନ୍ତି। ୧୨, ୩୯୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲାରେ ୮୮, ୧୦୨ [+୧୩୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୩୪୧ [+୧୨୯] ଜଣ ସକ୍ରୀୟ ଅଛନ୍ତି। ୮୬, ୩୧୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୪୪ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୬, ୨୦୯ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୪୨ [+୫] ଜଣ ସକ୍ରୀୟ ଅଛନ୍ତି। ୬, ୧୨୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୨ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଢେଙ୍କାନାଳ ଜିଲ୍ଲାରେ ୧୯, ୨୧୫ [+୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧୮୧ [+୯] ଜଣ ସକ୍ରୀୟ ଅଛନ୍ତି। ୧୮, ୯୦୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩୨ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତି ଜିଲ୍ଲାରେ ୯, ୫୨୯ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୨୪ [+୩] ଜଣ ସକ୍ରୀୟ ଅଛନ୍ତି। ୯, ୪୨୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୩୩, ୪୯୬ [+୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୫୩ [+୧୦] ଜଣ ସକ୍ରୀୟ ଅଛନ୍ତି। ୩୨, ୯୭୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୬୨ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୨୬, ୦୨୬ [+୮୧] ଜଣ ସଂକ୍ରମିତ ହୋଇଥିବା ବେଳେ ୫୫୭ [+୮୦] ଜଣ ସକ୍ରୀୟ ଅଛନ୍ତି। ୨୫, ୩୬୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୭ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୪୧, ୬୬୬ [+୩୬] ଜଣ ସଂକ୍ରମିତ ହୋଇଥିବା ବେଳେ ୫୮୧ [+୩୩] ଜଣ ସକ୍ରୀୟ ଅଛନ୍ତି। ୪୧, ୦୦୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୩ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୨୩୬୧୬ ଜଣ ସଂକ୍ରମିତ ହୋଇଥିବା ବେଳେ ୨୨ [-୨] ଜଣ ସକ୍ରୀୟ ଅଛନ୍ତି। ୨୩, ୪୨୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୮ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୨୪, ୧୭୧ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୪୮ [+୫] ଜଣ ସକ୍ରୀୟ ଅଛନ୍ତି। ୨୩, ୯୨୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୧୧, ୩୯୧ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୮୮ [+୧] ଜଣ ସକ୍ରୀୟ ଅଛନ୍ତି। ୧୧, ୨୨୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୧ [+୪] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡା ଜିଲ୍ଲାରେ ୨୩, ୬୮୫ [+୨୮] ଜଣ ସଂକ୍ରମିତ ହୋଇଥିବା ବେଳେ ୨୯୯ [+୨୮] ଜଣ ସକ୍ରୀୟ ଅଛନ୍ତି। ୨୩, ୨୩୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୨୦, ୫୨୨ [+୧୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୧ [+୧୭] ଜଣ ସକ୍ରୀୟ ଅଛନ୍ତି। ୨୦, ୨୫୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଧା ଜିଲ୍ଲାରେ ୧, ୫୩, ୬୦୦ [+୩୮୩] ଜଣ ସଂକ୍ରମିତ ହୋଇଥିବା ବେଳେ ୩, ୬୯୨ [+୩୬୩] ଜଣ ସକ୍ରୀୟ ଅଛନ୍ତି। ୧, ୪୮, ୫୬୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧, ୩୩୫ [+୨୦] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୧୮, ୮୮୩ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୫୯ [+୫] ଜଣ ସକ୍ରୀୟ ଅଛନ୍ତି। ୧୮, ୭୫୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ଜିଲ୍ଲାରେ ୧୧, ୫୧୭ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୪୭ [+୩] ଜଣ ସକ୍ରୀୟ ଅଛନ୍ତି। ୧୧, ୪୨୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୩୮, ୯୭୩ [+୨୮] ଜଣ ସଂକ୍ରମିତ ହୋଇଥିବା ବେଳେ ୩୦୩ [+୨୫] ଜଣ ସକ୍ରୀୟ ଅଛନ୍ତି। ୩୮, ୪୩୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୨୯ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୨୩, ୪୭୧ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୫ [+୨] ଜଣ ସକ୍ରୀୟ ଅଛନ୍ତି। ୨୩, ୩୮୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୨୨, ୮୦୩ [+୨୮] ଜଣ ସଂକ୍ରମିତ ହୋଇଥିବା ବେଳେ ୨୮୩ [+୨୫] ଜଣ ସକ୍ରୀୟ ଅଛନ୍ତି। ୨୨, ୩୬୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫୮ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୁଆପଡା ଜିଲ୍ଲାରେ ୨୨, ୮୦୭ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୩ [+୨] ଜଣ ସକ୍ରୀୟ ଅଛନ୍ତି। ୨୨, ୭୦୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ପୁରୀ ଜିଲ୍ଲାରେ ୪୩, ୯୬୫ [+୩୪] ଜଣ ସଂକ୍ରମିତ ହୋଇଥିବା ବେଳେ ୫୦୪ [+୩୧] ଜଣ ସକ୍ରୀୟ ଅଛନ୍ତି। ୪୩, ୦୫୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୦୨ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୧୯, ୮୮୩ [+୨୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୧ [+୨୬] ଜଣ ସକ୍ରୀୟ ଅଛନ୍ତି। ୧୯, ୬୧୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୩୦, ୬୦୯ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୦ [+୮] ଜଣ ସକ୍ରୀୟ ଅଛନ୍ତି। ୩୦, ୩୦୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯୫ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁବର୍ଣ୍ଣପୁର ଜିଲ୍ଲାରେ ୧୩୦୯୩ ଜଣ ସଂକ୍ରମିତ ହୋଇଥିବା ବେଳେ ୭୫ ଜଣ ସକ୍ରୀୟ ଅଛନ୍ତି। ୧୨, ୯୭୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ ଜିଲ୍ଲାରେ ୬୦, ୮୯୫ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧୪୦ [-୩] ଜଣ ସକ୍ରୀୟ ଅଛନ୍ତି। ୬୦, ୧୮୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୬୬ [+୮] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାଜ୍ୟ ପୁଲ୍ ରେ ୨୭, ୦୯୭ [+୮୧] ଜଣ ସଂକ୍ରମିତ ହୋଇଥିବା ବେଳେ ୮୧୧ [+୮୧] ଜଣ ସକ୍ରୀୟ ଅଛନ୍ତି। ୨୬, ୨୮୬ ଜଣ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.