Home Coronavirus Outbreak ରାଜ୍ୟରେ ଆଜି ୧୧୦୭ ନୂଆ ଆକ୍ରାନ୍ତ ଚିହ୍ନଟ, ୬୭ ମୃତ୍ୟୁ – ଜାଣନ୍ତୁ କେଉଁ ଜିଲ୍ଲାରୁ...

ରାଜ୍ୟରେ ଆଜି ୧୧୦୭ ନୂଆ ଆକ୍ରାନ୍ତ ଚିହ୍ନଟ, ୬୭ ମୃତ୍ୟୁ – ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ?

81

ଭୁବନେଶ୍ୱର ୧୨-୮ (ଓଡ଼ିଆ ପୁଅ) ପୁଣି ରାଜ୍ୟରେ କମିଲା ସଂକ୍ରମଣ। ରାଜ୍ୟରେ ଗତ ୨୪ ଘଂଟାରେ ୧୧୦୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ?

ନୂଆ ଆକ୍ରାନ୍ତ: ୧୧୦୭
– କ୍ୱାରେଣ୍ଟାଇନ୍ ସେଣ୍ଟରରୁ: ୬୪୬
– ସ୍ଥାନୀୟ ଅଞ୍ଚଳରୁ୪୬୧
କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ:
୧- ଅନୁଗୁଳ ଜିଲ୍ଲାରୁ – ୨୪
୨- ବାଲେଶ୍ୱର ଜିଲ୍ଲାରୁ – ୬୬
୩- ବରଗଡ଼ ଜିଲ୍ଲାରୁ – ୫
୪- ଭଦ୍ରକ ଜିଲ୍ଲାରୁ – ୩୬
୫- ବଲାଙ୍ଗୀର ଜିଲ୍ଲାରୁ – ୩
୬- କଟକ ଜିଲ୍ଲାରୁ – ୧୩୦
୭- ଦେବଗଡ଼ ଜିଲ୍ଲାରୁ – ୩
୮- ଢେଙ୍କାନାଳ ଜିଲ୍ଲାରୁ – ୧୨
୯- ଗଜପତି ଜିଲ୍ଲାରୁ – ୧
୧୦- ଗଞ୍ଜାମ ଜିଲ୍ଲାରୁ – ୪
୧୧- ଜଗତସିଂହପୁର ଜିଲ୍ଲାରୁ – ୫୩
୧୨- ଯାଜପୁର ଜିଲ୍ଲାରୁ – ୫୨
୧୩- ଝାରସୁଗୁଡ଼ା ଜିଲ୍ଲାରୁ – ୯
୧୪- କଳାହାଣ୍ଡି ଜିଲ୍ଲାରୁ – ୭
୧୫- କନ୍ଧମାଳ ଜିଲ୍ଲାରୁ – ୭
୧୬- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୪୨
୧୭- କେନ୍ଦୁଝର ଜିଲ୍ଲାରୁ – ୧୮
୧୮- ଖୋର୍ଦ୍ଧାରୁ : ୩୯୭
୧୯- କୋରାପୁଟ ଜିଲ୍ଲାରୁ – ୧
୨୦- ମାଲକାନଗିରି : ୧୦
୨୧- ମୟୁରଭଞ୍ଜ ଜିଲ୍ଲାରୁ – ୪୦
୨୨- ନବରଙ୍ଗପୁର ଜିଲ୍ଲାରେ: ୧
୨୩- ନୟାଗଡ଼ ଜିଲ୍ଲାରୁ – ୨୯
୨୪- ନୂଆପଡ଼ା ଜିଲ୍ଲାରୁ – ୧
୨୫- ପୁରୀ ଜିଲ୍ଲାରୁ – ୨୮
୨୬- ରାୟଗଡ଼ା ଜିଲ୍ଲାରୁ – ୫
୨୭- ସମ୍ବଲପୁର ଜିଲ୍ଲାରୁ – ୨୦
୨୮- ସୋନପୁର ଜିଲ୍ଲାରୁ – ୪
୨୯- ସୁନ୍ଦରଗଡ଼ ଜିଲ୍ଲାରୁ – ୧୭
୩୦- State Pool: ୮୨
– ନୂଆ ସୁସ୍ଥ ହୋଇଥିଲେ୮୬୯
– ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି୧୬୮୧୭୨୯୦
– ମୋଟ ଆକ୍ରାନ୍ତ ୯୯୧୧୮୨
– ମୋଟ ସୁସ୍ଛ ହୋଲେଣି ୯୭୩୫୭୯
– ସକ୍ରୀୟ ଆକ୍ରାନ୍ତ – ୧୦୮୫୩

ଜିଲ୍ଲାୱାରୀ ସମସ୍ତ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୪୩, ୦୮୦ [+୨୪] ଜଣ ସଂକ୍ରମିତ ହୋଇଥିବା ବେଳେ ୨୩୬ [+୨୪] ଜଣ ସକ୍ରୀୟ ଅଛନ୍ତି। ୪୨, ୫୬୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୭୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୩୮, ୬୫୦ [+୬୬] ଜଣ ସଂକ୍ରମିତ ହୋଇଥିବା ବେଳେ ୫୯୦ [+୬୪] ଜଣ ସକ୍ରୀୟ ଅଛନ୍ତି। ୩୭, ୮୩୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୨୪ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ ଜିଲ୍ଲାରେ ୩୦, ୭୮୦ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୬୭ [+୫] ଜଣ ସକ୍ରୀୟ ଅଛନ୍ତି। ୩୦, ୪୦୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୦୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୨୫, ୭୫୫ [+୩୬] ଜଣ ସଂକ୍ରମିତ ହୋଇଥିବା ବେଳେ ୩୪୫ [+୩୫] ଜଣ ସକ୍ରୀୟ ଅଛନ୍ତି। ୨୫, ୩୧୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯୫ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୨୩, ୨୨୧ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୩୯ [+୩] ଜଣ ସକ୍ରୀୟ ଅଛନ୍ତି। ୨୩, ୦୭୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଧ ଜିଲ୍ଲାରେ ୧୨୫୨୮ ଜଣ ସଂକ୍ରମିତ ହୋଇଥିବା ବେଳେ ୨୦ ଜଣ ସକ୍ରୀୟ ଅଛନ୍ତି। ୧୨, ୪୦୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲାରେ ୮୮, ୩୭୯ [+୧୩୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୩୨୧ [+୧୧୨] ଜଣ ସକ୍ରୀୟ ଅଛନ୍ତି। ୮୬, ୫୮୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୭୪ [+୧୮] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୬, ୨୧୬ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୩୩ [+୩] ଜଣ ସକ୍ରୀୟ ଅଛନ୍ତି। ୬, ୧୪୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଢେଙ୍କାନାଳ ଜିଲ୍ଲାରେ ୧୯, ୨୪୩ [+୧୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧୬୭ [+୯] ଜଣ ସକ୍ରୀୟ ଅଛନ୍ତି। ୧୮, ୯୩୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩୭ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତି ଜିଲ୍ଲାରେ ୯, ୫୩୨ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୭ [+୧] ଜଣ ସକ୍ରୀୟ ଅଛନ୍ତି। ୯, ୪୩୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୩୩, ୫୦୬ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୪୨ [+୪] ଜଣ ସକ୍ରୀୟ ଅଛନ୍ତି। ୩୨, ୯୯୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୬୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୨୬, ୧୩୭ [+୫୩] ଜଣ ସଂକ୍ରମିତ ହୋଇଥିବା ବେଳେ ୫୪୮ [+୫୨] ଜଣ ସକ୍ରୀୟ ଅଛନ୍ତି। ୨୫, ୪୭୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧୧ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୪୧, ୭୭୬ [+୫୨] ଜଣ ସଂକ୍ରମିତ ହୋଇଥିବା ବେଳେ ୫୮୦ [+୪୭] ଜଣ ସକ୍ରୀୟ ଅଛନ୍ତି। ୪୧, ୧୦୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୯ [+୫] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୨୩, ୬୩୩ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୩୬ [+୯] ଜଣ ସକ୍ରୀୟ ଅଛନ୍ତି। ୨୩, ୪୨୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୨୪, ୧୭୯ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୩୯ [+୬] ଜଣ ସକ୍ରୀୟ ଅଛନ୍ତି। ୨୩, ୯୩୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦୪ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୧୧, ୪୦୪ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୮୦ [+୭] ଜଣ ସକ୍ରୀୟ ଅଛନ୍ତି। ୧୧, ୨୪୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡା ଜିଲ୍ଲାରେ ୨୩, ୭୭୮ [+୪୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୯୪ [+୩୮] ଜଣ ସକ୍ରୀୟ ଅଛନ୍ତି। ୨୩, ୩୨୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫୮ [+୪] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୨୦, ୫୫୨ [+୧୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧୩୧ [+୧୭] ଜଣ ସକ୍ରୀୟ ଅଛନ୍ତି। ୨୦, ୨୭୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪୬ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଧା ଜିଲ୍ଲାରେ ୧, ୫୪, ୩୬୯ [+୩୯୭] ଜଣ ସଂକ୍ରମିତ ହୋଇଥିବା ବେଳେ ୩, ୮୪୨ [+୩୮୬] ଜଣ ସକ୍ରୀୟ ଅଛନ୍ତି। ୧, ୪୯, ୧୫୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧, ୩୬୬ [+୧୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୧୮, ୮୮୪ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୪୯ [+୧] ଜଣ ସକ୍ରୀୟ ଅଛନ୍ତି। ୧୮, ୭୬୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ଜିଲ୍ଲାରେ ୧୧, ୫୩୨ [+୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୫୧ [+୧୦] ଜଣ ସକ୍ରୀୟ ଅଛନ୍ତି। ୧୧, ୪୩୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୩୯, ୦୪୮ [+୪୦] ଜଣ ସଂକ୍ରମିତ ହୋଇଥିବା ବେଳେ ୩୩୦ [+୩୬] ଜଣ ସକ୍ରୀୟ ଅଛନ୍ତି। ୩୮, ୪୮୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୩୫ [+୪] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୨୩, ୪୭୩ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨୨ [+୧] ଜଣ ସକ୍ରୀୟ ଅଛନ୍ତି। ୨୩, ୩୮୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୨୨, ୮୫୮ [+୨୯] ଜଣ ସଂକ୍ରମିତ ହୋଇଥିବା ବେଳେ ୨୭୮ [+୨୯] ଜଣ ସକ୍ରୀୟ ଅଛନ୍ତି। ୨୨, ୪୧୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୁଆପଡା ଜିଲ୍ଲାରେ ୨୨, ୮୧୩ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨୩ ଜଣ ସକ୍ରୀୟ ଅଛନ୍ତି। ୨୨, ୭୦୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୪ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ପୁରୀ ଜିଲ୍ଲାରେ ୪୪, ୦୪୧ [+୨୮] ଜଣ ସଂକ୍ରମିତ ହୋଇଥିବା ବେଳେ ୪୫୧ [+୨୬] ଜଣ ସକ୍ରୀୟ ଅଛନ୍ତି। ୪୩, ୧୮୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୦୭ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୧୯, ୮୯୨ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୬ [+୫] ଜଣ ସକ୍ରୀୟ ଅଛନ୍ତି। ୧୯, ୬୨୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୩୦, ୬୪୧ [+୨୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୦ [+୧୧] ଜଣ ସକ୍ରୀୟ ଅଛନ୍ତି। ୩୦, ୩୨୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦୪ [+୯] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁବର୍ଣ୍ଣପୁର ଜିଲ୍ଲାରେ ୧୩, ୧୦୨ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୫୧ [+୧] ଜଣ ସକ୍ରୀୟ ଅଛନ୍ତି। ୧୩, ୦୦୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୧ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ ଜିଲ୍ଲାରେ ୬୦, ୯୧୮ [+୧୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୧ [+୧୬] ଜଣ ସକ୍ରୀୟ ଅଛନ୍ତି। ୬୦, ୨୩୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୬୭ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାଜ୍ୟ ପୁଲ୍ ରେ ୨୭, ୨୬୨ [+୮୨] ଜଣ ସଂକ୍ରମିତ ହୋଇଥିବା ବେଳେ ୮୪୪ [+୮୨] ଜଣ ସକ୍ରୀୟ ଅଛନ୍ତି। ୨୬, ୪୧୮ ଜଣ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.