Home Coronavirus Outbreak ରାଜ୍ୟରେ ଆଜି ୧୧୯୩ ନୂଆ ଆକ୍ରାନ୍ତ ଚିହ୍ନଟ, ୬୦ ମୃତ୍ୟୁ – ଜାଣନ୍ତୁ କେଉଁ ଜିଲ୍ଲାରୁ...

ରାଜ୍ୟରେ ଆଜି ୧୧୯୩ ନୂଆ ଆକ୍ରାନ୍ତ ଚିହ୍ନଟ, ୬୦ ମୃତ୍ୟୁ – ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ?

51

ଭୁବନେଶ୍ୱର ୧୩-୮ (ଓଡ଼ିଆ ପୁଅ) ପୁଣି ରାଜ୍ୟରେ କମିଲା ସଂକ୍ରମଣ। ରାଜ୍ୟରେ ଗତ ୨୪ ଘଂଟାରେ ୧୧୯୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ?

ନୂଆ ଆକ୍ରାନ୍ତ: ୧୧୯୩
– କ୍ୱାରେଣ୍ଟାଇନ୍ ସେଣ୍ଟରରୁ: ୬୯୫
– ସ୍ଥାନୀୟ ଅଞ୍ଚଳରୁ୪୯୮
କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ:
୧- ଅନୁଗୁଳ ଜିଲ୍ଲାରୁ – ୪୯
୨- ବାଲେଶ୍ୱର ଜିଲ୍ଲାରୁ – ୬୯
୩- ବରଗଡ଼ ଜିଲ୍ଲାରୁ – ୧୦
୪- ଭଦ୍ରକ ଜିଲ୍ଲାରୁ – ୧୫
୫- ବଲାଙ୍ଗୀର ଜିଲ୍ଲାରୁ – ୯
୬- ବୌଦ୍ଦ ଜିଲ୍ଲାରୁ – ୩
୭- କଟକ ଜିଲ୍ଲାରୁ – ୧୬୧
୮- ଦେବଗଡ଼ ଜିଲ୍ଲାରୁ – ୫
୯- ଢେଙ୍କାନାଳ ଜିଲ୍ଲାରୁ – ୩୧
୧୦- ଗଜପତି ଜିଲ୍ଲାରୁ – ୨
୧୧- ଗଞ୍ଜାମ ଜିଲ୍ଲାରୁ – ୧୩
୧୨- ଜଗତସିଂହପୁର ଜିଲ୍ଲାରୁ – ୫୬
୧୩- ଯାଜପୁର ଜିଲ୍ଲାରୁ – ୫୦
୧୪- ଝାରସୁଗୁଡ଼ା ଜିଲ୍ଲାରୁ – ୧୦
୧୫- କନ୍ଧମାଳ ଜିଲ୍ଲାରୁ – ୪
୧୬- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୨୯
୧୭- କେନ୍ଦୁଝର ଜିଲ୍ଲାରୁ – ୨୦
୧୮- ଖୋର୍ଦ୍ଧାରୁ: ୪୨୫
୧୯- କୋରାପୁଟ ଜିଲ୍ଲାରୁ – ୪
୨୦- ମାଲକାନଗିରି : ୩
୨୧- ମୟୁରଭଞ୍ଜ ଜିଲ୍ଲାରୁ – ୨୨
୨୨- ନବରଙ୍ଗପୁର ଜିଲ୍ଲାରେ: ୨
୨୩- ନୟାଗଡ଼ ଜିଲ୍ଲାରୁ – ୩୯
୨୪- ନୂଆପଡ଼ା ଜିଲ୍ଲାରୁ – ୨
୨୫- ପୁରୀ ଜିଲ୍ଲାରୁ – ୩୪
୨୬- ରାୟଗଡ଼ା ଜିଲ୍ଲାରୁ – ୯
୨୭- ସମ୍ବଲପୁର ଜିଲ୍ଲାରୁ – ୧୧
୨୮- ସୁନ୍ଦରଗଡ଼ ଜିଲ୍ଲାରୁ – ୧୦
୨୯- State Pool: ୯୬
– ନୂଆ ସୁସ୍ଥ ହୋଇଥିଲେ୧୧୭୭
– ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି୧୬୮୮୮୪୮୭
– ମୋଟ ଆକ୍ରାନ୍ତ ୯୯୨୩୭୫
– ମୋଟ ସୁସ୍ଛ ହୋଲେଣି ୯୭୪୭୫୬
– ସକ୍ରୀୟ ଆକ୍ରାନ୍ତ – ୧୦୮୦୯

ରାଜ୍ୟରେ ଆଜି ୬୦ କରୋନା ମୃତ୍ୟୁ ରିପୋର୍ଟ ହୋଇଛି। ଅବଶ୍ୟ ଏହା ଗୋଟିଏ ଦିନର ମୃତ୍ୟୁ ସଂଖ୍ୟା ନୁହେଁ। ଓଡ଼ିଶା ସରକାରଙ୍କ ଦ୍ୱାରା ନିଯୁକ୍ତ ହୋଇଥିବା ବିଶେଷଜ୍ଞମାନଙ୍କର ମୃତ୍ୟୁ ଅଡିଟ୍ ହେବା ପରେ ଏହି ସଂଖ୍ୟା ପ୍ରକାଶ କରିଛି ସ୍ୱାସ୍ଥ୍ୟ ବିଭାଗ। ତେବେ ଏହା ସହ ମୋଟ ମୃତ୍ୟୁ ସଂଖ୍ୟା ୬, ୭୫୭ କୁ ବୃଦ୍ଧି ପାଇଛି। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ –

ଅନୁଗୁଳ ୫ ଜଣ,

ବାଲେଶ୍ୱର ୨ ଜଣ,

ବରଗଡ ୧୩ ଜଣ,

ଭଦ୍ରକ ୧ ଜଣ,

ବଲାଙ୍ଗୀର ୬ ଜଣ,

କଟକ ୧୧ ଜଣ,

ଦେବଗଡ଼ ୪ ଜଣ,

ଢେଙ୍କାନାଳ ୩ ଜଣ,

ଜଗତସିଂହପୁର ୫ ଜଣ,

ଯାଜପୁର ୩ ଜଣ,

ଝାରସୁଗୁଡ଼ା ୨ ଜଣ,

ସମ୍ବଲପୁର ୫ ଜଣ,

ମୋଟ ୬୦ ଜଣଙ୍କର ମୃତ୍ୟୁ ହୋଇଛି।

୧. ଅନୁଗୁଳ ଜିଲ୍ଲାର ଜଣେ ୮୪ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗ, ଉଚ୍ଚ ରକ୍ତଚାପ, ପୁରୁଣା ସେରେବ୍ରୋ ଭାସ୍କୁଲାର ଦୁର୍ଘଟଣାରେ ମଧ୍ୟ ପୀଡିତ ଥିଲେ।

୨. ଅନୁଗୁଳ ଜିଲ୍ଲାର ୫୦ ବର୍ଷ ବୟସ୍କ ପୁରୁଷ।

୩. ଅନୁଗୁଳ ଜିଲ୍ଲାର ଜଣେ ୫୪ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପରେ, କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।

୪. ଅନୁଗୁଳ ଜିଲ୍ଲାର ୫୫ ବର୍ଷ ବୟସ୍କ ପୁରୁଷ ଯିଏ ଡାଇବେଟିସ୍ ମେଲିଟସ୍, ଯକୃତର ସିରୋସିସ୍, ଉଚ୍ଚ ରକ୍ତଚାପ, କୋଲେଲିଥିଆସିସ୍ ରୋଗରେ ପୀଡିତ ଥିଲେ।

୫. ଅନୁଗୁଳ ଜିଲ୍ଲାର ୪୩ ବର୍ଷ ବୟସ୍କ ପୁରୁଷ।

୬. ବଲାଙ୍ଗିର ଜିଲ୍ଲାର ୮୧ ବର୍ଷ ବୟସ୍କ ପୁରୁଷ।

୭. ବଲାଙ୍ଗିର ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କା ମହିଳା ଯିଏ ମଧ୍ୟ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୮. ବଲାଙ୍ଗିର ଜିଲ୍ଲାର ୪୫ ବର୍ଷ ବୟସ୍କ ପୁରୁଷ ଯିଏ କି ମଧୁମେହ ରୋଗ, କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।

୯. ବଲାଙ୍ଗିର ଜିଲ୍ଲାର ୩୮ ବର୍ଷ ବୟସ୍କ ପୁରୁଷ।

୧୦. ବଲାଙ୍ଗିର ଜିଲ୍ଲାର ୪୫ ବର୍ଷ ବୟସ୍କା ମହିଳା।

୧୧. ବଲାଙ୍ଗିର ଜିଲ୍ଲାର ୭୫ ବର୍ଷ ବୟସ୍କ ପୁରୁଷ ଯିଏ ନେଫ୍ରୋପାଥି, ମଧୁମେହ ରୋଗରେ ପୀଡିତ ଥିଲେ।

୧୨. ବାଲେଶ୍ୱର ଜିଲ୍ଲାର ୬୩ ବର୍ଷ ବୟସ୍କ ପୁରୁଷ ଯିଏ କ୍ରନିକ୍ କିଡନୀ ରୋଗ, ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୩. ବାଲେଶ୍ୱର ଜିଲ୍ଲାର ୫୩ ବର୍ଷ ବୟସ୍କ ପୁରୁଷ।

୧୪. ବରଗଡ ଜିଲ୍ଲାର ୬୦ ବର୍ଷ ବୟସ୍କା ମହିଳା ଯିଏ କିଟ୍ କିଡନୀ ସଂକ୍ରମଣ ଡାଇବେଟିସ୍ ମେଲିଟିସ୍ ରୋଗରେ ପୀଡିତ ଥିଲେ।

୧୫. ବରଗଡ ଜିଲ୍ଲାର ୫୮ ବର୍ଷ ବୟସ୍କ ପୁରୁଷ।

୧୬. ବରଗଡ ଜିଲ୍ଲାର ୫୬ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗରେ ପୀଡିତ ଥିଲେ।

୧୭. ବରଗଡ ଜିଲ୍ଲାର ୭୨ ବର୍ଷ ବୟସ୍କ ପୁରୁଷ ଯିଏ କି କେମୋଥେରାପି ଅଧୀନରେ କର୍କଟ ରୋଗରେ ପୀଡିତ ଥିଲେ।

୧୮. ବରଗଡ ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ରୋଗରେ ପୀଡିତ ଥିଲେ।

୧୯. ବରଗଡ ଜିଲ୍ଲାର ୪୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗରେ ପୀଡିତ ଥିଲେ।

୨୦. ବରଗଡ ଜିଲ୍ଲାର ୪୨ ବର୍ଷ ବୟସ୍କା ମହିଳା ଯିଏ ମଧ୍ୟ ହାଇପୋଥାଇରଏଡିଜିମ୍ ରୋଗରେ ପୀଡିତ ଥିଲେ।

୨୧. ବରଗଡ ଜିଲ୍ଲାର ୬୦ ବର୍ଷ ବୟସ୍କା ମହିଳା।

୨୨. ବରଗଡ ଜିଲ୍ଲାର ୭୦ ବର୍ଷ ବୟସ୍କା ମହିଳା।

୨୩. ବରଗଡ ଜିଲ୍ଲାର ୧୬ ବର୍ଷ ବୟସ୍କା ମହିଳା।

୨୪. ବରଗଡ ଜିଲ୍ଲାର ୪୫ ବର୍ଷ ବୟସ୍କା ମହିଳା।

୨୫. ବରଗଡ ଜିଲ୍ଲାର ୪୧ ବର୍ଷ ବୟସ୍କ ପୁରୁଷ।

୨୬. ବରଗଡ ଜିଲ୍ଲାର ୩୮ ବର୍ଷ ବୟସ୍କ ପୁରୁଷ।

୨୭. ଭଦ୍ରକ ଜିଲ୍ଲାର ୪୦ ବର୍ଷ ବୟସ୍କା ମହିଳା।

୨୮. କଟକ ଜିଲ୍ଲାର ୬୧ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗରେ ପୀଡିତ ଥିଲେ।

୨୯. କଟକ ଜିଲ୍ଲାର ୫୭ ବର୍ଷ ବୟସ୍କା ମହିଳା ଯିଏ କି କ୍ରନିକ୍ କିଡନୀ ରୋଗ, ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୩୦. କଟକ ଜିଲ୍ଲାର ୭୨ ବର୍ଷ ବୟସ୍କା ମହିଳା ଯିଏ ଉଚ୍ଚ ରକ୍ତଚାପ ମଧୁମେହ ରୋଗରେ ପୀଡିତ ଥିଲେ।

୩୧. କଟକ ଜିଲ୍ଲାର ୮୦ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୩୨. କଟକ ଜିଲ୍ଲାର ୭୭ ବର୍ଷ ବୟସ୍କା ମହିଳା।

୩୩. କଟକ ଜିଲ୍ଲାର ୬୦ ବର୍ଷ ବୟସ୍କା ମହିଳା ଯିଏ ମଧ୍ୟ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୩୪. କଟକ ଜିଲ୍ଲାର ୪୦ ବର୍ଷ ବୟସ୍କା ମହିଳା।

୩୫. କଟକ ଜିଲ୍ଲାର ୪୫ ବର୍ଷ ବୟସ୍କା ମହିଳା ଯିଏ ମଧ୍ୟ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୩୬. କଟକ ଜିଲ୍ଲାର ୮୬ ବର୍ଷ ବୟସ୍କ ପୁରୁଷ ଯିଏ କ୍ରନିକ୍ ଅବଷ୍ଟ୍ରକ୍ଟିଭ୍ ଫୁସଫୁସ ରୋଗ, ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୩୭. କଟକ ଜିଲ୍ଲାର ୭୬ ବର୍ଷ ବୟସ୍କା ମହିଳା ଯିଏ ମଧ୍ୟ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୩୮. କଟକ ଜିଲ୍ଲାର ୬୦ ବର୍ଷ ବୟସ୍କା ମହିଳା।

୩୯. ଦେବଗଡ଼ ଜିଲ୍ଲାର ୪୭ ବର୍ଷ ବୟସ୍କା ମହିଳା।

୪୦. ଦେବଗଡ଼ ଜିଲ୍ଲାର ୩୮ ବର୍ଷ ବୟସ୍କ ପୁରୁଷ।

୪୧. ଦେବଗଡ଼ ଜିଲ୍ଲାର ୪୨ ବର୍ଷ ବୟସ୍କା ମହିଳା ଯିଏ ମଧ୍ୟ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୪୨. ଦେବଗଡ଼ ଜିଲ୍ଲାର ୩୯ ବର୍ଷ ବୟସ୍କ ପୁରୁଷ।

୪୩. ଢେଙ୍କାନାଳ ଜିଲ୍ଲାର ୪୫ ବର୍ଷ ବୟସ୍କ ପୁରୁଷ।

୪୪. ଢେଙ୍କାନାଳ ଜିଲ୍ଲାର ୬୫ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ ମଧୁମେହ ରୋଗରେ ପୀଡିତ ଥିଲେ।

୪୫. ଢେଙ୍କାନାଳ ଜିଲ୍ଲାର ୭୭ ବର୍ଷ ବୟସ୍କ ପୁରୁଷ।

୪୬. ଜଗତସିଂହପୁର ଜିଲ୍ଲାର ୭୪ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ ମଧୁମେହ ରୋଗରେ ପୀଡିତ ଥିଲେ।

୪୭. ଜଗତସିଂହପୁର ଜିଲ୍ଲାର ୬୫ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ ମଧୁମେହ ରୋଗରେ ପୀଡିତ ଥିଲେ।

୪୮. ଜଗତସିଂହପୁର ଜିଲ୍ଲାର ୬୦ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୪୯. ଜଗତସିଂହପୁର ଜିଲ୍ଲାର ୮୩ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୫୦. ଜଗତସିଂହପୁର ଜିଲ୍ଲାର ୭୬ ବର୍ଷ ବୟସ୍କ ପୁରୁଷ।

୫୧. ଯାଜପୁର ଜିଲ୍ଲାର ୩୯ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହ ରୋଗରେ ପୀଡିତ ଥିଲେ।

୫୨. ଯାଜପୁର ଜିଲ୍ଲାର ୯୦ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୫୩. ଯାଜପୁର ଜିଲ୍ଲାର ୫୬ ବର୍ଷ ବୟସ୍କା ମହିଳା।

୫୪. ଝାରସୁଗୁଡା ଜିଲ୍ଲାର ୪୭ ବର୍ଷ ବୟସ୍କ ପୁରୁଷ।

୫୫. ଝାରସୁଗୁଡା ଜିଲ୍ଲାର ୪୪ ବର୍ଷ ବୟସ୍କା ମହିଳା।

୫୬. ସମ୍ବଲପୁର ଜିଲ୍ଲାର ୫୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗରେ ପୀଡିତ ଥିଲେ।

୫୭. ସମ୍ବଲପୁର ଜିଲ୍ଲାର ୪୨ ବର୍ଷ ବୟସ୍କା ମହିଳା ଯିଏକି ବ୍ରୋଙ୍କିଆଲ୍ ଆଜମା, ମଧୁମେହ ରୋଗରେ ପୀଡିତ ଥିଲେ।

୫୮. ସମ୍ବଲପୁର ଜିଲ୍ଲାର ୪୦ ବର୍ଷ ବୟସ୍କା ମହିଳା ଯିଏକି ଡିଏମ୍ରେ ପୀଡିତ ଥିଲେ।

୫୯. ସମ୍ବଲପୁର ଜିଲ୍ଲାର ୬୫ ବର୍ଷ ବୟସ୍କ ପୁରୁଷ।

୬୦. ସମ୍ବଲପୁର ଜିଲ୍ଲାର ୪୯ ବର୍ଷ ବୟସ୍କ ପୁରୁଷ।

ଜିଲ୍ଲାୱାରୀ ସମ୍ପୂର୍ଣ୍ଣ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୪୩, ୧୨୯ [+୪୯] ଜଣ ସଂକ୍ରମିତ ହୋଇଥିବା ବେଳେ ୨୨୯ [+୪୪] ଜଣ ସକ୍ରୀୟ ଅଛନ୍ତି। ୪୨, ୬୧୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୮୪ [+୫] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୩୮, ୭୧୯ [+୬୯] ଜଣ ସଂକ୍ରମିତ ହୋଇଥିବା ବେଳେ ୬୨୩ [+୬୭] ଜଣ ସକ୍ରୀୟ ଅଛନ୍ତି। ୩୭, ୮୬୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୨୬ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ ଜିଲ୍ଲାରେ ୩୦, ୭୯୦ [+୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୬୧ [-୩] ଜଣ ସକ୍ରୀୟ ଅଛନ୍ତି। ୩୦, ୪୧୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୧୯ [+୧୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୨୫, ୭୭୦ [+୧୫] ଜଣ ସଂକ୍ରମିତ ହୋଇଥିବା ବେଳେ ୩୦୧ [+୧୪] ଜଣ ସକ୍ରୀୟ ଅଛନ୍ତି। ୨୫, ୩୬୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯୬ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୨୩, ୨୩୦ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୩୮ [+୩] ଜଣ ସକ୍ରୀୟ ଅଛନ୍ତି। ୨୩, ୦୭୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧୮ [+୬] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଧ ଜିଲ୍ଲାରେ ୧୨, ୫୩୧ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧୯ [+୩] ଜଣ ସକ୍ରୀୟ ଅଛନ୍ତି। ୧୨, ୪୦୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲାରେ ୮୮, ୫୪୦ [+୧୬୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୨୮୨ [+୧୫୦] ଜଣ ସକ୍ରୀୟ ଅଛନ୍ତି। ୮୬, ୭୬୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୮୫ [+୧୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୬, ୨୨୧ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୩୧ [+୧] ଜଣ ସକ୍ରୀୟ ଅଛନ୍ତି। ୬, ୧୪୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୬ [+୪] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଢେଙ୍କାନାଳ ଜିଲ୍ଲାରେ ୧୯, ୨୭୪ [+୩୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୭୪ [+୨୮] ଜଣ ସକ୍ରୀୟ ଅଛନ୍ତି। ୧୮, ୯୬୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪୦ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତି ଜିଲ୍ଲାରେ ୯, ୫୩୪ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧୯ [+୨] ଜଣ ସକ୍ରୀୟ ଅଛନ୍ତି। ୯, ୪୩୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୩୩, ୫୧୯ [+୧୩] ଜଣ ସଂକ୍ରମିତ ହୋଇଥିବା ବେଳେ ୪୯ [+୧୩] ଜଣ ସକ୍ରୀୟ ଅଛନ୍ତି। ୩୩, ୦୦୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୬୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୨୬, ୧୯୩ [+୫୬] ଜଣ ସଂକ୍ରମିତ ହୋଇଥିବା ବେଳେ ୫୪୯ [+୫୧] ଜଣ ସକ୍ରୀୟ ଅଛନ୍ତି। ୨୫, ୫୨୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧୬ [+୫] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୪୧, ୮୨୬ [+୫୦] ଜଣ ସଂକ୍ରମିତ ହୋଇଥିବା ବେଳେ ୫୮୪ [+୪୭] ଜଣ ସକ୍ରୀୟ ଅଛନ୍ତି। ୪୧, ୧୪୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯୨ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୨୩, ୬୪୩ [+୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୪୪ [+୮] ଜଣ ସକ୍ରୀୟ ଅଛନ୍ତି। ୨୩, ୪୨୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭୦ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୨୪୧୭୯ ଜଣ ସଂକ୍ରମିତ ହୋଇଥିବା ବେଳେ ୩୯ ଜଣ ସକ୍ରୀୟ ଅଛନ୍ତି। ୨୩, ୯୩୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୧୧, ୪୦୮ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୭୯ [+୪] ଜଣ ସକ୍ରୀୟ ଅଛନ୍ତି। ୧୧, ୨୪୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡା ଜିଲ୍ଲାରେ ୨୩, ୮୦୭ [+୨୯] ଜଣ ସଂକ୍ରମିତ ହୋଇଥିବା ବେଳେ ୨୮୪ [+୨୯] ଜଣ ସକ୍ରୀୟ ଅଛନ୍ତି। ୨୩, ୩୬୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୨୦, ୫୭୨ [+୨୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୬ [+୨୦] ଜଣ ସକ୍ରୀୟ ଅଛନ୍ତି। ୨୦, ୨୯୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଧା ଜିଲ୍ଲାରେ ୧, ୫୪, ୭୯୪ [+୪୨୫] ଜଣ ସଂକ୍ରମିତ ହୋଇଥିବା ବେଳେ ୩, ୯୦୧ [+୪୨୫] ଜଣ ସକ୍ରୀୟ ଅଛନ୍ତି। ୧, ୪୯, ୫୧୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩୬୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୧୮, ୮୮୮ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୪୩ [+୪] ଜଣ ସକ୍ରୀୟ ଅଛନ୍ତି। ୧୮, ୭୭୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ଜିଲ୍ଲାରେ ୧୧, ୫୩୫ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୪୭ [+୩] ଜଣ ସକ୍ରୀୟ ଅଛନ୍ତି। ୧୧, ୪୪୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୩୯, ୦୭୦ [+୨୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୯୪ [+୨୨] ଜଣ ସକ୍ରୀୟ ଅଛନ୍ତି। ୩୮, ୫୩୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୩୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୨୩, ୪୭୫ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୦ [+୨] ଜଣ ସକ୍ରୀୟ ଅଛନ୍ତି। ୨୩, ୩୮୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୨୨, ୮୯୭ [+୩୯] ଜଣ ସଂକ୍ରମିତ ହୋଇଥିବା ବେଳେ ୨୮୮ [+୩୯] ଜଣ ସକ୍ରୀୟ ଅଛନ୍ତି। ୨୨, ୪୪୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୁଆପଡା ଜିଲ୍ଲାରେ ୨୨, ୮୧୫ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୩ [+୨] ଜଣ ସକ୍ରୀୟ ଅଛନ୍ତି। ୨୨, ୭୦୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ପୁରୀ ଜିଲ୍ଲାରେ ୪୪, ୦୭୫ [+୩୪] ଜଣ ସଂକ୍ରମିତ ହୋଇଥିବା ବେଳେ ୪୨୦ [+୩୪] ଜଣ ସକ୍ରୀୟ ଅଛନ୍ତି। ୪୩, ୨୪୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୦୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୧୯, ୯୦୧ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୮ [+୯] ଜଣ ସକ୍ରୀୟ ଅଛନ୍ତି। ୧୯, ୬୩୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୩୦, ୬୫୨ [+୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୭ [+୬] ଜଣ ସକ୍ରୀୟ ଅଛନ୍ତି। ୩୦, ୩୩୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦୯ [+୫] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁବର୍ଣ୍ଣପୁର ଜିଲ୍ଲାରେ ୧୩୧୦୨ ଜଣ ସଂକ୍ରମିତ ହୋଇଥିବା ବେଳେ ୪୫ ଜଣ ସକ୍ରୀୟ ଅଛନ୍ତି। ୧୩, ୦୦୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ ଜିଲ୍ଲାରେ ୬୦, ୯୨୮ [+୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୮ [+୧୦] ଜଣ ସକ୍ରୀୟ ଅଛନ୍ତି। ୬୦, ୨୩୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୬୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାଜ୍ୟ ପୁଲ୍ ରେ ୨୭, ୩୫୮ [+୯୬] ଜଣ ସଂକ୍ରମିତ ହୋଇଥିବା ବେଳେ ୮୬୪ [+୯୬] ଜଣ ସକ୍ରୀୟ ଅଛନ୍ତି। ୨୬, ୪୯୪ ଜଣ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.