Home Top News ରାଜ୍ୟରେ ଆଜି ୧୧୩୨ ନୂଆ ଆକ୍ରାନ୍ତ ଚିହ୍ନଟ, ୬୬ ଜଣଙ୍କର ମୃତ୍ୟୁ – ଜାଣନ୍ତୁ କେଉଁ...

ରାଜ୍ୟରେ ଆଜି ୧୧୩୨ ନୂଆ ଆକ୍ରାନ୍ତ ଚିହ୍ନଟ, ୬୬ ଜଣଙ୍କର ମୃତ୍ୟୁ – ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ?

59

ଭୁବନେଶ୍ୱର ୧୪-୮ (ଓଡ଼ିଆ ପୁଅ) ପୁଣି ରାଜ୍ୟରେ କମିଲା ସଂକ୍ରମଣ। ରାଜ୍ୟରେ ଗତ ୨୪ ଘଂଟାରେ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ?

ନୂଆ ଆକ୍ରାନ୍ତ: ୧୧୩୨
– କ୍ୱାରେଣ୍ଟାଇନ୍ ସେଣ୍ଟରରୁ: ୬୫୭
– ସ୍ଥାନୀୟ ଅଞ୍ଚଳରୁ୪୭୫
କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ:
୧- ଅନୁଗୁଳ ଜିଲ୍ଲାରୁ – ୨୫
୨- ବାଲେଶ୍ୱର ଜିଲ୍ଲାରୁ – ୭୦
୩- ବରଗଡ଼ ଜିଲ୍ଲାରୁ – ୧୦
୪- ଭଦ୍ରକ ଜିଲ୍ଲାରୁ – ୧୪
୫- ବଲାଙ୍ଗୀର ଜିଲ୍ଲାରୁ – ୭
୬- ବୌଦ୍ଦ ଜିଲ୍ଲାରୁ – ୪
୭- କଟକ ଜିଲ୍ଲାରୁ – ୧୯୭
୮- ଦେବଗଡ଼ ଜିଲ୍ଲାରୁ – ୪
୯- ଢେଙ୍କାନାଳ ଜିଲ୍ଲାରୁ – ୧୧
୧୦- ଗଜପତି ଜିଲ୍ଲାରୁ – ୬
୧୧- ଗଞ୍ଜାମ ଜିଲ୍ଲାରୁ – ୨
୧୨- ଜଗତସିଂହପୁର ଜିଲ୍ଲାରୁ – ୪୨
୧୩- ଯାଜପୁର ଜିଲ୍ଲାରୁ – ୨୯
୧୪- ଝାରସୁଗୁଡ଼ା ଜିଲ୍ଲାରୁ – ୧
୧୫- କଳାହାଣ୍ଡି ଜିଲ୍ଲାରୁ – ୭
୧୬- କନ୍ଧମାଳ ଜିଲ୍ଲାରୁ – ୪
୧୭- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୨୭
୧୮- କେନ୍ଦୁଝର ଜିଲ୍ଲାରୁ – ୧୫
୧୯- ଖୋର୍ଦ୍ଧାରୁ: ୪୧୦
୨୦- କୋରାପୁଟ ଜିଲ୍ଲାରୁ – ୩
୨୧- ମାଲକାନଗିରି : ୧୦
୨୨- ମୟୁରଭଞ୍ଜ ଜିଲ୍ଲାରୁ – ୪୦
୨୩- ନବରଙ୍ଗପୁର ଜିଲ୍ଲାରେ: ୧
୨୪- ନୟାଗଡ଼ ଜିଲ୍ଲାରୁ – ୩୧
୨୫- ପୁରୀ ଜିଲ୍ଲାରୁ – ୨୨
୨୬- ରାୟଗଡ଼ା ଜିଲ୍ଲାରୁ – ୭
୨୭- ସମ୍ବଲପୁର ଜିଲ୍ଲାରୁ – ୧୫
୨୮- ସୋନପୁର ଜିଲ୍ଲାରୁ – ୧
୨୯- ସୁନ୍ଦରଗଡ଼ ଜିଲ୍ଲାରୁ – ୨୩
୩୦- State Pool: ୯୪
– ନୂଆ ସୁସ୍ଥ ହୋଇଥିଲେ୧୨୪୩
– ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି୧୬୯୫୭୩୫୯
– ମୋଟ ଆକ୍ରାନ୍ତ ୯୯୩୫୦୭
– ମୋଟ ସୁସ୍ଛ ହୋଲେଣି ୯୭୫୯୯୯
– ସକ୍ରୀୟ ଆକ୍ରାନ୍ତ – ୧୦୬୩୨

ରାଜ୍ୟରେ ଆଜି ୬୬ କରୋନା ମୃତ୍ୟୁ ରିପୋର୍ଟ ହୋଇଛି। ଅବଶ୍ୟ ଏହା ଗୋଟିଏ ଦିନର ମୃତ୍ୟୁ ସଂଖ୍ୟା ନୁହେଁ। ଓଡ଼ିଶା ସରକାରଙ୍କ ଦ୍ୱାରା ନିଯୁକ୍ତ ହୋଇଥିବା ବିଶେଷଜ୍ଞମାନଙ୍କର ମୃତ୍ୟୁ ଅଡିଟ୍ ହେବା ପରେ ଏହି ସଂଖ୍ୟା ପ୍ରକାଶ କରିଛି ସ୍ୱାସ୍ଥ୍ୟ ବିଭାଗ। ତେବେ ଏହା ସହ ମୋଟ ମୃତ୍ୟୁ ସଂଖ୍ୟା ୬, ୮୨୩ କୁ ବୃଦ୍ଧି ପାଇଛି। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ –

ଅନୁଗୁଳ ୫ ଜଣ,

ବାଲେଶ୍ୱର ୨ ଜଣ,

ବରଗଡ ୨ ଜଣ,

ବଲାଙ୍ଗୀର ୨ ଜଣ,

କଟକ ୧୫ ଜଣ,

ଜଗତସିଂହପୁର ୨ ଜଣ,

ଯାଜପୁର ୩ ଜଣ,

କେନ୍ଦ୍ରାପଡା ୯ ଜଣ,

ଖୋର୍ଦ୍ଧା ୩ ଜଣ,

କୋରାପୁଟ ୧ ଜଣ,

ମୟୁରଭଞ୍ଜ ୧ ଜଣ,

ନବରଙ୍ଗପୁର ୪ ଜଣ,

ନୟାଗଡ଼ ୧୨ ଜଣ,

ପୁରୀ ୨ ଜଣ,

ସମ୍ବଲପୁର ୩ ଜଣ,

ମୋଟ ୬୬ ଜଣଙ୍କର ମୃତ୍ୟୁ ହୋଇଛି।

ଜିଲ୍ଲାୱାରୀ ସମ୍ପୂର୍ଣ୍ଣ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୪୩, ୧୫୪ [+୨୫] ଜଣ ସଂକ୍ରମିତ ହୋଇଥିବା ବେଳେ ୨୧୬ [+୨୦] ଜଣ ସକ୍ରୀୟ ଅଛନ୍ତି। ୪୨, ୬୪୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୮୯ [+୫] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୩୮, ୭୮୯ [+୭୦] ଜଣ ସଂକ୍ରମିତ ହୋଇଥିବା ବେଳେ ୬୨୧ [+୬୮] ଜଣ ସକ୍ରୀୟ ଅଛନ୍ତି। ୩୭, ୯୩୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୨୮ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ ଜିଲ୍ଲାରେ ୩୦, ୮୦୦ [+୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୬୯ [+୮] ଜଣ ସକ୍ରୀୟ ଅଛନ୍ତି। ୩୦, ୪୧୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୨୧ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୨୫, ୭୮୪ [+୧୪] ଜଣ ସଂକ୍ରମିତ ହୋଇଥିବା ବେଳେ ୨୬୮ [+୧୪] ଜଣ ସକ୍ରୀୟ ଅଛନ୍ତି। ୨୫, ୪୧୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୨୩, ୨୩୭ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୪୩ [+୫] ଜଣ ସକ୍ରୀୟ ଅଛନ୍ତି। ୨୩, ୦୭୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨୦ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଧ ଜିଲ୍ଲାରେ ୧୨, ୫୩୫ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧୯ [+୪] ଜଣ ସକ୍ରୀୟ ଅଛନ୍ତି। ୧୨, ୪୧୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲାରେ ୮୮, ୭୩୭ [+୧୯୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୩୧୭ [+୧୮୨] ଜଣ ସକ୍ରୀୟ ଅଛନ୍ତି। ୮୬, ୯୧୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୦୦ [+୧୫] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୬, ୨୨୫ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୩୪ [+୪] ଜଣ ସକ୍ରୀୟ ଅଛନ୍ତି। ୬, ୧୪୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଢେଙ୍କାନାଳ ଜିଲ୍ଲାରେ ୧୯, ୨୮୫ [+୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୭୮ [+୧୧] ଜଣ ସକ୍ରୀୟ ଅଛନ୍ତି। ୧୮, ୯୬୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତି ଜିଲ୍ଲାରେ ୯, ୫୪୦ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୨୧ [+୬] ଜଣ ସକ୍ରୀୟ ଅଛନ୍ତି। ୯, ୪୩୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୩୩, ୫୨୧ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୪୭ [+୨] ଜଣ ସକ୍ରୀୟ ଅଛନ୍ତି। ୩୩, ୦୦୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୬୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୨୬, ୨୩୫ [+୪୨] ଜଣ ସଂକ୍ରମିତ ହୋଇଥିବା ବେଳେ ୫୨୭ [+୪୦] ଜଣ ସକ୍ରୀୟ ଅଛନ୍ତି। ୨୫, ୫୯୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧୮ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୪୧, ୮୫୫ [+୨୯] ଜଣ ସଂକ୍ରମିତ ହୋଇଥିବା ବେଳେ ୫୨୪ [+୨୬] ଜଣ ସକ୍ରୀୟ ଅଛନ୍ତି। ୪୧, ୨୩୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯୫ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୨୩, ୬୪୪ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୪୩ [+୧] ଜଣ ସକ୍ରୀୟ ଅଛନ୍ତି। ୨୩, ୪୩୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୨୪, ୧୮୬ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୪୨ [+୭] ଜଣ ସକ୍ରୀୟ ଅଛନ୍ତି। ୨୩, ୯୪୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୧୧, ୪୧୨ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୭୮ [+୪] ଜଣ ସକ୍ରୀୟ ଅଛନ୍ତି। ୧୧, ୨୫୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡା ଜିଲ୍ଲାରେ ୨୩, ୮୩୪ [+୨୭] ଜଣ ସଂକ୍ରମିତ ହୋଇଥିବା ବେଳେ ୨୭୦ [+୧୮] ଜଣ ସକ୍ରୀୟ ଅଛନ୍ତି। ୨୩, ୩୯୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୭ [+୯] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୨୦, ୫୮୭ [+୧୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୪ [+୧୫] ଜଣ ସକ୍ରୀୟ ଅଛନ୍ତି। ୨୦, ୩୧୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଧା ଜିଲ୍ଲାରେ ୧, ୫୫, ୨୦୪ [+୪୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୩, ୮୯୮ [+୪୦୭] ଜଣ ସକ୍ରୀୟ ଅଛନ୍ତି। ୧, ୪୯, ୯୨୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧, ୩୬୯ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୧୮, ୮୯୧ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୩୬ [+୨] ଜଣ ସକ୍ରୀୟ ଅଛନ୍ତି। ୧୮, ୭୮୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୪ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ଜିଲ୍ଲାରେ ୧୧, ୫୪୫ [+୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୫୫ [+୧୦] ଜଣ ସକ୍ରୀୟ ଅଛନ୍ତି। ୧୧, ୪୪୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୩୯, ୧୧୦ [+୪୦] ଜଣ ସଂକ୍ରମିତ ହୋଇଥିବା ବେଳେ ୨୯୨ [+୩୯] ଜଣ ସକ୍ରୀୟ ଅଛନ୍ତି। ୩୮, ୫୭୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୩୬ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୨୩, ୪୭୬ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୩ [-୩] ଜଣ ସକ୍ରୀୟ ଅଛନ୍ତି। ୨୩, ୩୯୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୮ [+୪] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୨୨, ୯୨୮ [+୩୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨୫୩ [+୧୯] ଜଣ ସକ୍ରୀୟ ଅଛନ୍ତି। ୨୨, ୪୯୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭୬ [+୧୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୁଆପଡା ଜିଲ୍ଲାରେ ୨୨୮୧୫ ଜଣ ସଂକ୍ରମିତ ହୋଇଥିବା ବେଳେ ୧୯ ଜଣ ସକ୍ରୀୟ ଅଛନ୍ତି। ୨୨, ୭୧୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ପୁରୀ ଜିଲ୍ଲାରେ ୪୪, ୦୯୭ [+୨୨] ଜଣ ସଂକ୍ରମିତ ହୋଇଥିବା ବେଳେ ୩୮୫ [+୨୦] ଜଣ ସକ୍ରୀୟ ଅଛନ୍ତି। ୪୩, ୩୦୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୦୯ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୧୯, ୯୦୮ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୯୭ [+୭] ଜଣ ସକ୍ରୀୟ ଅଛନ୍ତି। ୧୯, ୬୫୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୩୦, ୬୬୭ [+୧୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୦ [+୧୨] ଜଣ ସକ୍ରୀୟ ଅଛନ୍ତି। ୩୦, ୩୫୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୧୨ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁବର୍ଣ୍ଣପୁର ଜିଲ୍ଲାରେ ୧୩, ୧୦୩ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୪୪ [+୧] ଜଣ ସକ୍ରୀୟ ଅଛନ୍ତି। ୧୩, ୦୦୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ ଜିଲ୍ଲାରେ ୬୦, ୯୫୧ [+୨୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୫ [+୨୩] ଜଣ ସକ୍ରୀୟ ଅଛନ୍ତି। ୬୦, ୨୫୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୬୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାଜ୍ୟ ପୁଲ୍ ରେ ୨୭, ୪୫୨ [+୯୪] ଜଣ ସଂକ୍ରମିତ ହୋଇଥିବା ବେଳେ ୮୭୪ [+୯୪] ଜଣ ସକ୍ରୀୟ ଅଛନ୍ତି। ୨୬, ୫୭୮ ଜଣ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.