Home Coronavirus Outbreak ରାଜ୍ୟରେ ଆଜି ୧୩୧୫ ନୂଆ ଆକ୍ରାନ୍ତ ଚିହ୍ନଟ, ୬୬ ମୃତ୍ୟୁ – ଜାଣନ୍ତୁ କେଉଁ ଜିଲ୍ଲାରୁ...

ରାଜ୍ୟରେ ଆଜି ୧୩୧୫ ନୂଆ ଆକ୍ରାନ୍ତ ଚିହ୍ନଟ, ୬୬ ମୃତ୍ୟୁ – ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ?

64

ଭୁବନେଶ୍ୱର ୪-୮ (ଓଡ଼ିଆ ପୁଅ) ପୁଣି ରାଜ୍ୟରେ କମିଲା ସଂକ୍ରମଣ। ରାଜ୍ୟରେ ଗତ ୨୪ ଘଂଟାରେ ନୂଆ ୧୩୧୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ?

ନୂଆ ଆକ୍ରାନ୍ତ: ୧୩୧୫
– କ୍ୱାରେଣ୍ଟାଇନ୍ ସେଣ୍ଟରରୁ: ୭୬୨
– ସ୍ଥାନୀୟ ଅଞ୍ଚଳରୁ୫୫୩

କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ:

୧- ଅନୁଗୁଳ ଜିଲ୍ଲାରୁ – ୫୨
୨- ବାଲେଶ୍ୱର ଜିଲ୍ଲାରୁ – ୪୩
୩- ବରଗଡ଼ ଜିଲ୍ଲାରୁ – ୨
୪- ଭଦ୍ରକ ଜିଲ୍ଲାରୁ – ୪୯
୫- ବଲାଙ୍ଗୀର ଜିଲ୍ଲାରୁ – ୪
୬- ବୌଦ୍ଦ ଜିଲ୍ଲାରୁ – ୪
୭- କଟକ ଜିଲ୍ଲାରୁ – ୧୯୮
୮- ଦେବଗଡ଼ ଜିଲ୍ଲାରୁ – ୭
୯- ଢେଙ୍କାନାଳ ଜିଲ୍ଲାରୁ – ୧୮
୧୦- ଗଜପତି ଜିଲ୍ଲାରୁ – ୫
୧୧- ଗଞ୍ଜାମ ଜିଲ୍ଲାରୁ – ୧୧
୧୨- ଜଗତସିଂହପୁର ଜିଲ୍ଲାରୁ – ୫୩
୧୩- ଯାଜପୁର ଜିଲ୍ଲାରୁ – ୮୯
୧୪- କଳାହାଣ୍ଡି ଜିଲ୍ଲାରୁ – ୪
୧୫- କନ୍ଧମାଳ ଜିଲ୍ଲାରୁ – ୪
୧୬- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୨୮
୧୭- କେନ୍ଦୁଝର ଜିଲ୍ଲାରୁ – ୧୩
୧୮- ଖୋର୍ଦ୍ଧାରୁ : ୪୧୩
୧୯- କୋରାପୁଟ ଜିଲ୍ଲାରୁ – ୬
୨୦- ମାଲକାନଗିରି : ୫
୨୧- ମୟୁରଭଞ୍ଜ ଜିଲ୍ଲାରୁ – ୬୨
୨୨- ନବରଙ୍ଗପୁର ଜିଲ୍ଲାରେ: ୪
୨୩- ନୟାଗଡ଼ ଜିଲ୍ଲାରୁ – ୨୫
୨୪- ନୂଆପଡ଼ା ଜିଲ୍ଲାରୁ – ୬
୨୫- ପୁରୀ ଜିଲ୍ଲାରୁ – ୬୭
୨୬- ରାୟଗଡ଼ା ଜିଲ୍ଲାରୁ – ୧୨
୨୭- ସମ୍ବଲପୁର ଜିଲ୍ଲାରୁ – ୨୩
୨୮- ସୋନପୁର ଜିଲ୍ଲାରୁ – ୮
୨୯- ସୁନ୍ଦରଗଡ଼ ଜିଲ୍ଲାରୁ – ୧୬
୩୦- State Pool: ୮୪
– ନୂଆ ସୁସ୍ଥ ହୋଇଥିଲେ୧୭୦୨
– ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି୧୬୨୮୯୧୩୦
– ମୋଟ ଆକ୍ରାନ୍ତ ୯୮୨୧୮୧
– ମୋଟ ସୁସ୍ଛ ହୋଲେଣି ୯୬୨୦୮୮
– ସକ୍ରୀୟ ଆକ୍ରାନ୍ତ – ୧୩୮୭୨

ରାଜ୍ୟରେ ଆଜି ୬୬ କରୋନା ମୃତ୍ୟୁ ରିପୋର୍ଟ ହୋଇଛି। ଅବଶ୍ୟ ଏହା ଗୋଟିଏ ଦିନର ମୃତ୍ୟୁ ସଂଖ୍ୟା ନୁହେଁ। ଓଡ଼ିଶା ସରକାରଙ୍କ ଦ୍ୱାରା ନିଯୁକ୍ତ ହୋଇଥିବା ବିଶେଷଜ୍ଞମାନଙ୍କର ମୃତ୍ୟୁ ଅଡିଟ୍ ହେବା ପରେ ଏହି ସଂଖ୍ୟା ପ୍ରକାଶ କରିଛି ସ୍ୱାସ୍ଥ୍ୟ ବିଭାଗ। ତେବେ ଏହା ସହ ମୋଟ ମୃତ୍ୟୁ ସଂଖ୍ୟା ୬, ୧୬୮ କୁ ବୃଦ୍ଧି ପାଇଛି। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ –

ଅନୁଗୁଳ ୫ ଜଣ,

ଭଦ୍ରକ ୨ ଜଣ,

ବଲାଙ୍ଗୀର ୨ ଜଣ,

କଟକ ୧୦ ଜଣ,

ଢେଙ୍କାନାଳ ୧ ଜଣ,

ଗଞ୍ଜାମ ୧ ଜଣ,

ଯାଜପୁର ୩ ଜଣ,

ଝାରସୁଗୁଡ଼ା ୩ ଜଣ,

କଳାହାଣ୍ଡି ୧ ଜଣ,

କନ୍ଧମାଳ ୧ ଜଣ,

କେନ୍ଦ୍ରାପଡା ୧ ଜଣ,

ଖୋର୍ଦ୍ଧା ୧୮ ଜଣ,

ମୟୁରଭଞ୍ଜ ୬ ଜଣ,

ନୟାଗଡ଼ ୨ ଜଣ,

ପୁରୀ ୯ ଜଣ,

ସୁନ୍ଦରଗଡ ୧ ଜଣ,

ମୋଟ ୬୬ ଜଣଙ୍କର ମୃତ୍ୟୁ ହୋଇଛି।

ଜିଲ୍ଲାୱାରୀ ସମ୍ପୂର୍ଣ୍ଣ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୪୨, ୭୬୩ [+୫୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୮୬ [+୪୭] ଜଣ ସକ୍ରୀୟ ଅଛନ୍ତି। ୪୨, ୨୧୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୬୭ [+୫] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୩୮, ୨୦୬ [+୪୩] ଜଣ ସଂକ୍ରମିତ ହୋଇଥିବା ବେଳେ ୮୫୨ [+୪୩] ଜଣ ସକ୍ରୀୟ ଅଛନ୍ତି। ୩୭, ୧୫୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ ଜିଲ୍ଲାରେ ୩୦, ୭୨୫ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୭୫ [+୨] ଜଣ ସକ୍ରୀୟ ଅଛନ୍ତି। ୩୦, ୩୬୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୯୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୨୫, ୫୪୩ [+୪୯] ଜଣ ସଂକ୍ରମିତ ହୋଇଥିବା ବେଳେ ୬୧୯ [+୪୭] ଜଣ ସକ୍ରୀୟ ଅଛନ୍ତି। ୨୪, ୮୨୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯୧ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୨୩, ୧୯୨ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୫୨ [+୨] ଜଣ ସକ୍ରୀୟ ଅଛନ୍ତି। ୨୩, ୦୩୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୫ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଧ ଜିଲ୍ଲାରେ ୧୨, ୫୨୦ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୫୫ [+୪] ଜଣ ସକ୍ରୀୟ ଅଛନ୍ତି। ୧୨, ୩୬୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲାରେ ୮୭, ୨୮୩ [+୧୯୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୭୯୮ [+୧୮୮] ଜଣ ସକ୍ରୀୟ ଅଛନ୍ତି। ୮୫, ୧୦୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୭୬ [+୧୦] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୬, ୧୯୦ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୬୯ [+୭] ଜଣ ସକ୍ରୀୟ ଅଛନ୍ତି। ୬, ୦୮୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଢେଙ୍କାନାଳ ଜିଲ୍ଲାରେ ୧୯, ୧୨୨ [+୧୮] ଜଣ ସଂକ୍ରମିତ ହୋଇଥିବା ବେଳେ ୨୯୮ [+୧୭] ଜଣ ସକ୍ରୀୟ ଅଛନ୍ତି। ୧୮, ୬୯୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨୮ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତି ଜିଲ୍ଲାରେ ୯, ୫୧୦ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୩୬ [+୫] ଜଣ ସକ୍ରୀୟ ଅଛନ୍ତି। ୯, ୩୯୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୩୩, ୪୪୯ [+୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୬୨ [+୧୦] ଜଣ ସକ୍ରୀୟ ଅଛନ୍ତି। ୩୨, ୯୨୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୫୦ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୨୫, ୬୦୭ [+୫୩] ଜଣ ସଂକ୍ରମିତ ହୋଇଥିବା ବେଳେ ୬୫୮ [+୫୩] ଜଣ ସକ୍ରୀୟ ଅଛନ୍ତି। ୨୪, ୮୪୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୪୧, ୩୨୯ [+୮୯] ଜଣ ସଂକ୍ରମିତ ହୋଇଥିବା ବେଳେ ୭୧୮ [+୮୬] ଜଣ ସକ୍ରୀୟ ଅଛନ୍ତି। ୪୦, ୫୩୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୯ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୨୩୫୯୮ ଜଣ ସଂକ୍ରମିତ ହୋଇଥିବା ବେଳେ ୩୮ [-୩] ଜଣ ସକ୍ରୀୟ ଅଛନ୍ତି। ୨୩, ୪୦୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୦ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୨୪, ୧୪୫ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୫୮ [+୩] ଜଣ ସକ୍ରୀୟ ଅଛନ୍ତି। ୨୩, ୮୮୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦୧ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୧୧, ୩୩୮ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧୩୬ [+୩] ଜଣ ସକ୍ରୀୟ ଅଛନ୍ତି। ୧୧, ୧୨୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୬ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡା ଜିଲ୍ଲାରେ ୨୩, ୪୮୧ [+୨୮] ଜଣ ସଂକ୍ରମିତ ହୋଇଥିବା ବେଳେ ୪୨୮ [+୨୭] ଜଣ ସକ୍ରୀୟ ଅଛନ୍ତି। ୨୨, ୯୦୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪୬ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୨୦, ୪୨୦ [+୧୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୩ [+୧୩] ଜଣ ସକ୍ରୀୟ ଅଛନ୍ତି। ୨୦, ୧୬୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଧା ଜିଲ୍ଲାରେ ୧, ୫୧, ୩୦୦ [+୪୧୩] ଜଣ ସଂକ୍ରମିତ ହୋଇଥିବା ବେଳେ ୪, ୦୮୨ [+୩୯୫] ଜଣ ସକ୍ରୀୟ ଅଛନ୍ତି। ୧, ୪୬, ୦୦୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧, ୨୦୬ [+୧୮] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୧୮, ୮୫୧ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧୩୦ [+୬] ଜଣ ସକ୍ରୀୟ ଅଛନ୍ତି। ୧୮, ୬୪୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ଜିଲ୍ଲାରେ ୧୧, ୪୮୭ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୫୩ [+୫] ଜଣ ସକ୍ରୀୟ ଅଛନ୍ତି। ୧୧, ୩୮୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୩୮, ୭୭୯ [+୬୨] ଜଣ ସଂକ୍ରମିତ ହୋଇଥିବା ବେଳେ ୩୯୦ [+୫୬] ଜଣ ସକ୍ରୀୟ ଅଛନ୍ତି। ୩୮, ୧୬୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୨୦ [+୬] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୨୩, ୪୫୭ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୭୦ [+୪] ଜଣ ସକ୍ରୀୟ ଅଛନ୍ତି। ୨୩, ୩୨୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୨୨, ୬୧୨ [+୨୫] ଜଣ ସଂକ୍ରମିତ ହୋଇଥିବା ବେଳେ ୩୪୭ [+୨୩] ଜଣ ସକ୍ରୀୟ ଅଛନ୍ତି। ୨୨, ୧୧୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫୨ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୁଆପଡା ଜିଲ୍ଲାରେ ୨୨, ୭୯୬ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୨୭ [+୬] ଜଣ ସକ୍ରୀୟ ଅଛନ୍ତି। ୨୨, ୬୯୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ପୁରୀ ଜିଲ୍ଲାରେ ୪୩, ୬୪୮ [+୬୭] ଜଣ ସଂକ୍ରମିତ ହୋଇଥିବା ବେଳେ ୮୮୨ [+୫୮] ଜଣ ସକ୍ରୀୟ ଅଛନ୍ତି। ୪୨, ୩୭୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୮୪ [+୯] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୧୯, ୮୦୭ [+୧୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୮ [+୧୨] ଜଣ ସକ୍ରୀୟ ଅଛନ୍ତି। ୧୯, ୫୨୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୩୦, ୫୨୫ [+୨୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୨ [+୨୩] ଜଣ ସକ୍ରୀୟ ଅଛନ୍ତି। ୩୦, ୨୨୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁବର୍ଣ୍ଣପୁର ଜିଲ୍ଲାରେ ୧୩, ୦୭୭ [+୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧୪୦ [+୮] ଜଣ ସକ୍ରୀୟ ଅଛନ୍ତି। ୧୨, ୮୯୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ ଜିଲ୍ଲାରେ ୬୦, ୮୧୧ [+୧୬] ଜଣ ସଂକ୍ରମିତ ହୋଇଥିବା ବେଳେ ୨୭୨ [+୧୫] ଜଣ ସକ୍ରୀୟ ଅଛନ୍ତି। ୫୯, ୯୯୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୩୯ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାଜ୍ୟ ପୁଲ୍ ରେ ୨୬, ୬୧୦ [+୮୪] ଜଣ ସଂକ୍ରମିତ ହୋଇଥିବା ବେଳେ ୮୬୮ [+୮୪] ଜଣ ସକ୍ରୀୟ ଅଛନ୍ତି। ୨୫, ୭୪୨ ଜଣ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.