Home Coronavirus Outbreak ରାଜ୍ୟରେ ଆଜି ୧୨୦୮ ନୂଆ ଆକ୍ରାନ୍ତ ଚିହ୍ନଟ, ୬୬ ମୃତ୍ୟୁ – ଜାଣନ୍ତୁ କେଉଁ ଜିଲ୍ଲାରୁ...

ରାଜ୍ୟରେ ଆଜି ୧୨୦୮ ନୂଆ ଆକ୍ରାନ୍ତ ଚିହ୍ନଟ, ୬୬ ମୃତ୍ୟୁ – ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ?

100

ଭୁବନେଶ୍ୱର ୬-୮ (ଓଡ଼ିଆ ପୁଅ) ପୁଣି ରାଜ୍ୟରେ କମିଲା ସଂକ୍ରମଣ। ରାଜ୍ୟରେ ଗତ ୨୪ ଘଂଟାରେ ୧୨୦୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ?

ନୂଆ ଆକ୍ରାନ୍ତ: ୧୨୦୮
– କ୍ୱାରେଣ୍ଟାଇନ୍ ସେଣ୍ଟରରୁ: ୭୦୨
– ସ୍ଥାନୀୟ ଅଞ୍ଚଳରୁ୫୦୬
କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ:
୧- ଅନୁଗୁଳ ଜିଲ୍ଲାରୁ – ୫୫
୨- ବାଲେଶ୍ୱର ଜିଲ୍ଲାରୁ – ୬୩
୩- ବରଗଡ଼ ଜିଲ୍ଲାରୁ – ୫
୪- ଭଦ୍ରକ ଜିଲ୍ଲାରୁ – ୨୨
୫- ବଲାଙ୍ଗୀର ଜିଲ୍ଲାରୁ – ୫
୬- କଟକ ଜିଲ୍ଲାରୁ – ୧୭୩
୭- ଦେବଗଡ଼ ଜିଲ୍ଲାରୁ – ୫
୮- ଢେଙ୍କାନାଳ ଜିଲ୍ଲାରୁ – ୧୫
୯- ଗଜପତି ଜିଲ୍ଲାରୁ – ୧
୧୦- ଗଞ୍ଜାମ ଜିଲ୍ଲାରୁ – ୧୨
୧୧- ଜଗତସିଂହପୁର ଜିଲ୍ଲାରୁ – ୬୦
୧୨- ଯାଜପୁର ଜିଲ୍ଲାରୁ – ୫୭
୧୩- ଝାରସୁଗୁଡ଼ା ଜିଲ୍ଲାରୁ – ୩
୧୪- କଳାହାଣ୍ଡି ଜିଲ୍ଲାରୁ – ୨
୧୫- କନ୍ଧମାଳ ଜିଲ୍ଲାରୁ – ୧୬
୧୬- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୩୨
୧୭- କେନ୍ଦୁଝର ଜିଲ୍ଲାରୁ – ୧୬
୧୮- ଖୋର୍ଦ୍ଧାରୁ : ୩୯୯
୧୯- କୋରାପୁଟ ଜିଲ୍ଲାରୁ – ୨
୨୦- ମାଲକାନଗିରି : ୪
୨୧- ମୟୁରଭଞ୍ଜ ଜିଲ୍ଲାରୁ – ୩୩
୨୨- ନବରଙ୍ଗପୁର ଜିଲ୍ଲାରେ: ୪
୨୩- ନୟାଗଡ଼ ଜିଲ୍ଲାରୁ – ୨୫
୨୪- ନୂଆପଡ଼ା ଜିଲ୍ଲାରୁ – ୨
୨୫- ପୁରୀ ଜିଲ୍ଲାରୁ – ୫୮
୨୬- ରାୟଗଡ଼ା ଜିଲ୍ଲାରୁ – ୮
୨୭- ସମ୍ବଲପୁର ଜିଲ୍ଲାରୁ – ୨୪
୨୮- ସୋନପୁର ଜିଲ୍ଲାରୁ – ୩
୨୯- ସୁନ୍ଦରଗଡ଼ ଜିଲ୍ଲାରୁ – ୨୦
୩୦- State Pool: ୮୪
– ନୂଆ ସୁସ୍ଥ ହୋଇଥିଲେ୧୬୫୨
– ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି୧୬୪୨୪୬୪୫
– ମୋଟ ଆକ୍ରାନ୍ତ ୯୮୪୭୩୧
– ମୋଟ ସୁସ୍ଛ ହୋଲେଣି ୯୬୫୩୭୦
– ସକ୍ରୀୟ ଆକ୍ରାନ୍ତ – ୧୩୦୦୬

ରାଜ୍ୟରେ ଆଜି ୬୬ କରୋନା ମୃତ୍ୟୁ ରିପୋର୍ଟ ହୋଇଛି। ଅବଶ୍ୟ ଏହା ଗୋଟିଏ ଦିନର ମୃତ୍ୟୁ ସଂଖ୍ୟା ନୁହେଁ। ଓଡ଼ିଶା ସରକାରଙ୍କ ଦ୍ୱାରା ନିଯୁକ୍ତ ହୋଇଥିବା ବିଶେଷଜ୍ଞମାନଙ୍କର ମୃତ୍ୟୁ ଅଡିଟ୍ ହେବା ପରେ ଏହି ସଂଖ୍ୟା ପ୍ରକାଶ କରିଛି ସ୍ୱାସ୍ଥ୍ୟ ବିଭାଗ। ତେବେ ଏହା ସହ ମୋଟ ମୃତ୍ୟୁ ସଂଖ୍ୟା ୬, ୩୦୨ କୁ ବୃଦ୍ଧି ପାଇଛି। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ –

ବାଲେଶ୍ୱର ୬ ଜଣ,

ଭଦ୍ରକ ୧ ଜଣ,

ବଲାଙ୍ଗୀର ୨ ଜଣ,

କଟକ ୧୧ ଜଣ,

ଗଞ୍ଜାମ ୧୦ ଜଣ,

ଝାରସୁଗୁଡ଼ା ୧ ଜଣ,

କନ୍ଧମାଳ ୧ ଜଣ,

କେନ୍ଦୁଝର ୩ ଜଣ,

ଖୋର୍ଦ୍ଧା ୧୯ ଜଣ,

ମୟୁରଭଞ୍ଜ ୨ ଜଣ,

ନୟାଗଡ଼ ୧ ଜଣ,

ନୁଆପଡା ୧ ଜଣ,

ପୁରୀ ୨ ଜଣ,

ରାୟଗଡ଼ା ୧ ଜଣ,

ସମ୍ବଲପୁର ୧ ଜଣ,

ମୋଟ ୬୬ ଜଣଙ୍କର ମୃତ୍ୟୁ ହୋଇଛି।

ଜିଲ୍ଲାୱାରୀ ସମସ୍ତ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୪୨, ୮୪୮ [+୫୫] ଜଣ ସଂକ୍ରମିତ ହୋଇଥିବା ବେଳେ ୨୮୫ [+୫୧] ଜଣ ସକ୍ରୀୟ ଅଛନ୍ତି। ୪୨, ୨୯୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୭୧ [+୪] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୩୮, ୩୨୮ [+୬୩] ଜଣ ସଂକ୍ରମିତ ହୋଇଥିବା ବେଳେ ୭୮୨ [+୫୭] ଜଣ ସକ୍ରୀୟ ଅଛନ୍ତି। ୩୭, ୩୩୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦୩ [+୬] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ ଜିଲ୍ଲାରେ ୩୦, ୭୩୮ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୬୭ [+୫] ଜଣ ସକ୍ରୀୟ ଅଛନ୍ତି। ୩୦, ୩୭୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୯୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୨୫, ୬୦୫ [+୨୨] ଜଣ ସଂକ୍ରମିତ ହୋଇଥିବା ବେଳେ ୫୩୮ [+୨୧] ଜଣ ସକ୍ରୀୟ ଅଛନ୍ତି। ୨୪, ୯୭୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯୩ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୨୩, ୨୦୦ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୫୩ [+୩] ଜଣ ସକ୍ରୀୟ ଅଛନ୍ତି। ୨୩, ୦୩୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୮ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଧ ଜିଲ୍ଲାରେ ୧୨୫୨୦ ଜଣ ସଂକ୍ରମିତ ହୋଇଥିବା ବେଳେ ୪୯ ଜଣ ସକ୍ରୀୟ ଅଛନ୍ତି। ୧୨, ୩୬୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲାରେ ୮୭, ୬୨୦ [+୧୭୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୭୩୧ [+୧୬୨] ଜଣ ସକ୍ରୀୟ ଅଛନ୍ତି। ୮୫, ୪୮୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୯୮ [+୧୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୬, ୧୯୮ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୫୯ [+୫] ଜଣ ସକ୍ରୀୟ ଅଛନ୍ତି। ୬, ୧୦୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଢେଙ୍କାନାଳ ଜିଲ୍ଲାରେ ୧୯, ୧୫୬ [+୧୫] ଜଣ ସଂକ୍ରମିତ ହୋଇଥିବା ବେଳେ ୨୫୧ [+୧୫] ଜଣ ସକ୍ରୀୟ ଅଛନ୍ତି। ୧୮, ୭୭୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତି ଜିଲ୍ଲାରେ ୯, ୫୧୫ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୩୨ [+୧] ଜଣ ସକ୍ରୀୟ ଅଛନ୍ତି। ୯, ୪୦୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୩୩, ୪୭୦ [+୧୨] ଜଣ ସଂକ୍ରମିତ ହୋଇଥିବା ବେଳେ ୫୫ [+୨] ଜଣ ସକ୍ରୀୟ ଅଛନ୍ତି। ୩୨, ୯୪୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୬୦ [+୧୦] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୨୫, ୭୪୫ [+୬୦] ଜଣ ସଂକ୍ରମିତ ହୋଇଥିବା ବେଳେ ୬୨୮ [+୬୦] ଜଣ ସକ୍ରୀୟ ଅଛନ୍ତି। ୨୫, ୦୧୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୪୧, ୪୫୨ [+୫୭] ଜଣ ସଂକ୍ରମିତ ହୋଇଥିବା ବେଳେ ୬୮୦ [+୫୭] ଜଣ ସକ୍ରୀୟ ଅଛନ୍ତି। ୪୦, ୬୯୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୨୩, ୬୦୪ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୨୮ [+୨] ଜଣ ସକ୍ରୀୟ ଅଛନ୍ତି। ୨୩, ୪୧୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୧ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୨୪, ୧୫୦ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୫୩ [+୨] ଜଣ ସକ୍ରୀୟ ଅଛନ୍ତି। ୨୩, ୮୯୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୧୧, ୩୫୯ [+୧୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୪ [+୧୫] ଜଣ ସକ୍ରୀୟ ଅଛନ୍ତି। ୧୧, ୧୬୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୭ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡା ଜିଲ୍ଲାରେ ୨୩, ୫୫୬ [+୩୨] ଜଣ ସଂକ୍ରମିତ ହୋଇଥିବା ବେଳେ ୩୧୫ [+୩୨] ଜଣ ସକ୍ରୀୟ ଅଛନ୍ତି। ୨୩, ୦୯୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୨୦, ୪୫୯ [+୧୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୭ [+୧୩] ଜଣ ସକ୍ରୀୟ ଅଛନ୍ତି। ୨୦, ୧୯୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩୪ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଧା ଜିଲ୍ଲାରେ ୧, ୫୨, ୧୭୬ [+୩୯୯] ଜଣ ସଂକ୍ରମିତ ହୋଇଥିବା ବେଳେ ୪, ୦୮୬ [+୩୮୦] ଜଣ ସକ୍ରୀୟ ଅଛନ୍ତି। ୧, ୪୬, ୮୪୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧, ୨୩୮ [+୧୯] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୧୮, ୮୬୪ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୬୬ [+୨] ଜଣ ସକ୍ରୀୟ ଅଛନ୍ତି। ୧୮, ୭୨୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ଜିଲ୍ଲାରେ ୧୧, ୪୯୮ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୫୬ [+୪] ଜଣ ସକ୍ରୀୟ ଅଛନ୍ତି। ୧୧, ୩୯୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୩୮, ୮୫୩ [+୩୩] ଜଣ ସଂକ୍ରମିତ ହୋଇଥିବା ବେଳେ ୩୫୪ [+୩୧] ଜଣ ସକ୍ରୀୟ ଅଛନ୍ତି। ୩୮, ୨୭୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୨୩ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୨୩, ୪୬୩ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୫୪ [+୪] ଜଣ ସକ୍ରୀୟ ଅଛନ୍ତି। ୨୩, ୩୪୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୨୨, ୬୬୫ [+୨୫] ଜଣ ସଂକ୍ରମିତ ହୋଇଥିବା ବେଳେ ୨୮୮ [+୨୪] ଜଣ ସକ୍ରୀୟ ଅଛନ୍ତି। ୨୨, ୨୨୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫୪ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୁଆପଡା ଜିଲ୍ଲାରେ ୨୨, ୮୦୧ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୫ [+୧] ଜଣ ସକ୍ରୀୟ ଅଛନ୍ତି। ୨୨, ୬୯୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୧ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ପୁରୀ ଜିଲ୍ଲାରେ ୪୩, ୭୬୧ [+୫୮] ଜଣ ସଂକ୍ରମିତ ହୋଇଥିବା ବେଳେ ୭୬୪ [+୫୬] ଜଣ ସକ୍ରୀୟ ଅଛନ୍ତି। ୪୨, ୫୯୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୯୮ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୧୯, ୮୩୩ [+୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୮ [+୭] ଜଣ ସକ୍ରୀୟ ଅଛନ୍ତି। ୧୯, ୫୫୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୦ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୩୦, ୫୬୭ [+୨୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧୩୫ [+୨୩] ଜଣ ସକ୍ରୀୟ ଅଛନ୍ତି। ୩୦, ୨୫୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭୮ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁବର୍ଣ୍ଣପୁର ଜିଲ୍ଲାରେ ୧୩, ୦୮୪ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୧ [+୩] ଜଣ ସକ୍ରୀୟ ଅଛନ୍ତି। ୧୨, ୯୧୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ ଜିଲ୍ଲାରେ ୬୦, ୮୪୪ [+୨୦] ଜଣ ସଂକ୍ରମିତ ହୋଇଥିବା ବେଳେ ୨୧୯ [+୨୦] ଜଣ ସକ୍ରୀୟ ଅଛନ୍ତି। ୬୦, ୦୭୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୫୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାଜ୍ୟ ପୁଲ୍ ରେ ୨୬, ୭୯୯ [+୮୪] ଜଣ ସଂକ୍ରମିତ ହୋଇଥିବା ବେଳେ ୮୭୩ [+୮୪] ଜଣ ସକ୍ରୀୟ ଅଛନ୍ତି। ୨୫, ୯୨୬ ଜଣ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.