Home Coronavirus Outbreak ରାଜ୍ୟରେ ଆଜି ୧୦୯୬ ନୂଆ ଆକ୍ରାନ୍ତ ଚିହ୍ନଟ – ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ?

ରାଜ୍ୟରେ ଆଜି ୧୦୯୬ ନୂଆ ଆକ୍ରାନ୍ତ ଚିହ୍ନଟ – ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ?

61

ଭୁବନେଶ୍ୱର ୭-୮ (ଓଡ଼ିଆ ପୁଅ) ପୁଣି ରାଜ୍ୟରେ କମିଲା ସଂକ୍ରମଣ। ରାଜ୍ୟରେ ଗତ ୨୪ ଘଂଟାରେ ୧୦୯୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ?

ନୂଆ ଆକ୍ରାନ୍ତ: ୧୦୯୬
– କ୍ୱାରେଣ୍ଟାଇନ୍ ସେଣ୍ଟରରୁ: ୬୩୭
– ସ୍ଥାନୀୟ ଅଞ୍ଚଳରୁ୪୫୯
କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ:
୧- ଅନୁଗୁଳ ଜିଲ୍ଲାରୁ – ୪୦
୨- ବାଲେଶ୍ୱର ଜିଲ୍ଲାରୁ – ୭୭
୩- ବରଗଡ଼ ଜିଲ୍ଲାରୁ – ୧୧
୪- ଭଦ୍ରକ ଜିଲ୍ଲାରୁ – ୨୧
୫- ବଲାଙ୍ଗୀର ଜିଲ୍ଲାରୁ – ୭
୬- କଟକ ଜିଲ୍ଲାରୁ – ୯୨
୭- ଦେବଗଡ଼ ଜିଲ୍ଲାରୁ – ୧
୮- ଢେଙ୍କାନାଳ ଜିଲ୍ଲାରୁ – ୯
୯- ଗଜପତି ଜିଲ୍ଲାରୁ – ୪
୧୦- ଗଞ୍ଜାମ ଜିଲ୍ଲାରୁ – ୫
୧୧- ଜଗତସିଂହପୁର ଜିଲ୍ଲାରୁ – ୫୮
୧୨- ଯାଜପୁର ଜିଲ୍ଲାରୁ – ୬୮
୧୩- ଝାରସୁଗୁଡ଼ା ଜିଲ୍ଲାରୁ – ୫
୧୪- କଳାହାଣ୍ଡି ଜିଲ୍ଲାରୁ – ୩
୧୫- କନ୍ଧମାଳ ଜିଲ୍ଲାରୁ – ୧୭
୧୬- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୩୬
୧୭- କେନ୍ଦୁଝର ଜିଲ୍ଲାରୁ – ୧୩
୧୮- ଖୋର୍ଦ୍ଧାରୁ: ୩୮୯
୧୯- କୋରାପୁଟ ଜିଲ୍ଲାରୁ – ୭
୨୦- ମାଲକାନଗିରି : ୪
୨୧- ମୟୁରଭଞ୍ଜ ଜିଲ୍ଲାରୁ – ୩୨
୨୨- ନୟାଗଡ଼ ଜିଲ୍ଲାରୁ – ୨୯
୨୩- ନୂଆପଡ଼ା ଜିଲ୍ଲାରୁ – ୨
୨୪- ପୁରୀ ଜିଲ୍ଲାରୁ – ୪୮
୨୫- ରାୟଗଡ଼ା ଜିଲ୍ଲାରୁ – ୬
୨୬- ସମ୍ବଲପୁର ଜିଲ୍ଲାରୁ – ୮
୨୭- ସୋନପୁର ଜିଲ୍ଲାରୁ – ୨
୨୮- ସୁନ୍ଦରଗଡ଼ ଜିଲ୍ଲାରୁ – ୨୦
୨୯- State Pool: ୮୨
– ନୂଆ ସୁସ୍ଥ ହୋଇଥିଲେ୧୫୫୮
– ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି୧୬୪୯୧୪୧୫
– ମୋଟ ଆକ୍ରାନ୍ତ ୯୮୫୮୨୭
– ମୋଟ ସୁସ୍ଛ ହୋଲେଣି ୯୬୬୯୨୮
– ସକ୍ରୀୟ ଆକ୍ରାନ୍ତ – ୧୨୪୮୦

ରାଜ୍ୟରେ ଆଜି ୬୪ କରୋନା ମୃତ୍ୟୁ ରିପୋର୍ଟ ହୋଇଛି। ଅବଶ୍ୟ ଏହା ଗୋଟିଏ ଦିନର ମୃତ୍ୟୁ ସଂଖ୍ୟା ନୁହେଁ। ଓଡ଼ିଶା ସରକାରଙ୍କ ଦ୍ୱାରା ନିଯୁକ୍ତ ହୋଇଥିବା ବିଶେଷଜ୍ଞମାନଙ୍କର ମୃତ୍ୟୁ ଅଡିଟ୍ ହେବା ପରେ ଏହି ସଂଖ୍ୟା ପ୍ରକାଶ କରିଛି ସ୍ୱାସ୍ଥ୍ୟ ବିଭାଗ। ତେବେ ଏହା ସହ ମୋଟ ମୃତ୍ୟୁ ସଂଖ୍ୟା ୬, ୩୬୬ କୁ ବୃଦ୍ଧି ପାଇଛି। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ –

ଅନୁଗୁଳ ୧ ଜଣ,

ବାଲେଶ୍ୱର ୪ ଜଣ,

ଭଦ୍ରକ ୧ ଜଣ,

ବୌଦ୍ଧ ୧ ଜଣ,

କଟକ ୧୭ ଜଣ,

ଦେବଗଡ଼ ୧ ଜଣ,

ଢେଙ୍କାନାଳ ୧ ଜଣ,

ଗଞ୍ଜାମ ୧ ଜଣ,

କେନ୍ଦ୍ରାପଡା ୧ ଜଣ,

କେନ୍ଦୁଝର ୪ ଜଣ,

ଖୋର୍ଦ୍ଧା ୨୭ ଜଣ,

ମୟୁରଭଞ୍ଜ ୩ ଜଣ,

ନୟାଗଡ଼ ୧ ଜଣ,

ପୁରୀ ୧ ଜଣ,

ମୋଟ ୬୪ ଜଣଙ୍କର ମୃତ୍ୟୁ ହୋଇଛି।

ଜିଲ୍ଲାୱାରୀ ସମସ୍ତ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୪୨, ୮୮୮ [+୪୦] ଜଣ ସଂକ୍ରମିତ ହୋଇଥିବା ବେଳେ ୨୭୭ [+୩୯] ଜଣ ସକ୍ରୀୟ ଅଛନ୍ତି। ୪୨, ୩୩୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୭୨ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୩୮, ୪୦୫ [+୭୭] ଜଣ ସଂକ୍ରମିତ ହୋଇଥିବା ବେଳେ ୭୬୮ [+୭୩] ଜଣ ସକ୍ରୀୟ ଅଛନ୍ତି। ୩୭, ୪୨୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦୭ [+୪] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ ଜିଲ୍ଲାରେ ୩୦, ୭୪୯ [+୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୭୨ [+୧୧] ଜଣ ସକ୍ରୀୟ ଅଛନ୍ତି। ୩୦, ୩୮୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୯୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୨୫, ୬୨୬ [+୨୧] ଜଣ ସଂକ୍ରମିତ ହୋଇଥିବା ବେଳେ ୪୯୬ [+୨୦] ଜଣ ସକ୍ରୀୟ ଅଛନ୍ତି। ୨୫, ୦୩୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯୪ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୨୩, ୨୦୭ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୫୫ [+୭] ଜଣ ସକ୍ରୀୟ ଅଛନ୍ତି। ୨୩, ୦୪୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଧ ଜିଲ୍ଲାରେ ୧୨୫୨୦ ଜଣ ସଂକ୍ରମିତ ହୋଇଥିବା ବେଳେ ୩୭ [-୧] ଜଣ ସକ୍ରୀୟ ଅଛନ୍ତି। ୧୨, ୩୭୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୬ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲାରେ ୮୭, ୭୧୨ [+୯୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୫୮୮ [+୭୫] ଜଣ ସକ୍ରୀୟ ଅଛନ୍ତି। ୮୫, ୭୦୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୧୫ [+୧୭] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୬, ୧୯୯ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୫୦ ଜଣ ସକ୍ରୀୟ ଅଛନ୍ତି। ୬, ୧୧୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୯ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଢେଙ୍କାନାଳ ଜିଲ୍ଲାରେ ୧୯, ୧୬୫ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୨୩୩ [+୮] ଜଣ ସକ୍ରୀୟ ଅଛନ୍ତି। ୧୮, ୮୦୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩୧ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତି ଜିଲ୍ଲାରେ ୯, ୫୧୯ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୩୦ [+୪] ଜଣ ସକ୍ରୀୟ ଅଛନ୍ତି। ୯, ୪୦୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୩୩, ୪୭୫ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୫୫ [+୪] ଜଣ ସକ୍ରୀୟ ଅଛନ୍ତି। ୩୨, ୯୫୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୬୧ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୨୫, ୮୦୩ [+୫୮] ଜଣ ସଂକ୍ରମିତ ହୋଇଥିବା ବେଳେ ୬୦୨ [+୫୮] ଜଣ ସକ୍ରୀୟ ଅଛନ୍ତି। ୨୫, ୦୯୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୪୧, ୫୨୦ [+୬୮] ଜଣ ସଂକ୍ରମିତ ହୋଇଥିବା ବେଳେ ୬୬୩ [+୬୮] ଜଣ ସକ୍ରୀୟ ଅଛନ୍ତି। ୪୦, ୭୭୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୨୩, ୬୦୯ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୨୭ [+୫] ଜଣ ସକ୍ରୀୟ ଅଛନ୍ତି। ୨୩, ୪୨୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୨୪, ୧୫୩ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୪୪ [+୩] ଜଣ ସକ୍ରୀୟ ଅଛନ୍ତି। ୨୩, ୯୦୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୧୧, ୩୭୬ [+୧୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୩ [+୧୭] ଜଣ ସକ୍ରୀୟ ଅଛନ୍ତି। ୧୧, ୧୭୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡା ଜିଲ୍ଲାରେ ୨୩, ୫୯୨ [+୩୬] ଜଣ ସଂକ୍ରମିତ ହୋଇଥିବା ବେଳେ ୩୧୫ [+୩୫] ଜଣ ସକ୍ରୀୟ ଅଛନ୍ତି। ୨୩, ୧୨୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫୧ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୨୦, ୪୭୨ [+୧୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୮ [+୯] ଜଣ ସକ୍ରୀୟ ଅଛନ୍ତି। ୨୦, ୨୧୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩୮ [+୪] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଧା ଜିଲ୍ଲାରେ ୧, ୫୨, ୫୬୫ [+୩୮୯] ଜଣ ସଂକ୍ରମିତ ହୋଇଥିବା ବେଳେ ୪, ୦୧୬ [+୩୬୨] ଜଣ ସକ୍ରୀୟ ଅଛନ୍ତି। ୧, ୪୭, ୨୭୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧, ୨୬୫ [+୨୭] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୧୮, ୮୭୧ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୬୮ [+୭] ଜଣ ସକ୍ରୀୟ ଅଛନ୍ତି। ୧୮, ୭୩୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ଜିଲ୍ଲାରେ ୧୧, ୫୦୨ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୫୬ [+୪] ଜଣ ସକ୍ରୀୟ ଅଛନ୍ତି। ୧୧, ୩୯୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୩୮, ୮୮୫ [+୩୨] ଜଣ ସଂକ୍ରମିତ ହୋଇଥିବା ବେଳେ ୩୩୭ [+୨୯] ଜଣ ସକ୍ରୀୟ ଅଛନ୍ତି। ୩୮, ୩୧୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୨୬ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୨୩୪୬୩ ଜଣ ସଂକ୍ରମିତ ହୋଇଥିବା ବେଳେ ୩୩ ଜଣ ସକ୍ରୀୟ ଅଛନ୍ତି। ୨୩, ୩୬୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୨୨, ୬୯୪ [+୨୯] ଜଣ ସଂକ୍ରମିତ ହୋଇଥିବା ବେଳେ ୨୭୬ [+୨୮] ଜଣ ସକ୍ରୀୟ ଅଛନ୍ତି। ୨୨, ୨୬୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫୫ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୁଆପଡା ଜିଲ୍ଲାରେ ୨୨, ୮୦୩ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୫ [+୨] ଜଣ ସକ୍ରୀୟ ଅଛନ୍ତି। ୨୨, ୬୯୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ପୁରୀ ଜିଲ୍ଲାରେ ୪୩, ୮୦୯ [+୪୮] ଜଣ ସଂକ୍ରମିତ ହୋଇଥିବା ବେଳେ ୬୯୦ [+୪୭] ଜଣ ସକ୍ରୀୟ ଅଛନ୍ତି। ୪୨, ୭୧୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୯୯ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୧୯, ୮୩୯ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୮ [+୬] ଜଣ ସକ୍ରୀୟ ଅଛନ୍ତି। ୧୯, ୫୭୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୩୦, ୫୭୫ [+୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧୩୦ [+୮] ଜଣ ସକ୍ରୀୟ ଅଛନ୍ତି। ୩୦, ୨୬୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁବର୍ଣ୍ଣପୁର ଜିଲ୍ଲାରେ ୧୩, ୦୮୬ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୮ [+୨] ଜଣ ସକ୍ରୀୟ ଅଛନ୍ତି। ୧୨, ୯୩୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ ଜିଲ୍ଲାରେ ୬୦, ୮୬୪ [+୨୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧୯୬ [+୨୦] ଜଣ ସକ୍ରୀୟ ଅଛନ୍ତି। ୬୦, ୧୧୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୫୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାଜ୍ୟ ପୁଲ୍ ରେ ୨୬, ୮୮୧ [+୮୨] ଜଣ ସଂକ୍ରମିତ ହୋଇଥିବା ବେଳେ ୮୮୪ [+୮୨] ଜଣ ସକ୍ରୀୟ ଅଛନ୍ତି। ୨୫, ୯୯୭ ଜଣ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.