Home Coronavirus Outbreak ଆଜି ରାଜ୍ୟରେ ୫୨୪ ନୂଆ ଆକ୍ରାନ୍ତ ଚିହ୍ନଟ, ୪ ମୃତ – ଜାଣନ୍ତୁ କେଉଁ ଜିଲ୍ଲାରୁ...

ଆଜି ରାଜ୍ୟରେ ୫୨୪ ନୂଆ ଆକ୍ରାନ୍ତ ଚିହ୍ନଟ, ୪ ମୃତ – ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ?

67

ଭୁବନେଶ୍ୱର ୮ -୧୦ (ଓଡ଼ିଆ ପୁଅ) ଜି ରାଜ୍ୟରେ ୫୨୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ?

ନୂଆ ଆକ୍ରାନ୍ତ: ୫୨୪
୦-୧୮ ବର୍ଷର : ୭୫
– କ୍ୱାରେଣ୍ଟାଇନ୍ ସେଣ୍ଟରରୁ: ୩୦୬
– ସ୍ଥାନୀୟ ଅଞ୍ଚଳରୁ୨୧୮
କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ:
୧- ଅନୁଗୁଳ ଜିଲ୍ଲାରୁ – ୬
୨- ବାଲେଶ୍ୱର ଜିଲ୍ଲାରୁ – ୨୦
୩- ଭଦ୍ରକ ଜିଲ୍ଲାରୁ – ୩
୪- ବଲାଙ୍ଗୀର ଜିଲ୍ଲାରୁ – ୧
୫- କଟକ ଜିଲ୍ଲାରୁ – ୭୫
୬- ଦେବଗଡ଼ ଜିଲ୍ଲାରୁ – ୨
୭- ଢେଙ୍କାନାଳ ଜିଲ୍ଲାରୁ – ୧
୮- ଗଞ୍ଜାମ ଜିଲ୍ଲାରୁ – ୩
୯- ଜଗତସିଂହପୁର ଜିଲ୍ଲାରୁ – ୧୫
୧୦- ଯାଜପୁର ଜିଲ୍ଲାରୁ – ୧୪
୧୧- କଳାହାଣ୍ଡି ଜିଲ୍ଲାରୁ – ୧
୧୨- କନ୍ଧମାଳ ଜିଲ୍ଲାରୁ – ୧
୧୩- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୭
୧୪- କେନ୍ଦୁଝର ଜିଲ୍ଲାରୁ – ୩
୧୫- ଖୋର୍ଦ୍ଧାରୁ : ୨୫୦
୧୬- କୋରାପୁଟ ଜିଲ୍ଲାରୁ – ୩
୧୭- ମାଲକାନଗିରି : ୧
୧୮- ମୟୁରଭଞ୍ଜ ଜିଲ୍ଲାରୁ – ୨୨
୧୯- ନୟାଗଡ଼ ଜିଲ୍ଲାରୁ – ୩
୨୦- ନୂଆପଡ଼ା ଜିଲ୍ଲାରୁ – ୧
୨୧- ପୁରୀ ଜିଲ୍ଲାରୁ – ୧୩
୨୨- ରାୟଗଡ଼ା ଜିଲ୍ଲାରୁ – ୨
୨୩- ସମ୍ବଲପୁର ଜିଲ୍ଲାରୁ – ୮
୨୪- ସୁନ୍ଦରଗଡ଼ ଜିଲ୍ଲାରୁ – ୧୧
୨୫- State Pool: ୫୮
– ନୂଆ ସୁସ୍ଥ ହୋଇଥିଲେ୫୨୨
– ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି୨୦୫୧୦୩୫୮
– ମୋଟ ଆକ୍ରାନ୍ତ ୧୦୩୦୫୧୮
– ମୋଟ ସୁସ୍ଛ ହୋଲେଣି ୧୦୧୭୧୧୬
– ସକ୍ରୀୟ ଆକ୍ରାନ୍ତ – ୫୧୧୧

ରାଜ୍ୟରେ ଆଜି କରୋନା କାରଣରୁ ୪ ଜଣଙ୍କର ମୃତ୍ୟୁ ହୋଇଛି। ମୋଟ ମୃତ୍ୟୁ ସଂଖ୍ୟା ୮, ୨୩୮ କୁ ବୃଦ୍ଧି ପାଇଛି। ତେବେ ଜାଣନ୍ତୁ କେଉଁ ଜିଲ୍ଲରୁ କେତେ ମୃତ
କଟକରୁ ଜଣେ,
କନ୍ଧମାଳରୁ ଜଣେ,
ନୟାଗଡ଼ରୁ ଜଣେ,
ସୁନ୍ଦରଗଡରୁ ଜଣେ,
ମୋଟ ୪ ଜଣଙ୍କର ମୃତ୍ୟୁ ହୋଇଛି।

ଜିଲ୍ଲାୱାରୀ ସମସ୍ତ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୪୩, ୮୫୮ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୨୩ [+୬] ଜଣ ସକ୍ରୀୟ ଅଛନ୍ତି। ୪୩, ୪୪୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୮୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୪୦, ୪୯୦ [+୨୦] ଜଣ ସଂକ୍ରମିତ ହୋଇଥିବା ବେଳେ ୨୩୬ [+୨୦] ଜଣ ସକ୍ରୀୟ ଅଛନ୍ତି। ୩୯, ୯୫୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୯୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ ଜିଲ୍ଲାରେ ୩୧୦୬୮ ଜଣ ସଂକ୍ରମିତ ହୋଇଥିବା ବେଳେ ୧୬ ଜଣ ସକ୍ରୀୟ ଅଛନ୍ତି। ୩୦, ୭୧୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୩୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୨୬, ୩୪୮ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧୪ [+୩] ଜଣ ସକ୍ରୀୟ ଅଛନ୍ତି। ୨୬, ୧୮୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୨୩, ୩୬୨ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୯ [+୧] ଜଣ ସକ୍ରୀୟ ଅଛନ୍ତି। ୨୩, ୨୧୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଧ ଜିଲ୍ଲାରେ ୧୨୫୯୫ ଜଣ ସଂକ୍ରମିତ ହୋଇଥିବା ବେଳେ ୦ ଜଣ ସକ୍ରୀୟ ଅଛନ୍ତି। ୧୨, ୪୮୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲାରେ ୯୩, ୫୫୬ [+୭୫] ଜଣ ସଂକ୍ରମିତ ହୋଇଥିବା ବେଳେ ୫୯୫ [+୭୪] ଜଣ ସକ୍ରୀୟ ଅଛନ୍ତି। ୯୨, ୧୧୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୪୩ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୬, ୪୯୪ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୦ [+୨] ଜଣ ସକ୍ରୀୟ ଅଛନ୍ତି। ୬, ୪୨୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଢେଙ୍କାନାଳ ଜିଲ୍ଲାରେ ୧୯, ୮୦୬ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୪୨ [+୧] ଜଣ ସକ୍ରୀୟ ଅଛନ୍ତି। ୧୯, ୫୨୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତି ଜିଲ୍ଲାରେ ୯୬୧୩ ଜଣ ସଂକ୍ରମିତ ହୋଇଥିବା ବେଳେ ୧୨ ଜଣ ସକ୍ରୀୟ ଅଛନ୍ତି। ୯, ୫୧୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୩୩, ୭୭୭ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୨୪ [+୩] ଜଣ ସକ୍ରୀୟ ଅଛନ୍ତି। ୩୩, ୨୬୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୭୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୨୭, ୬୪୯ [+୧୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧୯୧ [+୧୫] ଜଣ ସକ୍ରୀୟ ଅଛନ୍ତି। ୨୭, ୧୫୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୦୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୪୩, ୪୮୫ [+୧୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧୮୪ [+୧୪] ଜଣ ସକ୍ରୀୟ ଅଛନ୍ତି। ୪୩, ୧୩୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୨୩୮୨୬ ଜଣ ସଂକ୍ରମିତ ହୋଇଥିବା ବେଳେ ୧୮ ଜଣ ସକ୍ରୀୟ ଅଛନ୍ତି। ୨୩, ୬୩୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୨୪, ୨୯୨ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨୩ [+୧] ଜଣ ସକ୍ରୀୟ ଅଛନ୍ତି। ୨୪, ୦୬୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୧୧, ୫୨୮ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୭ ଜଣ ସକ୍ରୀୟ ଅଛନ୍ତି। ୧୧, ୪୩୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୩ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡା ଜିଲ୍ଲାରେ ୨୪, ୬୧୭ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୫୭ [+୭] ଜଣ ସକ୍ରୀୟ ଅଛନ୍ତି। ୨୪, ୩୧୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୨୦, ୯୫୦ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧୫ [+୩] ଜଣ ସକ୍ରୀୟ ଅଛନ୍ତି। ୨୦, ୭୬୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଧା ଜିଲ୍ଲାରେ ୧, ୬୯, ୯୬୦ [+୨୫୦] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୩୭୯ [+୨୫୦] ଜଣ ସକ୍ରୀୟ ଅଛନ୍ତି। ୧, ୬୬, ୦୬୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫୧୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୧୯, ୦୭୭ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୨୩ [+୩] ଜଣ ସକ୍ରୀୟ ଅଛନ୍ତି। ୧୮, ୯୭୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ଜିଲ୍ଲାରେ ୧୧, ୬୫୭ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୭ [+୧] ଜଣ ସକ୍ରୀୟ ଅଛନ୍ତି। ୧୧, ୬୦୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୪୦, ୪୩୬ [+୨୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୧୫ [+୨୨] ଜଣ ସକ୍ରୀୟ ଅଛନ୍ତି। ୩୯, ୯୪୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୭୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୨୩୫୩୮ ଜଣ ସଂକ୍ରମିତ ହୋଇଥିବା ବେଳେ ୩ ଜଣ ସକ୍ରୀୟ ଅଛନ୍ତି। ୨୩, ୪୫୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୨୩, ୪୦୭ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୨୬ [+୨] ଜଣ ସକ୍ରୀୟ ଅଛନ୍ତି। ୨୩, ୧୭୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦୮ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୁଆପଡା ଜିଲ୍ଲାରେ ୨୨, ୮୭୧ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨ [+୧] ଜଣ ସକ୍ରୀୟ ଅଛନ୍ତି। ୨୨, ୭୮୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ପୁରୀ ଜିଲ୍ଲାରେ ୪୫, ୧୮୩ [+୧୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧୫୬ [+୧୩] ଜଣ ସକ୍ରୀୟ ଅଛନ୍ତି। ୪୪, ୫୭୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୫୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୨୦, ୧୨୮ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୦ [+୨] ଜଣ ସକ୍ରୀୟ ଅଛନ୍ତି। ୧୯, ୯୪୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୩୧, ୩୭୧ [+୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୯ [+୮] ଜଣ ସକ୍ରୀୟ ଅଛନ୍ତି। ୩୧, ୦୧୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁବର୍ଣ୍ଣପୁର ଜିଲ୍ଲାରେ ୧୩୧୭୩ ଜଣ ସଂକ୍ରମିତ ହୋଇଥିବା ବେଳେ ୧୩ ଜଣ ସକ୍ରୀୟ ଅଛନ୍ତି। ୧୩, ୦୯୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ ଜିଲ୍ଲାରେ ୬୧, ୬୧୪ [+୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୭୧ [+୧୦] ଜଣ ସକ୍ରୀୟ ଅଛନ୍ତି। ୬୦, ୯୫୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୮୪ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାଜ୍ୟ ପୁଲ୍ ରେ ୩୦, ୭୮୯ [+୫୮] ଜଣ ସଂକ୍ରମିତ ହୋଇଥିବା ବେଳେ ୫୮୧ [+୫୮] ଜଣ ସକ୍ରୀୟ ଅଛନ୍ତି। ୩୦, ୨୦୮ ଜଣ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.