Home Coronavirus Outbreak ରାଜ୍ୟରେ ଆଜି ୮୮୬ ନୂଆ ଆକ୍ରାନ୍ତ ଚିହ୍ନଟ, ୬୬ ମୃତ୍ୟୁ – ଜାଣନ୍ତୁ କେଉଁ ଜିଲ୍ଲାରୁ...

ରାଜ୍ୟରେ ଆଜି ୮୮୬ ନୂଆ ଆକ୍ରାନ୍ତ ଚିହ୍ନଟ, ୬୬ ମୃତ୍ୟୁ – ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ?

78

ଭୁବନେଶ୍ୱର ୯-୮ (ଓଡ଼ିଆ ପୁଅ) ପୁଣି ରାଜ୍ୟରେ କମିଲା ସଂକ୍ରମଣ। ରାଜ୍ୟରେ ଗତ ୨୪ ଘଂଟାରେ ୮୮୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ?

ନୂଆ ଆକ୍ରାନ୍ତ: ୮୮୬
– କ୍ୱାରେଣ୍ଟାଇନ୍ ସେଣ୍ଟରରୁ: ୫୧୨
– ସ୍ଥାନୀୟ ଅଞ୍ଚଳରୁ୩୭୪
କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ:
୧- ଅନୁଗୁଳ ଜିଲ୍ଲାରୁ – ୩୨
୨- ବାଲେଶ୍ୱର ଜିଲ୍ଲାରୁ – ୬୨
୩- ବରଗଡ଼ ଜିଲ୍ଲାରୁ – ୮
୪- ଭଦ୍ରକ ଜିଲ୍ଲାରୁ – ୩୧
୫- ବୌଦ୍ଦ ଜିଲ୍ଲାରୁ – ୨
୬- କଟକ ଜିଲ୍ଲାରୁ – ୮୧
୭- ଦେବଗଡ଼ ଜିଲ୍ଲାରୁ – ୨
୮- ଢେଙ୍କାନାଳ ଜିଲ୍ଲାରୁ – ୧୧
୯- ଗଜପତି ଜିଲ୍ଲାରୁ – ୪
୧୦- ଗଞ୍ଜାମ ଜିଲ୍ଲାରୁ – ୮
୧୧- ଜଗତସିଂହପୁର ଜିଲ୍ଲାରୁ – ୫୪
୧୨- ଯାଜପୁର ଜିଲ୍ଲାରୁ – ୬୦
୧୩- ଝାରସୁଗୁଡ଼ା ଜିଲ୍ଲାରୁ – ୩
୧୪- କଳାହାଣ୍ଡି ଜିଲ୍ଲାରୁ – ୧୧
୧୫- କନ୍ଧମାଳ ଜିଲ୍ଲାରୁ – ୫
୧୬- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୩୩
୧୭- କେନ୍ଦୁଝର ଜିଲ୍ଲାରୁ – ୧୮
୧୮- ଖୋର୍ଦ୍ଧାରୁ : ୨୫୩
୧୯- କୋରାପୁଟ ଜିଲ୍ଲାରୁ – ୭
୨୦- ମାଲକାନଗିରି : ୯
୨୧- ମୟୁରଭଞ୍ଜ ଜିଲ୍ଲାରୁ – ୨୫
୨୨- ନବରଙ୍ଗପୁର ଜିଲ୍ଲାରେ: ୪
୨୩- ନୟାଗଡ଼ ଜିଲ୍ଲାରୁ – ୨୫
୨୪- ପୁରୀ ଜିଲ୍ଲାରୁ – ୫୩
୨୫- ରାୟଗଡ଼ା ଜିଲ୍ଲାରୁ – ୫
୨୬- ସମ୍ବଲପୁର ଜିଲ୍ଲାରୁ – ୧୫
୨୭- ସୋନପୁର ଜିଲ୍ଲାରୁ – ୨
୨୮- ସୁନ୍ଦରଗଡ଼ ଜିଲ୍ଲାରୁ – ୧୨
୨୯- State Pool: ୫୧
– ନୂଆ ସୁସ୍ଥ ହୋଇଥିଲେ୧୪୬୩
– ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି୧୬୬୨୬୯୦୫
– ମୋଟ ଆକ୍ରାନ୍ତ ୯୮୭୯୫୬
– ମୋଟ ସୁସ୍ଛ ହୋଲେଣି ୯୬୯୯୧୬
– ସକ୍ରୀୟ ଆକ୍ରାନ୍ତ – ୧୧୪୮୬

ରାଜ୍ୟରେ ଆଜି ୬୬ କରୋନା ମୃତ୍ୟୁ ରିପୋର୍ଟ ହୋଇଛି। ଅବଶ୍ୟ ଏହା ଗୋଟିଏ ଦିନର ମୃତ୍ୟୁ ସଂଖ୍ୟା ନୁହେଁ। ଓଡ଼ିଶା ସରକାରଙ୍କ ଦ୍ୱାରା ନିଯୁକ୍ତ ହୋଇଥିବା ବିଶେଷଜ୍ଞମାନଙ୍କର ମୃତ୍ୟୁ ଅଡିଟ୍ ହେବା ପରେ ଏହି ସଂଖ୍ୟା ପ୍ରକାଶ କରିଛି ସ୍ୱାସ୍ଥ୍ୟ ବିଭାଗ। ତେବେ ଏହା ସହ ମୋଟ ମୃତ୍ୟୁ ସଂଖ୍ୟା ୬, ୫୦୧ କୁ ବୃଦ୍ଧି ପାଇଛି। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ –

ବରଗଡ ୭ ଜଣ,

ବଲାଙ୍ଗୀର ୩ ଜଣ,

କଟକ ୧୩ ଜଣ,

ଝାରସୁଗୁଡ଼ା ୧ ଜଣ,

କଳାହାଣ୍ଡି ୧ ଜଣ,

ଖୋର୍ଦ୍ଧା ୨୯ ଜଣ,

ନୁଆପଡା ୨ ଜଣ,

ସମ୍ବଲପୁର ୮ ଜଣ,

ସୁବର୍ଣ୍ଣପୁର ୧ ଜଣ,

ସୁନ୍ଦରଗଡ ୧ ଜଣ,

ମୋଟ ୬୬ ଜଣଙ୍କର ମୃତ୍ୟୁ ହୋଇଛି।

ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୪୨, ୯୭୩ [+୩୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୬୩ [+୩୨] ଜଣ ସକ୍ରୀୟ ଅଛନ୍ତି। ୪୨, ୪୩୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୭୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୩୮, ୫୧୬ [+୬୨] ଜଣ ସଂକ୍ରମିତ ହୋଇଥିବା ବେଳେ ୬୯୭ [+୬୨] ଜଣ ସକ୍ରୀୟ ଅଛନ୍ତି। ୩୭, ୬୦୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୧୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ ଜିଲ୍ଲାରେ ୩୦, ୭୬୬ [+୮] ଜଣ ସଂକ୍ରମିତ ହୋଇଥିବା ବେଳେ ୭୧ [+୧] ଜଣ ସକ୍ରୀୟ ଅଛନ୍ତି। ୩୦, ୩୯୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୦୫ [+୭] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୨୫, ୬୭୯ [+୩୧] ଜଣ ସଂକ୍ରମିତ ହୋଇଥିବା ବେଳେ ୪୩୬ [+୩୧] ଜଣ ସକ୍ରୀୟ ଅଛନ୍ତି। ୨୫, ୧୪୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୨୩୨୧୩ ଜଣ ସଂକ୍ରମିତ ହୋଇଥିବା ବେଳେ ୪୦ [-୩] ଜଣ ସକ୍ରୀୟ ଅଛନ୍ତି। ୨୩, ୦୬୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧୧ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଧ ଜିଲ୍ଲାରେ ୧୨, ୫୨୬ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୩୨ [+୨] ଜଣ ସକ୍ରୀୟ ଅଛନ୍ତି। ୧୨, ୩୮୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲାରେ ୮୭, ୯୭୦ [+୮୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୩୯୨ [+୬୮] ଜଣ ସକ୍ରୀୟ ଅଛନ୍ତି। ୮୬, ୧୩୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୪୧ [+୧୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୬, ୨୦୨ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୪୫ [+୨] ଜଣ ସକ୍ରୀୟ ଅଛନ୍ତି। ୬, ୧୧୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଢେଙ୍କାନାଳ ଜିଲ୍ଲାରେ ୧୯, ୨୦୫ [+୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୯୫ [+୧୧] ଜଣ ସକ୍ରୀୟ ଅଛନ୍ତି। ୧୮, ୮୭୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତି ଜିଲ୍ଲାରେ ୯, ୫୨୬ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୨୭ [+୪] ଜଣ ସକ୍ରୀୟ ଅଛନ୍ତି। ୯, ୪୧୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୩୩, ୪୮୫ [+୮] ଜଣ ସଂକ୍ରମିତ ହୋଇଥିବା ବେଳେ ୫୦ [+୮] ଜଣ ସକ୍ରୀୟ ଅଛନ୍ତି। ୩୨, ୯୬୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୬୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୨୫, ୯୪୫ [+୫୪] ଜଣ ସଂକ୍ରମିତ ହୋଇଥିବା ବେଳେ ୫୮୩ [+୫୪] ଜଣ ସକ୍ରୀୟ ଅଛନ୍ତି। ୨୫, ୨୫୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୪୧, ୬୩୦ [+୬୦] ଜଣ ସଂକ୍ରମିତ ହୋଇଥିବା ବେଳେ ୬୨୫ [+୬୦] ଜଣ ସକ୍ରୀୟ ଅଛନ୍ତି। ୪୦, ୯୨୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୨୩, ୬୧୬ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୨୫ [+୨] ଜଣ ସକ୍ରୀୟ ଅଛନ୍ତି। ୨୩, ୪୨୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୬ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୨୪, ୧୬୬ [+୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୪୩ [+୧୦] ଜଣ ସକ୍ରୀୟ ଅଛନ୍ତି। ୨୩, ୯୨୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦୨ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୧୧, ୩୮୬ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୭ [+୫] ଜଣ ସକ୍ରୀୟ ଅଛନ୍ତି। ୧୧, ୨୦୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡା ଜିଲ୍ଲାରେ ୨୩, ୬୫୭ [+୩୩] ଜଣ ସଂକ୍ରମିତ ହୋଇଥିବା ବେଳେ ୨୮୯ [+୩୩] ଜଣ ସକ୍ରୀୟ ଅଛନ୍ତି। ୨୩, ୨୧୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୨୦, ୫୦୫ [+୧୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୪ [+୧୮] ଜଣ ସକ୍ରୀୟ ଅଛନ୍ତି। ୨୦, ୨୩୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଧା ଜିଲ୍ଲାରେ ୧, ୫୩, ୨୧୭ [+୨୫୩] ଜଣ ସଂକ୍ରମିତ ହୋଇଥିବା ବେଳେ ୩, ୭୬୯ [+୨୨୪] ଜଣ ସକ୍ରୀୟ ଅଛନ୍ତି। ୧, ୪୮, ୧୨୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧, ୩୧୫ [+୨୯] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୧୮, ୮୭୮ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୬୧ [+୭] ଜଣ ସକ୍ରୀୟ ଅଛନ୍ତି। ୧୮, ୭୪୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ଜିଲ୍ଲାରେ ୧୧, ୫୧୪ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୫୦ [+୯] ଜଣ ସକ୍ରୀୟ ଅଛନ୍ତି। ୧୧, ୪୧୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୩୮, ୯୪୫ [+୨୫] ଜଣ ସଂକ୍ରମିତ ହୋଇଥିବା ବେଳେ ୩୧୮ [+୨୫] ଜଣ ସକ୍ରୀୟ ଅଛନ୍ତି। ୩୮, ୩୯୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୨୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୨୩, ୪୬୯ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୩୨ [+୪] ଜଣ ସକ୍ରୀୟ ଅଛନ୍ତି। ୨୩, ୩୭୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୨୨, ୭୭୫ [+୨୫] ଜଣ ସଂକ୍ରମିତ ହୋଇଥିବା ବେଳେ ୨୯୦ [+୨୫] ଜଣ ସକ୍ରୀୟ ଅଛନ୍ତି। ୨୨, ୩୨୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୁଆପଡା ଜିଲ୍ଲାରେ ୨୨୮୦୫ ଜଣ ସଂକ୍ରମିତ ହୋଇଥିବା ବେଳେ ୨୧ [-୨] ଜଣ ସକ୍ରୀୟ ଅଛନ୍ତି। ୨୨, ୭୦୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୩ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ପୁରୀ ଜିଲ୍ଲାରେ ୪୩, ୯୩୧ [+୫୩] ଜଣ ସଂକ୍ରମିତ ହୋଇଥିବା ବେଳେ ୬୧୯ [+୫୩] ଜଣ ସକ୍ରୀୟ ଅଛନ୍ତି। ୪୨, ୯୧୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୯୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୧୯, ୮୫୭ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୯୪ [+୫] ଜଣ ସକ୍ରୀୟ ଅଛନ୍ତି। ୧୯, ୬୦୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୩୦, ୬୦୦ [+୧୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୩ [+୭] ଜଣ ସକ୍ରୀୟ ଅଛନ୍ତି। ୩୦, ୨୯୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯୪ [+୮] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁବର୍ଣ୍ଣପୁର ଜିଲ୍ଲାରେ ୧୩, ୦୯୩ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୮୬ [+୧] ଜଣ ସକ୍ରୀୟ ଅଛନ୍ତି। ୧୨, ୯୫୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୮ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ ଜିଲ୍ଲାରେ ୬୦, ୮୯୦ [+୧୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧୬୭ [+୧୧] ଜଣ ସକ୍ରୀୟ ଅଛନ୍ତି। ୬୦, ୧୬୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୫୮ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାଜ୍ୟ ପୁଲ୍ ରେ ୨୭, ୦୧୬ [+୫୧] ଜଣ ସଂକ୍ରମିତ ହୋଇଥିବା ବେଳେ ୮୨୨ [+୫୧] ଜଣ ସକ୍ରୀୟ ଅଛନ୍ତି। ୨୬, ୧୯୪ ଜଣ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.