Home Coronavirus Outbreak ରାଜ୍ୟରେ ଆଜି କରୋନା କାରଣରୁ ୬୭ ମୃତ୍ୟୁ – ମୋଟ ମୃତ୍ୟୁ ସଂଖ୍ୟା ୬, ୦୩୩

ରାଜ୍ୟରେ ଆଜି କରୋନା କାରଣରୁ ୬୭ ମୃତ୍ୟୁ – ମୋଟ ମୃତ୍ୟୁ ସଂଖ୍ୟା ୬, ୦୩୩

27

ଭୁବନେଶ୍ୱର ୨-୮ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୬୭ କରୋନା ମୃତ୍ୟୁ ରିପୋର୍ଟ ହୋଇଛି। ଅବଶ୍ୟ ଏହା ଗୋଟିଏ ଦିନର ମୃତ୍ୟୁ ସଂଖ୍ୟା ନୁହେଁ। ଓଡ଼ିଶା ସରକାରଙ୍କ ଦ୍ୱାରା ନିଯୁକ୍ତ ହୋଇଥିବା ବିଶେଷଜ୍ଞମାନଙ୍କର ମୃତ୍ୟୁ ଅଡିଟ୍ ହେବା ପରେ ଏହି ସଂଖ୍ୟା ପ୍ରକାଶ କରିଛି ସ୍ୱାସ୍ଥ୍ୟ ବିଭାଗ। ତେବେ ଏହା ସହ ମୋଟ ମୃତ୍ୟୁ ସଂଖ୍ୟା ୬, ୦୩୩ କୁ ବୃଦ୍ଧି ପାଇଛି। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ –

ଅନୁଗୁଳ ୩ ଜଣ,

ବାଲେଶ୍ୱର ୨ ଜଣ,

ବରଗଡ ୧ ଜଣ,

ଭଦ୍ରକ ୩ ଜଣ,

କଟକ ୧୦ ଜଣ,

ଢେଙ୍କାନାଳ ୫ ଜଣ,

ଗଞ୍ଜାମ ୪ ଜଣ,

ଜଗତସିଂହପୁର ୪ ଜଣ,

ଯାଜପୁର ୧ ଜଣ,

ଝାରସୁଗୁଡ଼ା ୨ ଜଣ,

କେନ୍ଦ୍ରାପଡା ୨ ଜଣ,

କେନ୍ଦୁଝର ୧ ଜଣ,

ଖୋର୍ଦ୍ଧା ୧୨ ଜଣ,

ପୁରୀ ୬ ଜଣ,

ସୁନ୍ଦରଗଡ ୧୧ ଜଣ,

ମୋଟ ୬୭ ଜଣଙ୍କର ମୃତ୍ୟୁ ହୋଇଛି।

ରାଜ୍ୟରେ ଗତ ୨୪ ଘଂଟାରେ ନୂଆ ୧୦୩୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ?

ନୂଆ ଆକ୍ରାନ୍ତ: ୧୦୩୨
– କ୍ୱାରେଣ୍ଟାଇନ୍ ସେଣ୍ଟରରୁ: ୫୯୮
– ସ୍ଥାନୀୟ ଅଞ୍ଚଳରୁ୪୩୪
କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ:
୧- ଅନୁଗୁଳ ଜିଲ୍ଲାରୁ – ୪୮
୨- ବାଲେଶ୍ୱର ଜିଲ୍ଲାରୁ – ୩୬
୩- ବରଗଡ଼ ଜିଲ୍ଲାରୁ – ୮
୪- ଭଦ୍ରକ ଜିଲ୍ଲାରୁ – ୪୭
୫- ବଲାଙ୍ଗୀର ଜିଲ୍ଲାରୁ – ୪
୬- ବୌଦ୍ଦ ଜିଲ୍ଲାରୁ – ୨
୭- କଟକ ଜିଲ୍ଲାରୁ – ୧୫୪
୮- ଦେବଗଡ଼ ଜିଲ୍ଲାରୁ – ୮
୯- ଢେଙ୍କାନାଳ ଜିଲ୍ଲାରୁ – ୨୫
୧୦- ଗଜପତି ଜିଲ୍ଲାରୁ – ୬
୧୧- ଗଞ୍ଜାମ ଜିଲ୍ଲାରୁ – ୮
୧୨- ଜଗତସିଂହପୁର ଜିଲ୍ଲାରୁ – ୮୨
୧୩- ଯାଜପୁର ଜିଲ୍ଲାରୁ – ୪୩
୧୪- ଝାରସୁଗୁଡ଼ା ଜିଲ୍ଲାରୁ – ୩
୧୫- କଳାହାଣ୍ଡି ଜିଲ୍ଲାରୁ – ୬
୧୬- କନ୍ଧମାଳ ଜିଲ୍ଲାରୁ – ୧୦
୧୭- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୧୮
୧୮- କେନ୍ଦୁଝର ଜିଲ୍ଲାରୁ – ୨୩
୧୯- ଖୋର୍ଦ୍ଧାରୁ : ୨୩୭
୨୦- କୋରାପୁଟ ଜିଲ୍ଲାରୁ – ୯
୨୧- ମାଲକାନଗିରି : ୬
୨୨- ମୟୁରଭଞ୍ଜ ଜିଲ୍ଲାରୁ – ୨୦
୨୩- ନବରଙ୍ଗପୁର ଜିଲ୍ଲାରେ: ୬
୨୪- ନୟାଗଡ଼ ଜିଲ୍ଲାରୁ – ୩୦
୨୫- ନୂଆପଡ଼ା ଜିଲ୍ଲାରୁ – ୧
୨୬- ପୁରୀ ଜିଲ୍ଲାରୁ – ୮୨
୨୭- ରାୟଗଡ଼ା ଜିଲ୍ଲାରୁ – ୮
୨୮- ସମ୍ବଲପୁର ଜିଲ୍ଲାରୁ – ୧୯
୨୯- ସୋନପୁର ଜିଲ୍ଲାରୁ – ୧୦
୩୦- ସୁନ୍ଦରଗଡ଼ ଜିଲ୍ଲାରୁ – ୨୩
୩୧- State Pool: ୫୦
– ନୂଆ ସୁସ୍ଥ ହୋଇଥିଲେ୧୭୭୩
– ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି୧୬୧୬୪୫୪୩
– ମୋଟ ଆକ୍ରାନ୍ତ ୯୭୯୭୩୭
– ମୋଟ ସୁସ୍ଛ ହୋଲେଣି ୯୫୮୬୦୧
– ସକ୍ରୀୟ ଆକ୍ରାନ୍ତ – ୧୫୦୫୦

ଜିଲ୍ଲାୱାରୀ ସମ୍ପୂର୍ଣ୍ଣ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୪୨, ୬୫୬ [+୪୮] ଜଣ ସଂକ୍ରମିତ ହୋଇଥିବା ବେଳେ ୩୩୧ [+୪୫] ଜଣ ସକ୍ରୀୟ ଅଛନ୍ତି। ୪୨, ୦୬୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୬୦ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୩୮, ୦୯୧ [+୩୬] ଜଣ ସଂକ୍ରମିତ ହୋଇଥିବା ବେଳେ ୯୩୨ [+୩୪] ଜଣ ସକ୍ରୀୟ ଅଛନ୍ତି। ୩୬, ୯୬୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯୨ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ ଜିଲ୍ଲାରେ ୩୦, ୭୨୦ [+୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୩ [+୭] ଜଣ ସକ୍ରୀୟ ଅଛନ୍ତି। ୩୦, ୩୨୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୯୦ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୨୫, ୪୩୪ [+୪୭] ଜଣ ସଂକ୍ରମିତ ହୋଇଥିବା ବେଳେ ୬୫୯ [+୪୪] ଜଣ ସକ୍ରୀୟ ଅଛନ୍ତି। ୨୪, ୬୮୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୬ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୨୩, ୧୮୪ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୫୬ [+୪] ଜଣ ସକ୍ରୀୟ ଅଛନ୍ତି। ୨୩, ୦୨୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଧ ଜିଲ୍ଲାରେ ୧୨, ୫୧୨ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୫୯ [+୨] ଜଣ ସକ୍ରୀୟ ଅଛନ୍ତି। ୧୨, ୩୪୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲାରେ ୮୬, ୯୫୦ [+୧୫୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୯୬୨ [+୧୪୪] ଜଣ ସକ୍ରୀୟ ଅଛନ୍ତି। ୮୪, ୬୨୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୫୭ [+୧୦] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୬, ୧୭୫ [+୮] ଜଣ ସଂକ୍ରମିତ ହୋଇଥିବା ବେଳେ ୬୭ [+୮] ଜଣ ସକ୍ରୀୟ ଅଛନ୍ତି। ୬, ୦୭୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଢେଙ୍କାନାଳ ଜିଲ୍ଲାରେ ୧୯, ୦୯୭ [+୨୫] ଜଣ ସଂକ୍ରମିତ ହୋଇଥିବା ବେଳେ ୩୭୦ [+୨୦] ଜଣ ସକ୍ରୀୟ ଅଛନ୍ତି। ୧୮, ୬୦୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨୫ [+୫] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତି ଜିଲ୍ଲାରେ ୯, ୫୦୫ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୩୭ [+୬] ଜଣ ସକ୍ରୀୟ ଅଛନ୍ତି। ୯, ୩୮୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୩୩, ୪୩୬ [+୮] ଜଣ ସଂକ୍ରମିତ ହୋଇଥିବା ବେଳେ ୬୬ [+୪] ଜଣ ସକ୍ରୀୟ ଅଛନ୍ତି। ୩୨, ୯୧୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୪୭ [+୪] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୨୫, ୪୯୧ [+୮୨] ଜଣ ସଂକ୍ରମିତ ହୋଇଥିବା ବେଳେ ୬୭୪ [+୭୮] ଜଣ ସକ୍ରୀୟ ଅଛନ୍ତି। ୨୪, ୭୧୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୩ [+୪] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୪୧, ୧୯୨ [+୪୩] ଜଣ ସଂକ୍ରମିତ ହୋଇଥିବା ବେଳେ ୮୦୦ [+୪୨] ଜଣ ସକ୍ରୀୟ ଅଛନ୍ତି। ୪୦, ୩୧୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୪ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୨୩, ୫୯୨ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୪୫ [+୧] ଜଣ ସକ୍ରୀୟ ଅଛନ୍ତି। ୨୩, ୩୯୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫୭ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୨୪, ୧୪୦ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୬୭ [+୬] ଜଣ ସକ୍ରୀୟ ଅଛନ୍ତି। ୨୩, ୮୭୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୧୧, ୩୩୦ [+୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧୬୨ [+୧୦] ଜଣ ସକ୍ରୀୟ ଅଛନ୍ତି। ୧୧, ୦୯୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡା ଜିଲ୍ଲାରେ ୨୩, ୩୮୭ [+୧୮] ଜଣ ସଂକ୍ରମିତ ହୋଇଥିବା ବେଳେ ୪୫୫ [+୧୬] ଜଣ ସକ୍ରୀୟ ଅଛନ୍ତି। ୨୨, ୭୯୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩୯ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୨୦, ୩୯୯ [+୨୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧୬୦ [+୨୨] ଜଣ ସକ୍ରୀୟ ଅଛନ୍ତି। ୨୦, ୧୦୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩୦ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଧା ଜିଲ୍ଲାରେ ୧, ୫୦, ୪୯୯ [+୨୩୭] ଜଣ ସଂକ୍ରମିତ ହୋଇଥିବା ବେଳେ ୪, ୨୬୧ [+୨୨୫] ଜଣ ସକ୍ରୀୟ ଅଛନ୍ତି। ୧, ୪୫, ୦୬୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧, ୧୬୫ [+୧୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୧୮, ୮୪୩ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧୩୮ [+୯] ଜଣ ସକ୍ରୀୟ ଅଛନ୍ତି। ୧୮, ୬୩୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ଜିଲ୍ଲାରେ ୧୧, ୪୭୮ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୬୬ [+୬] ଜଣ ସକ୍ରୀୟ ଅଛନ୍ତି। ୧୧, ୩୬୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୩୮, ୬୯୭ [+୨୦] ଜଣ ସଂକ୍ରମିତ ହୋଇଥିବା ବେଳେ ୪୪୮ [+୨୦] ଜଣ ସକ୍ରୀୟ ଅଛନ୍ତି। ୩୮, ୦୩୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୧୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୨୩, ୪୪୮ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୬୮ [+୬] ଜଣ ସକ୍ରୀୟ ଅଛନ୍ତି। ୨୩, ୩୧୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୨୨, ୫୬୭ [+୩୦] ଜଣ ସଂକ୍ରମିତ ହୋଇଥିବା ବେଳେ ୩୯୧ [+୩୦] ଜଣ ସକ୍ରୀୟ ଅଛନ୍ତି। ୨୨, ୦୨୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୁଆପଡା ଜିଲ୍ଲାରେ ୨୨, ୭୮୭ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୪୫ [+୧] ଜଣ ସକ୍ରୀୟ ଅଛନ୍ତି। ୨୨, ୬୬୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ପୁରୀ ଜିଲ୍ଲାରେ ୪୩, ୫୩୩ [+୮୨] ଜଣ ସଂକ୍ରମିତ ହୋଇଥିବା ବେଳେ ୯୮୭ [+୭୬] ଜଣ ସକ୍ରୀୟ ଅଛନ୍ତି। ୪୨, ୧୭୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୬୮ [+୬] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୧୯, ୭୮୯ [+୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧୩୪ [+୮] ଜଣ ସକ୍ରୀୟ ଅଛନ୍ତି। ୧୯, ୪୯୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୩୦, ୫୦୧ [+୧୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୫ [+୧୯] ଜଣ ସକ୍ରୀୟ ଅଛନ୍ତି। ୩୦, ୨୦୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁବର୍ଣ୍ଣପୁର ଜିଲ୍ଲାରେ ୧୩, ୦୬୪ [+୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧୪୩ [+୧୦] ଜଣ ସକ୍ରୀୟ ଅଛନ୍ତି। ୧୨, ୮୭୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ ଜିଲ୍ଲାରେ ୬୦, ୭୯୦ [+୨୩] ଜଣ ସଂକ୍ରମିତ ହୋଇଥିବା ବେଳେ ୩୩୭ [+୧୨] ଜଣ ସକ୍ରୀୟ ଅଛନ୍ତି। ୫୯, ୯୧୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୩୮ [+୧୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାଜ୍ୟ ପୁଲ୍ ରେ ୨୬, ୪୫୦ [+୫୦] ଜଣ ସଂକ୍ରମିତ ହୋଇଥିବା ବେଳେ ୯୦୨ [+୫୦] ଜଣ ସକ୍ରୀୟ ଅଛନ୍ତି। ୨୫, ୫୪୮ ଜଣ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.