Home Coronavirus Outbreak ରାଜ୍ୟରେ ଆଜି ୭୪୫ ନୂଆ ଆକ୍ରାନ୍ତ ଚିହ୍ନଟ, ୬ ମୃତ୍ୟୁ – ଜାଣନ୍ତୁ କେଉଁ ଜିଲ୍ଲାରୁ...

ରାଜ୍ୟରେ ଆଜି ୭୪୫ ନୂଆ ଆକ୍ରାନ୍ତ ଚିହ୍ନଟ, ୬ ମୃତ୍ୟୁ – ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ?

31

ଭୁବନେଶ୍ୱର ୧୦-୯ (ଓଡ଼ିଆ ପୁଅ) ପୁଣି ରାଜ୍ୟରେ କମିଲା ସଂକ୍ରମଣ। ରାଜ୍ୟରେ ଗତ ୨୪ ଘଂଟାରେ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ?

ନୂଆ ଆକ୍ରାନ୍ତ: ୭୪୫
୦-୧୮ ବର୍ଷର : ୧୧୯
– କ୍ୱାରେଣ୍ଟାଇନ୍ ସେଣ୍ଟରରୁ: ୪୩୫
– ସ୍ଥାନୀୟ ଅଞ୍ଚଳରୁ୩୧୦
କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ:
୧- ଅନୁଗୁଳ ଜିଲ୍ଲାରୁ – ୧୦
୨- ବାଲେଶ୍ୱର ଜିଲ୍ଲାରୁ – ୩୨
୩- ବରଗଡ଼ ଜିଲ୍ଲାରୁ – ୧୧
୪- ଭଦ୍ରକ ଜିଲ୍ଲାରୁ – ୯
୫- କଟକ ଜିଲ୍ଲାରୁ – ୧୨୦
୬- ଦେବଗଡ଼ ଜିଲ୍ଲାରୁ – ୬
୭- ଢେଙ୍କାନାଳ ଜିଲ୍ଲାରୁ – ୯
୮- ଗଞ୍ଜାମ ଜିଲ୍ଲାରୁ – ୩
୯- ଜଗତସିଂହପୁର ଜିଲ୍ଲାରୁ – ୧୮
୧୦- ଯାଜପୁର ଜିଲ୍ଲାରୁ – ୨୭
୧୧- କନ୍ଧମାଳ ଜିଲ୍ଲାରୁ – ୩
୧୨- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୧୮
୧୩- କେନ୍ଦୁଝର ଜିଲ୍ଲାରୁ – ୫
୧୪- ଖୋର୍ଦ୍ଧାରୁ : ୨୯୭
୧୫- କୋରାପୁଟ ଜିଲ୍ଲାରୁ – ୧
୧୬- ମାଲକାନଗିରି : ୧
୧୭- ମୟୁରଭଞ୍ଜ ଜିଲ୍ଲାରୁ – ୩୨
୧୮- ନବରଙ୍ଗପୁର ଜିଲ୍ଲାରେ: ୪
୧୯- ନୟାଗଡ଼ ଜିଲ୍ଲାରୁ – ୧୧
୨୦- ନୂଆପଡ଼ା ଜିଲ୍ଲାରୁ – ୨
୨୧- ପୁରୀ ଜିଲ୍ଲାରୁ – ୧୭
୨୩- ସମ୍ବଲପୁର ଜିଲ୍ଲାରୁ – ୧୦
୨୪- ସୋନପୁର ଜିଲ୍ଲାରୁ – ୧
୨୫- ସୁନ୍ଦରଗଡ଼ ଜିଲ୍ଲାରୁ – ୨୪
୨୬- State Pool: ୭୨
– ନୂଆ ସୁସ୍ଥ ହୋଇଥିଲେ୬୯୪
– ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି୧୮୭୩୦୧୮୦
– ମୋଟ ଆକ୍ରାନ୍ତ ୧୦୧୫୦୮୩
– ମୋଟ ସୁସ୍ଛ ହୋଲେଣି ୯୯୯୮୫୯
– ସକ୍ରୀୟ ଆକ୍ରାନ୍ତ – ୭୦୮୭

ରାଜ୍ୟରେ ଆଜି ୬ କରୋନା ମୃତ୍ୟୁ ରିପୋର୍ଟ ହୋଇଛି। ଅବଶ୍ୟ ଏହା ଗୋଟିଏ ଦିନର ମୃତ୍ୟୁ ସଂଖ୍ୟା ନୁହେଁ। ଓଡ଼ିଶା ସରକାରଙ୍କ ଦ୍ୱାରା ନିଯୁକ୍ତ ହୋଇଥିବା ବିଶେଷଜ୍ଞମାନଙ୍କର ମୃତ୍ୟୁ ଅଡିଟ୍ ହେବା ପରେ ଏହି ସଂଖ୍ୟା ପ୍ରକାଶ କରିଛି ସ୍ୱାସ୍ଥ୍ୟ ବିଭାଗ। ତେବେ ଏହା ସହ ମୋଟ ମୃତ୍ୟୁ ସଂଖ୍ୟା ୮, ୦୮୪ କୁ ବୃଦ୍ଧି ପାଇଛି। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ –

ଅନୁଗୁଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ମୟୁରଭଞ୍ଜ ଏବଂ ପୁରୀରୁ ଜଣେ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି। ତେବେ ମୋଟ ୬ ଜଣଙ୍କର ମୃତ୍ୟୁ ହୋଇଛି।

ଜିଲ୍ଲାୱାରୀ ସମସ୍ତ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୪୩, ୬୭୯ [+୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୮୫ [+୯] ଜଣ ସକ୍ରୀୟ ଅଛନ୍ତି। ୪୩, ୨୧୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୮୪ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୩୯, ୮୧୩ [+୩୨] ଜଣ ସଂକ୍ରମିତ ହୋଇଥିବା ବେଳେ ୩୭୨ [+୩୨] ଜଣ ସକ୍ରୀୟ ଅଛନ୍ତି। ୩୯, ୧୫୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୮୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ ଜିଲ୍ଲାରେ ୩୧, ୦୦୯ [+୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୭୨ [+୧୧] ଜଣ ସକ୍ରୀୟ ଅଛନ୍ତି। ୩୦, ୬୦୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୩୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୨୬, ୧୪୨ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧୩୫ [+୯] ଜଣ ସକ୍ରୀୟ ଅଛନ୍ତି। ୨୫, ୮୬୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୨୩୩୨୦ ଜଣ ସଂକ୍ରମିତ ହୋଇଥିବା ବେଳେ ୨୪ ଜଣ ସକ୍ରୀୟ ଅଛନ୍ତି। ୨୩, ୧୭୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଧ ଜିଲ୍ଲାରେ ୧୨୫୯୦ ଜଣ ସଂକ୍ରମିତ ହୋଇଥିବା ବେଳେ ୧୬ ଜଣ ସକ୍ରୀୟ ଅଛନ୍ତି। ୧୨, ୪୬୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲାରେ ୯୧, ୬୧୯ [+୧୨୦] ଜଣ ସଂକ୍ରମିତ ହୋଇଥିବା ବେଳେ ୯୭୭ [+୧୧୯] ଜଣ ସକ୍ରୀୟ ଅଛନ୍ତି। ୮୯, ୮୨୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୧୪ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୬, ୪୩୬ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୪୮ [+୬] ଜଣ ସକ୍ରୀୟ ଅଛନ୍ତି। ୬, ୩୩୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଢେଙ୍କାନାଳ ଜିଲ୍ଲାରେ ୧୯, ୬୭୭ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧୩୭ [+୯] ଜଣ ସକ୍ରୀୟ ଅଛନ୍ତି। ୧୯, ୨୯୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତି ଜିଲ୍ଲାରେ ୯୫୭୫ ଜଣ ସଂକ୍ରମିତ ହୋଇଥିବା ବେଳେ ୧୪ ଜଣ ସକ୍ରୀୟ ଅଛନ୍ତି। ୯, ୪୭୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୩୩, ୬୬୪ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୩୨ [+୩] ଜଣ ସକ୍ରୀୟ ଅଛନ୍ତି। ୩୩, ୧୫୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୭୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୨୬, ୯୯୧ [+୧୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧୮୪ [+୧୭] ଜଣ ସକ୍ରୀୟ ଅଛନ୍ତି। ୨୬, ୫୧୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୯୩ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୪୨, ୮୫୫ [+୨୭] ଜଣ ସଂକ୍ରମିତ ହୋଇଥିବା ବେଳେ ୨୮୪ [+୨୭] ଜଣ ସକ୍ରୀୟ ଅଛନ୍ତି। ୪୨, ୪୧୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୨୩୭୨୫ ଜଣ ସଂକ୍ରମିତ ହୋଇଥିବା ବେଳେ ୩୨ ଜଣ ସକ୍ରୀୟ ଅଛନ୍ତି। ୨୩, ୫୧୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୨୪୨୫୫ ଜଣ ସଂକ୍ରମିତ ହୋଇଥିବା ବେଳେ ୧୯ ଜଣ ସକ୍ରୀୟ ଅଛନ୍ତି। ୨୪, ୦୨୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୧୧, ୪୯୮ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧୧ [+୩] ଜଣ ସକ୍ରୀୟ ଅଛନ୍ତି। ୧୧, ୪୦୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡା ଜିଲ୍ଲାରେ ୨୪, ୩୯୦ [+୧୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧୩୩ [+୧୭] ଜଣ ସକ୍ରୀୟ ଅଛନ୍ତି। ୨୪, ୦୧୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪୩ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୨୦, ୮୭୫ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୬୪ [+୫] ଜଣ ସକ୍ରୀୟ ଅଛନ୍ତି। ୨୦, ୬୪୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଧା ଜିଲ୍ଲାରେ ୧, ୬୩, ୨୬୨ [+୨୯୭] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୭୮୦ [+୨୯୭] ଜଣ ସକ୍ରୀୟ ଅଛନ୍ତି। ୧, ୫୮, ୯୯୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪୭୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୧୮, ୯୯୧ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୪୦ [+୧] ଜଣ ସକ୍ରୀୟ ଅଛନ୍ତି। ୧୮, ୮୭୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ଜିଲ୍ଲାରେ ୧୧, ୬୨୩ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨୯ [+୧] ଜଣ ସକ୍ରୀୟ ଅଛନ୍ତି। ୧୧, ୫୪୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୩୯, ୮୪୨ [+୩୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୩୧ [+୩୧] ଜଣ ସକ୍ରୀୟ ଅଛନ୍ତି। ୩୯, ୩୩୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୭୪ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୨୩, ୫୨୪ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୩୨ [+୪] ଜଣ ସକ୍ରୀୟ ଅଛନ୍ତି। ୨୩, ୪୧୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୨୩, ୨୭୧ [+୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୭୩ [+୧୧] ଜଣ ସକ୍ରୀୟ ଅଛନ୍ତି। ୨୨, ୯୯୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୁଆପଡା ଜିଲ୍ଲାରେ ୨୨, ୮୫୫ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୭ [+୨] ଜଣ ସକ୍ରୀୟ ଅଛନ୍ତି। ୨୨, ୭୬୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ପୁରୀ ଜିଲ୍ଲାରେ ୪୪, ୭୫୦ [+୧୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧୮୧ [+୧୬] ଜଣ ସକ୍ରୀୟ ଅଛନ୍ତି। ୪୪, ୧୨୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୪୫ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୨୦, ୦୪୫ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୭୭ [+୨] ଜଣ ସକ୍ରୀୟ ଅଛନ୍ତି। ୧୯, ୮୦୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୩୧, ୦୬୯ [+୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୭ [+୧୦] ଜଣ ସକ୍ରୀୟ ଅଛନ୍ତି। ୩୦, ୭୧୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁବର୍ଣ୍ଣପୁର ଜିଲ୍ଲାରେ ୧୩, ୧୪୫ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨୬ [+୧] ଜଣ ସକ୍ରୀୟ ଅଛନ୍ତି। ୧୩, ୦୬୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ ଜିଲ୍ଲାରେ ୬୧, ୩୪୯ [+୨୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧୭୮ [+୨୪] ଜଣ ସକ୍ରୀୟ ଅଛନ୍ତି। ୬୦, ୫୯୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୭୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାଜ୍ୟ ପୁଲ୍ ରେ ୨୯, ୨୪୪ [+୭୨] ଜଣ ସଂକ୍ରମିତ ହୋଇଥିବା ବେଳେ ୬୭୭ [+୭୨] ଜଣ ସକ୍ରୀୟ ଅଛନ୍ତି। ୨୮, ୫୬୭ ଜଣ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.