Home Coronavirus Outbreak ରାଜ୍ୟରେ ଆଜି ୧୯୧୭ ନୂଆ ଆକ୍ରାନ୍ତ ଚିହ୍ନଟ, ୬୯ ମୃତ୍ୟୁ – ଜାଣନ୍ତୁ କେଉଁ ଜିଲ୍ଲାରୁ...

ରାଜ୍ୟରେ ଆଜି ୧୯୧୭ ନୂଆ ଆକ୍ରାନ୍ତ ଚିହ୍ନଟ, ୬୯ ମୃତ୍ୟୁ – ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ?

105

ଭୁବନେଶ୍ୱର ୨୩-୭ (ଓଡ଼ିଆ ପୁଅ) ପୁଣି ରାଜ୍ୟରେ କମିଲା ସଂକ୍ରମଣ। ରାଜ୍ୟରେ ଗତ ୨୪ ଘଂଟାରେ ୧୯୧୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ?

ନୂଆ ଆକ୍ରାନ୍ତ: ୧୯୧୭

– କ୍ୱାରେଣ୍ଟାଇନ୍ ସେଣ୍ଟରରୁ: ୧୧୦୯

– ସ୍ଥାନୀୟ ଅଞ୍ଚଳରୁ୮୦୮

କେଉଁ ଜିଲ୍ଲାରୁ –  କେତେ ଜାଣନ୍ତୁ:

୧- ଅନୁଗୁଳ ଜିଲ୍ଲାରୁ –  ୯୧

୨- ବାଲେଶ୍ୱର ଜିଲ୍ଲାରୁ –  ୮୪

୩- ବରଗଡ଼ ଜିଲ୍ଲାରୁ –  ୧୯

୪- ଭଦ୍ରକ ଜିଲ୍ଲାରୁ –  ୫୫

୫- ବଲାଙ୍ଗୀର ଜିଲ୍ଲାରୁ –  ୧୦

୬- ବୌଦ୍ଦ ଜିଲ୍ଲାରୁ –  ୭

୭- କଟକ ଜିଲ୍ଲାରୁ –  ୨୫୬

୮- ଦେବଗଡ଼ ଜିଲ୍ଲାରୁ –  ୧

୯- ଢେଙ୍କାନାଳ ଜିଲ୍ଲାରୁ –  ୩୭

୧୦- ଗଜପତି ଜିଲ୍ଲାରୁ –  ୧୬

୧୧- ଗଞ୍ଜାମ ଜିଲ୍ଲାରୁ –  ୭

୧୨- ଜଗତସିଂହପୁର ଜିଲ୍ଲାରୁ –  ୯୨

୧୩- ଯାଜପୁର ଜିଲ୍ଲାରୁ –  ୮୭

୧୪- ଝାରସୁଗୁଡ଼ା ଜିଲ୍ଲାରୁ –  ୯

୧୫- କଳାହାଣ୍ଡି ଜିଲ୍ଲାରୁ –  ୬

୧୬- କନ୍ଧମାଳ ଜିଲ୍ଲାରୁ –  ୨୫

୧୭- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୭୩

୧୮- କେନ୍ଦୁଝର ଜିଲ୍ଲାରୁ –  ୩୩

୧୯- ଖୋର୍ଦ୍ଧା: ୫୧୮

୨୦- କୋରାପୁଟ ଜିଲ୍ଲାରୁ –  ୧୦

୨୧- ମାଲକାନଗିରି : ୧୨

୨୨- ମୟୁରଭଞ୍ଜ ଜିଲ୍ଲାରୁ –  ୬୯

୨୩- ନବରଙ୍ଗପୁର ଜିଲ୍ଲାରେ: ୧୦

୨୪- ନୟାଗଡ଼ ଜିଲ୍ଲାରୁ –  ୭୬

୨୫- ନୂଆପଡ଼ା ଜିଲ୍ଲାରୁ –  ୫

୨୬- ପୁରୀ ଜିଲ୍ଲାରୁ –  ୧୧୮

୨୭- ରାୟଗଡ଼ା ଜିଲ୍ଲାରୁ –  ୧୧

୨୮- ସମ୍ବଲପୁର ଜିଲ୍ଲାରୁ –  ୧୫

୨୯- ସୋନପୁର ଜିଲ୍ଲାରୁ –  ୬

୩୦- ସୁନ୍ଦରଗଡ଼ ଜିଲ୍ଲାରୁ –  ୫୦

୩୧- State Pool: ୧୦୯

– ନୂଆ ସୁସ୍ଥ ହୋଇଥିଲେ୨୨୧୦

– ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି୧୫୪୩୫୯୦୫

– ମୋଟ ଆକ୍ରାନ୍ତ ୯୬୩୮୫୧

– ମୋଟ ସୁସ୍ଛ ହୋଲେଣି ୯୩୯୧୬୦

– ସକ୍ରୀୟ ଆକ୍ରାନ୍ତ –  ୧୯୨୬୧

ରାଜ୍ୟରେ ଆଜି ୬୯ କରୋନା ମୃତ୍ୟୁ ରିପୋର୍ଟ ହୋଇଛି। ଅବଶ୍ୟ ଏହା ଗୋଟିଏ ଦିନର ମୃତ୍ୟୁ ସଂଖ୍ୟା ନୁହେଁ। ଓଡ଼ିଶା ସରକାରଙ୍କ ଦ୍ୱାରା ନିଯୁକ୍ତ ହୋଇଥିବା ବିଶେଷଜ୍ଞମାନଙ୍କର ମୃତ୍ୟୁ ଅଡିଟ୍ ହେବା ପରେ ଏହି ସଂଖ୍ୟା ପ୍ରକାଶ କରିଛି ସ୍ୱାସ୍ଥ୍ୟ ବିଭାଗ। ତେବେ ଏହା ସହ ମୋଟ ମୃତ୍ୟୁ ସଂଖ୍ୟା ୫, ୩୭୭ କୁ ବୃଦ୍ଧି ପାଇଛି। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ –

ବାଲେଶ୍ୱର ୧୦ ଜଣ,

ବରଗଡ ୫ ଜଣ,

ବଲାଙ୍ଗୀର ୨ ଜଣ,

ଢେଙ୍କାନାଳ ୧ ଜଣ,

ଝାରସୁଗୁଡ଼ା ୨ ଜଣ,

କନ୍ଧମାଳ ୨ ଜଣ,

କେନ୍ଦ୍ରାପଡା ୬ ଜଣ,

ଖୋର୍ଦ୍ଧା ୨୬ ଜଣ,

ନୁଆପଡା ୧ ଜଣ,

ରାୟଗଡ଼ା ୨ ଜଣ,

ସମ୍ବଲପୁର ୭ ଜଣ,

ସୁବର୍ଣ୍ଣପୁର ୧ ଜଣ,

ସୁନ୍ଦରଗଡ ୪ ଜଣ,

ମୋଟ ୬୯ ଜଣଙ୍କର ମୃତ୍ୟୁ ହୋଇଛି।

ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୪୨, ୦୧୩ [+୯୧] ଜଣ ସଂକ୍ରମିତ ହୋଇଥିବା ବେଳେ ୬୦୮ [+୯୧] ଜଣ ସକ୍ରୀୟ ଅଛନ୍ତି। ୪୧, ୧୯୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୧୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୩୭, ୨୩୭ [+୮୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୩୮୦ [+୭୪] ଜଣ ସକ୍ରୀୟ ଅଛନ୍ତି। ୩୫, ୬୭୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୮୦ [+୧୦] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ ଜିଲ୍ଲାରେ ୩୦, ୬୨୨ [+୧୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧୯୨ [+୧୪] ଜଣ ସକ୍ରୀୟ ଅଛନ୍ତି। ୩୦, ୧୫୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୭୩ [+୫] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୨୪, ୮୧୫ [+୫୫] ଜଣ ସଂକ୍ରମିତ ହୋଇଥିବା ବେଳେ ୮୦୬ [+୫୫] ଜଣ ସକ୍ରୀୟ ଅଛନ୍ତି। ୨୩, ୯୪୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୨୩, ୧୨୮ [+୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୭୯ [+୮] ଜଣ ସକ୍ରୀୟ ଅଛନ୍ତି। ୨୨, ୯୫୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯୪ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଧ ଜିଲ୍ଲାରେ ୧୨, ୪୭୨ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୯୯ [+୭] ଜଣ ସକ୍ରୀୟ ଅଛନ୍ତି। ୧୨, ୨୭୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲାରେ ୮୪, ୮୧୦ [+୨୫୬] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୬୮୩ [+୨୫୬] ଜଣ ସକ୍ରୀୟ ଅଛନ୍ତି। ୮୧, ୮୦୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୧୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୬, ୦୯୯ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨୭ [+୧] ଜଣ ସକ୍ରୀୟ ଅଛନ୍ତି। ୬, ୦୩୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଢେଙ୍କାନାଳ ଜିଲ୍ଲାରେ ୧୮, ୭୪୧ [+୩୭] ଜଣ ସଂକ୍ରମିତ ହୋଇଥିବା ବେଳେ ୫୩୩ [+୩୬] ଜଣ ସକ୍ରୀୟ ଅଛନ୍ତି। ୧୮, ୧୦୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୭ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତି ଜିଲ୍ଲାରେ ୯, ୪୫୩ [+୧୬] ଜଣ ସଂକ୍ରମିତ ହୋଇଥିବା ବେଳେ ୭୩ [+୧୬] ଜଣ ସକ୍ରୀୟ ଅଛନ୍ତି। ୯, ୩୦୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୩୩, ୩୪୭ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୮୫ [+୭] ଜଣ ସକ୍ରୀୟ ଅଛନ୍ତି। ୩୨, ୮୩୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୨୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୨୪, ୬୯୪ [+୯୨] ଜଣ ସଂକ୍ରମିତ ହୋଇଥିବା ବେଳେ ୮୪୭ [+୯୨] ଜଣ ସକ୍ରୀୟ ଅଛନ୍ତି। ୨୩, ୭୬୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୪୦, ୩୯୨ [+୮୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୩୨୩ [+୮୭] ଜଣ ସକ୍ରୀୟ ଅଛନ୍ତି। ୩୯, ୦୦୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୨୩, ୫୩୩ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୬୮ [+୭] ଜଣ ସକ୍ରୀୟ ଅଛନ୍ତି। ୨୩, ୩୨୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩୯ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୨୪, ୦୮୦ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୮୭ [+୬] ଜଣ ସକ୍ରୀୟ ଅଛନ୍ତି। ୨୩, ୭୯୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୧୧, ୧୭୩ [+୨୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧୭୫ [+୨୩] ଜଣ ସକ୍ରୀୟ ଅଛନ୍ତି। ୧୦, ୯୩୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୫ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡା ଜିଲ୍ଲାରେ ୨୨, ୭୮୪ [+୭୩] ଜଣ ସଂକ୍ରମିତ ହୋଇଥିବା ବେଳେ ୬୨୩ [+୬୭] ଜଣ ସକ୍ରୀୟ ଅଛନ୍ତି। ୨୨, ୦୩୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨୫ [+୬] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୨୦, ୧୬୮ [+୩୩] ଜଣ ସଂକ୍ରମିତ ହୋଇଥିବା ବେଳେ ୨୧୧ [+୩୩] ଜଣ ସକ୍ରୀୟ ଅଛନ୍ତି। ୧୯, ୮୫୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଧା ଜିଲ୍ଲାରେ ୧, ୪୬, ୨୪୨ [+୫୧୮] ଜଣ ସଂକ୍ରମିତ ହୋଇଥିବା ବେଳେ ୪, ୫୭୪ [+୪୯୨] ଜଣ ସକ୍ରୀୟ ଅଛନ୍ତି। ୧, ୪୦, ୬୫୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧, ୦୦୩ [+୨୬] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୧୮, ୭୭୫ [+୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୨୭୩ [+୧୦] ଜଣ ସକ୍ରୀୟ ଅଛନ୍ତି। ୧୮, ୪୩୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ଜିଲ୍ଲାରେ ୧୧, ୩୯୬ [+୧୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧୯୨ [+୧୨] ଜଣ ସକ୍ରୀୟ ଅଛନ୍ତି। ୧୧, ୧୫୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୩୮, ୨୦୧ [+୬୯] ଜଣ ସଂକ୍ରମିତ ହୋଇଥିବା ବେଳେ ୭୬୪ [+୬୯] ଜଣ ସକ୍ରୀୟ ଅଛନ୍ତି। ୩୭, ୨୪୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୨୩, ୩୭୨ [+୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୮୭ [+୧୦] ଜଣ ସକ୍ରୀୟ ଅଛନ୍ତି। ୨୩, ୨୨୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୨୨, ୧୬୪ [+୭୬] ଜଣ ସଂକ୍ରମିତ ହୋଇଥିବା ବେଳେ ୬୪୬ [+୭୬] ଜଣ ସକ୍ରୀୟ ଅଛନ୍ତି। ୨୧, ୩୭୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୁଆପଡା ଜିଲ୍ଲାରେ ୨୨, ୭୪୧ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୪୧ [+୪] ଜଣ ସକ୍ରୀୟ ଅଛନ୍ତି। ୨୨, ୬୨୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୫ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ପୁରୀ ଜିଲ୍ଲାରେ ୪୨, ୪୮୦ [+୧୧୮] ଜଣ ସଂକ୍ରମିତ ହୋଇଥିବା ବେଳେ ୮୭୭ [+୧୧୮] ଜଣ ସକ୍ରୀୟ ଅଛନ୍ତି। ୪୧, ୨୮୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୧୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୧୯, ୬୪୫ [+୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୯୨ [+୯] ଜଣ ସକ୍ରୀୟ ଅଛନ୍ତି। ୧୯, ୨୯୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫୯ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୩୦, ୩୧୯ [+୧୫] ଜଣ ସଂକ୍ରମିତ ହୋଇଥିବା ବେଳେ ୨୦୭ [+୮] ଜଣ ସକ୍ରୀୟ ଅଛନ୍ତି। ୨୯, ୯୫୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୧ [+୭] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁବର୍ଣ୍ଣପୁର ଜିଲ୍ଲାରେ ୧୨, ୯୫୩ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୮ [+୫] ଜଣ ସକ୍ରୀୟ ଅଛନ୍ତି। ୧୨, ୭୯୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୭ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ ଜିଲ୍ଲାରେ ୬୦, ୪୨୨ [+୫୦] ଜଣ ସଂକ୍ରମିତ ହୋଇଥିବା ବେଳେ ୪୫୭ [+୪୬] ଜଣ ସକ୍ରୀୟ ଅଛନ୍ତି। ୫୯, ୪୯୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୬୨ [+୪] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାଜ୍ୟ ପୁଲ୍ ରେ ୨୫, ୫୮୦ [+୧୦୯] ଜଣ ସଂକ୍ରମିତ ହୋଇଥିବା ବେଳେ ୯୪୪ [+୧୦୯] ଜଣ ସକ୍ରୀୟ ଅଛନ୍ତି। ୨୪, ୬୩୬ ଜଣ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.