Home Coronavirus Outbreak ରାଜ୍ୟରେ ଆଜି ୧୮୬୪ ନୂଆ ଆକ୍ରାନ୍ତ ଚିହ୍ନଟ, ୬୮ ମୃତ – ଜାଣନ୍ତୁ କେଉଁ ଜିଲ୍ଲାରୁ...

ରାଜ୍ୟରେ ଆଜି ୧୮୬୪ ନୂଆ ଆକ୍ରାନ୍ତ ଚିହ୍ନଟ, ୬୮ ମୃତ – ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ?

101

ଭୁବନେଶ୍ୱର ୨୪-୭ (ଓଡ଼ିଆ ପୁଅ) ପୁଣି ରାଜ୍ୟରେ କମିଲା ସଂକ୍ରମଣ। ରାଜ୍ୟରେ ଗତ ୨୪ ଘଂଟାରେ ୧୮୬୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ?

ନୂଆ ଆକ୍ରାନ୍ତ: ୧୮୬୪
– କ୍ୱାରେଣ୍ଟାଇନ୍ ସେଣ୍ଟରରୁ: ୧୦୮୨
– ସ୍ଥାନୀୟ ଅଞ୍ଚଳରୁ୭୮୨
କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ:
୧- ଅନୁଗୁଳ ଜିଲ୍ଲାରୁ – ୬୯
୨- ବାଲେଶ୍ୱର ଜିଲ୍ଲାରୁ – ୧୧୪
୩- ବରଗଡ଼ ଜିଲ୍ଲାରୁ – ୨୪
୪- ଭଦ୍ରକ ଜିଲ୍ଲାରୁ – ୬୫
୫- ବଲାଙ୍ଗୀର ଜିଲ୍ଲାରୁ – ୫
୬- ବୌଦ୍ଦ ଜିଲ୍ଲାରୁ – ୩
୭- କଟକ ଜିଲ୍ଲାରୁ – ୨୨୧
୮- ଦେବଗଡ଼ ଜିଲ୍ଲାରୁ – ୬
୯- ଢେଙ୍କାନାଳ ଜିଲ୍ଲାରୁ – ୮୪
୧୦- ଗଜପତି ଜିଲ୍ଲାରୁ – ୩
୧୧- ଗଞ୍ଜାମ ଜିଲ୍ଲାରୁ – ୧୨
୧୨- ଜଗତସିଂହପୁର ଜିଲ୍ଲାରୁ – ୮୯
୧୩- ଯାଜପୁର ଜିଲ୍ଲାରୁ – ୧୦୭
୧୪- ଝାରସୁଗୁଡ଼ା ଜିଲ୍ଲାରୁ – ୮
୧୫- କଳାହାଣ୍ଡି ଜିଲ୍ଲାରୁ – ୭
୧୬- କନ୍ଧମାଳ ଜିଲ୍ଲାରୁ – ୧୬
୧୭- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୫୯
୧୮- କେନ୍ଦୁଝର ଜିଲ୍ଲାରୁ – ୪୪
୧୯- ଖୋର୍ଦ୍ଧାରୁ: ୪୯୬
୨୦- କୋରାପୁଟ ଜିଲ୍ଲାରୁ – ୭
୨୧- ମାଲକାନଗିରି : ୧୨
୨୨- ମୟୁରଭଞ୍ଜ ଜିଲ୍ଲାରୁ – ୫୭
୨୩- ନବରଙ୍ଗପୁର ଜିଲ୍ଲାରେ: ୨
୨୪- ନୟାଗଡ଼ ଜିଲ୍ଲାରୁ – ୬୬
୨୫- ନୂଆପଡ଼ା ଜିଲ୍ଲାରୁ – ୯
୨୬- ପୁରୀ ଜିଲ୍ଲାରୁ – ୫୯
୨୭- ରାୟଗଡ଼ା ଜିଲ୍ଲାରୁ – ୨୪
୨୮- ସମ୍ବଲପୁର ଜିଲ୍ଲାରୁ – ୩୪
୨୯- ସୋନପୁର ଜିଲ୍ଲାରୁ – ୬
୩୦- ସୁନ୍ଦରଗଡ଼ ଜିଲ୍ଲାରୁ – ୫୬
୩୧- State Pool: ୧୦୦
– ନୂଆ ସୁସ୍ଥ ହୋଇଥିଲେ୨୦୪୪
– ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି୧୫୫୧୦୬୧୨
– ମୋଟ ଆକ୍ରାନ୍ତ ୯୬୫୭୧୫
– ମୋଟ ସୁସ୍ଛ ହୋଲେଣି ୯୪୧୨୦୪
– ସକ୍ରୀୟ ଆକ୍ରାନ୍ତ – ୧୯୦୧୩

ରାଜ୍ୟରେ ଆଜି ୬୮ କରୋନା ମୃତ୍ୟୁ ରିପୋର୍ଟ ହୋଇଛି। ଅବଶ୍ୟ ଏହା ଗୋଟିଏ ଦିନର ମୃତ୍ୟୁ ସଂଖ୍ୟା ନୁହେଁ। ଓଡ଼ିଶା ସରକାରଙ୍କ ଦ୍ୱାରା ନିଯୁକ୍ତ ହୋଇଥିବା ବିଶେଷଜ୍ଞମାନଙ୍କର ମୃତ୍ୟୁ ଅଡିଟ୍ ହେବା ପରେ ଏହି ସଂଖ୍ୟା ପ୍ରକାଶ କରିଛି ସ୍ୱାସ୍ଥ୍ୟ ବିଭାଗ। ତେବେ ଏହା ସହ ମୋଟ ମୃତ୍ୟୁ ସଂଖ୍ୟା ୫୪୪୫ କୁ ବୃଦ୍ଧି ପାଇଛି। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ –

ଅନୁଗୁଳ ୮ ଜଣ,

ଗଞ୍ଜାମ ୧ ଜଣ,

ଜଗତସିଂହପୁର ୧ ଜଣ,

କନ୍ଧମାଳ ୧ ଜଣ,

କେନ୍ଦୁଝର ୬ ଜଣ,

ଖୋର୍ଦ୍ଧା ୩୦ ଜଣ,

ମାଲକାନଗିରି ୧ ଜଣ,

ମୟୁରଭଞ୍ଜ ୭ ଜଣ,

ନୁଆପଡା ୧ ଜଣ,

ପୁରୀ ୧୧ ଜଣ,

ସୁନ୍ଦରଗଡ ୧ ଜଣ,

ମୋଟ ୬୮ ଜଣଙ୍କର ମୃତ୍ୟୁ ହୋଇଛି।

ଜିଲ୍ଲାୱାରୀ ସମ୍ପୂର୍ଣ୍ଣ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୪୨, ୦୮୨ [+୬୯] ଜଣ ସଂକ୍ରମିତ ହୋଇଥିବା ବେଳେ ୫୭୨ [+୬୧] ଜଣ ସକ୍ରୀୟ ଅଛନ୍ତି। ୪୧, ୨୯୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୧୯ [+୮] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୩୭, ୩୫୧ [+୧୧୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୩୭୦ [+୧୧୪] ଜଣ ସକ୍ରୀୟ ଅଛନ୍ତି। ୩୫, ୭୯୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୮୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ ଜିଲ୍ଲାରେ ୩୦, ୬୪୬ [+୨୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧୮୩ [+୨୪] ଜଣ ସକ୍ରୀୟ ଅଛନ୍ତି। ୩୦, ୧୯୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୭୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୨୪, ୮୮୦ [+୬୫] ଜଣ ସଂକ୍ରମିତ ହୋଇଥିବା ବେଳେ ୭୬୧ [+୬୫] ଜଣ ସକ୍ରୀୟ ଅଛନ୍ତି। ୨୪, ୦୫୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୨୩, ୧୩୩ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୭୩ [+୫] ଜଣ ସକ୍ରୀୟ ଅଛନ୍ତି। ୨୨, ୯୬୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଧ ଜିଲ୍ଲାରେ ୧୨, ୪୭୫ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୯୨ [+୩] ଜଣ ସକ୍ରୀୟ ଅଛନ୍ତି। ୧୨, ୨୮୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲାରେ ୮୫, ୦୩୧ [+୨୨୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୫୮୩ [+୨୨୧] ଜଣ ସକ୍ରୀୟ ଅଛନ୍ତି। ୮୨, ୧୨୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୧୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୬, ୧୦୫ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୨୮ [+୬] ଜଣ ସକ୍ରୀୟ ଅଛନ୍ତି। ୬, ୦୪୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଢେଙ୍କାନାଳ ଜିଲ୍ଲାରେ ୧୮, ୮୨୫ [+୮୪] ଜଣ ସଂକ୍ରମିତ ହୋଇଥିବା ବେଳେ ୫୭୭ [+୮୪] ଜଣ ସକ୍ରୀୟ ଅଛନ୍ତି। ୧୮, ୧୪୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତି ଜିଲ୍ଲାରେ ୯, ୪୫୬ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୭୧ [+୩] ଜଣ ସକ୍ରୀୟ ଅଛନ୍ତି। ୯, ୩୦୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୩୩, ୩୫୯ [+୧୨] ଜଣ ସଂକ୍ରମିତ ହୋଇଥିବା ବେଳେ ୮୬ [+୧୧] ଜଣ ସକ୍ରୀୟ ଅଛନ୍ତି। ୩୨, ୮୪୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୨୫ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୨୪, ୭୮୩ [+୮୯] ଜଣ ସଂକ୍ରମିତ ହୋଇଥିବା ବେଳେ ୮୫୧ [+୮୮] ଜଣ ସକ୍ରୀୟ ଅଛନ୍ତି। ୨୩, ୮୪୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୮ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୪୦, ୪୯୯ [+୧୦୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୩୨୫ [+୧୦୭] ଜଣ ସକ୍ରୀୟ ଅଛନ୍ତି। ୩୯, ୧୧୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୨୩, ୫୪୧ [+୮] ଜଣ ସଂକ୍ରମିତ ହୋଇଥିବା ବେଳେ ୬୨ [+୮] ଜଣ ସକ୍ରୀୟ ଅଛନ୍ତି। ୨୩, ୩୪୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୨୪, ୦୮୭ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୮୯ [+୭] ଜଣ ସକ୍ରୀୟ ଅଛନ୍ତି। ୨୩, ୮୦୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୧୧, ୧୮୯ [+୧୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧୭୦ [+୧୫] ଜଣ ସକ୍ରୀୟ ଅଛନ୍ତି। ୧୦, ୯୫୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୬ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡା ଜିଲ୍ଲାରେ ୨୨, ୮୪୩ [+୫୯] ଜଣ ସଂକ୍ରମିତ ହୋଇଥିବା ବେଳେ ୬୧୧ [+୫୯] ଜଣ ସକ୍ରୀୟ ଅଛନ୍ତି। ୨୨, ୧୦୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୨୦, ୨୧୨ [+୪୪] ଜଣ ସଂକ୍ରମିତ ହୋଇଥିବା ବେଳେ ୨୧୬ [+୩୮] ଜଣ ସକ୍ରୀୟ ଅଛନ୍ତି। ୧୯, ୮୮୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୬ [+୬] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଧା ଜିଲ୍ଲାରେ ୧, ୪୬, ୭୩୮ [+୪୯୬] ଜଣ ସଂକ୍ରମିତ ହୋଇଥିବା ବେଳେ ୪, ୬୦୪ [+୪୬୬] ଜଣ ସକ୍ରୀୟ ଅଛନ୍ତି। ୧, ୪୧, ୦୯୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧, ୦୩୩ [+୩୦] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୧୮, ୭୮୨ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୨୭୧ [+୭] ଜଣ ସକ୍ରୀୟ ଅଛନ୍ତି। ୧୮, ୪୪୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ଜିଲ୍ଲାରେ ୧୧, ୪୦୮ [+୧୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧୮୧ [+୧୧] ଜଣ ସକ୍ରୀୟ ଅଛନ୍ତି। ୧୧, ୧୮୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୩ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୩୮, ୨୫୮ [+୫୭] ଜଣ ସଂକ୍ରମିତ ହୋଇଥିବା ବେଳେ ୭୧୬ [+୫୦] ଜଣ ସକ୍ରୀୟ ଅଛନ୍ତି। ୩୭, ୩୩୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦୦ [+୭] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୨୩, ୩୭୪ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୮୦ [+୨] ଜଣ ସକ୍ରୀୟ ଅଛନ୍ତି। ୨୩, ୨୩୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୨୨, ୨୩୦ [+୬୬] ଜଣ ସଂକ୍ରମିତ ହୋଇଥିବା ବେଳେ ୬୩୭ [+୬୬] ଜଣ ସକ୍ରୀୟ ଅଛନ୍ତି। ୨୧, ୪୫୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୁଆପଡା ଜିଲ୍ଲାରେ ୨୨, ୭୫୦ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୪୨ [+୮] ଜଣ ସକ୍ରୀୟ ଅଛନ୍ତି। ୨୨, ୬୩୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୬ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ପୁରୀ ଜିଲ୍ଲାରେ ୪୨, ୫୩୯ [+୫୯] ଜଣ ସଂକ୍ରମିତ ହୋଇଥିବା ବେଳେ ୮୧୨ [+୪୮] ଜଣ ସକ୍ରୀୟ ଅଛନ୍ତି। ୪୧, ୩୯୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୨୮ [+୧୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୧୯, ୬୬୯ [+୨୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧୮୯ [+୨୪] ଜଣ ସକ୍ରୀୟ ଅଛନ୍ତି। ୧୯, ୩୨୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୩୦, ୩୫୩ [+୩୪] ଜଣ ସଂକ୍ରମିତ ହୋଇଥିବା ବେଳେ ୨୩୨ [+୩୪] ଜଣ ସକ୍ରୀୟ ଅଛନ୍ତି। ୨୯, ୯୬୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁବର୍ଣ୍ଣପୁର ଜିଲ୍ଲାରେ ୧୨, ୯୫୯ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୦ [+୬] ଜଣ ସକ୍ରୀୟ ଅଛନ୍ତି। ୧୨, ୮୦୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ ଜିଲ୍ଲାରେ ୬୦, ୪୭୮ [+୫୬] ଜଣ ସଂକ୍ରମିତ ହୋଇଥିବା ବେଳେ ୪୬୦ [+୫୫] ଜଣ ସକ୍ରୀୟ ଅଛନ୍ତି। ୫୯, ୫୫୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୬୩ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାଜ୍ୟ ପୁଲ୍ ରେ ୨୫, ୬୮୦ [+୧୦୦] ଜଣ ସଂକ୍ରମିତ ହୋଇଥିବା ବେଳେ ୯୫୯ [+୧୦୦] ଜଣ ସକ୍ରୀୟ ଅଛନ୍ତି। ୨୪, ୭୨୧ ଜଣ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.