Home Coronavirus Outbreak ରାଜ୍ୟରେ ଆଜି କରୋନା କାରଣରୁ ୬୯ ମୃତ୍ୟୁ – ମୋଟ ମୃତ୍ୟୁ ସଂଖ୍ୟା ୭,୫୬୨

ରାଜ୍ୟରେ ଆଜି କରୋନା କାରଣରୁ ୬୯ ମୃତ୍ୟୁ – ମୋଟ ମୃତ୍ୟୁ ସଂଖ୍ୟା ୭,୫୬୨

62

ଭୁବନେଶ୍ୱର ୨୫-୮ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୬୯ କରୋନା ମୃତ୍ୟୁ ରିପୋର୍ଟ ହୋଇଛି। ଅବଶ୍ୟ ଏହା ଗୋଟିଏ ଦିନର ମୃତ୍ୟୁ ସଂଖ୍ୟା ନୁହେଁ। ଓଡ଼ିଶା ସରକାରଙ୍କ ଦ୍ୱାରା ନିଯୁକ୍ତ ହୋଇଥିବା ବିଶେଷଜ୍ଞମାନଙ୍କର ମୃତ୍ୟୁ ଅଡିଟ୍ ହେବା ପରେ ଏହି ସଂଖ୍ୟା ପ୍ରକାଶ କରିଛି ସ୍ୱାସ୍ଥ୍ୟ ବିଭାଗ। ତେବେ ଏହା ସହ ମୋଟ ମୃତ୍ୟୁ ସଂଖ୍ୟା ୭,୫୬୨ କୁ ବୃଦ୍ଧି ପାଇଛି। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ –

ଅନୁଗୁଳ ୨ ଜଣ,
ବାଲେଶ୍ୱର ୩ ଜଣ,
ଭଦ୍ରକ ୧ ଜଣ,
କଟକ ୨୫ ଜଣ,
ଢେଙ୍କାନାଳ ୯ ଜଣ,
ଗଞ୍ଜାମ ୨ ଜଣ,
ଜଗତସିଂହପୁର ୨୧ ଜଣ,
କେନ୍ଦୁଝର ୧ ଜଣ,
ଖୋର୍ଦ୍ଧା ୩ ଜଣ,
ପୁରୀ ୨ ଜଣ,
ମୋଟ ୬୯ ଜଣଙ୍କର ମୃତ୍ୟୁ ହୋଇଛି।

ରାଜ୍ୟରେ ଗତ ୨୪ ଘଂଟାରେ ୮୮୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ?

ନୂଆ ଆକ୍ରାନ୍ତ: ୮୮୭

୦-୧୮ ବର୍ଷ : ୧୩୧

– କ୍ୱାରେଣ୍ଟାଇନ୍ ସେଣ୍ଟରରୁ: ୫୧୫

– ସ୍ଥାନୀୟ ଅଞ୍ଚଳରୁ୩୭୨

କେଉଁ ଜିଲ୍ଲାରୁ –  କେତେ ଜାଣନ୍ତୁ:

୧- ଅନୁଗୁଳ ଜିଲ୍ଲାରୁ –  ୨୭

୨- ବାଲେଶ୍ୱର ଜିଲ୍ଲାରୁ –  ୫୬

୩- ବରଗଡ଼ ଜିଲ୍ଲାରୁ –  ୯

୪- ଭଦ୍ରକ ଜିଲ୍ଲାରୁ –  ୯

୫- ବୌଦ୍ଦ ଜିଲ୍ଲାରୁ –  ୧

୬- କଟକ ଜିଲ୍ଲାରୁ –  ୧୧୯

୭- ଦେବଗଡ଼ ଜିଲ୍ଲାରୁ –  ୯

୮- ଢେଙ୍କାନାଳ ଜିଲ୍ଲାରୁ –  ୧୬

୯- ଗଜପତି ଜିଲ୍ଲାରୁ –  ୩

୧୦- ଗଞ୍ଜାମ ଜିଲ୍ଲାରୁ –  ୨

୧୧- ଜଗତସିଂହପୁର ଜିଲ୍ଲାରୁ –  ୩୭

୧୨- ଯାଜପୁର ଜିଲ୍ଲାରୁ –  ୪୩

୧୩- ଝାରସୁଗୁଡ଼ା ଜିଲ୍ଲାରୁ –  ୫

୧୪- କଳାହାଣ୍ଡି ଜିଲ୍ଲାରୁ –  ୧

୧୫- କନ୍ଧମାଳ ଜିଲ୍ଲାରୁ –  ୨

୧୬- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୧୫

୧୭- କେନ୍ଦୁଝର ଜିଲ୍ଲାରୁ –  ୧୯

୧୮- ଖୋର୍ଦ୍ଧା: ୩୨୩

୧୯- କୋରାପୁଟ ଜିଲ୍ଲାରୁ –  ୪

୨୦- ମାଲକାନଗିରି : ୨

୨୧- ମୟୁରଭଞ୍ଜ ଜିଲ୍ଲାରୁ –  ୩୧

୨୨- ନବରଙ୍ଗପୁର ଜିଲ୍ଲାରେ: ୨

୨୩- ନୟାଗଡ଼ ଜିଲ୍ଲାରୁ –  ୧୧

୨୪- ନୂଆପଡ଼ା ଜିଲ୍ଲାରୁ –  ୩

୨୫- ପୁରୀ ଜିଲ୍ଲାରୁ –  ୩୯

୨୬- ରାୟଗଡ଼ା ଜିଲ୍ଲାରୁ –  ୨

୨୭- ସମ୍ବଲପୁର ଜିଲ୍ଲାରୁ –  ୨୧

୨୮- ସୁନ୍ଦରଗଡ଼ ଜିଲ୍ଲାରୁ –  ୭

୨୯- State Pool: ୬୯

– ନୂଆ ସୁସ୍ଥ ହୋଇଥିଲେ୧୦୩୫

– ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି୧୭୬୬୬୭୪୧

– ମୋଟ ଆକ୍ରାନ୍ତ ୧୦୦୩୨୧୦

– ମୋଟ ସୁସ୍ଛ ହୋଲେଣି ୯୮୭୩୬୯

– ସକ୍ରୀୟ ଆକ୍ରାନ୍ତ –  ୮୨୨୬

ଜିଲ୍ଲାୱାରୀ ସମ୍ପୂର୍ଣ୍ଣ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୪୩, ୪୧୧ [+୨୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧୩୯ [+୨୫] ଜଣ ସକ୍ରୀୟ ଅଛନ୍ତି। ୪୨, ୯୩୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୩୭ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୩୯, ୨୩୦ [+୫୬] ଜଣ ସଂକ୍ରମିତ ହୋଇଥିବା ବେଳେ ୪୩୫ [+୫୩] ଜଣ ସକ୍ରୀୟ ଅଛନ୍ତି। ୩୮, ୫୨୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୬୬ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ ଜିଲ୍ଲାରେ ୩୦, ୮୯୬ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୯୦ [+୯] ଜଣ ସକ୍ରୀୟ ଅଛନ୍ତି। ୩୦, ୪୮୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୨୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୨୫, ୯୫୩ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧୪୦ [+୮] ଜଣ ସକ୍ରୀୟ ଅଛନ୍ତି। ୨୫, ୬୮୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨୬ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୨୩୨୯୨ ଜଣ ସଂକ୍ରମିତ ହୋଇଥିବା ବେଳେ ୫୧ ଜଣ ସକ୍ରୀୟ ଅଛନ୍ତି। ୨୩, ୧୧୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଧ ଜିଲ୍ଲାରେ ୧୨, ୫୪୪ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୮ [+୧] ଜଣ ସକ୍ରୀୟ ଅଛନ୍ତି। ୧୨, ୪୨୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲାରେ ୯୦, ୦୭୪ [+୧୧୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୦୪୮ [+୯୪] ଜଣ ସକ୍ରୀୟ ଅଛନ୍ତି। ୮୮, ୩୫୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୬୩ [+୨୫] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୬, ୩୧୪ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୮୨ [+୯] ଜଣ ସକ୍ରୀୟ ଅଛନ୍ତି। ୬, ୧୮୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଢେଙ୍କାନାଳ ଜିଲ୍ଲାରେ ୧୯, ୪୫୫ [+୧୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧୩୦ [+୭] ଜଣ ସକ୍ରୀୟ ଅଛନ୍ତି। ୧୯, ୧୦୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୧୭ [+୯] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତି ଜିଲ୍ଲାରେ ୯, ୫୫୮ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧୬ [+୩] ଜଣ ସକ୍ରୀୟ ଅଛନ୍ତି। ୯, ୪୫୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୩୩, ୫୭୮ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୩୮ ଜଣ ସକ୍ରୀୟ ଅଛନ୍ତି। ୩୩, ୦୬୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୬୯ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୨୬, ୬୧୬ [+୩୭] ଜଣ ସଂକ୍ରମିତ ହୋଇଥିବା ବେଳେ ୨୭୧ [+୧୬] ଜଣ ସକ୍ରୀୟ ଅଛନ୍ତି। ୨୬, ୧୦୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୩୭ [+୨୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୪୨, ୩୬୪ [+୪୩] ଜଣ ସଂକ୍ରମିତ ହୋଇଥିବା ବେଳେ ୪୩୩ [+୪୩] ଜଣ ସକ୍ରୀୟ ଅଛନ୍ତି। ୪୧, ୭୯୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୨୩, ୬୭୪ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧୭ [+୫] ଜଣ ସକ୍ରୀୟ ଅଛନ୍ତି। ୨୩, ୪୮୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୨୪, ୨୨୬ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୩୩ [+୧] ଜଣ ସକ୍ରୀୟ ଅଛନ୍ତି। ୨୩, ୯୮୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୧୧, ୪୭୦ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୫୪ [+୨] ଜଣ ସକ୍ରୀୟ ଅଛନ୍ତି। ୧୧, ୩୩୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡା ଜିଲ୍ଲାରେ ୨୪, ୦୭୦ [+୧୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧୬୭ [+୧୫] ଜଣ ସକ୍ରୀୟ ଅଛନ୍ତି। ୨୩, ୬୮୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୧୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୨୦, ୭୧୫ [+୧୯] ଜଣ ସଂକ୍ରମିତ ହୋଇଥିବା ବେଳେ ୯୬ [+୧୮] ଜଣ ସକ୍ରୀୟ ଅଛନ୍ତି। ୨୦, ୪୬୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫୬ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଧା ଜିଲ୍ଲାରେ ୧, ୫୮, ୭୬୯ [+୩୨୩] ଜଣ ସଂକ୍ରମିତ ହୋଇଥିବା ବେଳେ ୩, ୧୯୭ [+୩୨୦] ଜଣ ସକ୍ରୀୟ ଅଛନ୍ତି। ୧, ୫୪, ୧୩୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧, ୪୨୪ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୧୮, ୯୨୮ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୩୨ [+୪] ଜଣ ସକ୍ରୀୟ ଅଛନ୍ତି। ୧୮, ୮୨୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ଜିଲ୍ଲାରେ ୧୧, ୫୭୮ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୭ [+୨] ଜଣ ସକ୍ରୀୟ ଅଛନ୍ତି। ୧୧, ୫୦୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୩୯, ୪୩୫ [+୩୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨୬୧ [+୩୧] ଜଣ ସକ୍ରୀୟ ଅଛନ୍ତି। ୩୮, ୯୧୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୫୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୨୩, ୪୯୧ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧୦ [+୨] ଜଣ ସକ୍ରୀୟ ଅଛନ୍ତି। ୨୩, ୪୦୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୨୩, ୧୦୭ [+୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୪୦ [+୧୧] ଜଣ ସକ୍ରୀୟ ଅଛନ୍ତି। ୨୨, ୭୬୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୁଆପଡା ଜିଲ୍ଲାରେ ୨୨, ୮୩୪ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧୪ [+୩] ଜଣ ସକ୍ରୀୟ ଅଛନ୍ତି। ୨୨, ୭୩୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ପୁରୀ ଜିଲ୍ଲାରେ ୪୪, ୩୯୭ [+୩୯] ଜଣ ସଂକ୍ରମିତ ହୋଇଥିବା ବେଳେ ୨୪୩ [+୩୭] ଜଣ ସକ୍ରୀୟ ଅଛନ୍ତି। ୪୩, ୭୨୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୨୫ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୧୯, ୯୬୪ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୫୭ [+୨] ଜଣ ସକ୍ରୀୟ ଅଛନ୍ତି। ୧୯, ୭୪୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୩୦, ୮୪୪ [+୨୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୩୪ [+୨୧] ଜଣ ସକ୍ରୀୟ ଅଛନ୍ତି। ୩୦, ୪୮୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୨୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁବର୍ଣ୍ଣପୁର ଜିଲ୍ଲାରେ ୧୩୧୨୧ ଜଣ ସଂକ୍ରମିତ ହୋଇଥିବା ବେଳେ ୩୯ ଜଣ ସକ୍ରୀୟ ଅଛନ୍ତି। ୧୩, ୦୨୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ ଜିଲ୍ଲାରେ ୬୧, ୦୬୯ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୯୩ [+୭] ଜଣ ସକ୍ରୀୟ ଅଛନ୍ତି। ୬୦, ୪୦୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୭୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାଜ୍ୟ ପୁଲ୍ ରେ ୨୮, ୨୩୩ [+୬୯] ଜଣ ସଂକ୍ରମିତ ହୋଇଥିବା ବେଳେ ୭୩୧ [+୬୯] ଜଣ ସକ୍ରୀୟ ଅଛନ୍ତି। ୨୭, ୫୦୨ ଜଣ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.