Home Coronavirus Outbreak ରାଜ୍ୟରେ ଆଜି ୧୬୨୯ ନୂଆ ଆକ୍ରାନ୍ତ ଚିହ୍ନଟ, ୬୦ ମୃତ୍ୟୁ – ଜାଣନ୍ତୁ କେଉଁ...

ରାଜ୍ୟରେ ଆଜି ୧୬୨୯ ନୂଆ ଆକ୍ରାନ୍ତ ଚିହ୍ନଟ, ୬୦ ମୃତ୍ୟୁ – ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ?

50

ଭୁବନେଶ୍ୱର ୨୭-୭ (ଓଡ଼ିଆ ପୁଅ) ପୁଣି ରାଜ୍ୟରେ କମିଲା ସଂକ୍ରମଣ। ରାଜ୍ୟରେ ଗତ ୨୪ ଘଂଟାରେ ୧୬୨୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ?

ନୂଆ ଆକ୍ରାନ୍ତ: ୧୬୨୯
– କ୍ୱାରେଣ୍ଟାଇନ୍ ସେଣ୍ଟରରୁ: ୯୩୯
– ସ୍ଥାନୀୟ ଅଞ୍ଚଳରୁ୬୯୦
କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ:
୧- ଅନୁଗୁଳ ଜିଲ୍ଲାରୁ – ୪୪
୨- ବାଲେଶ୍ୱର ଜିଲ୍ଲାରୁ – ୯୩
୩- ବରଗଡ଼ ଜିଲ୍ଲାରୁ – ୧୧
୪- ଭଦ୍ରକ ଜିଲ୍ଲାରୁ – ୭୬
୫- ବଲାଙ୍ଗୀର ଜିଲ୍ଲାରୁ – ୫
୬- ବୌଦ୍ଦ ଜିଲ୍ଲାରୁ – ୨
୭- କଟକ ଜିଲ୍ଲାରୁ – ୧୬୦
୮- ଦେବଗଡ଼ ଜିଲ୍ଲାରୁ – ୯
୯- ଢେଙ୍କାନାଳ ଜିଲ୍ଲାରୁ – ୩୯
୧୦- ଗଜପତି ଜିଲ୍ଲାରୁ – ୨
୧୧- ଗଞ୍ଜାମ ଜିଲ୍ଲାରୁ – ୮
୧୨- ଜଗତସିଂହପୁର ଜିଲ୍ଲାରୁ – ୬୭
୧୩- ଯାଜପୁର ଜିଲ୍ଲାରୁ – ୮୪
୧୪- ଝାରସୁଗୁଡ଼ା ଜିଲ୍ଲାରୁ – ୫
୧୫- କଳାହାଣ୍ଡି ଜିଲ୍ଲାରୁ – ୫
୧୬- କନ୍ଧମାଳ ଜିଲ୍ଲାରୁ – ୧୬
୧୭- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୪୭
୧୮- କେନ୍ଦୁଝର ଜିଲ୍ଲାରୁ – ୨୯
୧୯- ଖୋର୍ଦ୍ଧାରୁ: ୫୩୨
୨୦- କୋରାପୁଟ ଜିଲ୍ଲାରୁ – ୪
୨୧- ମାଲକାନଗିରି : ୫
୨୨- ମୟୁରଭଞ୍ଜ ଜିଲ୍ଲାରୁ – ୫୩
୨୩- ନବରଙ୍ଗପୁର ଜିଲ୍ଲାରେ: ୬
୨୪- ନୟାଗଡ଼ ଜିଲ୍ଲାରୁ – ୩୮
୨୫- ନୂଆପଡ଼ା ଜିଲ୍ଲାରୁ – ୧୦
୨୬- ପୁରୀ ଜିଲ୍ଲାରୁ – ୯୬
୨୭- ରାୟଗଡ଼ା ଜିଲ୍ଲାରୁ – ୧୨
୨୮- ସମ୍ବଲପୁର ଜିଲ୍ଲାରୁ – ୧୪
୨୯- ସୋନପୁର ଜିଲ୍ଲାରୁ – ୨୨
୩୦- ସୁନ୍ଦରଗଡ଼ ଜିଲ୍ଲାରୁ – ୨୨
୩୧- State Pool: ୧୧୩
– ନୂଆ ସୁସ୍ଥ ହୋଇଥିଲେ୨୨୦୪
– ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି୧୫୭୧୮୮୯୦
– ମୋଟ ଆକ୍ରାନ୍ତ ୯୭୦୮୧୪
– ମୋଟ ସୁସ୍ଛ ହୋଲେଣି ୯୪୭୩୮୧
– ସକ୍ରୀୟ ଆକ୍ରାନ୍ତ – ୧୭୭୪୬

ରାଜ୍ୟରେ ଆଜି ୬୦ କରୋନା ମୃତ୍ୟୁ ରିପୋର୍ଟ ହୋଇଛି। ଅବଶ୍ୟ ଏହା ଗୋଟିଏ ଦିନର ମୃତ୍ୟୁ ସଂଖ୍ୟା ନୁହେଁ। ଓଡ଼ିଶା ସରକାରଙ୍କ ଦ୍ୱାରା ନିଯୁକ୍ତ ହୋଇଥିବା ବିଶେଷଜ୍ଞମାନଙ୍କର ମୃତ୍ୟୁ ଅଡିଟ୍ ହେବା ପରେ ଏହି ସଂଖ୍ୟା ପ୍ରକାଶ କରିଛି ସ୍ୱାସ୍ଥ୍ୟ ବିଭାଗ। ତେବେ ଏହା ସହ ମୋଟ ମୃତ୍ୟୁ ସଂଖ୍ୟା ୫,୬୩୪ କୁ ବୃଦ୍ଧି ପାଇଛି। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ –

ଅନୁଗୁଳ ୬ ଜଣ,

ଭଦ୍ରକ ୨ ଜଣ,

ବୌଦ୍ଧ ୪ ଜଣ,

କଟକ ୬ ଜଣ,

ଯାଜପୁର ୧ ଜଣ,

ଝାରସୁଗୁଡ଼ା ୧ ଜଣ,

କନ୍ଧମାଳ ୧ ଜଣ,

କେନ୍ଦୁଝର ୫ ଜଣ,

ଖୋର୍ଦ୍ଧା ୮ ଜଣ,

କୋରାପୁଟ ୧ ଜଣ,

ନବରଙ୍ଗପୁର ୧ ଜଣ,

ନୟାଗଡ଼ ୧ ଜଣ,

ପୁରୀ ୫ ଜଣ,

ସମ୍ବଲପୁର ୪ ଜଣ,

ସୁନ୍ଦରଗଡ ୧୪ ଜଣ,

ମୋଟ ୬୦ ଜଣଙ୍କର ମୃତ୍ୟୁ ହୋଇଛି।

ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୪୨, ୩୦୩ [+୪୪] ଜଣ ସଂକ୍ରମିତ ହୋଇଥିବା ବେଳେ ୫୫୧ [+୩୮] ଜଣ ସକ୍ରୀୟ ଅଛନ୍ତି। ୪୧, ୫୧୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୩୫ [+୬] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୩୭, ୬୩୦ [+୯୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୧୯୦ [+୯୩] ଜଣ ସକ୍ରୀୟ ଅଛନ୍ତି। ୩୬, ୨୫୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୮୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ ଜିଲ୍ଲାରେ ୩୦, ୬୭୮ [+୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୭୧ [+୧୧] ଜଣ ସକ୍ରୀୟ ଅଛନ୍ତି। ୩୦, ୨୩୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୭୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୨୫, ୧୧୬ [+୭୬] ଜଣ ସଂକ୍ରମିତ ହୋଇଥିବା ବେଳେ ୭୮୧ [+୭୪] ଜଣ ସକ୍ରୀୟ ଅଛନ୍ତି। ୨୪, ୨୬୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୪ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୨୩, ୧୪୮ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୬୧ [+୫] ଜଣ ସକ୍ରୀୟ ଅଛନ୍ତି। ୨୨, ୯୯୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଧ ଜିଲ୍ଲାରେ ୧୨, ୪୮୬ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୬୮ [-୨] ଜଣ ସକ୍ରୀୟ ଅଛନ୍ତି। ୧୨, ୩୧୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୩ [+୪] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲାରେ ୮୫, ୬୮୪ [+୧୬୦] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୨୬୬ [+୧୫୪] ଜଣ ସକ୍ରୀୟ ଅଛନ୍ତି। ୮୩, ୦୯୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୨୧ [+୬] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୬, ୧୨୪ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୪୪ [+୯] ଜଣ ସକ୍ରୀୟ ଅଛନ୍ତି। ୬, ୦୪୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଢେଙ୍କାନାଳ ଜିଲ୍ଲାରେ ୧୮, ୯୨୭ [+୩୯] ଜଣ ସଂକ୍ରମିତ ହୋଇଥିବା ବେଳେ ୫୩୨ [+୩୯] ଜଣ ସକ୍ରୀୟ ଅଛନ୍ତି। ୧୮, ୨୮୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତି ଜିଲ୍ଲାରେ ୯, ୪୭୪ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୬୪ [+୨] ଜଣ ସକ୍ରୀୟ ଅଛନ୍ତି। ୯, ୩୩୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୩୩, ୩୯୨ [+୮] ଜଣ ସଂକ୍ରମିତ ହୋଇଥିବା ବେଳେ ୯୨ [+୮] ଜଣ ସକ୍ରୀୟ ଅଛନ୍ତି। ୩୨, ୮୬୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୨୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୨୪, ୯୯୬ [+୬୭] ଜଣ ସଂକ୍ରମିତ ହୋଇଥିବା ବେଳେ ୭୫୩ [+୬୭] ଜଣ ସକ୍ରୀୟ ଅଛନ୍ତି। ୨୪, ୧୫୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୪୦, ୭୭୩ [+୮୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୦୭୫ [+୮୩] ଜଣ ସକ୍ରୀୟ ଅଛନ୍ତି। ୩୯, ୬୩୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୩ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୨୩, ୫୬୦ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୫୫ [+୪] ଜଣ ସକ୍ରୀୟ ଅଛନ୍ତି। ୨୩, ୩୬୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪୧ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୨୪, ୧୦୫ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୭୫ [+୫] ଜଣ ସକ୍ରୀୟ ଅଛନ୍ତି। ୨୩, ୮୩୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୧୧, ୨୪୯ [+୧୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧୯୩ [+୧୫] ଜଣ ସକ୍ରୀୟ ଅଛନ୍ତି। ୧୦, ୯୮୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୯ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡା ଜିଲ୍ଲାରେ ୨୩, ୦୫୩ [+୪୭] ଜଣ ସଂକ୍ରମିତ ହୋଇଥିବା ବେଳେ ୬୨୦ [+୪୭] ଜଣ ସକ୍ରୀୟ ଅଛନ୍ତି। ୨୨, ୩୦୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୨୦, ୨୮୩ [+୨୯] ଜଣ ସଂକ୍ରମିତ ହୋଇଥିବା ବେଳେ ୨୦୬ [+୨୪] ଜଣ ସକ୍ରୀୟ ଅଛନ୍ତି। ୧୯, ୯୫୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨୫ [+୫] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଧା ଜିଲ୍ଲାରେ ୧, ୪୮, ୧୧୦ [+୫୩୨] ଜଣ ସଂକ୍ରମିତ ହୋଇଥିବା ବେଳେ ୪, ୫୮୩ [+୫୨୪] ଜଣ ସକ୍ରୀୟ ଅଛନ୍ତି। ୧, ୪୨, ୪୧୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧, ୧୦୭ [+୮] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୧୮, ୮୦୪ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୨୨୪ [+୩] ଜଣ ସକ୍ରୀୟ ଅଛନ୍ତି। ୧୮, ୫୧୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୦ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ଜିଲ୍ଲାରେ ୧୧, ୪୪୧ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧୪୧ [+୫] ଜଣ ସକ୍ରୀୟ ଅଛନ୍ତି। ୧୧, ୨୫୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୩୮, ୪୪୫ [+୫୩] ଜଣ ସଂକ୍ରମିତ ହୋଇଥିବା ବେଳେ ୬୩୯ [+୫୩] ଜଣ ସକ୍ରୀୟ ଅଛନ୍ତି। ୩୭, ୬୦୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୨୩, ୩୯୫ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୫୫ [+୫] ଜଣ ସକ୍ରୀୟ ଅଛନ୍ତି। ୨୩, ୨୭୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୦ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୨୨, ୩୩୫ [+୩୮] ଜଣ ସଂକ୍ରମିତ ହୋଇଥିବା ବେଳେ ୫୭୦ [+୩୭] ଜଣ ସକ୍ରୀୟ ଅଛନ୍ତି। ୨୧, ୬୨୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪୨ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୁଆପଡା ଜିଲ୍ଲାରେ ୨୨, ୭୭୪ [+୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୫୫ [+୧୦] ଜଣ ସକ୍ରୀୟ ଅଛନ୍ତି। ୨୨, ୬୪୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ପୁରୀ ଜିଲ୍ଲାରେ ୪୨, ୮୫୨ [+୯୬] ଜଣ ସଂକ୍ରମିତ ହୋଇଥିବା ବେଳେ ୮୪୩ [+୯୧] ଜଣ ସକ୍ରୀୟ ଅଛନ୍ତି। ୪୧, ୬୬୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୩୯ [+୫] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୧୯, ୭୦୬ [+୧୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧୫୮ [+୧୨] ଜଣ ସକ୍ରୀୟ ଅଛନ୍ତି। ୧୯, ୩୮୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୩୦, ୪୦୩ [+୧୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧୮୯ [+୧୦] ଜଣ ସକ୍ରୀୟ ଅଛନ୍ତି। ୩୦, ୦୪୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୫ [+୪] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁବର୍ଣ୍ଣପୁର ଜିଲ୍ଲାରେ ୧୩, ୦୦୨ [+୨୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୮ [+୨୨] ଜଣ ସକ୍ରୀୟ ଅଛନ୍ତି। ୧୨, ୮୨୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ ଜିଲ୍ଲାରେ ୬୦, ୬୦୮ [+୨୨] ଜଣ ସଂକ୍ରମିତ ହୋଇଥିବା ବେଳେ ୩୯୨ [+୮] ଜଣ ସକ୍ରୀୟ ଅଛନ୍ତି। ୫୯, ୭୧୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୯୩ [+୧୪] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାଜ୍ୟ ପୁଲ୍ ରେ ୨୫, ୯୫୮ [+୧୧୩] ଜଣ ସଂକ୍ରମିତ ହୋଇଥିବା ବେଳେ ୯୭୨ [+୧୧୩] ଜଣ ସକ୍ରୀୟ ଅଛନ୍ତି। ୨୪, ୯୮୬ ଜଣ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.