Home Coronavirus Outbreak ରାଜ୍ୟରେ ଆଜି ୬୮୧ ନୂଆ ଆକ୍ରାନ୍ତ ଚିହ୍ନଟ, ୫ ମୃତ୍ୟୁ – ଜାଣନ୍ତୁ କେଉଁ ଜିଲ୍ଲାରୁ...

ରାଜ୍ୟରେ ଆଜି ୬୮୧ ନୂଆ ଆକ୍ରାନ୍ତ ଚିହ୍ନଟ, ୫ ମୃତ୍ୟୁ – ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ?

73

ଭୁବନେଶ୍ୱର ୦୪-୯ (ଓଡ଼ିଆ ପୁଅ) ପୁଣି ରାଜ୍ୟରେ କମିଲା ସଂକ୍ରମଣ। ରାଜ୍ୟରେ ଗତ ୨୪ ଘଂଟାରେ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ?

ନୂଆ ଆକ୍ରାନ୍ତ: ୬୮୧
୦-୧୮ ବର୍ଷ : ୧୧୮
– କ୍ୱାରେଣ୍ଟାଇନ୍ ସେଣ୍ଟରରୁ: ୩୯୮
– ସ୍ଥାନୀୟ ଅଞ୍ଚଳରୁ୨୮୩
କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ:
୧- ଅନୁଗୁଳ ଜିଲ୍ଲାରୁ – ୧୮
୨- ବାଲେଶ୍ୱର ଜିଲ୍ଲାରୁ – ୩୪
୩- ବରଗଡ଼ ଜିଲ୍ଲାରୁ – ୧୪
୪- ଭଦ୍ରକ ଜିଲ୍ଲାରୁ – ୯
୫- ବୌଦ୍ଦ ଜିଲ୍ଲାରୁ – ୩
୬- କଟକ ଜିଲ୍ଲାରୁ – ୧୦୧
୭- ଦେବଗଡ଼ ଜିଲ୍ଲାରୁ – ୯
୮- ଢେଙ୍କାନାଳ ଜିଲ୍ଲାରୁ – ୧୯
୯- ଗଞ୍ଜାମ ଜିଲ୍ଲାରୁ – ୧୩
୧୦- ଜଗତସିଂହପୁର ଜିଲ୍ଲାରୁ – ୧୯
୧୧- ଯାଜପୁର ଜିଲ୍ଲାରୁ – ୩୩
୧୨- ଝାରସୁଗୁଡ଼ା ଜିଲ୍ଲାରୁ – ୫
୧୩- କଳାହାଣ୍ଡି ଜିଲ୍ଲାରୁ – ୪
୧୪- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୯
୧୫- କେନ୍ଦୁଝର ଜିଲ୍ଲାରୁ – ୧୦
୧୬- କୋର୍ଦ୍ଧାରୁ : ୨୨୨
୧୭- କୋରାପୁଟ ଜିଲ୍ଲାରୁ – ୩
୧୮- ମାଲକାନଗିରି : ୩
୧୯- ମୟୁରଭଞ୍ଜ ଜିଲ୍ଲାରୁ – ୨୭
୨୦- ନବରଙ୍ଗପୁର ଜିଲ୍ଲାରେ: ୧
୨୧- ନୟାଗଡ଼ ଜିଲ୍ଲାରୁ – ୧୦
୨୨- ପୁରୀ ଜିଲ୍ଲାରୁ – ୨୬
୨୩- ରାୟଗଡ଼ା ଜିଲ୍ଲାରୁ – ୫
୨୪- ସମ୍ବଲପୁର ଜିଲ୍ଲାରୁ – ୧୦
୨୫- ସୋନପୁର ଜିଲ୍ଲାରୁ – ୬
୨୬- ସୁନ୍ଦରଗଡ଼ ଜିଲ୍ଲାରୁ – ୨୦
୨୭- State Pool: ୪୮
– ନୂଆ ସୁସ୍ଥ ହୋଇଥିଲେ୮୩୫
– ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି୧୮୩୩୯୪୫୨
– ମୋଟ ଆକ୍ରାନ୍ତ ୧୦୧୦୭୫୩
– ମୋଟ ସୁସ୍ଛ ହୋଲେଣି ୯୯୫୪୭୪
– ସକ୍ରୀୟ ଆକ୍ରାନ୍ତ – ୭୧୮୬

ରାଜ୍ୟରେ ଆଜି ୫ କରୋନା ମୃତ୍ୟୁ ରିପୋର୍ଟ ହୋଇଛି। ଅବଶ୍ୟ ଏହା ଗୋଟିଏ ଦିନର ମୃତ୍ୟୁ ସଂଖ୍ୟା ନୁହେଁ। ଓଡ଼ିଶା ସରକାରଙ୍କ ଦ୍ୱାରା ନିଯୁକ୍ତ ହୋଇଥିବା ବିଶେଷଜ୍ଞମାନଙ୍କର ମୃତ୍ୟୁ ଅଡିଟ୍ ହେବା ପରେ ଏହି ସଂଖ୍ୟା ପ୍ରକାଶ କରିଛି ସ୍ୱାସ୍ଥ୍ୟ ବିଭାଗ। ତେବେ ଏହା ସହ ମୋଟ ମୃତ୍ୟୁ ସଂଖ୍ୟା ୮,୦୪୦ କୁ ବୃଦ୍ଧି ପାଇଛି। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ –

ଭଦ୍ରକ ୧ ଜଣ,

କଟକ ୧ ଜଣ,

କେନ୍ଦ୍ରାପଡା ୧ ଜଣ,

ଖୋର୍ଦ୍ଧା ୧ ଜଣ,

ନବରଙ୍ଗପୁର ୧ ଜଣ,

ମୋଟ ୫ ଜଣଙ୍କର ମୃତ୍ୟୁ ହୋଇଛି।

ମୃତକଙ୍କ ବିଷୟରେ

୧. ଭଦ୍ରକ ଜିଲ୍ଲାର ଜଣେ ୭୨ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।
୨. କଟକ ଜିଲ୍ଲାର ୭୦ ବର୍ଷ ବୟସ୍କା ମହିଳା ଯିଏ ମଧ୍ୟ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।
୩. କେନ୍ଦ୍ରାପଡା ଜିଲ୍ଲାର ୬୫ ବର୍ଷ ବୟସ୍କ ପୁରୁଷ।
୪. ଭୁବନେଶ୍ୱରର ୭୦ ବର୍ଷ ବୟସ୍କ ପୁରୁଷ।
୫. ନବରଙ୍ଗପୁର ଜିଲ୍ଲାର ୫୮ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ରୋଗ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

ଜିଲ୍ଲାୱାରୀ ସମସ୍ତ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୪୩, ୫୯୧ [+୧୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୧ [+୧୮] ଜଣ ସକ୍ରୀୟ ଅଛନ୍ତି। ୪୩, ୧୧୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୭୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୩୯, ୬୨୯ [+୩୪] ଜଣ ସଂକ୍ରମିତ ହୋଇଥିବା ବେଳେ ୪୫୧ [+୩୪] ଜଣ ସକ୍ରୀୟ ଅଛନ୍ତି। ୩୮, ୮୯୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୮୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ ଜିଲ୍ଲାରେ ୩୦, ୯୬୧ [+୧୪] ଜଣ ସଂକ୍ରମିତ ହୋଇଥିବା ବେଳେ ୭୦ [+୧୪] ଜଣ ସକ୍ରୀୟ ଅଛନ୍ତି। ୩୦, ୫୫୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୩୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୨୬, ୦୬୩ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୬ [+୮] ଜଣ ସକ୍ରୀୟ ଅଛନ୍ତି। ୨୫, ୮୦୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩୯ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୨୩୩୧୦ ଜଣ ସଂକ୍ରମିତ ହୋଇଥିବା ବେଳେ ୨୪ ଜଣ ସକ୍ରୀୟ ଅଛନ୍ତି। ୨୩, ୧୬୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଧ ଜିଲ୍ଲାରେ ୧୨, ୫୮୬ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୪୨ [+୩] ଜଣ ସକ୍ରୀୟ ଅଛନ୍ତି। ୧୨, ୪୩୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲାରେ ୯୧, ୦୩୨ [+୧୦୧] ଜଣ ସଂକ୍ରମିତ ହୋଇଥିବା ବେଳେ ୮୭୩ [+୧୦୦] ଜଣ ସକ୍ରୀୟ ଅଛନ୍ତି। ୮୯, ୩୪୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୧୦ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୬, ୪୧୨ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୮୩ [+୯] ଜଣ ସକ୍ରୀୟ ଅଛନ୍ତି। ୬, ୨୭୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଢେଙ୍କାନାଳ ଜିଲ୍ଲାରେ ୧୯, ୬୧୯ [+୧୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧୭୦ [+୧୯] ଜଣ ସକ୍ରୀୟ ଅଛନ୍ତି। ୧୯, ୨୧୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୩୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତି ଜିଲ୍ଲାରେ ୯୫୬୩ ଜଣ ସଂକ୍ରମିତ ହୋଇଥିବା ବେଳେ ୭ ଜଣ ସକ୍ରୀୟ ଅଛନ୍ତି। ୯, ୪୭୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୩୩, ୬୩୮ [+୧୩] ଜଣ ସଂକ୍ରମିତ ହୋଇଥିବା ବେଳେ ୪୧ [+୧୩] ଜଣ ସକ୍ରୀୟ ଅଛନ୍ତି। ୩୩, ୧୧୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୭୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୨୬, ୮୬୨ [+୧୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧୮୦ [+୧୯] ଜଣ ସକ୍ରୀୟ ଅଛନ୍ତି। ୨୬, ୩୯୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୯୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୪୨, ୬୯୩ [+୩୩] ଜଣ ସଂକ୍ରମିତ ହୋଇଥିବା ବେଳେ ୩୩୦ [+୩୩] ଜଣ ସକ୍ରୀୟ ଅଛନ୍ତି। ୪୨, ୨୦୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୨୩, ୭୦୩ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୨୭ [+୫] ଜଣ ସକ୍ରୀୟ ଅଛନ୍ତି। ୨୩, ୫୦୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୨୪, ୨୫୧ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୨୬ [+୪] ଜଣ ସକ୍ରୀୟ ଅଛନ୍ତି। ୨୪, ୦୧୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୧୧୪୯୪ ଜଣ ସଂକ୍ରମିତ ହୋଇଥିବା ବେଳେ ୨୭ ଜଣ ସକ୍ରୀୟ ଅଛନ୍ତି। ୧୧, ୩୮୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡା ଜିଲ୍ଲାରେ ୨୪, ୨୭୬ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧୫୪ [+୮] ଜଣ ସକ୍ରୀୟ ଅଛନ୍ତି। ୨୩, ୮୭୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪୨ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୨୦, ୮୨୮ [+୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୭୭ [+୧୦] ଜଣ ସକ୍ରୀୟ ଅଛନ୍ତି। ୨୦, ୫୮୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଧା ଜିଲ୍ଲାରେ ୧, ୬୧, ୫୪୫ [+୨୨୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୭୪୯ [+୨୨୧] ଜଣ ସକ୍ରୀୟ ଅଛନ୍ତି। ୧, ୫୭, ୩୨୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧, ୪୬୪ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୧୮, ୯୬୦ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୩୨ [+୩] ଜଣ ସକ୍ରୀୟ ଅଛନ୍ତି। ୧୮, ୮୫୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ଜିଲ୍ଲାରେ ୧୧, ୬୧୦ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୩୨ [+୩] ଜଣ ସକ୍ରୀୟ ଅଛନ୍ତି। ୧୧, ୫୩୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୩୯, ୬୮୨ [+୨୭] ଜଣ ସଂକ୍ରମିତ ହୋଇଥିବା ବେଳେ ୨୨୨ [+୨୭] ଜଣ ସକ୍ରୀୟ ଅଛନ୍ତି। ୩୯, ୧୮୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୭୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୨୩, ୪୯୯ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୮ ଜଣ ସକ୍ରୀୟ ଅଛନ୍ତି। ୨୩, ୪୧୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୪ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୨୩, ୨୨୯ [+୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୧ [+୧୦] ଜଣ ସକ୍ରୀୟ ଅଛନ୍ତି। ୨୨, ୯୨୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୁଆପଡା ଜିଲ୍ଲାରେ ୨୨୮୪୯ ଜଣ ସଂକ୍ରମିତ ହୋଇଥିବା ବେଳେ ୧୪ ଜଣ ସକ୍ରୀୟ ଅଛନ୍ତି। ୨୨, ୭୫୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ପୁରୀ ଜିଲ୍ଲାରେ ୪୪, ୬୪୬ [+୨୬] ଜଣ ସଂକ୍ରମିତ ହୋଇଥିବା ବେଳେ ୨୨୦ [+୨୬] ଜଣ ସକ୍ରୀୟ ଅଛନ୍ତି। ୪୩, ୯୮୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୪୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୨୦, ୦୧୩ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୬୭ [+୫] ଜଣ ସକ୍ରୀୟ ଅଛନ୍ତି। ୧୯, ୭୭୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୩୦, ୯୮୪ [+୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୮ [+୧୦] ଜଣ ସକ୍ରୀୟ ଅଛନ୍ତି। ୩୦, ୬୩୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁବର୍ଣ୍ଣପୁର ଜିଲ୍ଲାରେ ୧୩, ୧୩୭ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୨୩ [+୬] ଜଣ ସକ୍ରୀୟ ଅଛନ୍ତି। ୧୩, ୦୫୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ ଜିଲ୍ଲାରେ ୬୧, ୨୪୬ [+୨୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧୬୯ [+୨୦] ଜଣ ସକ୍ରୀୟ ଅଛନ୍ତି। ୬୦, ୫୦୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୭୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାଜ୍ୟ ପୁଲ୍ ରେ ୨୮, ୮୪୨ [+୪୮] ଜଣ ସଂକ୍ରମିତ ହୋଇଥିବା ବେଳେ ୬୪୨ [+୪୮] ଜଣ ସକ୍ରୀୟ ଅଛନ୍ତି। ୨୮, ୨୦୦ ଜଣ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.