Home Coronavirus Outbreak ରାଜ୍ୟରେ ଆଜି କରୋନା କାରଣରୁ ୮ ମୃତ୍ୟୁ – ମୋଟ ମୃତ୍ୟୁ ସଂଖ୍ୟା ୮, ୦୫୫

ରାଜ୍ୟରେ ଆଜି କରୋନା କାରଣରୁ ୮ ମୃତ୍ୟୁ – ମୋଟ ମୃତ୍ୟୁ ସଂଖ୍ୟା ୮, ୦୫୫

41

ଭୁବନେଶ୍ୱର ୦୬-୯ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୮ କରୋନା ମୃତ୍ୟୁ ରିପୋର୍ଟ ହୋଇଛି। ଅବଶ୍ୟ ଏହା ଗୋଟିଏ ଦିନର ମୃତ୍ୟୁ ସଂଖ୍ୟା ନୁହେଁ। ଓଡ଼ିଶା ସରକାରଙ୍କ ଦ୍ୱାରା ନିଯୁକ୍ତ ହୋଇଥିବା ବିଶେଷଜ୍ଞମାନଙ୍କର ମୃତ୍ୟୁ ଅଡିଟ୍ ହେବା ପରେ ଏହି ସଂଖ୍ୟା ପ୍ରକାଶ କରିଛି ସ୍ୱାସ୍ଥ୍ୟ ବିଭାଗ। ତେବେ ଏହା ସହ ମୋଟ ମୃତ୍ୟୁ ସଂଖ୍ୟା ୮, ୦୫୫ କୁ ବୃଦ୍ଧି ପାଇଛି। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ –

ବାଲେଶ୍ୱର ୧ ଜଣ,
ଗଞ୍ଜାମ ୨ ଜଣ,
ଖୋର୍ଦ୍ଧା ୩ ଜଣ,
ପୁରୀ ୨ ଜଣ,
ମୋଟ ୮ ଜଣଙ୍କର ମୃତ୍ୟୁ ହୋଇଛି।

ମୃତକଙ୍କ ବିଷୟରେ –

୧. ବାଲେଶ୍ୱର ଜିଲ୍ଲାର ୬୮ ବର୍ଷ ବୟସ୍କ ପୁରୁଷ ଯିଏ ବିଭିନ୍ନ ରୋଗରେ ପୀଡିତ ଥିଲେ।

୨. ଗଞ୍ଜାମ ଜିଲ୍ଲାର ୫୩ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୩. ଗଞ୍ଜାମ ଜିଲ୍ଲାର ୫୩ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୪. ଖୋର୍ଦ୍ଧା ଜିଲ୍ଲାର ୫୭ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗ, ବେନିନ୍ ପ୍ରୋଷ୍ଟାଟିକ୍ ହାଇପରପ୍ଲାସିଆ, ହାଇପୋଥାଇରଏଡିଜିମ୍, କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।

୫. ଖୋର୍ଦ୍ଧା ଜିଲ୍ଲାର ୭୩ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୬. ଖୋର୍ଦ୍ଧା ଜିଲ୍ଲାର ୭୯ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ, ମଧୁମେହ ରୋଗରେ ପୀଡିତ ଥିଲେ।

୭. ପୁରୀ ଜିଲ୍ଲାର ଜଣେ ୬୩ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ, ମଧୁମେହ ରୋଗରେ ପୀଡିତ ଥିଲେ।

୮. ପୁରୀ ଜିଲ୍ଲାର ୪୭ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ, କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।

ରାଜ୍ୟରେ ଗତ ୨୪ ଘଂଟାରେ ୬୦୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ?

ନୂଆ ଆକ୍ରାନ୍ତ: ୬୦୯
୦-୧୮ ବର୍ଷ: ୧୨୨
– କ୍ୱାରେଣ୍ଟାଇନ୍ ସେଣ୍ଟରରୁ: ୩୫୪
– ସ୍ଥାନୀୟ ଅଞ୍ଚଳରୁ୨୫୫
କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ:
୧- ଅନୁଗୁଳ ଜିଲ୍ଲାରୁ – ୧୨
୨- ବାଲେଶ୍ୱର ଜିଲ୍ଲାରୁ – ୩୧
୩- ବରଗଡ଼ ଜିଲ୍ଲାରୁ – ୯
୪- ଭଦ୍ରକ ଜିଲ୍ଲାରୁ – ୧୮
୫- ବଲାଙ୍ଗୀର ଜିଲ୍ଲାରୁ – ୪
୬- କଟକ ଜିଲ୍ଲାରୁ – ୧୧୩
୭- ଦେବଗଡ଼ ଜିଲ୍ଲାରୁ – ୪
୮- ଢେଙ୍କାନାଳ ଜିଲ୍ଲାରୁ – ୮
୯- ଗଜପତି ଜିଲ୍ଲାରୁ – ୧
୧୦- ଗଞ୍ଜାମ ଜିଲ୍ଲାରୁ – ୫
୧୧- ଜଗତସିଂହପୁର ଜିଲ୍ଲାରୁ – ୨୨
୧୨- ଯାଜପୁର ଜିଲ୍ଲାରୁ – ୩୧
୧୩- ଝାରସୁଗୁଡ଼ା ଜିଲ୍ଲାରୁ – ୫
୧୪- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୧୩
୧୫- କେନ୍ଦୁଝର ଜିଲ୍ଲାରୁ – ୮
୧୬- ଖୋର୍ଦ୍ଧାରୁ : ୧୮୮
୧୭- କୋରାପୁଟ ଜିଲ୍ଲାରୁ – ୬
୧୮- ମାଲକାନଗିରି : ୧
୧୯- ମୟୁରଭଞ୍ଜ ଜିଲ୍ଲାରୁ – ୨୧
୨୦- ନବରଙ୍ଗପୁର ଜିଲ୍ଲାରେ: ୫
୨୧- ନୟାଗଡ଼ ଜିଲ୍ଲାରୁ – ୫
୨୨- ପୁରୀ ଜିଲ୍ଲାରୁ – ୨୦
୨୩- ରାୟଗଡ଼ା ଜିଲ୍ଲାରୁ – ୭
୨୪- ସମ୍ବଲପୁର ଜିଲ୍ଲାରୁ – ୧୬
୨୫- ସୋନପୁର ଜିଲ୍ଲାରୁ – ୨
୨୬- ସୁନ୍ଦରଗଡ଼ ଜିଲ୍ଲାରୁ – ୯
୨୭- State Pool: ୪୫
– ନୂଆ ସୁସ୍ଥ ହୋଇଥିଲେ୭୬୩
– ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି୧୮୪୭୭୧୩୨
– ମୋଟ ଆକ୍ରାନ୍ତ ୧୦୧୨୧୬୭
– ମୋଟ ସୁସ୍ଛ ହୋଲେଣି ୯୯୭୦୬୩
– ସକ୍ରୀୟ ଆକ୍ରାନ୍ତ – ୬୯୯୬

ଜିଲ୍ଲାୱାରୀ ସମସ୍ତ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୪୩, ୬୧୬ [+୧୨] ଜଣ ସଂକ୍ରମିତ ହୋଇଥିବା ବେଳେ ୯୦ [+୧୨] ଜଣ ସକ୍ରୀୟ ଅଛନ୍ତି। ୪୩, ୧୪୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୭୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୩୯, ୬୯୦ [+୩୧] ଜଣ ସଂକ୍ରମିତ ହୋଇଥିବା ବେଳେ ୪୦୬ [+୩୦] ଜଣ ସକ୍ରୀୟ ଅଛନ୍ତି। ୩୮, ୯୯୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୮୫ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ ଜିଲ୍ଲାରେ ୩୦, ୯୭୫ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୫୬ [+୯] ଜଣ ସକ୍ରୀୟ ଅଛନ୍ତି। ୩୦, ୫୮୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୩୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୨୬, ୦୯୫ [+୧୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧୩୨ [+୧୮] ଜଣ ସକ୍ରୀୟ ଅଛନ୍ତି। ୨୫, ୮୧୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୨୩, ୩୧୪ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୨୨ [+୪] ଜଣ ସକ୍ରୀୟ ଅଛନ୍ତି। ୨୩, ୧୬୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଧ ଜିଲ୍ଲାରେ ୧୨୫୮୯ ଜଣ ସଂକ୍ରମିତ ହୋଇଥିବା ବେଳେ ୪୪ ଜଣ ସକ୍ରୀୟ ଅଛନ୍ତି। ୧୨, ୪୩୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲାରେ ୯୧, ୨୪୩ [+୧୧୩] ଜଣ ସଂକ୍ରମିତ ହୋଇଥିବା ବେଳେ ୯୦୩ [+୧୧୩] ଜଣ ସକ୍ରୀୟ ଅଛନ୍ତି। ୮୯, ୫୨୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୧୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୬, ୪୨୧ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୭୨ [+୪] ଜଣ ସକ୍ରୀୟ ଅଛନ୍ତି। ୬, ୨୯୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଢେଙ୍କାନାଳ ଜିଲ୍ଲାରେ ୧୯, ୬୩୮ [+୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧୭୦ [+୮] ଜଣ ସକ୍ରୀୟ ଅଛନ୍ତି। ୧୯, ୨୨୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୩୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତି ଜିଲ୍ଲାରେ ୯, ୫୬୫ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୭ [+୧] ଜଣ ସକ୍ରୀୟ ଅଛନ୍ତି। ୯, ୪୭୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୩୩, ୬୪୯ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୩୯ [+୩] ଜଣ ସକ୍ରୀୟ ଅଛନ୍ତି। ୩୩, ୧୨୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୭୩ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୨୬, ୯୦୧ [+୨୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧୬୭ [+୨୨] ଜଣ ସକ୍ରୀୟ ଅଛନ୍ତି। ୨୬, ୪୪୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୯୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୪୨, ୭୪୩ [+୩୧] ଜଣ ସଂକ୍ରମିତ ହୋଇଥିବା ବେଳେ ୩୦୭ [+୩୧] ଜଣ ସକ୍ରୀୟ ଅଛନ୍ତି। ୪୨, ୨୭୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୨୩, ୭୧୦ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୨୬ [+୫] ଜଣ ସକ୍ରୀୟ ଅଛନ୍ତି। ୨୩, ୫୦୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୨୪୨୫୧ ଜଣ ସଂକ୍ରମିତ ହୋଇଥିବା ବେଳେ ୧୯ ଜଣ ସକ୍ରୀୟ ଅଛନ୍ତି। ୨୪, ୦୨୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୧୧୪୯୪ ଜଣ ସଂକ୍ରମିତ ହୋଇଥିବା ବେଳେ ୨୩ ଜଣ ସକ୍ରୀୟ ଅଛନ୍ତି। ୧୧, ୩୮୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡା ଜିଲ୍ଲାରେ ୨୪, ୩୨୨ [+୧୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧୫୩ [+୧୩] ଜଣ ସକ୍ରୀୟ ଅଛନ୍ତି। ୨୩, ୯୨୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୨୦, ୮୪୪ [+୮] ଜଣ ସଂକ୍ରମିତ ହୋଇଥିବା ବେଳେ ୭୨ [+୮] ଜଣ ସକ୍ରୀୟ ଅଛନ୍ତି। ୨୦, ୬୦୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଧା ଜିଲ୍ଲାରେ ୧, ୬୨, ୦୭୯ [+୧୮୮] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୬୭୭ [+୧୮୫] ଜଣ ସକ୍ରୀୟ ଅଛନ୍ତି। ୧, ୫୭, ୯୨୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧, ୪୬୮ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୧୮, ୯୭୦ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୩୨ [+୬] ଜଣ ସକ୍ରୀୟ ଅଛନ୍ତି। ୧୮, ୮୬୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ଜିଲ୍ଲାରେ ୧୧, ୬୧୩ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨୬ [+୧] ଜଣ ସକ୍ରୀୟ ଅଛନ୍ତି। ୧୧, ୫୩୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୩୯, ୭୪୦ [+୨୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨୨୬ [+୨୧] ଜଣ ସକ୍ରୀୟ ଅଛନ୍ତି। ୩୯, ୨୩୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୭୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୨୩, ୫୧୧ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୨୦ [+୫] ଜଣ ସକ୍ରୀୟ ଅଛନ୍ତି। ୨୩, ୪୧୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୨୩, ୨୪୪ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୮୭ [+୫] ଜଣ ସକ୍ରୀୟ ଅଛନ୍ତି। ୨୨, ୯୫୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୁଆପଡା ଜିଲ୍ଲାରେ ୨୨୮୪୯ ଜଣ ସଂକ୍ରମିତ ହୋଇଥିବା ବେଳେ ୧୦ ଜଣ ସକ୍ରୀୟ ଅଛନ୍ତି। ୨୨, ୭୫୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ପୁରୀ ଜିଲ୍ଲାରେ ୪୪, ୬୭୮ [+୨୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧୯୧ [+୧୮] ଜଣ ସକ୍ରୀୟ ଅଛନ୍ତି। ୪୪, ୦୪୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୪୩ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୨୦, ୦୨୨ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୭୩ [+୭] ଜଣ ସକ୍ରୀୟ ଅଛନ୍ତି। ୧୯, ୭୮୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୩୧, ୦୨୧ [+୧୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୭ [+୧୬] ଜଣ ସକ୍ରୀୟ ଅଛନ୍ତି। ୩୦, ୬୬୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁବର୍ଣ୍ଣପୁର ଜିଲ୍ଲାରେ ୧୩, ୧୩୯ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୩ [+୨] ଜଣ ସକ୍ରୀୟ ଅଛନ୍ତି। ୧୩, ୦୫୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ ଜିଲ୍ଲାରେ ୬୧, ୨୭୧ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧୬୩ [+୯] ଜଣ ସକ୍ରୀୟ ଅଛନ୍ତି। ୬୦, ୫୩୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୭୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାଜ୍ୟ ପୁଲ୍ ରେ ୨୮, ୯୭୦ [+୪୫] ଜଣ ସଂକ୍ରମିତ ହୋଇଥିବା ବେଳେ ୬୪୩ [+୪୫] ଜଣ ସକ୍ରୀୟ ଅଛନ୍ତି। ୨୮, ୩୨୭ ଜଣ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.