Home Coronavirus Outbreak ରାଜ୍ୟରେ ଆଜି ୮୦୫ ନୂଆ ଆକ୍ରାନ୍ତ ଚିହ୍ନଟ, ୭ ମୃତ୍ୟୁ – ଜାଣନ୍ତୁ କେଉଁ ଜିଲ୍ଲାରୁ...

ରାଜ୍ୟରେ ଆଜି ୮୦୫ ନୂଆ ଆକ୍ରାନ୍ତ ଚିହ୍ନଟ, ୭ ମୃତ୍ୟୁ – ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ?

93

ଭୁବନେଶ୍ୱର ୦୫-୯ (ଓଡ଼ିଆ ପୁଅ) ପୁଣି ରାଜ୍ୟରେ କମିଲା ସଂକ୍ରମଣ। ରାଜ୍ୟରେ ଗତ ୨୪ ଘଂଟାରେ ୮୦୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ?

ନୂଆ ଆକ୍ରାନ୍ତ : ୮୦୫
୦-୧୮ ବର୍ଷର : ୧୩୧
– କ୍ୱାରେଣ୍ଟାଇନ୍ ସେଣ୍ଟରରୁ: ୪୬୭
– ସ୍ଥାନୀୟ ଅଞ୍ଚଳରୁ୩୩୮
କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ:
୧- ଅନୁଗୁଳ ଜିଲ୍ଲାରୁ – ୧୩
୨- ବାଲେଶ୍ୱର ଜିଲ୍ଲାରୁ – ୩୦
୩- ବରଗଡ଼ ଜିଲ୍ଲାରୁ – ୫
୪- ଭଦ୍ରକ ଜିଲ୍ଲାରୁ – ୧୪
୫- ବୌଦ୍ଦ ଜିଲ୍ଲାରୁ – ୩
୬- କଟକ ଜିଲ୍ଲାରୁ – ୯୮
୭- ଦେବଗଡ଼ ଜିଲ୍ଲାରୁ – ୫
୮- ଢେଙ୍କାନାଳ ଜିଲ୍ଲାରୁ – ୧୧
୯- ଗଜପତି ଜିଲ୍ଲାରୁ – ୧
୧୦- ଗଞ୍ଜାମ ଜିଲ୍ଲାରୁ – ୬
୧୧- ଜଗତସିଂହପୁର ଜିଲ୍ଲାରୁ – ୧୭
୧୨- ଯାଜପୁର ଜିଲ୍ଲାରୁ – ୧୯
୧୩- ଝାରସୁଗୁଡ଼ା ଜିଲ୍ଲାରୁ – ୨
୧୪- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୩୩
୧୫- କେନ୍ଦୁଝର ଜିଲ୍ଲାରୁ – ୮
୧୬- ଖୋର୍ଦ୍ଧାରୁ : ୩୪୬
୧୭- କୋରାପୁଟ ଜିଲ୍ଲାରୁ – ୪
୧୮- ମାଲକାନଗିରି : ୨
୧୯- ମୟୁରଭଞ୍ଜ ଜିଲ୍ଲାରୁ – ୩୭
୨୦- ନବରଙ୍ଗପୁର ଜିଲ୍ଲାରେ: ୭
୨୧- ନୟାଗଡ଼ ଜିଲ୍ଲାରୁ – ୧୦
୨୨- ପୁରୀ ଜିଲ୍ଲାରୁ – ୧୨
୨୩- ରାୟଗଡ଼ା ଜିଲ୍ଲାରୁ – ୨
୨୪- ସମ୍ବଲପୁର ଜିଲ୍ଲାରୁ – ୨୧
୨୫- ସୁନ୍ଦରଗଡ଼ ଜିଲ୍ଲାରୁ – ୧୬
୨୬- State Pool: ୮୩
– ନୂଆ ସୁସ୍ଥ ହୋଇଥିଲେ୮୨୬
– ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି୧୮୪୧୧୮୬୪
– ମୋଟ ଆକ୍ରାନ୍ତ ୧୦୧୧୫୫୮
– ମୋଟ ସୁସ୍ଛ ହୋଲେଣି ୯୯୬୩୦୦
– ସକ୍ରୀୟ ଆକ୍ରାନ୍ତ – ୭୧୫୮

ରାଜ୍ୟରେ ଆଜି କରୋନା ମୃତ୍ୟୁ ରିପୋର୍ଟ ହୋଇଛି। ଅବଶ୍ୟ ଏହା ଗୋଟିଏ ଦିନର ମୃତ୍ୟୁ ସଂଖ୍ୟା ନୁହେଁ। ଓଡ଼ିଶା ସରକାରଙ୍କ ଦ୍ୱାରା ନିଯୁକ୍ତ ହୋଇଥିବା ବିଶେଷଜ୍ଞମାନଙ୍କର ମୃତ୍ୟୁ ଅଡିଟ୍ ହେବା ପରେ ଏହି ସଂଖ୍ୟା ପ୍ରକାଶ କରିଛି ସ୍ୱାସ୍ଥ୍ୟ ବିଭାଗ। ତେବେ ଏହା ସହ ମୋଟ ମୃତ୍ୟୁ ସଂଖ୍ୟା କୁ ବୃଦ୍ଧି ପାଇଛି। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ –

ଅନୁଗୁଳ ୨ ଜଣ,

ବାଲେଶ୍ୱର ୨ ଜଣ,

ଭଦ୍ରକ ୧ ଜଣ,

କଟକ ୧ ଜଣ,

ଖୋର୍ଦ୍ଧା ୧ ଜଣ,

ମୋଟ ୭ ଜଣଙ୍କର ମୃତ୍ୟୁ ହୋଇଛି।

ଜିଲ୍ଲାୱାରୀ ସମ୍ପୂର୍ଣ୍ଣ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୪୩, ୬୦୪ [+୧୩] ଜଣ ସଂକ୍ରମିତ ହୋଇଥିବା ବେଳେ ୯୬ [+୧୧] ଜଣ ସକ୍ରୀୟ ଅଛନ୍ତି। ୪୩, ୧୩୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୭୭ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୩୯, ୬୫୯ [+୩୦] ଜଣ ସଂକ୍ରମିତ ହୋଇଥିବା ବେଳେ ୪୨୩ [+୨୮] ଜଣ ସକ୍ରୀୟ ଅଛନ୍ତି। ୩୮, ୯୪୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୮୪ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ ଜିଲ୍ଲାରେ ୩୦, ୯୬୬ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୬୦ [+୫] ଜଣ ସକ୍ରୀୟ ଅଛନ୍ତି। ୩୦, ୫୭୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୩୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୨୬, ୦୭୭ [+୧୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୧ [+୧୩] ଜଣ ସକ୍ରୀୟ ଅଛନ୍ତି। ୨୫, ୮୧୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪୦ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୨୩୩୧୦ ଜଣ ସଂକ୍ରମିତ ହୋଇଥିବା ବେଳେ ୨୪ ଜଣ ସକ୍ରୀୟ ଅଛନ୍ତି। ୨୩, ୧୬୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଧ ଜିଲ୍ଲାରେ ୧୨, ୫୮୯ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୪୪ [+୩] ଜଣ ସକ୍ରୀୟ ଅଛନ୍ତି। ୧୨, ୪୩୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲାରେ ୯୧, ୧୩୦ [+୯୮] ଜଣ ସଂକ୍ରମିତ ହୋଇଥିବା ବେଳେ ୮୬୪ [+୯୭] ଜଣ ସକ୍ରୀୟ ଅଛନ୍ତି। ୮୯, ୪୫୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୧୧ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୬, ୪୧୭ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୭୮ [+୫] ଜଣ ସକ୍ରୀୟ ଅଛନ୍ତି। ୬, ୨୮୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଢେଙ୍କାନାଳ ଜିଲ୍ଲାରେ ୧୯, ୬୩୦ [+୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୭୩ [+୧୧] ଜଣ ସକ୍ରୀୟ ଅଛନ୍ତି। ୧୯, ୨୧୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୩୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତି ଜିଲ୍ଲାରେ ୯, ୫୬୪ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୮ [+୧] ଜଣ ସକ୍ରୀୟ ଅଛନ୍ତି। ୯, ୪୭୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୩୩, ୬୪୪ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୪୩ [+୬] ଜଣ ସକ୍ରୀୟ ଅଛନ୍ତି। ୩୩, ୧୨୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୭୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୨୬, ୮୭୯ [+୧୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧୬୭ [+୧୭] ଜଣ ସକ୍ରୀୟ ଅଛନ୍ତି। ୨୬, ୪୨୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୯୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୪୨, ୭୧୨ [+୧୯] ଜଣ ସଂକ୍ରମିତ ହୋଇଥିବା ବେଳେ ୩୦୭ [+୧୯] ଜଣ ସକ୍ରୀୟ ଅଛନ୍ତି। ୪୨, ୨୪୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୨୩, ୭୦୫ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୩ [+୨] ଜଣ ସକ୍ରୀୟ ଅଛନ୍ତି। ୨୩, ୫୦୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୨୪୨୫୧ ଜଣ ସଂକ୍ରମିତ ହୋଇଥିବା ବେଳେ ୨୩ ଜଣ ସକ୍ରୀୟ ଅଛନ୍ତି। ୨୪, ୦୧୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୧୧୪୯୪ ଜଣ ସଂକ୍ରମିତ ହୋଇଥିବା ବେଳେ ୨୪ ଜଣ ସକ୍ରୀୟ ଅଛନ୍ତି। ୧୧, ୩୮୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡା ଜିଲ୍ଲାରେ ୨୪, ୩୦୯ [+୩୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧୬୭ [+୩୩] ଜଣ ସକ୍ରୀୟ ଅଛନ୍ତି। ୨୩, ୮୯୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୨୦, ୮୩୬ [+୮] ଜଣ ସଂକ୍ରମିତ ହୋଇଥିବା ବେଳେ ୬୬ [+୮] ଜଣ ସକ୍ରୀୟ ଅଛନ୍ତି। ୨୦, ୬୦୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଧା ଜିଲ୍ଲାରେ ୧, ୬୧, ୮୯୧ [+୩୪୬] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୭୮୨ [+୩୪୫] ଜଣ ସକ୍ରୀୟ ଅଛନ୍ତି। ୧, ୫୭, ୬୩୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧, ୪୬୫ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୧୮, ୯୬୪ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୩୨ [+୪] ଜଣ ସକ୍ରୀୟ ଅଛନ୍ତି। ୧୮, ୮୫୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ଜିଲ୍ଲାରେ ୧୧, ୬୧୨ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୮ [+୨] ଜଣ ସକ୍ରୀୟ ଅଛନ୍ତି। ୧୧, ୫୩୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୩୯, ୭୧୯ [+୩୭] ଜଣ ସଂକ୍ରମିତ ହୋଇଥିବା ବେଳେ ୨୩୨ [+୩୭] ଜଣ ସକ୍ରୀୟ ଅଛନ୍ତି। ୩୯, ୨୧୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୭୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୨୩, ୫୦୬ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧୫ [+୭] ଜଣ ସକ୍ରୀୟ ଅଛନ୍ତି। ୨୩, ୪୧୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୨୩, ୨୩୯ [+୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୯୯ [+୧୦] ଜଣ ସକ୍ରୀୟ ଅଛନ୍ତି। ୨୨, ୯୩୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୁଆପଡା ଜିଲ୍ଲାରେ ୨୨୮୪୯ ଜଣ ସଂକ୍ରମିତ ହୋଇଥିବା ବେଳେ ୧୨ ଜଣ ସକ୍ରୀୟ ଅଛନ୍ତି। ୨୨, ୭୫୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ପୁରୀ ଜିଲ୍ଲାରେ ୪୪, ୬୫୮ [+୧୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୧୨ [+୧୨] ଜଣ ସକ୍ରୀୟ ଅଛନ୍ତି। ୪୪, ୦୦୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୪୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୨୦, ୦୧୫ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୬୭ [+୨] ଜଣ ସକ୍ରୀୟ ଅଛନ୍ତି। ୧୯, ୭୮୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୩୧, ୦୦୫ [+୨୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୬ [+୨୧] ଜଣ ସକ୍ରୀୟ ଅଛନ୍ତି। ୩୦, ୬୪୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁବର୍ଣ୍ଣପୁର ଜିଲ୍ଲାରେ ୧୩୧୩୭ ଜଣ ସଂକ୍ରମିତ ହୋଇଥିବା ବେଳେ ୨୨ ଜଣ ସକ୍ରୀୟ ଅଛନ୍ତି। ୧୩, ୦୫୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ ଜିଲ୍ଲାରେ ୬୧, ୨୬୨ [+୧୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧୭୦ [+୧୬] ଜଣ ସକ୍ରୀୟ ଅଛନ୍ତି। ୬୦, ୫୧୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୭୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାଜ୍ୟ ପୁଲ୍ ରେ ୨୮, ୯୨୫ [+୮୩] ଜଣ ସଂକ୍ରମିତ ହୋଇଥିବା ବେଳେ ୬୬୦ [+୮୩] ଜଣ ସକ୍ରୀୟ ଅଛନ୍ତି। ୨୮, ୨୬୫ ଜଣ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.