Home Coronavirus Outbreak ରାଜ୍ୟରେ ଆଜି ୬୩୮ ନୂଆ ଆକ୍ରାନ୍ତ ଚିହ୍ନଟ, ୭ ମୃତ୍ୟୁ – ଜାଣନ୍ତୁ କେଉଁ ଜିଲ୍ଲାରୁ...

ରାଜ୍ୟରେ ଆଜି ୬୩୮ ନୂଆ ଆକ୍ରାନ୍ତ ଚିହ୍ନଟ, ୭ ମୃତ୍ୟୁ – ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ?

48

ଭୁବନେଶ୍ୱର ୦୭-୯ (ଓଡ଼ିଆ ପୁଅ) ପୁଣି ରାଜ୍ୟରେ କମିଲା ସଂକ୍ରମଣ। ରାଜ୍ୟରେ ଗତ ୨୪ ଘଂଟାରେ ୬୩୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ?

ନୂଆ ଆକ୍ରାନ୍ତ: ୬୩୮
୦-୧୮ ବର୍ଷ : ୯୩
– କ୍ୱାରେଣ୍ଟାଇନ୍ ସେଣ୍ଟରରୁ: ୩୭୨
– ସ୍ଥାନୀୟ ଅଞ୍ଚଳରୁ୨୬୬
କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ:
୧- ଅନୁଗୁଳ ଜିଲ୍ଲାରୁ – ୧୭
୨- ବାଲେଶ୍ୱର ଜିଲ୍ଲାରୁ – ୩୩
୩- ବରଗଡ଼ ଜିଲ୍ଲାରୁ – ୭
୪- ଭଦ୍ରକ ଜିଲ୍ଲାରୁ – ୧୪
୫- ବଲାଙ୍ଗୀର ଜିଲ୍ଲାରୁ – ୨
୬- ବୌଦ୍ଦ ଜିଲ୍ଲାରୁ – ୧
୭- କଟକ ଜିଲ୍ଲାରୁ – ୬୬
୮- ଦେବଗଡ଼ ଜିଲ୍ଲାରୁ – ୩
୯- ଢେଙ୍କାନାଳ ଜିଲ୍ଲାରୁ – ୯
୧୦- ଗଜପତି ଜିଲ୍ଲାରୁ – ୯
୧୧- ଗଞ୍ଜାମ ଜିଲ୍ଲାରୁ – ୪
୧୨- ଜଗତସିଂହପୁର ଜିଲ୍ଲାରୁ – ୨୨
୧୩- ଯାଜପୁର ଜିଲ୍ଲାରୁ – ୩୨
୧୪- ଝାରସୁଗୁଡ଼ା ଜିଲ୍ଲାରୁ – ୨
୧୫- କଳାହାଣ୍ଡି ଜିଲ୍ଲାରୁ – ୨
୧୬- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୧୫
୧୭- କେନ୍ଦୁଝର ଜିଲ୍ଲାରୁ – ୧୪
୧୮- ଖୋର୍ଦ୍ଧାରୁ : ୨୪୫
୧୯- କୋରାପୁଟ ଜିଲ୍ଲାରୁ – ୩
୨୦- ମାଲକାନଗିରି : ୫
୨୧- ମୟୁରଭଞ୍ଜ ଜିଲ୍ଲାରୁ – ୨୨
୨୨- ନବରଙ୍ଗପୁର ଜିଲ୍ଲାରେ: ୪
୨୩- ନୟାଗଡ଼ ଜିଲ୍ଲାରୁ – ୨
୨୪- ପୁରୀ ଜିଲ୍ଲାରୁ – ୧୮
୨୫- ରାୟଗଡ଼ା ଜିଲ୍ଲାରୁ – ୪
୨୬- ସମ୍ବଲପୁର ଜିଲ୍ଲାରୁ – ୧୪
୨୭- ସୋନପୁର ଜିଲ୍ଲାରୁ – ୨
୨୮- ସୁନ୍ଦରଗଡ଼ ଜିଲ୍ଲାରୁ – ୧୫
୨୯- State Pool: ୫୨
– ନୂଆ ସୁସ୍ଥ ହୋଇଥିଲେ୭୨୭
– ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି୧୮୫୩୪୪୩୫
– ମୋଟ ଆକ୍ରାନ୍ତ ୧୦୧୨୮୦୫
– ମୋଟ ସୁସ୍ଛ ହୋଲେଣି ୯୯୭୭୯୦
– ସକ୍ରୀୟ ଆକ୍ରାନ୍ତ – ୬୯୦୦

ରାଜ୍ୟରେ ଆଜି ୭ କରୋନା ମୃତ୍ୟୁ ରିପୋର୍ଟ ହୋଇଛି। ଅବଶ୍ୟ ଏହା ଗୋଟିଏ ଦିନର ମୃତ୍ୟୁ ସଂଖ୍ୟା ନୁହେଁ। ଓଡ଼ିଶା ସରକାରଙ୍କ ଦ୍ୱାରା ନିଯୁକ୍ତ ହୋଇଥିବା ବିଶେଷଜ୍ଞମାନଙ୍କର ମୃତ୍ୟୁ ଅଡିଟ୍ ହେବା ପରେ ଏହି ସଂଖ୍ୟା ପ୍ରକାଶ କରିଛି ସ୍ୱାସ୍ଥ୍ୟ ବିଭାଗ। ତେବେ ଏହା ସହ ମୋଟ ମୃତ୍ୟୁ ସଂଖ୍ୟା ୮୦୬୨ କୁ ବୃଦ୍ଧି ପାଇଛି। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ –

ଅନୁଗୁଳ ୨ ଜଣ,

କଟକ ୨ ଜଣ,

ଖୋର୍ଦ୍ଧା ୨ ଜଣ,

ପୁରୀ ୧ ଜଣ,

ମୋଟ ୭ ଜଣଙ୍କର ମୃତ୍ୟୁ ହୋଇଛି।

ମୃତକଙ୍କ ବିଷୟରେ –

୧. ଅନୁଗୁଳ ଜିଲ୍ଲାର ୭୫ ବର୍ଷ ବୟସ୍କା ମହିଳା ଯିଏ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୨. ଅନୁଗୁଳ ଜିଲ୍ଲାର ୬୦ ବର୍ଷ ବୟସ୍କ ପୁରୁଷ।

୩. ଭୁବନେଶ୍ୱରର ୬୪ ବର୍ଷ ବୟସ୍କ ପୁରୁଷ।

୪. କଟକ ଜିଲ୍ଲାର ୮୫ ବର୍ଷ ବୟସ୍କା ମହିଳା।

୫. କଟକ ଜିଲ୍ଲାର ୪୭ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ରୋଗରେ ପୀଡିତ ଥିଲେ।

୬. ଖୋର୍ଦ୍ଧା ଜିଲ୍ଲାର ୬୭ ବର୍ଷ ବୟସ୍କ ପୁରୁଷ।

୭. ପୁରୀ ଜିଲ୍ଲାର ଜଣେ ୪୭ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ ଏବଂ କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।

ଜିଲ୍ଲାୱାରୀ ସମସ୍ତ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୪୩, ୬୩୩ [+୧୭] ଜଣ ସଂକ୍ରମିତ ହୋଇଥିବା ବେଳେ ୮୯ [+୧୫] ଜଣ ସକ୍ରୀୟ ଅଛନ୍ତି। ୪୩, ୧୬୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୭୯ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୩୯, ୭୨୩ [+୩୩] ଜଣ ସଂକ୍ରମିତ ହୋଇଥିବା ବେଳେ ୩୯୪ [+୩୩] ଜଣ ସକ୍ରୀୟ ଅଛନ୍ତି। ୩୯, ୦୩୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୮୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ ଜିଲ୍ଲାରେ ୩୦, ୯୮୨ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୫୮ [+୭] ଜଣ ସକ୍ରୀୟ ଅଛନ୍ତି। ୩୦, ୫୯୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୩୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୨୬, ୧୦୯ [+୧୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧୩୨ [+୧୪] ଜଣ ସକ୍ରୀୟ ଅଛନ୍ତି। ୨୫, ୮୩୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୨୩, ୩୧୬ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୪ [+୨] ଜଣ ସକ୍ରୀୟ ଅଛନ୍ତି। ୨୩, ୧୬୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଧ ଜିଲ୍ଲାରେ ୧୨, ୫୯୦ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୪୩ [+୧] ଜଣ ସକ୍ରୀୟ ଅଛନ୍ତି। ୧୨, ୪୩୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲାରେ ୯୧, ୩୦୯ [+୬୬] ଜଣ ସଂକ୍ରମିତ ହୋଇଥିବା ବେଳେ ୮୬୪ [+୬୪] ଜଣ ସକ୍ରୀୟ ଅଛନ୍ତି। ୮୯, ୬୨୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୧୩ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୬, ୪୨୪ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୬୫ [+୩] ଜଣ ସକ୍ରୀୟ ଅଛନ୍ତି। ୬, ୩୦୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଢେଙ୍କାନାଳ ଜିଲ୍ଲାରେ ୧୯, ୬୪୭ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧୫୫ [+୯] ଜଣ ସକ୍ରୀୟ ଅଛନ୍ତି। ୧୯, ୨୫୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୩୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତି ଜିଲ୍ଲାରେ ୯, ୫୭୪ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧୬ [+୯] ଜଣ ସକ୍ରୀୟ ଅଛନ୍ତି। ୯, ୪୭୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୩୩, ୬୫୩ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୪୦ [+୪] ଜଣ ସକ୍ରୀୟ ଅଛନ୍ତି। ୩୩, ୧୩୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୭୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୨୬, ୯୨୩ [+୨୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧୬୯ [+୨୨] ଜଣ ସକ୍ରୀୟ ଅଛନ୍ତି। ୨୬, ୪୬୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୯୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୪୨, ୭୭୫ [+୩୨] ଜଣ ସଂକ୍ରମିତ ହୋଇଥିବା ବେଳେ ୩୦୬ [+୩୨] ଜଣ ସକ୍ରୀୟ ଅଛନ୍ତି। ୪୨, ୩୧୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୨୩, ୭୧୨ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୬ [+୨] ଜଣ ସକ୍ରୀୟ ଅଛନ୍ତି। ୨୩, ୫୧୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୨୪, ୨୫୩ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୧ [+୨] ଜଣ ସକ୍ରୀୟ ଅଛନ୍ତି। ୨୪, ୦୨୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୧୧୪୯୪ ଜଣ ସଂକ୍ରମିତ ହୋଇଥିବା ବେଳେ ୧୯ ଜଣ ସକ୍ରୀୟ ଅଛନ୍ତି। ୧୧, ୩୯୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡା ଜିଲ୍ଲାରେ ୨୪, ୩୩୭ [+୧୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧୪୯ [+୧୫] ଜଣ ସକ୍ରୀୟ ଅଛନ୍ତି। ୨୩, ୯୪୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୨୦, ୮୫୮ [+୧୪] ଜଣ ସଂକ୍ରମିତ ହୋଇଥିବା ବେଳେ ୮୦ [+୧୪] ଜଣ ସକ୍ରୀୟ ଅଛନ୍ତି। ୨୦, ୬୦୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଧା ଜିଲ୍ଲାରେ ୧, ୬୨, ୩୨୪ [+୨୪୫] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୬୬୧ [+୨୪୩] ଜଣ ସକ୍ରୀୟ ଅଛନ୍ତି। ୧, ୫୮, ୧୮୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧, ୪୭୦ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୧୮, ୯୭୩ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୩୧ [+୩] ଜଣ ସକ୍ରୀୟ ଅଛନ୍ତି। ୧୮, ୮୬୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ଜିଲ୍ଲାରେ ୧୧, ୬୧୮ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୨୮ [+୫] ଜଣ ସକ୍ରୀୟ ଅଛନ୍ତି। ୧୧, ୫୪୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୩୯, ୭୬୨ [+୨୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୨୮ [+୨୨] ଜଣ ସକ୍ରୀୟ ଅଛନ୍ତି। ୩୯, ୨୫୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୭୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୨୩, ୫୧୫ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୨୪ [+୪] ଜଣ ସକ୍ରୀୟ ଅଛନ୍ତି। ୨୩, ୪୧୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୨୩, ୨୪୬ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୭୫ [+୨] ଜଣ ସକ୍ରୀୟ ଅଛନ୍ତି। ୨୨, ୯୬୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୁଆପଡା ଜିଲ୍ଲାରେ ୨୨୮୪୯ ଜଣ ସଂକ୍ରମିତ ହୋଇଥିବା ବେଳେ ୧୦ ଜଣ ସକ୍ରୀୟ ଅଛନ୍ତି। ୨୨, ୭୫୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ପୁରୀ ଜିଲ୍ଲାରେ ୪୪, ୬୯୬ [+୧୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧୮୨ [+୧୭] ଜଣ ସକ୍ରୀୟ ଅଛନ୍ତି। ୪୪, ୦୬୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୪୪ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୨୦, ୦୨୬ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୭୬ [+୪] ଜଣ ସକ୍ରୀୟ ଅଛନ୍ତି। ୧୯, ୭୮୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୩୧, ୦୩୫ [+୧୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୫ [+୧୪] ଜଣ ସକ୍ରୀୟ ଅଛନ୍ତି। ୩୦, ୬୮୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁବର୍ଣ୍ଣପୁର ଜିଲ୍ଲାରେ ୧୩, ୧୪୧ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୪ [+୨] ଜଣ ସକ୍ରୀୟ ଅଛନ୍ତି। ୧୩, ୦୫୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ ଜିଲ୍ଲାରେ ୬୧, ୨୮୬ [+୧୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧୫୮ [+୧୫] ଜଣ ସକ୍ରୀୟ ଅଛନ୍ତି। ୬୦, ୫୫୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୭୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାଜ୍ୟ ପୁଲ୍ ରେ ୨୯, ୦୨୨ [+୫୨] ଜଣ ସଂକ୍ରମିତ ହୋଇଥିବା ବେଳେ ୬୩୮ [+୫୨] ଜଣ ସକ୍ରୀୟ ଅଛନ୍ତି। ୨୮, ୩୮୪ ଜଣ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.