Home Coronavirus Outbreak ରାଜ୍ୟରେ ଆଜି କରୋନା କାରଣରୁ ୮ ମୃତ୍ୟୁ – ମୋଟ ମୃତ୍ୟୁ ସଂଖ୍ୟା ୮, ୦୭୦

ରାଜ୍ୟରେ ଆଜି କରୋନା କାରଣରୁ ୮ ମୃତ୍ୟୁ – ମୋଟ ମୃତ୍ୟୁ ସଂଖ୍ୟା ୮, ୦୭୦

55

ଭୁବନେଶ୍ୱର ୦୮-୯ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୮ କରୋନା ମୃତ୍ୟୁ ରିପୋର୍ଟ ହୋଇଛି। ଅବଶ୍ୟ ଏହା ଗୋଟିଏ ଦିନର ମୃତ୍ୟୁ ସଂଖ୍ୟା ନୁହେଁ। ଓଡ଼ିଶା ସରକାରଙ୍କ ଦ୍ୱାରା ନିଯୁକ୍ତ ହୋଇଥିବା ବିଶେଷଜ୍ଞମାନଙ୍କର ମୃତ୍ୟୁ ଅଡିଟ୍ ହେବା ପରେ ଏହି ସଂଖ୍ୟା ପ୍ରକାଶ କରିଛି ସ୍ୱାସ୍ଥ୍ୟ ବିଭାଗ। ତେବେ ଏହା ସହ ମୋଟ ମୃତ୍ୟୁ ସଂଖ୍ୟା ୮, ୦୭୦ କୁ ବୃଦ୍ଧି ପାଇଛି। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ –

ଅନୁଗୁଳ ୧ ଜଣ,
ବାଲେଶ୍ୱର ୧ ଜଣ,
ଢେଙ୍କାନାଳ ୨ ଜଣ,
କେନ୍ଦୁଝର ୧ ଜଣ,
ଖୋର୍ଦ୍ଧା ୨ ଜଣ,
କୋରାପୁଟ ୧ ଜଣ,
ମୋଟ ୮ ଜଣଙ୍କର ମୃତ୍ୟୁ ହୋଇଛି।

ରାଜ୍ୟରେ ଗତ ୨୪ ଘଂଟାରେ ୭୬୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ?

ନୂଆ ଆକ୍ରାନ୍ତ: ୭୬୨
୦-୧୮ ବର୍ଷ : ୧୦୨
– କ୍ୱାରେଣ୍ଟାଇନ୍ ସେଣ୍ଟରରୁ: ୪୪୩
– ସ୍ଥାନୀୟ ଅଞ୍ଚଳରୁ୩୧୯
କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ:
୧- ଅନୁଗୁଳ ଜିଲ୍ଲାରୁ – ୨୦
୨- ବାଲେଶ୍ୱର ଜିଲ୍ଲାରୁ – ୧୭
୩- ବରଗଡ଼ ଜିଲ୍ଲାରୁ – ୧୩
୪- ଭଦ୍ରକ ଜିଲ୍ଲାରୁ – ୯
୫- ବଲାଙ୍ଗୀର ଜିଲ୍ଲାରୁ – ୨
୬- କଟକ ଜିଲ୍ଲାରୁ – ୧୧୯
୭- ଦେବଗଡ଼ ଜିଲ୍ଲାରୁ – ୧
୮- ଢେଙ୍କାନାଳ ଜିଲ୍ଲାରୁ – ୯
୯- ଗଜପତି ଜିଲ୍ଲାରୁ – ୧
୧୦- ଗଞ୍ଜାମ ଜିଲ୍ଲାରୁ – ୪
୧୧- ଜଗତସିଂହପୁର ଜିଲ୍ଲାରୁ – ୨୪
୧୨- ଯାଜପୁର ଜିଲ୍ଲାରୁ – ୧୯
୧୩- ଝାରସୁଗୁଡ଼ା ଜିଲ୍ଲାରୁ – ୪
୧୪- କଳାହାଣ୍ଡି ଜିଲ୍ଲାରୁ – ୧
୧୫- କନ୍ଧମାଳ ଜିଲ୍ଲାରୁ – ୧
୧୬- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୨୧
୧୭- କେନ୍ଦୁଝର ଜିଲ୍ଲାରୁ – ୭
୧୮- ଖୋର୍ଦ୍ଧାରୁ : ୩୧୪
୧୯- କୋରାପୁଟ ଜିଲ୍ଲାରୁ – ୬
୨୦- ମାଲକାନଗିରି : ୧
୨୧- ମୟୁରଭଞ୍ଜ ଜିଲ୍ଲାରୁ – ୨୯
୨୨- ନବରଙ୍ଗପୁର ଜିଲ୍ଲାରେ: ୨
୨୩- ନୟାଗଡ଼ ଜିଲ୍ଲାରୁ – ୩
୨୪- ନୂଆପଡ଼ା ଜିଲ୍ଲାରୁ – ୩
୨୫- ପୁରୀ ଜିଲ୍ଲାରୁ – ୧୬
୨୬- ରାୟଗଡ଼ା ଜିଲ୍ଲାରୁ – ୬
୨୭- ସମ୍ବଲପୁର ଜିଲ୍ଲାରୁ – ୭
୨୮- ସୋନପୁର ଜିଲ୍ଲାରୁ – ୩
୨୯- ସୁନ୍ଦରଗଡ଼ ଜିଲ୍ଲାରୁ – ୨୬
୩୦- State Pool: ୭୪
– ନୂଆ ସୁସ୍ଥ ହୋଇଥିଲେ୮୦୧
– ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି୧୮୫୯୯୦୩୭
– ମୋଟ ଆକ୍ରାନ୍ତ ୧୦୧୩୫୬୭
– ମୋଟ ସୁସ୍ଛ ହୋଲେଣି ୯୯୮୫୯୧
– ସକ୍ରୀୟ ଆକ୍ରାନ୍ତ – ୬୮୫୩

ଜିଲ୍ଲାୱାରୀ ସମସ୍ତ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୪୩, ୬୫୩ [+୨୦] ଜଣ ସଂକ୍ରମିତ ହୋଇଥିବା ବେଳେ ୯୦ [+୧୯] ଜଣ ସକ୍ରୀୟ ଅଛନ୍ତି। ୪୩, ୧୮୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୮୦ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୩୯, ୭୪୦ [+୧୭] ଜଣ ସଂକ୍ରମିତ ହୋଇଥିବା ବେଳେ ୩୫୧ [+୧୬] ଜଣ ସକ୍ରୀୟ ଅଛନ୍ତି। ୩୯, ୦୯୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୮୬ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ ଜିଲ୍ଲାରେ ୩୦, ୯୯୫ [+୧୩] ଜଣ ସଂକ୍ରମିତ ହୋଇଥିବା ବେଳେ ୬୮ [+୧୩] ଜଣ ସକ୍ରୀୟ ଅଛନ୍ତି। ୩୦, ୫୯୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୩୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୨୬, ୧୧୮ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧୩୫ [+୯] ଜଣ ସକ୍ରୀୟ ଅଛନ୍ତି। ୨୫, ୮୩୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୨୩, ୩୧୮ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୫ [+୨] ଜଣ ସକ୍ରୀୟ ଅଛନ୍ତି। ୨୩, ୧୬୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଧ ଜିଲ୍ଲାରେ ୧୨୫୯୦ ଜଣ ସଂକ୍ରମିତ ହୋଇଥିବା ବେଳେ ୩୮ ଜଣ ସକ୍ରୀୟ ଅଛନ୍ତି। ୧୨, ୪୪୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲାରେ ୯୧, ୪୨୮ [+୧୧୯] ଜଣ ସଂକ୍ରମିତ ହୋଇଥିବା ବେଳେ ୯୧୮ [+୧୧୯] ଜଣ ସକ୍ରୀୟ ଅଛନ୍ତି। ୮୯, ୬୯୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୧୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୬, ୪୨୫ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୫୫ [+୧] ଜଣ ସକ୍ରୀୟ ଅଛନ୍ତି। ୬, ୩୨୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଢେଙ୍କାନାଳ ଜିଲ୍ଲାରେ ୧୯, ୬୫୬ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧୫୦ [+୭] ଜଣ ସକ୍ରୀୟ ଅଛନ୍ତି। ୧୯, ୨୬୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪୧ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତି ଜିଲ୍ଲାରେ ୯, ୫୭୫ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୫ [+୧] ଜଣ ସକ୍ରୀୟ ଅଛନ୍ତି। ୯, ୪୭୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୩୩, ୬୫୭ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୩୯ [+୪] ଜଣ ସକ୍ରୀୟ ଅଛନ୍ତି। ୩୩, ୧୩୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୭୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୨୬, ୯୪୭ [+୨୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧୭୫ [+୨୪] ଜଣ ସକ୍ରୀୟ ଅଛନ୍ତି। ୨୬, ୪୮୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୯୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୪୨, ୭୯୪ [+୧୯] ଜଣ ସଂକ୍ରମିତ ହୋଇଥିବା ବେଳେ ୨୯୩ [+୧୯] ଜଣ ସକ୍ରୀୟ ଅଛନ୍ତି। ୪୨, ୩୪୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୨୩, ୭୧୬ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୨୩ [+୪] ଜଣ ସକ୍ରୀୟ ଅଛନ୍ତି। ୨୩, ୫୧୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୨୪, ୨୫୪ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୯ [+୧] ଜଣ ସକ୍ରୀୟ ଅଛନ୍ତି। ୨୪, ୦୨୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୧୧, ୪୯୫ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୭ [+୧] ଜଣ ସକ୍ରୀୟ ଅଛନ୍ତି। ୧୧, ୩୯୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡା ଜିଲ୍ଲାରେ ୨୪, ୩୫୮ [+୨୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୪୯ [+୨୧] ଜଣ ସକ୍ରୀୟ ଅଛନ୍ତି। ୨୩, ୯୬୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୨୦, ୮୬୫ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୮୧ [+୬] ଜଣ ସକ୍ରୀୟ ଅଛନ୍ତି। ୨୦, ୬୧୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୮ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଧା ଜିଲ୍ଲାରେ ୧, ୬୨, ୬୩୮ [+୩୧୪] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୬୧୭ [+୩୧୨] ଜଣ ସକ୍ରୀୟ ଅଛନ୍ତି। ୧, ୫୮, ୫୩୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧, ୪୭୨ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୧୮, ୯୭୯ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୩୩ [+୫] ଜଣ ସକ୍ରୀୟ ଅଛନ୍ତି। ୧୮, ୮୭୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୬ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ଜିଲ୍ଲାରେ ୧୧, ୬୧୯ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨୭ [+୧] ଜଣ ସକ୍ରୀୟ ଅଛନ୍ତି। ୧୧, ୫୪୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୩୯, ୭୯୧ [+୨୯] ଜଣ ସଂକ୍ରମିତ ହୋଇଥିବା ବେଳେ ୨୩୧ [+୨୯] ଜଣ ସକ୍ରୀୟ ଅଛନ୍ତି। ୩୯, ୨୮୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୭୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୨୩, ୫୧୭ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୬ [+୨] ଜଣ ସକ୍ରୀୟ ଅଛନ୍ତି। ୨୩, ୪୧୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୨୩, ୨୪୯ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୬୭ [+୩] ଜଣ ସକ୍ରୀୟ ଅଛନ୍ତି। ୨୨, ୯୭୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୁଆପଡା ଜିଲ୍ଲାରେ ୨୨, ୮୫୨ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧୧ [+୩] ଜଣ ସକ୍ରୀୟ ଅଛନ୍ତି। ୨୨, ୭୫୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ପୁରୀ ଜିଲ୍ଲାରେ ୪୪, ୭୧୨ [+୧୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧୭୯ [+୧୬] ଜଣ ସକ୍ରୀୟ ଅଛନ୍ତି। ୪୪, ୦୮୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୪୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୨୦, ୦୩୨ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୭୭ [+୬] ଜଣ ସକ୍ରୀୟ ଅଛନ୍ତି। ୧୯, ୭୮୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୩୧, ୦୪୨ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୫ [+୭] ଜଣ ସକ୍ରୀୟ ଅଛନ୍ତି। ୩୦, ୬୮୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁବର୍ଣ୍ଣପୁର ଜିଲ୍ଲାରେ ୧୩, ୧୪୪ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୨୭ [+୩] ଜଣ ସକ୍ରୀୟ ଅଛନ୍ତି। ୧୩, ୦୫୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ ଜିଲ୍ଲାରେ ୬୧, ୩୧୨ [+୨୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧୬୮ [+୨୬] ଜଣ ସକ୍ରୀୟ ଅଛନ୍ତି। ୬୦, ୫୬୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୭୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାଜ୍ୟ ପୁଲ୍ ରେ ୨୯, ୦୯୬ [+୭୪] ଜଣ ସଂକ୍ରମିତ ହୋଇଥିବା ବେଳେ ୬୩୪ [+୭୪] ଜଣ ସକ୍ରୀୟ ଅଛନ୍ତି। ୨୮, ୪୬୨ ଜଣ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.