Home Coronavirus Outbreak ରାଜ୍ୟରେ ଆଜି ୧୯୨୭ ନୂଆ ଆକ୍ରାନ୍ତ ଚିହ୍ନଟ, ୬୯ ମୃତ୍ୟୁ – ଜାଣନ୍ତୁ କେଉଁ...

ରାଜ୍ୟରେ ଆଜି ୧୯୨୭ ନୂଆ ଆକ୍ରାନ୍ତ ଚିହ୍ନଟ, ୬୯ ମୃତ୍ୟୁ – ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ?

103

ଭୁବନେଶ୍ୱର ୨୧-୭ (ଓଡ଼ିଆ ପୁଅ) ପୁଣି ରାଜ୍ୟରେ କମିଲା ସଂକ୍ରମଣ। ରାଜ୍ୟରେ ଗତ ୨୪ ଘଂଟାରେ ୧୯୨୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ?

ନୂଆ ଆକ୍ରାନ୍ତ: ୧୯୨୭
– କ୍ୱାରେଣ୍ଟାଇନ୍ ସେଣ୍ଟରରୁ: ୧୧୧୫
– ସ୍ଥାନୀୟ ଅଞ୍ଚଳରୁ୮୧୨
କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ:
୧- ଅନୁଗୁଳ ଜିଲ୍ଲାରୁ – ୫୫
୨- ବାଲେଶ୍ୱର ଜିଲ୍ଲାରୁ – ୧୧୧
୩- ବରଗଡ଼ ଜିଲ୍ଲାରୁ – ୨୭
୪- ଭଦ୍ରକ ଜିଲ୍ଲାରୁ – ୧୯
୫- ବଲାଙ୍ଗୀର ଜିଲ୍ଲାରୁ – ୧୧
୬- ବୌଦ୍ଦ ଜିଲ୍ଲାରୁ – ୭
୭- କଟକ ଜିଲ୍ଲାରୁ – ୨୪୮
୮- ଦେବଗଡ଼ ଜିଲ୍ଲାରୁ – ୬
୯- ଢେଙ୍କାନାଳ ଜିଲ୍ଲାରୁ – ୭୫
୧୦- ଗଜପତି ଜିଲ୍ଲାରୁ – ୪
୧୧- ଗଞ୍ଜାମ ଜିଲ୍ଲାରୁ – ୧୦
୧୨- ଜଗତସିଂହପୁର ଜିଲ୍ଲାରୁ – ୯୧
୧୩- ଯାଜପୁର ଜିଲ୍ଲାରୁ – ୧୨୩
୧୪- ଝାରସୁଗୁଡ଼ା ଜିଲ୍ଲାରୁ – ୮
୧୫- କଳାହାଣ୍ଡି ଜିଲ୍ଲାରୁ – ୭
୧୬- କନ୍ଧମାଳ ଜିଲ୍ଲାରୁ – ୧୮
୧୭- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୭୩
୧୮- କେନ୍ଦୁଝର ଜିଲ୍ଲାରୁ – ୩୨
୧୯- କୋର୍ଦ୍ଧାରୁ: ୪୯୮
୨୦- କୋରାପୁଟ ଜିଲ୍ଲାରୁ – ୮
୨୧- ମାଲକାନଗିରି : ୧୮
୨୨- ମୟୁରଭଞ୍ଜ ଜିଲ୍ଲାରୁ – ୯୦
୨୩- ନବରଙ୍ଗପୁର ଜିଲ୍ଲାରେ: ୧୫
୨୪- ନୟାଗଡ଼ ଜିଲ୍ଲାରୁ – ୬୪
୨୫- ନୂଆପଡ଼ା ଜିଲ୍ଲାରୁ – ୫
୨୬- ପୁରୀ ଜିଲ୍ଲାରୁ – ୧୦୩
୨୭- ରାୟଗଡ଼ା ଜିଲ୍ଲାରୁ – ୨୨
୨୮- ସମ୍ବଲପୁର ଜିଲ୍ଲାରୁ – ୩୩
୨୯- ସୋନପୁର ଜିଲ୍ଲାରୁ – ୮
୩୦- ସୁନ୍ଦରଗଡ଼ ଜିଲ୍ଲାରୁ – ୩୮
୩୧- State Pool: ୧୦୦
– ନୂଆ ସୁସ୍ଥ ହୋଇଥିଲେ୨୩୪୧
– ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି୧୫୨୭୮୩୯୯
– ମୋଟ ଆକ୍ରାନ୍ତ ୯୫୯୯୮୬
– ମୋଟ ସୁସ୍ଛ ହୋଲେଣି ୯୩୫୦୦୭
– ସକ୍ରୀୟ ଆକ୍ରାନ୍ତ – ୧୯୬୮୫

ରାଜ୍ୟରେ ଆଜି କରୋନା ୬୯ ମୃତ୍ୟୁ ରିପୋର୍ଟ ହୋଇଛି। ଅବଶ୍ୟ ଏହା ଗୋଟିଏ ଦିନର ମୃତ୍ୟୁ ସଂଖ୍ୟା ନୁହେଁ। ଓଡ଼ିଶା ସରକାରଙ୍କ ଦ୍ୱାରା ନିଯୁକ୍ତ ହୋଇଥିବା ବିଶେଷଜ୍ଞମାନଙ୍କର ମୃତ୍ୟୁ ଅଡିଟ୍ ହେବା ପରେ ଏହି ସଂଖ୍ୟା ପ୍ରକାଶ କରିଛି ସ୍ୱାସ୍ଥ୍ୟ ବିଭାଗ। ତେବେ ଏହା ସହ ମୋଟ ମୃତ୍ୟୁ ସଂଖ୍ୟା ୫୨୪୧ କୁ ବୃଦ୍ଧି ପାଇଛି। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ –

ଅନୁଗୁଳ ୬ ଜଣ,

ବାଲେଶ୍ୱର ୩ ଜଣ,

ବରଗଡ ୭ ଜଣ,

ଭଦ୍ରକ ୨ ଜଣ,

ବୌଦ୍ଧ ୨ ଜଣ,

ଗଞ୍ଜାମ ୨ ଜଣ,

କେନ୍ଦ୍ରାପଡା ୪ ଜଣ,

କେନ୍ଦୁଝର ୫ ଜଣ,

ଖୋର୍ଦ୍ଧା ୨୨ ଜଣ,

କୋରାପୁଟ ୧ ଜଣ,

ନୟାଗଡ଼ ୨ ଜଣ,

ପୁରୀ ୨ ଜଣ,

ସୁବର୍ଣ୍ଣପୁର ୧ ଜଣ,

ସୁନ୍ଦରଗଡ ୧୦ ଜଣ,

ମୋଟ ୬୯ ଜଣଙ୍କର ମୃତ୍ୟୁ ହୋଇଛି।

ଜିଲ୍ଲାୱାରୀ ସମସ୍ତ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୪୧, ୮୩୭ [+୫୫] ଜଣ ସଂକ୍ରମିତ ହୋଇଥିବା ବେଳେ ୫୯୦ [+୪୯] ଜଣ ସକ୍ରୀୟ ଅଛନ୍ତି। ୪୧, ୦୪୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦୬ [+୬] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୩୭, ୦୫୫ [+୧୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୫୩୨ [+୧୦୮] ଜଣ ସକ୍ରୀୟ ଅଛନ୍ତି। ୩୫, ୩୫୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୨ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ ଜିଲ୍ଲାରେ ୩୦, ୫୮୬ [+୨୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧୮୫ [+୨୦] ଜଣ ସକ୍ରୀୟ ଅଛନ୍ତି। ୩୦, ୧୪୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୬୧ [+୭] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୨୪, ୭୦୧ [+୧୯] ଜଣ ସଂକ୍ରମିତ ହୋଇଥିବା ବେଳେ ୮୮୪ [+୧୭] ଜଣ ସକ୍ରୀୟ ଅଛନ୍ତି। ୨୩, ୭୫୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୨ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୨୩, ୧୧୧ [+୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୮୨ [+୧୧] ଜଣ ସକ୍ରୀୟ ଅଛନ୍ତି। ୨୨, ୯୩୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଧ ଜିଲ୍ଲାରେ ୧୨, ୪୬୧ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୯ [+୫] ଜଣ ସକ୍ରୀୟ ଅଛନ୍ତି। ୧୨, ୨୫୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯୯ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲାରେ ୮୪, ୨୭୫ [+୨୪୮] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୭୨୯ [+୨୪୮] ଜଣ ସକ୍ରୀୟ ଅଛନ୍ତି। ୮୧, ୨୨୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୧୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୬, ୦୯୩ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୨୯ [+୬] ଜଣ ସକ୍ରୀୟ ଅଛନ୍ତି। ୬, ୦୨୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଢେଙ୍କାନାଳ ଜିଲ୍ଲାରେ ୧୮, ୬୭୦ [+୭୫] ଜଣ ସଂକ୍ରମିତ ହୋଇଥିବା ବେଳେ ୫୭୫ [+୭୫] ଜଣ ସକ୍ରୀୟ ଅଛନ୍ତି। ୧୭, ୯୯୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତି ଜିଲ୍ଲାରେ ୯, ୪୩୩ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୭୨ [+୪] ଜଣ ସକ୍ରୀୟ ଅଛନ୍ତି। ୯, ୨୮୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୩୩, ୩୩୪ [+୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୯୦ [+୮] ଜଣ ସକ୍ରୀୟ ଅଛନ୍ତି। ୩୨, ୮୧୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୨୪ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୨୪, ୪୮୯ [+୯୧] ଜଣ ସଂକ୍ରମିତ ହୋଇଥିବା ବେଳେ ୮୧୩ [+୯୧] ଜଣ ସକ୍ରୀୟ ଅଛନ୍ତି। ୨୩, ୫୮୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୪୦, ୧୯୦ [+୧୨୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୪୫୫ [+୧୨୩] ଜଣ ସକ୍ରୀୟ ଅଛନ୍ତି। ୩୮, ୬୭୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୨୩, ୫୧୮ [+୮] ଜଣ ସଂକ୍ରମିତ ହୋଇଥିବା ବେଳେ ୭୦ [+୮] ଜଣ ସକ୍ରୀୟ ଅଛନ୍ତି। ୨୩, ୩୧୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୨୪, ୦୭୦ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୯୨ [+୭] ଜଣ ସକ୍ରୀୟ ଅଛନ୍ତି। ୨୩, ୭୮୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୧୧, ୧୨୯ [+୧୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧୮୧ [+୧୮] ଜଣ ସକ୍ରୀୟ ଅଛନ୍ତି। ୧୦, ୮୮୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡା ଜିଲ୍ଲାରେ ୨୨, ୫୯୯ [+୭୩] ଜଣ ସଂକ୍ରମିତ ହୋଇଥିବା ବେଳେ ୬୩୦ [+୬୯] ଜଣ ସକ୍ରୀୟ ଅଛନ୍ତି। ୨୧, ୮୫୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧୮ [+୪] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୨୦, ୧୧୪ [+୩୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୨୨ [+୨୭] ଜଣ ସକ୍ରୀୟ ଅଛନ୍ତି। ୧୯, ୭୯୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୦ [+୫] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଧା ଜିଲ୍ଲାରେ ୧, ୪୫, ୨୪୪ [+୪୯୮] ଜଣ ସଂକ୍ରମିତ ହୋଇଥିବା ବେଳେ ୪, ୪୬୨ [+୪୭୬] ଜଣ ସକ୍ରୀୟ ଅଛନ୍ତି। ୧, ୩୯, ୮୧୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯୫୭ [+୨୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୧୮, ୭୫୮ [+୮] ଜଣ ସଂକ୍ରମିତ ହୋଇଥିବା ବେଳେ ୨୯୪ [+୭] ଜଣ ସକ୍ରୀୟ ଅଛନ୍ତି। ୧୮, ୩୯୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୯ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ଜିଲ୍ଲାରେ ୧୧, ୩୬୦ [+୧୮] ଜଣ ସଂକ୍ରମିତ ହୋଇଥିବା ବେଳେ ୨୧୩ [+୧୮] ଜଣ ସକ୍ରୀୟ ଅଛନ୍ତି। ୧୧, ୧୦୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୩୮, ୦୬୬ [+୯୦] ଜଣ ସଂକ୍ରମିତ ହୋଇଥିବା ବେଳେ ୮୪୬ [+୯୦] ଜଣ ସକ୍ରୀୟ ଅଛନ୍ତି। ୩୭, ୦୨୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୨୩, ୩୫୩ [+୧୫] ଜଣ ସଂକ୍ରମିତ ହୋଇଥିବା ବେଳେ ୯୮ [+୧୫] ଜଣ ସକ୍ରୀୟ ଅଛନ୍ତି। ୨୩, ୨୦୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୨୨, ୦୦୦ [+୬୪] ଜଣ ସଂକ୍ରମିତ ହୋଇଥିବା ବେଳେ ୬୧୫ [+୬୨] ଜଣ ସକ୍ରୀୟ ଅଛନ୍ତି। ୨୧, ୨୪୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪୧ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୁଆପଡା ଜିଲ୍ଲାରେ ୨୨, ୭୩୪ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୩୯ [+୫] ଜଣ ସକ୍ରୀୟ ଅଛନ୍ତି। ୨୨, ୬୨୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ପୁରୀ ଜିଲ୍ଲାରେ ୪୨, ୨୭୯ [+୧୦୩] ଜଣ ସଂକ୍ରମିତ ହୋଇଥିବା ବେଳେ ୮୩୩ [+୧୦୧] ଜଣ ସକ୍ରୀୟ ଅଛନ୍ତି। ୪୧, ୧୩୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୧୨ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୧୯, ୬୧୬ [+୨୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୧୩ [+୨୨] ଜଣ ସକ୍ରୀୟ ଅଛନ୍ତି। ୧୯, ୨୫୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୩୦, ୨୭୯ [+୩୩] ଜଣ ସଂକ୍ରମିତ ହୋଇଥିବା ବେଳେ ୨୨୩ [+୩୩] ଜଣ ସକ୍ରୀୟ ଅଛନ୍ତି। ୨୯, ୯୦୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁବର୍ଣ୍ଣପୁର ଜିଲ୍ଲାରେ ୧୨, ୯୩୫ [+୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୮ [+୭] ଜଣ ସକ୍ରୀୟ ଅଛନ୍ତି। ୧୨, ୭୮୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୬ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ ଜିଲ୍ଲାରେ ୬୦, ୩୨୫ [+୩୮] ଜଣ ସଂକ୍ରମିତ ହୋଇଥିବା ବେଳେ ୫୩୧ [+୨୮] ଜଣ ସକ୍ରୀୟ ଅଛନ୍ତି। ୫୯, ୩୩୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୫୮ [+୧୦] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାଜ୍ୟ ପୁଲ୍ ରେ ୨୫, ୩୭୨ [+୧୦୦] ଜଣ ସଂକ୍ରମିତ ହୋଇଥିବା ବେଳେ ୮୭୦ [+୧୦୦] ଜଣ ସକ୍ରୀୟ ଅଛନ୍ତି। ୨୪, ୫୦୨ ଜଣ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.