Home Coronavirus Outbreak ରାଜ୍ୟରେ ଆଜି ୨୦୮୫ ନୂଆ ଆକ୍ରାନ୍ତ ଚିହ୍ନଟ, ୫୬ ମୃତ୍ୟୁ – ଜାଣନ୍ତୁ କେଉଁ ଜିଲ୍ଲାରୁ...

ରାଜ୍ୟରେ ଆଜି ୨୦୮୫ ନୂଆ ଆକ୍ରାନ୍ତ ଚିହ୍ନଟ, ୫୬ ମୃତ୍ୟୁ – ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ?

109

ଭୁବନେଶ୍ୱର ୨୦-୭ (ଓଡ଼ିଆ ପୁଅ) ପୁଣି ରାଜ୍ୟରେ କମିଲା ସଂକ୍ରମଣ। ରାଜ୍ୟରେ ଗତ ୨୪ ଘଂଟାରେ ୨,୦୮୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ?

ନୂଆ ଆକ୍ରାନ୍ତ: ୨୦୮୫
– କ୍ୱାରେଣ୍ଟାଇନ୍ ସେଣ୍ଟରରୁ: ୧୧୯୮
– ସ୍ଥାନୀୟ ଅଞ୍ଚଳରୁ୮୮୭
କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ:
୧- ଅନୁଗୁଳ ଜିଲ୍ଲାରୁ – ୭୩
୨- ବାଲେଶ୍ୱର ଜିଲ୍ଲାରୁ – ୧୧୩
୩- ବରଗଡ଼ ଜିଲ୍ଲାରୁ – ୧୫
୪- ଭଦ୍ରକ ଜିଲ୍ଲାରୁ – ୧୭୩
୫- ବଲାଙ୍ଗୀର ଜିଲ୍ଲାରୁ – ୭
୬- ବୌଦ୍ଦ ଜିଲ୍ଲାରୁ – ୩
୭- କଟକ ଜିଲ୍ଲାରୁ – ୨୧୦
୮- ଦେବଗଡ଼ ଜିଲ୍ଲାରୁ – ୪
୯- ଢେଙ୍କାନାଳ ଜିଲ୍ଲାରୁ – ୪୧
୧୦- ଗଜପତି ଜିଲ୍ଲାରୁ – ୧୯
୧୧- ଗଞ୍ଜାମ ଜିଲ୍ଲାରୁ – ୧୪
୧୨- ଜଗତସିଂହପୁର ଜିଲ୍ଲାରୁ – ୧୦୮
୧୩- ଯାଜପୁର ଜିଲ୍ଲାରୁ – ୧୩୨
୧୪- ଝାରସୁଗୁଡ଼ା ଜିଲ୍ଲାରୁ – ୨
୧୫- କଳାହାଣ୍ଡି ଜିଲ୍ଲାରୁ – ୧୦
୧୬- କନ୍ଧମାଳ ଜିଲ୍ଲାରୁ – ୧୮
୧୭- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୯୪
୧୮- କେନ୍ଦୁଝର ଜିଲ୍ଲାରୁ – ୨୪
୧୯- ଖୋର୍ଦ୍ଧା ଜିଲ୍ଲାରୁ: ୫୨୮
୨୦- କୋରାପୁଟ ଜିଲ୍ଲାରୁ – ୧୬
୨୧- ମାଲକାନଗିରି : ୧୯
୨୨- ମୟୁରଭଞ୍ଜ ଜିଲ୍ଲାରୁ – ୮୪
୨୩- ନବରଙ୍ଗପୁର ଜିଲ୍ଲାରେ: ୧୮
୨୪- ନୟାଗଡ଼ ଜିଲ୍ଲାରୁ – ୬୦
୨୫- ନୂଆପଡ଼ା ଜିଲ୍ଲାରୁ – ୫
୨୬- ପୁରୀ ଜିଲ୍ଲାରୁ – ୧୦୬
୨୭- ରାୟଗଡ଼ା ଜିଲ୍ଲାରୁ – ୧୪
୨୮- ସମ୍ବଲପୁର ଜିଲ୍ଲାରୁ – ୩୬
୨୯- ସୋନପୁର ଜିଲ୍ଲାରୁ – ୪
୩୦- ସୁନ୍ଦରଗଡ଼ ଜିଲ୍ଲାରୁ – ୨୫
୩୧- State Pool: ୧୧୦
– ନୂଆ ସୁସ୍ଥ ହୋଇଥିଲେ୨୨୪୮
– ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି୧୫୨୦୬୩୩୮
– ମୋଟ ଆକ୍ରାନ୍ତ ୯୫୮୦୫୯
– ମୋଟ ସୁସ୍ଛ ହୋଲେଣି ୯୩୨୬୬୬
– ସକ୍ରୀୟ ଆକ୍ରାନ୍ତ – ୨୦୧୬୮

ରାଜ୍ୟରେ ଆଜି ୫୬ କରୋନା ମୃତ୍ୟୁ ରିପୋର୍ଟ ହୋଇଛି। ଅବଶ୍ୟ ଏହା ଗୋଟିଏ ଦିନର ମୃତ୍ୟୁ ସଂଖ୍ୟା ନୁହେଁ। ଓଡ଼ିଶା ସରକାରଙ୍କ ଦ୍ୱାରା ନିଯୁକ୍ତ ହୋଇଥିବା ବିଶେଷଜ୍ଞମାନଙ୍କର ମୃତ୍ୟୁ ଅଡିଟ୍ ହେବା ପରେ ଏହି ସଂଖ୍ୟା ପ୍ରକାଶ କରିଛି ସ୍ୱାସ୍ଥ୍ୟ ବିଭାଗ। ତେବେ ଏହା ସହ ମୋଟ ମୃତ୍ୟୁ ସଂଖ୍ୟା ୫,୧୭୨ କୁ ବୃଦ୍ଧି ପାଇଛି। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ –

ବରଗଡ ୬ ଜଣ,

କଟକ ୧ ଜଣ,

ଦେବଗଡ଼ ୧ ଜଣ,

ଗଞ୍ଜାମ ୧ ଜଣ,

କଳାହାଣ୍ଡି ୧ ଜଣ,

କେନ୍ଦ୍ରାପଡା ୩ ଜଣ,

କେନ୍ଦୁଝର ୩ ଜଣ,

ଖୋର୍ଦ୍ଧା ୧୯ ଜଣ,

କୋରାପୁଟ ୧ ଜଣ,

ମାଲକାନଗିରି ୨ ଜଣ,

ମୟୁରଭଞ୍ଜ ୬ ଜଣ,

ପୁରୀ ୩ ଜଣ,

ସମ୍ବଲପୁର ୧ ଜଣ,

ସୁନ୍ଦରଗଡ ୮ ଜଣ,

ମୋଟ ୫୬ ଜଣଙ୍କର ମୃତ୍ୟୁ ହୋଇଛି।

ଜିଲ୍ଲାୱାରୀ ସମସ୍ତ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୪୧, ୭୮୨ [+୭୩] ଜଣ ସଂକ୍ରମିତ ହୋଇଥିବା ବେଳେ ୫୯୧ [+୭୩] ଜଣ ସକ୍ରୀୟ ଅଛନ୍ତି। ୪୦, ୯୯୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୩୬, ୯୪୪ [+୧୧୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୫୮୮ [+୧୧୩] ଜଣ ସକ୍ରୀୟ ଅଛନ୍ତି। ୩୫, ୧୯୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ ଜିଲ୍ଲାରେ ୩୦, ୫୫୯ [+୧୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧୭୬ [+୯] ଜଣ ସକ୍ରୀୟ ଅଛନ୍ତି। ୩୦, ୧୨୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୫୪ [+୬] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୨୪, ୬୮୨ [+୧୭୩] ଜଣ ସଂକ୍ରମିତ ହୋଇଥିବା ବେଳେ ୯୩୨ [+୧୭୩] ଜଣ ସକ୍ରୀୟ ଅଛନ୍ତି। ୨୩, ୬୮୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୨୩, ୧୦୦ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୯୫ [+୭] ଜଣ ସକ୍ରୀୟ ଅଛନ୍ତି। ୨୨, ୯୧୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଧ ଜିଲ୍ଲାରେ ୧୨, ୪୫୪ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୮ [+୩] ଜଣ ସକ୍ରୀୟ ଅଛନ୍ତି। ୧୨, ୨୪୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲାରେ ୮୪, ୦୨୭ [+୨୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୭୬୭ [+୨୦୯] ଜଣ ସକ୍ରୀୟ ଅଛନ୍ତି। ୮୦, ୯୪୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୧୫ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୬, ୦୮୭ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୩୦ [+୩] ଜଣ ସକ୍ରୀୟ ଅଛନ୍ତି। ୬, ୦୨୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୬ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଢେଙ୍କାନାଳ ଜିଲ୍ଲାରେ ୧୮, ୫୯୫ [+୪୧] ଜଣ ସଂକ୍ରମିତ ହୋଇଥିବା ବେଳେ ୫୭୦ [+୪୧] ଜଣ ସକ୍ରୀୟ ଅଛନ୍ତି। ୧୭, ୯୨୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତି ଜିଲ୍ଲାରେ ୯, ୪୨୯ [+୧୯] ଜଣ ସଂକ୍ରମିତ ହୋଇଥିବା ବେଳେ ୭୪ [+୧୯] ଜଣ ସକ୍ରୀୟ ଅଛନ୍ତି। ୯, ୨୭୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୩୩, ୩୨୪ [+୧୪] ଜଣ ସଂକ୍ରମିତ ହୋଇଥିବା ବେଳେ ୯୩ [+୧୩] ଜଣ ସକ୍ରୀୟ ଅଛନ୍ତି। ୩୨, ୮୦୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୨୨ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୨୪, ୩୯୮ [+୧୦୮] ଜଣ ସଂକ୍ରମିତ ହୋଇଥିବା ବେଳେ ୭୯୮ [+୧୦୮] ଜଣ ସକ୍ରୀୟ ଅଛନ୍ତି। ୨୩, ୫୧୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୪୦, ୦୬୭ [+୧୩୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୪୩୦ [+୧୩୨] ଜଣ ସକ୍ରୀୟ ଅଛନ୍ତି। ୩୮, ୫୭୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୨୩, ୫୧୦ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୭୯ [+୨] ଜଣ ସକ୍ରୀୟ ଅଛନ୍ତି। ୨୩, ୨୯୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୨୪, ୦୬୩ [+୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୯୬ [+୯] ଜଣ ସକ୍ରୀୟ ଅଛନ୍ତି। ୨୩, ୭୭୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯୩ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୧୧, ୧୧୧ [+୧୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧୮୪ [+୧୮] ଜଣ ସକ୍ରୀୟ ଅଛନ୍ତି। ୧୦, ୮୬୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡା ଜିଲ୍ଲାରେ ୨୨, ୫୨୬ [+୯୪] ଜଣ ସଂକ୍ରମିତ ହୋଇଥିବା ବେଳେ ୬୮୨ [+୯୧] ଜଣ ସକ୍ରୀୟ ଅଛନ୍ତି। ୨୧, ୭୨୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧୪ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୨୦, ୦୮୨ [+୨୪] ଜଣ ସଂକ୍ରମିତ ହୋଇଥିବା ବେଳେ ୨୫୪ [+୨୧] ଜଣ ସକ୍ରୀୟ ଅଛନ୍ତି। ୧୯, ୭୩୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯୫ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଧା ଜିଲ୍ଲାରେ ୧, ୪୪, ୭୪୬ [+୫୨୮] ଜଣ ସଂକ୍ରମିତ ହୋଇଥିବା ବେଳେ ୪, ୫୫୭ [+୫୦୯] ଜଣ ସକ୍ରୀୟ ଅଛନ୍ତି। ୧, ୩୯, ୨୪୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯୩୫ [+୧୯] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୧୮, ୭୫୦ [+୧୬] ଜଣ ସଂକ୍ରମିତ ହୋଇଥିବା ବେଳେ ୩୧୦ [+୧୫] ଜଣ ସକ୍ରୀୟ ଅଛନ୍ତି। ୧୮, ୩୭୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୮ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ଜିଲ୍ଲାରେ ୧୧, ୩୪୨ [+୧୯] ଜଣ ସଂକ୍ରମିତ ହୋଇଥିବା ବେଳେ ୨୪୦ [+୧୭] ଜଣ ସକ୍ରୀୟ ଅଛନ୍ତି। ୧୧, ୦୫୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୨ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୩୭, ୯୭୬ [+୮୪] ଜଣ ସଂକ୍ରମିତ ହୋଇଥିବା ବେଳେ ୮୫୯ [+୭୮] ଜଣ ସକ୍ରୀୟ ଅଛନ୍ତି। ୩୬, ୯୨୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯୧ [+୬] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୨୩, ୩୩୮ [+୧୮] ଜଣ ସଂକ୍ରମିତ ହୋଇଥିବା ବେଳେ ୯୨ [+୧୮] ଜଣ ସକ୍ରୀୟ ଅଛନ୍ତି। ୨୩, ୧୯୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୨୧, ୯୩୬ [+୬୦] ଜଣ ସଂକ୍ରମିତ ହୋଇଥିବା ବେଳେ ୬୨୫ [+୬୦] ଜଣ ସକ୍ରୀୟ ଅଛନ୍ତି। ୨୧, ୧୭୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୁଆପଡା ଜିଲ୍ଲାରେ ୨୨, ୭୨୯ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୩୭ [+୫] ଜଣ ସକ୍ରୀୟ ଅଛନ୍ତି। ୨୨, ୬୧୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ପୁରୀ ଜିଲ୍ଲାରେ ୪୨, ୧୭୬ [+୧୦୬] ଜଣ ସଂକ୍ରମିତ ହୋଇଥିବା ବେଳେ ୮୭୩ [+୧୦୩] ଜଣ ସକ୍ରୀୟ ଅଛନ୍ତି। ୪୦, ୯୯୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୧୦ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୧୯, ୫୯୪ [+୧୪] ଜଣ ସଂକ୍ରମିତ ହୋଇଥିବା ବେଳେ ୨୪୧ [+୧୪] ଜଣ ସକ୍ରୀୟ ଅଛନ୍ତି। ୧୯, ୨୦୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୩୦, ୨୪୬ [+୩୬] ଜଣ ସଂକ୍ରମିତ ହୋଇଥିବା ବେଳେ ୨୨୦ [+୩୫] ଜଣ ସକ୍ରୀୟ ଅଛନ୍ତି। ୨୯, ୮୭୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫୪ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁବର୍ଣ୍ଣପୁର ଜିଲ୍ଲାରେ ୧୨, ୯୨୭ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୫ [+୪] ଜଣ ସକ୍ରୀୟ ଅଛନ୍ତି। ୧୨, ୭୬୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ ଜିଲ୍ଲାରେ ୬୦, ୨୮୭ [+୨୫] ଜଣ ସଂକ୍ରମିତ ହୋଇଥିବା ବେଳେ ୫୬୫ [+୧୭] ଜଣ ସକ୍ରୀୟ ଅଛନ୍ତି। ୫୯, ୨୭୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୪୮ [+୮] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାଜ୍ୟ ପୁଲ୍ ରେ ୨୫, ୨୭୨ [+୧୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୮୮୭ [+୧୧୦] ଜଣ ସକ୍ରୀୟ ଅଛନ୍ତି। ୨୪, ୩୮୫ ଜଣ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.