Home Coronavirus Outbreak ରାଜ୍ୟରେ ଆଜି କରୋନା କାରଣରୁ ୬୫ ମୃତ୍ୟୁ – ମୋଟ ମୃତ୍ୟୁ ସଂଖ୍ୟା ୬, ୬୩୦

ରାଜ୍ୟରେ ଆଜି କରୋନା କାରଣରୁ ୬୫ ମୃତ୍ୟୁ – ମୋଟ ମୃତ୍ୟୁ ସଂଖ୍ୟା ୬, ୬୩୦

55

ଭୁବନେଶ୍ୱର ୧୧-୮ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୬୫ କରୋନା ମୃତ୍ୟୁ ରିପୋର୍ଟ ହୋଇଛି। ଅବଶ୍ୟ ଏହା ଗୋଟିଏ ଦିନର ମୃତ୍ୟୁ ସଂଖ୍ୟା ନୁହେଁ। ଓଡ଼ିଶା ସରକାରଙ୍କ ଦ୍ୱାରା ନିଯୁକ୍ତ ହୋଇଥିବା ବିଶେଷଜ୍ଞମାନଙ୍କର ମୃତ୍ୟୁ ଅଡିଟ୍ ହେବା ପରେ ଏହି ସଂଖ୍ୟା ପ୍ରକାଶ କରିଛି ସ୍ୱାସ୍ଥ୍ୟ ବିଭାଗ। ତେବେ ଏହା ସହ ମୋଟ ମୃତ୍ୟୁ ସଂଖ୍ୟା ୬, ୬୩୦ କୁ ବୃଦ୍ଧି ପାଇଛି। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ –

ଅନୁଗୁଳ ୫ ଜଣ,

ବାଲେଶ୍ୱର ୩ ଜଣ,

ବରଗଡ ୧ ଜଣ,

କଟକ ୧୨ ଜଣ,

ଢେଙ୍କାନାଳ ୨ ଜଣ,

ଜଗତସିଂହପୁର ୩ ଜଣ,

ଯାଜପୁର ୧ ଜଣ,

କଳାହାଣ୍ଡି ୧ ଜଣ,

କେନ୍ଦ୍ରାପଡା ୩ ଜଣ,

କେନ୍ଦୁଝର ୨ ଜଣ,

ଖୋର୍ଦ୍ଧା ୨୦ ଜଣ,

ମୟୁରଭଞ୍ଜ ୨ ଜଣ,

ନୟାଗଡ଼ ୬ ଜଣ,

ପୁରୀ ୩ ଜଣ,

ରାୟଗଡ଼ା ୧ ଜଣ,

ମୋଟ ୬୫ ଜଣଙ୍କର ମୃତ୍ୟୁ ହୋଇଛି।

ରାଜ୍ୟରେ ଗତ ୨୪ ଘଂଟାରେ ୧୦୭୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ?

ନୂଆ ଆକ୍ରାନ୍ତ: ୧୦୭୮
– କ୍ୱାରେଣ୍ଟାଇନ୍ ସେଣ୍ଟରରୁ: ୬୨୬
– ସ୍ଥାନୀୟ ଅଞ୍ଚଳରୁ୪୫୨
କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ:
୧- ଅନୁଗୁଳ ଜିଲ୍ଲାରୁ – ୨୬
୨- ବାଲେଶ୍ୱର ଜିଲ୍ଲାରୁ – ୪୫
୩- ବରଗଡ଼ ଜିଲ୍ଲାରୁ – ୬
୪- ଭଦ୍ରକ ଜିଲ୍ଲାରୁ – ୨୫
୫- ବଲାଙ୍ଗୀର ଜିଲ୍ଲାରୁ – ୪
୬- ବୌଦ୍ଦ ଜିଲ୍ଲାରୁ – ୧
୭- କଟକ ଜିଲ୍ଲାରୁ – ୧୪୭
୮- ଦେବଗଡ଼ ଜିଲ୍ଲାରୁ – ୪
୯- ଢେଙ୍କାନାଳ ଜିଲ୍ଲାରୁ – ୧୬
୧୦- ଗଜପତି ଜିଲ୍ଲାରୁ – ୨
୧୧- ଗଞ୍ଜାମ ଜିଲ୍ଲାରୁ – ୬
୧୨- ଜଗତସିଂହପୁର ଜିଲ୍ଲାରୁ – ୫୮
୧୩- ଯାଜପୁର ଜିଲ୍ଲାରୁ – ୫୮
୧୪- ଝାରସୁଗୁଡ଼ା ଜିଲ୍ଲାରୁ – ୮
୧୫- କଳାହାଣ୍ଡି ଜିଲ୍ଲାରୁ – ୧
୧୬- କନ୍ଧମାଳ ଜିଲ୍ଲାରୁ – ୬
୧୭- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୫୧
୧୮- କେନ୍ଦୁଝର ଜିଲ୍ଲାରୁ – ୧୨
୧୯- ଖୋର୍ଦ୍ଧାରୁ: ୩୭୨
୨୦- ମାଲକାନଗିରି : ୫
୨୧- ମୟୁରଭଞ୍ଜ ଜିଲ୍ଲାରୁ – ୩୫
୨୨- ନବରଙ୍ଗପୁର ଜିଲ୍ଲାରେ: ୧
୨୩- ନୟାଗଡ଼ ଜିଲ୍ଲାରୁ – ୨୬
୨୪- ନୂଆପଡ଼ା ଜିଲ୍ଲାରୁ – ୫
୨୫- ପୁରୀ ଜିଲ୍ଲାରୁ – ୪୮
୨୬- ରାୟଗଡ଼ା ଜିଲ୍ଲାରୁ – ୪
୨୭- ସମ୍ବଲପୁର ଜିଲ୍ଲାରୁ – ୧୨
୨୮- ସୋନପୁର ଜିଲ୍ଲାରୁ – ୫
୨୯- ସୁନ୍ଦରଗଡ଼ ଜିଲ୍ଲାରୁ – ୬
୩୦- State Pool: ୮୩
– ନୂଆ ସୁସ୍ଥ ହୋଇଥିଲେ୧୩୧୯
– ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି୧୬୭୫୨୪୮୮
– ମୋଟ ଆକ୍ରାନ୍ତ ୯୯୦୦୭୫
– ମୋଟ ସୁସ୍ଛ ହୋଲେଣି ୯୭୨୭୧୦
– ସକ୍ରୀୟ ଆକ୍ରାନ୍ତ – ୧୦୬୮୨

ଜିଲ୍ଲାୱାରୀ ସମ୍ପୂର୍ଣ୍ଣ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୪୩, ୦୫୬ [+୨୬] ଜଣ ସଂକ୍ରମିତ ହୋଇଥିବା ବେଳେ ୨୪୪ [+୨୧] ଜଣ ସକ୍ରୀୟ ଅଛନ୍ତି। ୪୨, ୫୩୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୭୯ [+୫] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୩୮, ୫୮୪ [+୪୫] ଜଣ ସଂକ୍ରମିତ ହୋଇଥିବା ବେଳେ ୫୮୭ [+୪୨] ଜଣ ସକ୍ରୀୟ ଅଛନ୍ତି। ୩୭, ୭୭୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୨୨ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ ଜିଲ୍ଲାରେ ୩୦, ୭୭୫ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୬୯ [+୫] ଜଣ ସକ୍ରୀୟ ଅଛନ୍ତି। ୩୦, ୪୦୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୦୬ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୨୫, ୭୧୯ [+୨୫] ଜଣ ସଂକ୍ରମିତ ହୋଇଥିବା ବେଳେ ୩୫୬ [+୨୫] ଜଣ ସକ୍ରୀୟ ଅଛନ୍ତି। ୨୫, ୨୬୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୨୩, ୨୧୮ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୪୦ [+୪] ଜଣ ସକ୍ରୀୟ ଅଛନ୍ତି। ୨୩, ୦୬୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଧ ଜିଲ୍ଲାରେ ୧୨, ୫୨୮ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨୪ [+୧] ଜଣ ସକ୍ରୀୟ ଅଛନ୍ତି। ୧୨, ୩୯୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲାରେ ୮୮, ୨୪୯ [+୧୪୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୩୩୨ [+୧୩୫] ଜଣ ସକ୍ରୀୟ ଅଛନ୍ତି। ୮୬, ୪୫୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୫୬ [+୧୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୬, ୨୧୩ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୩୭ [+୪] ଜଣ ସକ୍ରୀୟ ଅଛନ୍ତି। ୬, ୧୩୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଢେଙ୍କାନାଳ ଜିଲ୍ଲାରେ ୧୯, ୨୩୧ [+୧୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧୬୮ [+୧୪] ଜଣ ସକ୍ରୀୟ ଅଛନ୍ତି। ୧୮, ୯୨୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩୪ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତି ଜିଲ୍ଲାରେ ୯, ୫୩୧ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୧ [+୨] ଜଣ ସକ୍ରୀୟ ଅଛନ୍ତି। ୯, ୪୨୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୩୩, ୫୦୨ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୫୦ [+୬] ଜଣ ସକ୍ରୀୟ ଅଛନ୍ତି। ୩୨, ୯୮୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୬୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୨୬, ୦୮୪ [+୫୮] ଜଣ ସଂକ୍ରମିତ ହୋଇଥିବା ବେଳେ ୫୫୫ [+୫୫] ଜଣ ସକ୍ରୀୟ ଅଛନ୍ତି। ୨୫, ୪୧୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧୦ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୪୧, ୭୨୪ [+୫୮] ଜଣ ସଂକ୍ରମିତ ହୋଇଥିବା ବେଳେ ୫୭୫ [+୫୭] ଜଣ ସକ୍ରୀୟ ଅଛନ୍ତି। ୪୧, ୦୬୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୪ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୨୩, ୬୨୪ [+୮] ଜଣ ସଂକ୍ରମିତ ହୋଇଥିବା ବେଳେ ୨୭ [+୮] ଜଣ ସକ୍ରୀୟ ଅଛନ୍ତି। ୨୩, ୪୨୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୨୪, ୧୭୨ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୪୦ ଜଣ ସକ୍ରୀୟ ଅଛନ୍ତି। ୨୩, ୯୨୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦୩ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୧୧, ୩୯୭ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୮୧ [+୬] ଜଣ ସକ୍ରୀୟ ଅଛନ୍ତି। ୧୧, ୨୩୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡା ଜିଲ୍ଲାରେ ୨୩, ୭୩୬ [+୫୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨୮୧ [+୪୮] ଜଣ ସକ୍ରୀୟ ଅଛନ୍ତି। ୨୩, ୩୦୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫୪ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୨୦, ୫୩୪ [+୧୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୮ [+୧୦] ଜଣ ସକ୍ରୀୟ ଅଛନ୍ତି। ୨୦, ୨୬୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪୫ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଧା ଜିଲ୍ଲାରେ ୧, ୫୩, ୯୭୨ [+୩୭୨] ଜଣ ସଂକ୍ରମିତ ହୋଇଥିବା ବେଳେ ୩, ୬୮୮ [+୩୫୨] ଜଣ ସକ୍ରୀୟ ଅଛନ୍ତି। ୧, ୪୮, ୯୧୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧, ୩୫୫ [+୨୦] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୧୮୮୮୩ ଜଣ ସଂକ୍ରମିତ ହୋଇଥିବା ବେଳେ ୫୩ ଜଣ ସକ୍ରୀୟ ଅଛନ୍ତି। ୧୮, ୭୫୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ଜିଲ୍ଲାରେ ୧୧, ୫୨୨ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୪୪ [+୫] ଜଣ ସକ୍ରୀୟ ଅଛନ୍ତି। ୧୧, ୪୩୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୩୯, ୦୦୮ [+୩୫] ଜଣ ସଂକ୍ରମିତ ହୋଇଥିବା ବେଳେ ୩୧୨ [+୩୩] ଜଣ ସକ୍ରୀୟ ଅଛନ୍ତି। ୩୮, ୪୬୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୩୧ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୨୩, ୪୭୨ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨୩ [+୧] ଜଣ ସକ୍ରୀୟ ଅଛନ୍ତି। ୨୩, ୩୮୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୨୨, ୮୨୯ [+୨୬] ଜଣ ସଂକ୍ରମିତ ହୋଇଥିବା ବେଳେ ୨୫୬ [+୨୦] ଜଣ ସକ୍ରୀୟ ଅଛନ୍ତି। ୨୨, ୪୦୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୪ [+୬] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୁଆପଡା ଜିଲ୍ଲାରେ ୨୨, ୮୧୨ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୨୮ [+୫] ଜଣ ସକ୍ରୀୟ ଅଛନ୍ତି। ୨୨, ୭୦୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ପୁରୀ ଜିଲ୍ଲାରେ ୪୪, ୦୧୩ [+୪୮] ଜଣ ସଂକ୍ରମିତ ହୋଇଥିବା ବେଳେ ୪୭୦ [+୪୫] ଜଣ ସକ୍ରୀୟ ଅଛନ୍ତି। ୪୩, ୧୩୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୦୫ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୧୯, ୮୮୭ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୭ [+୩] ଜଣ ସକ୍ରୀୟ ଅଛନ୍ତି। ୧୯, ୬୧୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୧ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୩୦, ୬୨୧ [+୧୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୯ [+୧୨] ଜଣ ସକ୍ରୀୟ ଅଛନ୍ତି। ୩୦, ୩୧୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁବର୍ଣ୍ଣପୁର ଜିଲ୍ଲାରେ ୧୩, ୦୯୮ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୫୭ [+୫] ଜଣ ସକ୍ରୀୟ ଅଛନ୍ତି। ୧୨, ୯୯୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ ଜିଲ୍ଲାରେ ୬୦, ୯୦୧ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୮ [+୬] ଜଣ ସକ୍ରୀୟ ଅଛନ୍ତି। ୬୦, ୨୧୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୬୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାଜ୍ୟ ପୁଲ୍ ରେ ୨୭, ୧୮୦ [+୮୩] ଜଣ ସଂକ୍ରମିତ ହୋଇଥିବା ବେଳେ ୮୧୨ [+୮୩] ଜଣ ସକ୍ରୀୟ ଅଛନ୍ତି। ୨୬, ୩୬୮ ଜଣ ସୁସ୍ଥ ହୋଇଛନ୍ତି।

 

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.