Home Coronavirus Outbreak ରାଜ୍ୟରେ ଆଜି ୬୩୦ ନୂଆ ଆକ୍ରାନ୍ତ ଚିହ୍ନଟ, ୮ ମୃତ୍ୟୁ – ଜାଣନ୍ତୁ କେଉଁ ଜିଲ୍ଲାରୁ...

ରାଜ୍ୟରେ ଆଜି ୬୩୦ ନୂଆ ଆକ୍ରାନ୍ତ ଚିହ୍ନଟ, ୮ ମୃତ୍ୟୁ – ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ?

79

ଭୁବନେଶ୍ୱର ୧୧-୯ (ଓଡ଼ିଆ ପୁଅ) ପୁଣି ରାଜ୍ୟରେ କମିଲା ସଂକ୍ରମଣ। ରାଜ୍ୟରେ ଗତ ୨୪ ଘଂଟାରେ ୬୩୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ?

ନୂଆ ଆକ୍ରାନ୍ତ: ୬୩୦
୦-୧୮ ବର୍ଷର : ୧୧୬
– କ୍ୱାରେଣ୍ଟାଇନ୍ ସେଣ୍ଟରରୁ: ୩୬୮
– ସ୍ଥାନୀୟ ଅଞ୍ଚଳରୁ୨୬୨
କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ:
୧- ଅନୁଗୁଳ ଜିଲ୍ଲାରୁ – ୫
୨- ବାଲେଶ୍ୱର ଜିଲ୍ଲାରୁ – ୨୩
୩- ବରଗଡ଼ ଜିଲ୍ଲାରୁ – ୪
୪- ଭଦ୍ରକ ଜିଲ୍ଲାରୁ – ୧୦
୫- ବଲାଙ୍ଗୀର ଜିଲ୍ଲାରୁ – ୩
୬- ବୌଦ୍ଦ ଜିଲ୍ଲାରୁ – ୧
୭- କଟକ ଜିଲ୍ଲାରୁ – ୧୧୮
୮- ଦେବଗଡ଼ ଜିଲ୍ଲାରୁ – ୪
୯- ଢେଙ୍କାନାଳ ଜିଲ୍ଲାରୁ – ୧୨
୧୦- ଗଜପତି ଜିଲ୍ଲାରୁ – ୩
୧୧- ଗଞ୍ଜାମ ଜିଲ୍ଲାରୁ – ୩
୧୨- ଜଗତସିଂହପୁର ଜିଲ୍ଲାରୁ – ୧୧
୧୩- ଯାଜପୁର ଜିଲ୍ଲାରୁ – ୩୨
୧୪- ଝାରସୁଗୁଡ଼ା ଜିଲ୍ଲାରୁ – ୧
୧୫- କଳାହାଣ୍ଡି ଜିଲ୍ଲାରୁ – ୧
୧୬- କନ୍ଧମାଳ ଜିଲ୍ଲାରୁ – ୨
୧୭- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୮
୧୮- କେନ୍ଦୁଝର ଜିଲ୍ଲାରୁ – ୪
୧୯- ଖୋର୍ଦ୍ଧାରୁ : ୨୨୧
୨୦- କୋରାପୁଟ ଜିଲ୍ଲାରୁ – ୯
୨୧- ମାଲକାନଗିରି : ୪
୨୨- ମୟୁରଭଞ୍ଜ ଜିଲ୍ଲାରୁ – ୨୦
୨୩- ନବରଙ୍ଗପୁର ଜିଲ୍ଲାରେ: ୨
୨୪- ନୟାଗଡ଼ ଜିଲ୍ଲାରୁ – ୧୭
୨୫- ନୂଆପଡ଼ା ଜିଲ୍ଲାରୁ – ୧
୨୬- ପୁରୀ ଜିଲ୍ଲାରୁ – ୧୬
୨୭- ରାୟଗଡ଼ା ଜିଲ୍ଲାରୁ – ୭
୨୮- ସମ୍ବଲପୁର ଜିଲ୍ଲାରୁ – ୧୩
୨୯- ସୁନ୍ଦରଗଡ଼ ଜିଲ୍ଲାରୁ – ୨୨
୩୦- State Pool: ୫୩
– ନୂଆ ସୁସ୍ଥ ହୋଇଥିଲେ୬୮୯
– ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି୧୮୭୯୩୯୯୭
– ମୋଟ ଆକ୍ରାନ୍ତ ୧୦୧୫୭୧୩
– ମୋଟ ସୁସ୍ଛ ହୋଲେଣି ୧୦୦୦୫୪୮
– ସକ୍ରୀୟ ଆକ୍ରାନ୍ତ – ୭୦୨୦

ରାଜ୍ୟରେ ଆଜି ୮ କରୋନା ମୃତ୍ୟୁ ରିପୋର୍ଟ ହୋଇଛି। ଅବଶ୍ୟ ଏହା ଗୋଟିଏ ଦିନର ମୃତ୍ୟୁ ସଂଖ୍ୟା ନୁହେଁ। ଓଡ଼ିଶା ସରକାରଙ୍କ ଦ୍ୱାରା ନିଯୁକ୍ତ ହୋଇଥିବା ବିଶେଷଜ୍ଞମାନଙ୍କର ମୃତ୍ୟୁ ଅଡିଟ୍ ହେବା ପରେ ଏହି ସଂଖ୍ୟା ପ୍ରକାଶ କରିଛି ସ୍ୱାସ୍ଥ୍ୟ ବିଭାଗ। ତେବେ ଏହା ସହ ମୋଟ ମୃତ୍ୟୁ ସଂଖ୍ୟା ୮, ୦୯୨ କୁ ବୃଦ୍ଧି ପାଇଛି। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ –

ବାଲେଶ୍ୱର ୧ ଜଣ,

କଟକ ୨ ଜଣ,

ଢେଙ୍କାନାଳ ୧ ଜଣ,

ଜଗତସିଂହପୁର ୧ ଜଣ,

ଯାଜପୁର ୧ ଜଣ,

ମାଲକାନଗିରି ୧ ଜଣ,

ମୟୁରଭଞ୍ଜ ୧ ଜଣ,

ମୋଟ ୮ ଜଣଙ୍କର ମୃତ୍ୟୁ ହୋଇଛି।

ଜିଲ୍ଲାୱାରୀ ସମସ୍ତ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୪୩, ୬୮୪ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୭୮ [+୫] ଜଣ ସକ୍ରୀୟ ଅଛନ୍ତି। ୪୩, ୨୨୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୮୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୩୯, ୮୩୬ [+୨୩] ଜଣ ସଂକ୍ରମିତ ହୋଇଥିବା ବେଳେ ୩୭୨ [+୨୨] ଜଣ ସକ୍ରୀୟ ଅଛନ୍ତି। ୩୯, ୧୭୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୮୭ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ ଜିଲ୍ଲାରେ ୩୧, ୦୧୩ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୭୫ [+୪] ଜଣ ସକ୍ରୀୟ ଅଛନ୍ତି। ୩୦, ୬୦୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୩୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୨୬, ୧୫୨ [+୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୭ [+୧୦] ଜଣ ସକ୍ରୀୟ ଅଛନ୍ତି। ୨୫, ୮୮୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୨୩, ୩୨୩ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୨୩ [+୩] ଜଣ ସକ୍ରୀୟ ଅଛନ୍ତି। ୨୩, ୧୭୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଧ ଜିଲ୍ଲାରେ ୧୨, ୫୯୧ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୭ [+୧] ଜଣ ସକ୍ରୀୟ ଅଛନ୍ତି। ୧୨, ୪୬୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲାରେ ୯୧, ୭୩୭ [+୧୧୮] ଜଣ ସଂକ୍ରମିତ ହୋଇଥିବା ବେଳେ ୯୯୦ [+୧୧୬] ଜଣ ସକ୍ରୀୟ ଅଛନ୍ତି। ୮୯, ୯୨୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୧୬ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୬, ୪୪୦ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୪୫ [+୪] ଜଣ ସକ୍ରୀୟ ଅଛନ୍ତି। ୬, ୩୪୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଢେଙ୍କାନାଳ ଜିଲ୍ଲାରେ ୧୯, ୬୮୯ [+୧୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧୩୩ [+୧୧] ଜଣ ସକ୍ରୀୟ ଅଛନ୍ତି। ୧୯, ୩୧୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪୨ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତି ଜିଲ୍ଲାରେ ୯, ୫୭୮ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧୭ [+୩] ଜଣ ସକ୍ରୀୟ ଅଛନ୍ତି। ୯, ୪୭୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୩୩, ୬୬୭ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୨୯ [+୩] ଜଣ ସକ୍ରୀୟ ଅଛନ୍ତି। ୩୩, ୧୫୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୭୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୨୭, ୦୦୨ [+୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୭୭ [+୧୦] ଜଣ ସକ୍ରୀୟ ଅଛନ୍ତି। ୨୬, ୫୩୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୯୪ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୪୨, ୮୮୭ [+୩୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୮୮ [+୩୧] ଜଣ ସକ୍ରୀୟ ଅଛନ୍ତି। ୪୨, ୪୩୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫୯ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୨୩, ୭୨୬ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୩୦ [+୧] ଜଣ ସକ୍ରୀୟ ଅଛନ୍ତି। ୨୩, ୫୨୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୨୪, ୨୫୬ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୭ [+୧] ଜଣ ସକ୍ରୀୟ ଅଛନ୍ତି। ୨୪, ୦୩୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୧୧, ୫୦୦ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୮ [+୨] ଜଣ ସକ୍ରୀୟ ଅଛନ୍ତି। ୧୧, ୪୧୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡା ଜିଲ୍ଲାରେ ୨୪, ୩୯୮ [+୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧୩୩ [+୮] ଜଣ ସକ୍ରୀୟ ଅଛନ୍ତି। ୨୪, ୦୨୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୨୦, ୮୭୯ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୫୬ [+୪] ଜଣ ସକ୍ରୀୟ ଅଛନ୍ତି। ୨୦, ୬୫୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଧା ଜିଲ୍ଲାରେ ୧, ୬୩, ୪୮୩ [+୨୨୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୭୫୫ [+୨୨୧] ଜଣ ସକ୍ରୀୟ ଅଛନ୍ତି। ୧, ୫୯, ୨୪୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪୭୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୧୯, ୦୦୦ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୪୭ [+୯] ଜଣ ସକ୍ରୀୟ ଅଛନ୍ତି। ୧୮, ୮୭୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ଜିଲ୍ଲାରେ ୧୧, ୬୨୭ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୨୦ [+୩] ଜଣ ସକ୍ରୀୟ ଅଛନ୍ତି। ୧୧, ୫୫୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୬ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୩୯, ୮୬୨ [+୨୦] ଜଣ ସଂକ୍ରମିତ ହୋଇଥିବା ବେଳେ ୨୨୮ [+୧୯] ଜଣ ସକ୍ରୀୟ ଅଛନ୍ତି। ୩୯, ୩୫୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୭୫ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୨୩, ୫୨୬ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୩୪ [+୨] ଜଣ ସକ୍ରୀୟ ଅଛନ୍ତି। ୨୩, ୪୧୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୨୩, ୨୮୮ [+୧୭] ଜଣ ସଂକ୍ରମିତ ହୋଇଥିବା ବେଳେ ୭୫ [+୧୭] ଜଣ ସକ୍ରୀୟ ଅଛନ୍ତି। ୨୩, ୦୦୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୁଆପଡା ଜିଲ୍ଲାରେ ୨୨, ୮୫୬ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୮ [+୧] ଜଣ ସକ୍ରୀୟ ଅଛନ୍ତି। ୨୨, ୭୬୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ପୁରୀ ଜିଲ୍ଲାରେ ୪୪, ୭୬୬ [+୧୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧୬୯ [+୧୬] ଜଣ ସକ୍ରୀୟ ଅଛନ୍ତି। ୪୪, ୧୪୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୪୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୨୦, ୦୫୨ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୭୭ [+୭] ଜଣ ସକ୍ରୀୟ ଅଛନ୍ତି। ୧୯, ୮୦୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୩୧, ୦୮୨ [+୧୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୪ [+୧୩] ଜଣ ସକ୍ରୀୟ ଅଛନ୍ତି। ୩୦, ୭୨୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁବର୍ଣ୍ଣପୁର ଜିଲ୍ଲାରେ ୧୩୧୪୫ ଜଣ ସଂକ୍ରମିତ ହୋଇଥିବା ବେଳେ ୨୪ ଜଣ ସକ୍ରୀୟ ଅଛନ୍ତି। ୧୩, ୦୬୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ ଜିଲ୍ଲାରେ ୬୧, ୩୭୧ [+୨୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧୮୧ [+୨୨] ଜଣ ସକ୍ରୀୟ ଅଛନ୍ତି। ୬୦, ୬୧୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୭୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାଜ୍ୟ ପୁଲ୍ ରେ ୨୯, ୨୯୭ [+୫୩] ଜଣ ସଂକ୍ରମିତ ହୋଇଥିବା ବେଳେ ୬୭୩ [+୫୩] ଜଣ ସକ୍ରୀୟ ଅଛନ୍ତି। ୨୮, ୬୨୪ ଜଣ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.