Home Coronavirus Outbreak ଭଲ ଖବର : ଭୁବନେଶ୍ୱରରୁ ସୁସ୍ଥ ହେଲେ ଆଉ ଜଣେ କରୋନା ଆକ୍ରାନ୍ତ

ଭଲ ଖବର : ଭୁବନେଶ୍ୱରରୁ ସୁସ୍ଥ ହେଲେ ଆଉ ଜଣେ କରୋନା ଆକ୍ରାନ୍ତ

226

ଭୁବନେଶ୍ଵର ୭-୫ (ଓଡ଼ିଆ ପୁଅ) : ଓଡ଼ିଶାରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ବ୍ୟକ୍ତି ହେଉଛନ୍ତି ଭୁବନେଶ୍ଵରର। ଏ ପର୍ଯ୍ୟନ୍ତ ଓଡ଼ିଶାରେ ମୋଟ ସୁସ୍ଥ ସଂଖ୍ୟା ୬୨କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.