Home Coronavirus Outbreak ରାଜ୍ୟରେ ସୁସ୍ଥ ହେଲେ ଆଉ ଜଣେ କରୋନା ଆକ୍ରାନ୍ତ

ରାଜ୍ୟରେ ସୁସ୍ଥ ହେଲେ ଆଉ ଜଣେ କରୋନା ଆକ୍ରାନ୍ତ

394

ଭୁବନେଶ୍ବର ୨୩-୪ (ଓଡ଼ିଆ ପୁଅ) : ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ତେବେ ସେ ଭୁବନେଶ୍ବରର ବୋଲି ଟ୍ୱିଟ କରି ସୂଚନା ଦେଇଛି ଓଡ଼ିଶା ସରକାରଙ୍କର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଏବେ ରାଜ୍ୟରେ ୩୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ରାଜ୍ୟରେ ନୋଟ ୮୩ଟି ପଜିଟିଭ୍ କରୋନା ରିପୋର୍ଟ ଆସିଥିବା ବେଳେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ୩୨ ଜଣ ଏବଂ ଆଜି ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କୁ ମଧ୍ୟ ଡିସଚାର୍ଜ କରାଯିବ। ସୂଚନାମତେ ରାଜ୍ୟରେ କରୋନାରେ ଜଣଙ୍କର ମୃତ୍ୟୁ ହୋଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.