Home Coronavirus Outbreak ଭଲ ଖବର : ସୁସ୍ଥ ହେଲେ ଆଉ ଜଣେ କରୋନା ଆକ୍ରାନ୍ତ

ଭଲ ଖବର : ସୁସ୍ଥ ହେଲେ ଆଉ ଜଣେ କରୋନା ଆକ୍ରାନ୍ତ

431

ଭୁବନେଶ୍ୱର ୨୯-୪ (ଓଡ଼ିଆ ପୁଅ) ରାଜ୍ୟପାଇଁ ଆସିଛି ପୁଣି ଭଲ ଖବର। ଆଜି ଭୁବନେଶ୍ବରର ଆଉ ଜଣେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ତେବେ ଭୁବନେଶ୍ୱରରେ ୨୭ ଜଣ ସୁସ୍ଥ ହୋଇଥିବା ବେଳେ ରାଜ୍ୟର ମୋଟ ସୁସ୍ଥଙ୍କ ସଂଖ୍ୟା ୩୯ ରେ ପହଞ୍ଚିଛି। ଏ ନେଇ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ସୂଚନାଯୋଗ୍ୟ, ଏବେ ମୋଟ ୧୨୫ ଆକ୍ରାନ୍ତଙ୍କ ମଧ୍ୟରୁ ୮୫ ଜଣ ସକ୍ରିୟ ସଂକ୍ରମିତ ଥିବା ବେଳେ, ସୁସ୍ଥ ହୋଇଛନ୍ତି ୩୯ ଜଣ। ରାଜ୍ୟରେ ଏଯାଏଁ ଜଣଙ୍କର ମୃତ୍ୟୁ ହୋଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.