Home Coronavirus Outbreak ରାଜ୍ୟରେ କରୋନା ନେଲା ଆଉ ଏକ ମୁଣ୍ଡ

ରାଜ୍ୟରେ କରୋନା ନେଲା ଆଉ ଏକ ମୁଣ୍ଡ

155

ଭୁବନେଶ୍ୱର ୨୭-୬ (ଓଡ଼ିଆ ପୁଅ) : ରାଜ୍ୟରେ କରୋନାରେ ଶନିବାର ଆଉ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ଗଞ୍ଜାମ ଜିଲାର ୬୮ବର୍ଷୀୟ ପୁରୁଷ ହୋଇଥିବା ଜଣାପଡିଛି। ଏଥିସହିତ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୮ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

ସେ ଉଚ୍ଚ ରକ୍ତଚାପ ଏବଂ ମଧୁମେହ ରୋଗର ଶିକାର ହୋଇଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.