Home Coronavirus Outbreak ଓଡ଼ିଶାରେ କରୋନା ନେଲା ଦ୍ୱିତୀୟ ମୁଣ୍ଡ

ଓଡ଼ିଶାରେ କରୋନା ନେଲା ଦ୍ୱିତୀୟ ମୁଣ୍ଡ

169

ଭୁବନେଶ୍ୱର ୬-୫ (ଓଡ଼ିଆ ପୁଅ) : କରୋନା ନେଇଛି ଦ୍ୱିତୀୟ ମୁଣ୍ଡ। ରାଜ୍ୟରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ଖୋର୍ଦ୍ଧା ଜିଲ୍ଲାର ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍‌ସାଇଟ୍‌ରେ ସୂଚନା ଦିଆଯାଇଛି।

ଆଜି ସକାଳେ ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହା ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭୭କୁ ବୃଦ୍ଧି ପାଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.