Home ଓଡ଼ିଶା ବିଭିନ୍ନ ଅଞ୍ଚଳରେ ବୃଷ୍ଟିପାତ ଏବଂ ବନ୍ୟା ପରିସ୍ଥିତି ନେଇ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା

ବିଭିନ୍ନ ଅଞ୍ଚଳରେ ବୃଷ୍ଟିପାତ ଏବଂ ବନ୍ୟା ପରିସ୍ଥିତି ନେଇ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା

50

ନୂଆ ଦିଲ୍ଲୀ ୧୬-୧୦ (ଓଡ଼ିଆ ପୁଅ) କର୍ଣ୍ଣାଟକର ବିଭିନ୍ନ ଅଞ୍ଚଳରେ ବର୍ଷା ଓ ବନ୍ୟା ପରିସ୍ଥିତି ସମ୍ପର୍କରେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ଶ୍ରୀ ବି ଏସ ୟେଦ୍ୟୁରପ୍ପାଙ୍କ ସହ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଲୋଚନା କରିଛନ୍ତି।

“କର୍ଣ୍ଣାଟକର ବିଭିନ୍ନ ସ୍ଥାନରେ ବର୍ଷା ଓ ବନ୍ୟା ପରିସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀ ବିଏସ ୟେଦ୍ୟୁରପ୍ପାଜୀଙ୍କ ସହିତ କଥା ହୋଇଛି। ବନ୍ୟା ଦ୍ୱାରା ପ୍ରଭାବିତ ଆମ କର୍ଣ୍ଣାଟକର ଭଉଣୀ ଏବଂ ଭାଇମାନଙ୍କ ସହ ଆମେ ଏକଜୁଟ ହୋଇ ଛିଡା ହୋଇଛୁ। ଉଦ୍ଧାର ଏବଂ ସହାୟତା କାର୍ଯ୍ୟରେ କେନ୍ଦ୍ରର ସମସ୍ତ ସମ୍ଭାବ୍ୟ ସହାୟତାକୁ ସୁନିଶ୍ଚିତ କରିଛୁ, ” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

 

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.