ନୂଆଦିଲ୍ଲୀ ୧୨-୬ (ଓଡ଼ିଆ ପୁଅ) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ସପ୍ତାହରେ ଭାରତରେ କରୋନାଭାଇରସ୍ ସ୍ଥିତି ସମ୍ପର୍କରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ବୋଲି ଜାତୀୟ ଗଣମାଧ୍ୟମ ସୂତ୍ରରୁ ପ୍ରକାଶ।