Odiapua.com

୧୪ ଏପ୍ରିଲ ୨୦୨୦ ସକାଳ ୧୦ଟାରେ ରାଷ୍ଟ୍ରକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆ ଦିଲ୍ଲୀ ୧୩-୪ (ଓଡ଼ିଆ ପୁଅ) ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୪ ଏପ୍ରିଲ ୨୦୨୦ରେ ସକାଳ ୧୦ଟା ବେଳେ ରାଷ୍ଟ୍ରକୁ ସମ୍ବୋଧିତ କରିବେ। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଏକ ଟ୍ୱିଟ ଜରିଆରେ କହିଛନ୍ତି, “ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୪ ଏପ୍ରିଲ ୨୦୨୦ରେ ସକାଳ ୧୦ଟା ବେଳେ ରାଷ୍ଟ୍ରକୁ ସମ୍ବୋଧିତ କରିବେ।”