Home Top News ପ୍ରଧାନମନ୍ତ୍ରୀ ମୋଦୀ ଆଜି ପ୍ରଦାନ କରିବେ PM-KISAN ଅଧୀନରେ ଆର୍ଥିକ ଲାଭର ଅଷ୍ଟମ କିସ୍ତି

ପ୍ରଧାନମନ୍ତ୍ରୀ ମୋଦୀ ଆଜି ପ୍ରଦାନ କରିବେ PM-KISAN ଅଧୀନରେ ଆର୍ଥିକ ଲାଭର ଅଷ୍ଟମ କିସ୍ତି

209

ନୂଆ ଦିଲ୍ଲୀ ମଇ ୧୩ (ଓଡ଼ିଆ ପୁଅ) ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦିନ ୧୧ ଟା ସମୟରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ପ୍ରଧାନ ମନ୍ତ୍ରୀ କିସାନ ସାମନ ନିଧି (PM-KISAN) ଯୋଜନା ଅଧୀନରେ ଆର୍ଥିକ ଲାଭର ଅଷ୍ଟମ କିସ୍ତି ପ୍ରଦାନ କରିବେ। ୯.୫ କୋଟିରୁ ଅଧିକ ହିତାଧିକାରୀ କୃଷକ ପରିବାରକୁ ୧୯, ୦୦୦ କୋଟି ଟଙ୍କା ପ୍ରଦାନ କରିବେ ମୋଦୀ। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ କୃଷକ ହିତାଧିକାରୀଙ୍କ ସହ ମଧ୍ୟ ଆଲୋଚନା କରିବେ। ଏହି ଅବସରରେ କେନ୍ଦ୍ର କୃଷି ମନ୍ତ୍ରୀ ମଧ୍ୟ ଉପସ୍ଥିତ ରହିବେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.