Home Top News ମକର ସଂକ୍ରାନ୍ତି ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

ମକର ସଂକ୍ରାନ୍ତି ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

64

ନୂଆ ଦିଲ୍ଲୀ ୧୪-୧ (ଓଡ଼ିଆ ପୁଅ) ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ମକର ସଂକ୍ରାନ୍ତି ଅବସରରେ ଶୁଭେଚ୍ଛା ଜଣାଇଛନ୍ତି।

“ମକର ସଂକ୍ରାନ୍ତିରେ ଦେଶବାସୀଙ୍କୁ ଅନେକ ଅନେକ ଅଭିନନ୍ଦନ। ଉତ୍ତରାୟଣରେ ସୂର୍ଯ୍ୟଦେବ ସମସ୍ତଙ୍କ ଜୀବନରେ ନୂତନ ଶକ୍ତି ଏବଂ ନୂତନ ଉତ୍ସାହ ସଂଚାର କରିବେ ବୋଲି ମୋର ଆଶା ଏବଂ କାମନା।”
ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.