Home ଓଡ଼ିଶା ଶୀଲା ଦିକ୍ଷିତଙ୍କ ବିୟୋଗରେ ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ପକ୍ଷରୁ ଶୋକସଭା

ଶୀଲା ଦିକ୍ଷିତଙ୍କ ବିୟୋଗରେ ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ପକ୍ଷରୁ ଶୋକସଭା

151

ଭୁବନେଶ୍ୱର ୨୦-୭ (ଓଡ଼ିଆ ପୁଅ) ବରିଷ୍ଠ କଂଗ୍ରେସ ନେତା ତଥା ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଶୀଲା ଦିକ୍ଷିତଙ୍କ ବିୟୋଗରେ ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ପକ୍ଷରୁ ସଭାପତି ଶ୍ରୀ ମାନସ ଚୌଧୁରୀଙ୍କ ଅଧ୍ୟକ୍ଷତାରେ ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟରେ ଏକ ଶୋକସଭା ଅନୁଷ୍ଠିତ ହୋଇଥିଲା। ଏହି ଶୋକସଭାରେ ଜିଲ୍ଲା କଂଗ୍ରେସର ନେତୃବୃନ୍ଦ ଉପସ୍ଥିତ ଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.