Home Coronavirus Outbreak ବାତ୍ୟା ୟାସର ପ୍ରଭାବ ସମୀକ୍ଷା ପାଇଁ ମେ ୨୮ରେ ଓଡ଼ିଶା ଓ ପଶ୍ଚିମବଙ୍ଗ ଗସ୍ତ କରିବେ...

ବାତ୍ୟା ୟାସର ପ୍ରଭାବ ସମୀକ୍ଷା ପାଇଁ ମେ ୨୮ରେ ଓଡ଼ିଶା ଓ ପଶ୍ଚିମବଙ୍ଗ ଗସ୍ତ କରିବେ ପ୍ରଧାନମନ୍ତ୍ରୀ: ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳର ସ୍ଥିତି ଅନୁଧ୍ୟାନ କରିବେ

116

ନୂଆ ଦିଲ୍ଲୀ ୨୭-୫ (ଓଡ଼ିଆ ପୁଅ) ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୮ ମେ, ୨୦୨୧ରେ ଓଡ଼ିଶା ଓ ପଶ୍ଚିମବଙ୍ଗ ଗସ୍ତ କରିବେ। ସେ ୟାସ ଘୁର୍ଣ୍ଣିବାତ୍ୟା ଯୋଗୁ ଏହି ଦୁଇ ରାଜ୍ୟରେ ପଡ଼ିଥିବା ପ୍ରଭାବର ଆକଳନ କରିବେ। ପ୍ରଧାନମନ୍ତ୍ରୀ ମଧ୍ୟ ଆକାଶମାର୍ଗରୁ ଦୁଇ ରାଜ୍ୟର ବାତ୍ୟା ପ୍ରଭାବିତ ଅଞ୍ଚଳର ସ୍ଥିତି ଅନୁଧ୍ୟାନ କରିବାର କାର୍ଯ୍ୟକ୍ରମ ରହିଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.