Home Top News ରାହୁଲ ଗାନ୍ଧୀ କରୋନା ସଂକ୍ରମିତ ହେଲେ – ଟ୍ୱିଟ୍ କରି ଦେଲେ ସୂଚନା

ରାହୁଲ ଗାନ୍ଧୀ କରୋନା ସଂକ୍ରମିତ ହେଲେ – ଟ୍ୱିଟ୍ କରି ଦେଲେ ସୂଚନା

52

ନୂଆ ଦିଲ୍ଲୀ ୨୦-୪ (ଓଡ଼ିଆ ପୁଅ) କଂଗ୍ରେସ ନେତା ରାହୁଲ ଗାନ୍ଧୀ କରୋନା ଜୀବାଣୁ ସଂକ୍ରମିତ ହୋଇଛନ୍ତି। ସେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି।

ସେ ଟ୍ୱିଟ କରି ପ୍ରକାଶ କରିଛନ୍ତିଯେ, “ସାମାନ୍ୟ ଲକ୍ଷଣ ଅନୁଭବ କରିବା ପରେ, COVID-19 ପରୀଯାରେତ ପଜିଟିଭ୍ ଚିହ୍ନଟ ହେଲା।

ଯେଉଁମାନେ ବର୍ତ୍ତମାନ ମୋ ସହିତ ଯୋଗାଯୋଗରେ ଥିଲେ, ଦୟାକରି ସମସ୍ତ ସୁରକ୍ଷା ପ୍ରୋଟୋକଲ୍ ଅନୁସରଣ କରନ୍ତୁ ଏବଂ ସୁରକ୍ଷିତ ରୁହନ୍ତୁ।”

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.