Home ଓଡ଼ିଶା ଏଇ ୮ଟି ଜିଲ୍ଲାକୁ ବର୍ଷା ଓ ବଜ୍ରପାତର ସତର୍କ ସୂଚନା

ଏଇ ୮ଟି ଜିଲ୍ଲାକୁ ବର୍ଷା ଓ ବଜ୍ରପାତର ସତର୍କ ସୂଚନା

949

ଭୁବନେଶ୍ୱର ୧୮-୮ (ଓଡ଼ିଆ ପୁଅ) : ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ୮ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ରବିବାର ଦିନ ସତର୍କ ସୂଚନା ଦିଆଯାଇଛି।

ତେବେ ବୌଦ୍ଧ, ସୋନପୁର, ଦେବଗଡ଼ ଓ ଅନୁଗୁଳ, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସହ ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.