ad
ଓଡ଼ିଶା

ଏଇ ୮ଟି ଜିଲ୍ଲାକୁ ବର୍ଷା ଓ ବଜ୍ରପାତର ସତର୍କ ସୂଚନା

ଭୁବନେଶ୍ୱର ୧୮-୮ (ଓଡ଼ିଆ ପୁଅ) : ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ୮ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ରବିବାର ଦିନ ସତର୍କ ସୂଚନା ଦିଆଯାଇଛି।

ତେବେ ବୌଦ୍ଧ, ସୋନପୁର, ଦେବଗଡ଼ ଓ ଅନୁଗୁଳ, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସହ ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି।

Loading...
ad
Click to comment

Leave a Reply

Your email address will not be published. Required fields are marked *

ବହୁ ଚର୍ଚ୍ଚିତ ଖବର

To Top