ପବିତ୍ର ରମଜାନ ମାସ ଏବଂ ତାର ମହତ୍ୱ…

ଶାନ୍ତି,ମୈତ୍ରୀ,ସୌହାର୍ଦ୍ଦ୍ୟ ଭାବ ତଥା ସମସ୍ତଙ୍କୁ ଏକତାର ସୂତ୍ରରେ ବାନ୍ଧିବା ରୋଜା ଓ ରମଜାନ ମାସର ବୈଶିଷ୍ଟ୍ୟତା ରମଜାନ ମାସ।ମୁସଲିମ ସଂପ୍ରଦାୟର ଅତି ପବିତ୍ର ମାସ।ଆରବୀ ଶବ୍ଦ ରମଜାନର ଆକ୍ଷରିକ ଅର୍ଥ ହେଲା ଜଳିଯିବା (ଯେଉଁ ମାସରେ ଧର୍ମ କର୍ମଦ୍ୱାରା ପାପ ରାଶି ଜଳିଯାଏ)।ଇସଲାମ ଧର୍ମର ହିଜରୀ କ୍ୟାଲେଣ୍ଡର ଅନୁସାରେ ରମଜାନ ମାସ ହେଉଛି ବର୍ଷର ନବମ ମାସ।ଏହା ସାବାନର ପରବର୍ତ୍ତୀ ଓ ସବାଲ୍‌ର ପୂର୍ବବର୍ତ୍ତୀ ମାସ।ଏହି ପବିତ୍ର ମାସସାରା ରୋଜା (ଉପବାସ) ଓ ଏବାଦତ (ବିଶେଷ ପ୍ରାର୍ଥନା) … Continue reading ପବିତ୍ର ରମଜାନ ମାସ ଏବଂ ତାର ମହତ୍ୱ…