ବିଜେପିରେ ଯୋଗ ଦେଲେ ଡ୍ୟାନ୍ସର ସପନା ଚୌଧୁରୀ

ନୂଆଦିଲ୍ଲୀ: ନିଜର ବୋଲ୍ଡ ଏବଂ ବିନ୍ଦାସ ଅନ୍ଦାଜ ପାଇଁ ସବୁବେଳେ ଚର୍ଚ୍ଚାରେ ରହୁଥିବା ହରିୟାଣାର ପ୍ରସିଦ୍ଧ ଡ୍ୟାନ୍ସର ତଥା ସିଙ୍ଗର ସପନା ଚୌଧୁରୀ ବିଜେପିରେ ଯୋଗ ଦେଇଛନ୍ତି।ଦିଲ୍ଲୀ ଜବାହାର ଲାଲ ଷ୍ଟାଡିୟମରେ ଆୟୋଜିତ କାର୍ଯ୍ୟକ୍ରମରେ ସେ ବିଜେପିରେ ଯୋଗ ଦେଇଛନ୍ତି।ଏହି ସମୟରେ ମଧ୍ୟ ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ, ଦିଲ୍ଲୀ ବିଜେପି ମୁଖ୍ୟ ମନୋଜ ତିୱାରୀ, ସଙ୍ଗଠନ ସମ୍ପାଦକ ରାମ ଲାଲ ପ୍ରମୁଖ ଉପସ୍ଥିତ ଥିଲେ। ଇଣ୍ଟରନେଟରେ ନିଆଁ ଲଗାଇଛନ୍ତି ପୂର୍ବ ଭାଜପା ମନ୍ତ୍ରୀଙ୍କ … Continue reading ବିଜେପିରେ ଯୋଗ ଦେଲେ ଡ୍ୟାନ୍ସର ସପନା ଚୌଧୁରୀ