ସେପ୍ଟେମ୍ବର ୫; ଗୁରୁ ଦିବସ: ସର୍ବପଲ୍ଲୀ ରାଧାକୃଷ୍ଣଙ୍କ ଜନ୍ମ ଦିବସ

।।ଗୁରୁ ବ୍ରହ୍ମା ଗୁରୁ ବିଷ୍ଣୁ, ଗୁରୁ ଦେବ ମହେଶ୍ୱର; ଗୁରୁ ସାକ୍ଷାତ ପରମ ବ୍ରହ୍ମ, ତସ୍ମୈଶ୍ରୀ ଗୁରବେ ନମଃ।। ସେପ୍ଟେମ୍ବର, ୫କୁ ଆମ ଦେଶରେ ଗୁରୁ ଦିବସ ରୂପେ ପାଳନ କରାଯାଏ।ଭାରତର ୨ୟ ରାଷ୍ଟ୍ରପତି ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ଜନ୍ମ ତିଥିରେ ପାଳିତ ହୁଏ ଗୁରୁ ଦିବସ। ଭୂତପୂର୍ବ ରାଷ୍ଟ୍ରପତି ଡଃ: ସର୍ବପଲ୍ଲୀ ରାଧାକୃଷ୍ଣନଙ୍କର ଜୀବନ ଶିକ୍ଷାର ବିକାଶରେ ସମର୍ପିତ ଥିଲା।ତାଙ୍କର ଦେହାନ୍ତ ପରେ, ତାଙ୍କର ଜନ୍ମତିଥିକୁ ଗୁରୁ ଦିବସ ଭାବରେ ପାଳନ କରାଯାଉଛି। ଜୀବନୀ: – ତାମିଲନାଡୁର … Continue reading ସେପ୍ଟେମ୍ବର ୫; ଗୁରୁ ଦିବସ: ସର୍ବପଲ୍ଲୀ ରାଧାକୃଷ୍ଣଙ୍କ ଜନ୍ମ ଦିବସ